Home Left

ବିୟୁଟି, ବ୍ରେନ୍‌ ଆଉ ଟ୍ୟାଲେଣ୍ଟର ପରଫେକ୍ଟ ମିଶ୍ରଣ କାବ୍ୟା କିରଣ

ମୁମ୍ବାଇ: ବଲିଉଡ୍‌ ସହ କିଛି ଆଞ୍ଚଳିକ ଭାଷାର ଫିଲ୍ମରେ କାମ କରିଥିବା ଅଭିନେତ୍ରୀ କାବ୍ୟା କିରଣ ଏବେ ବେଶ୍‌ ପରିଚିତ। ତାଙ୍କୁ ଏବେ ବିୟୁଟି, ବ୍ରେନ୍‌ ଆଉ ଟ୍ୟାଲେଣ୍ଟର ପରଫେକ୍ଟ ମିଶ୍ରଣ ବୋଲି କୁହାଯାଉଛି। କାବ୍ୟା ବିଶେଷ ଭାବେ ପ୍ରିଣ୍ଟ ଆଡ୍‌ରେ…

‘ଆର୍‌ଏକ୍ସ ୧୦୦’ର ହିନ୍ଦୀ ରିମେକ୍‌ ଅକ୍ଟୋବରରେ: ତାରା

ମୁମ୍ବାଇ: ବଲିଉଡ୍‌ ନାୟିକା ତାରା ସୁତାରିୟା ଏବେ ତାଙ୍କ ଅପ୍‌କମିଂ ଫିଲ୍ମକୁ ନେଇ ଉତ୍ସାହିତ ଅଛନ୍ତି। ଏବେ ସେ ତେଲଗୁ ହିଟ୍‌ ଫିଲ୍ମ ‘ଆର୍‌ଏକ୍ସ ୧୦୦’ର ହିନ୍ଦୀ ରିମେକରେ କାମ କରିବାକୁ ଯାଉଛନ୍ତି। ନିକଟରେ ଏକ ଷ୍ଟୋର ଲଞ୍ଚ କାର୍ଯ୍ୟକ୍ରମରେ ଯୋଗ…

ବାଂଲାଦେଶ ମନ୍ତ୍ରୀଙ୍କ ଉପରକୁ ଆଇଏସ୍‌ର ଆକ୍ରମଣ: ୨ ପୋଲିସ ଆହତ

ଢାକା,୧।୯: ବାଂଲାଦେଶର ଢାକାରେ ଶନିବାର ରାତିରେ ଜଣେ ମନ୍ତ୍ରୀଙ୍କ ଉପରକୁ ଆଇଏସ୍‌ ଆତଙ୍କବାଦୀମାନେ ଆକ୍ରମଣ କରିଥିବା ସୂଚନା ମିଳିଛି। ଏହି ଆକ୍ରମଣରେ ମନ୍ତ୍ରୀ ଜଣଙ୍କ ବର୍ତ୍ତି ଯାଇଥିବା ବେଳେ ୨ ପୋଲିସକର୍ମୀ ଆହତ ହୋଇଛନ୍ତି। ତେବେ ମନ୍ତ୍ରୀ ଯେଉଁବାଟ ଦେଇ ଯାଉଥିଲେ…

କଦଳୀମଞ୍ଜାରୁ ସାନିଟାରୀ ପ୍ୟାଡ୍‌ ପ୍ରସ୍ତୁତ କଲେ ଆଇଆଇଟି ଛାତ୍ର: ୧୨୧ ଥର ୨ ବର୍ଷ ପର୍ଯ୍ୟନ୍ତ ହୋଇପାରିବ ବ୍ୟବହାର

ନୂଆଦିଲ୍ଲୀ,୧।୯: ଦିଲ୍ଲୀ ଆଇଆଇଟିର ୨ ଜଣ ଛାତ୍ର କଦଳୀମଞ୍ଜାରୁ ସାନିଟାରୀ ପ୍ୟାଡ୍‌ ପ୍ରସ୍ତୁତ କରିଛନ୍ତି। ଏହାକୁ ୧୨୧ ଥର ୨ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରାଯାଇପାରିବ। ଏହାର ଦାମ ୧୯୯ଟଙ୍କା ରଖାଯାଇଛି। ଏହା ଗ୍ରାମୀଣ ମହିଳାଙ୍କ ପାଇଁ ବେଶ୍‌ ଉପଯୋଗ ହେବ…

ପୁଣି ବେଳାଭୂମିରୁ ଗଳିତ ମୃତଦେହ ଉଦ୍ଧାର

ପାରାଦୀପ,୧।୯(ସ୍ବ.ପ୍ର.): ପାରାଦୀପ ସମୁଦ୍ର ଷଣ୍ଢକୂଦ ବସ୍ତିର ଚର୍ଚ୍ଚ ସୀମା ବେଳାଭୂମିରୁ ପୁଣି ରବିବାର ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଉଦ୍ଧାର କରିଛି। ତେବେ ମହିଳାଙ୍କ ପରିଚୟ ମିଳିପାରି ନ ଥିବା ବେଳେ ତାଙ୍କ ବୟସ ୩୦ରୁ ୪୦ ମଧ୍ୟରେ ହୋଇଥିବା…

ଆଇସିୟୁରୁ ବାହାରିଲେ ଉନ୍ନାଓ ବଳାତ୍କାର ପୀଡିତା

ନୂଆଦିଲ୍ଲୀ,୧।୯: ଦିଲ୍ଲୀସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ରେ ଚିକିତ୍ସାଧୀନ ଥିବା ଉନ୍ନାଓ ବଳାତ୍କାର ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡିଛି। ଏବେ ତାଙ୍କୁ ଆଇସିୟୁରୁ ବାହାର କରାଯାଇ ଜେନରାଲ ଓ୍ବାର୍ଡକୁ ଅଣାଯାଇଛି। ସୂଚନାଯୋଗ୍ୟ, ଜୁଲାଇ ୨୮ରେ ପୀଡିତା, ତାଙ୍କ…

ଟିମ୍‌ ଇଣ୍ଡିଆ ଟ୍ରେନର ଦୌଡ଼ରେ ନିକ୍‌ ଓ୍ବେବ୍‌ ସର୍ବାଗ୍ରେ

ନୂଆଦିଲ୍ଳୀ,୧।୯(ପି.ଟି.): ଭାରତୀୟ କ୍ରିକେଟ ଦଳର କଣ୍ଡିସନିଙ୍ଗ୍‌ କୋଚ୍‌ ବା ଟ୍ରେନର ଦୌଡ଼ରେ ପୂର୍ବତନ ନ୍ୟୁଜିଲାଣ୍ଡ ରଗ୍‌ବୀ ଲିଗ୍‌ ଟ୍ରେନର ନିକ୍‌ ଓ୍ବେବ୍‌ ସାମିଲ ହୋଇଛନ୍ତି। ସେ ଏହି ଦୌଡ଼ରେ ସମସ୍ତଙ୍କଠାରୁ ଆଗରେ ରହିଛନ୍ତି। ଓ୍ବେବ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳ…

ବ୍ରେକ୍‌ଅପ୍‌ର ୩ ବର୍ଷ ପରେ ଏକାଠି ହେଲେ କ୍ୟାଟ୍ରିନା-ରଣବିର

ବଲିଉଡ୍‌ରେ ଏମିତି କିଛି ଯୋଡ଼ି ଅଛନ୍ତି ଯେ କି, ବ୍ରେକ୍‌ଅପ୍‌ ପରେ ପୁଣି ଏକାଠି ହୋଇଛନ୍ତି। ସେ ରିଲ୍‌ରେ ହେଉ କି ରିୟଲରେ। ଏହି ଯୋଡ଼ିଙ୍କ ମଧ୍ୟରୁ କ୍ୟାଟ୍ରିନା କୈଫ୍‌-ରଣବିର କପୁର ଅନ୍ୟତମ। ରଣବିର ପୂର୍ବରୁ କ୍ୟାଟ୍‌ଙ୍କ ସହ ପ୍ରେମସମ୍ପର୍କ ଥିବାବେଳେ…

ଗ୍ରହଦୋଷ ଖଣ୍ଡନ ପାଇଁ ହେଲା କୁକୁର ବାହାଘର

ବାରାଣସୀ,୧।୯: କୁକୁର ବିବାହ କଥା ଶୁଣିଲେ କଥାଟା ଟିକେ ଅଡୁଆ ଲାଗୁଛି ସତ। ହେଲେ ନିକଟରେ ବାରାଣସୀରେ ଏମିତି ଏକ ବିବାହ ଦେଖିବାକୁ ମିଳିଛି। ଆଲ୍ଲାହାବାଦ ବା ପ୍ରୟାଗରାଜଠାରୁ ୫୦ କିଲୋମିଟର ଦୂର କୋରାଓ ଗାଁରେ ଦେଖିବାକୁ ମିଳିଛି ଏହି ନିଆରା…

ଚୋରାମଦ କାରବାର ବନ୍ଦ ପ୍ରତିବାଦ: ରାସ୍ତାରେ ଶୋଇଲେ ମହିଳା

ବାସୁଦେବପୁର,୧।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଇରମ-ଚୁଡାମଣି ରାସ୍ତା ରବିବାର ଗ୍ରାମବାସୀଙ୍କ ପକ୍ଷରୁ ଅବରୋଧ କରାଯାଇଛି। ଚୋରାମଦ କାରବାର ବନ୍ଦ ପ୍ରତିବାଦରେ ଏହି ଆନ୍ଦୋଳନ ହୋଇଛି। ଇରମ ଗ୍ରାମର ଜୟନ୍ତୀ ଦାସ ନାମକ ଜଣେ ମହିଳା ରାସ୍ତାରେ ଶୋଇ ଏହାକୁ ବିରୋଧ…

ଲଭ୍‌ ଟ୍ବିଷ୍ଟରେ ନବାଗତ ଯୋଡି ‘ଦେବ୍‌-ମନସ୍ମିତା’

ପ୍ରେମର ରାସ୍ତାରେ ଚାଲିବା ଏତେ ସହଜ ନୁହେଁ। ଏହି ରାସ୍ତା ଅନେକ ଜାଗାରେ କଣ୍ଟକିତ। ପ୍ରେମ କରିବା ସମୟରେ କେତେବେଳେ ମନରେ ଖୁସିର ମାହୋଲ ସୃଷ୍ଟି ହୁଏ ତ ପୁଣି କେତେବେଳେ ଦୁଃଖ ଅବସାଦର କଳା ବାଦଲ ହଠାତ୍‌ ମାଡିଆସିଥାଏ। ସେପରି…

ରାଶି ଅନୁଯାୟୀ ଗଣେଶଙ୍କ ପୂଜା

ମେଷ: ଏ ରାଶିର ବ୍ୟକ୍ତିମାନେ ନାଲିରଙ୍ଗର ଗଣେଶ ମୂର୍ତ୍ତି ପୂଜା କରି ଲଡୁ, ଗୁଡ଼ ଭୋଗ ଲଗାନ୍ତୁ। ବୃଷ: ଏ ରାଶିର ବ୍ୟକ୍ତି ଧଳା ରଙ୍ଗର ମୂର୍ତ୍ତି ପୂଜା କରି ମୋଦକ, ମିଶ୍ରି, ଲଡୁଭୋଗ ଲଗାନ୍ତୁ। ମିଥୁନ: ଏ ରାଶିର ବ୍ୟକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?