Home Left

ମୋବାଇଲ୍‌ ଫ୍ଲାଶ୍‌ ଲାଇଟ୍‌ରେ ଅପରେଶନ୍‌ କଲେ ଡାକ୍ତର; ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଲକ୍ଷ୍ନୌ,୧।୯: ଡାକ୍ତର ଲୋକଙ୍କୁ ବିଭିନ୍ନ ରୋଗ ସମସ୍ୟାରୁ ମୁକ୍ତ କରିଥାନ୍ତି। ତେଣୁ ଡାକ୍ତରଙ୍କୁ କେତେକ ଭଗବାନ ବୋଲି କହିଥାନ୍ତି। ଜଣେ ଡାକ୍ତର ରୋଗୀଙ୍କ ଚିକିତ୍ସା ପାଇଁ ସମସ୍ତ ପ୍ରୟାସ କରିଥାନ୍ତି। ଏହାର ସଦ୍ୟତମ ଉଦାହରଣ ଉତ୍ତରପ୍ରଦେଶ ଶିକୋହାବାଦ୍‌ରେ ଦେଖିବାକୁ ମିଳିଛି। ଏଠାରେ…

ଟ୍ୟୁଶନ ଯିବାବେଳେ ଛାତ୍ରୀଙ୍କୁ ଅସଦାଚରଣ ମାମଲା: ପୋଲିସକୁ ଡେମୋ ଦେଖାଇଲେ ଅଭିଯୁକ୍ତ; ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି

କଟକରୋଡ,୧ା୯(ଡି.ଏନ୍‌.ଏ.): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଘଟିଥିବା ଏକ ଅସଦାରଚରଣ ଘଟଣାରେ ପୋଲିସ ଗିରଫ ଅଭିଯୁକ୍ତଙ୍କୁ ଶନିବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ କଟକ ଜିଲା ବାଙ୍କୀ ଥାନା ଗୋପାଳପୁର ଅଞ୍ଚଳର ଦୀପକ ସାହୁ। ସେ ଶହୀଦ ନଗର ଥାନା ଅଧୀନ ଗଉଡ…

ଟ୍ରାଫିକ ଉଲ୍ଲଂଘନକାରୀ ଗାଡ଼ି ଚାଳକ ସାବଧାନ: କେଉଁ ନିୟମ ଉଲ୍ଲଂଘନ କଲେ କେତେ ଜରିମାନା ଜାଣନ୍ତୁ….

ଭୁବନେଶ୍ୱର, ୧ା୯(ବ୍ୟୁରୋ): ଗାଡ଼ି ଚାଳକମାନେ ସାବଧାନ। ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ଆଉ ବରଦାସ୍ତ କରାଯିବ ନାହିଁ। ରବିବାରଠାରୁ ସାରା ଦେଶରେ ଲାଗୁ ହେଉଛି ସରକାରଙ୍କ ନୂଆ ମୋଟର ଯାନ ଆଇନ। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କଲେ ଦେବାକୁ ହେବ ୧୦…

୭୫ ମିଟର ଉଚ୍ଛେଦ ପ୍ରସଙ୍ଗ: ଖୁବ୍‌ଶୀଘ୍ର ସରକାରଙ୍କୁ ରିପୋର୍ଟ ଦିଆଯିବ; ଦେବଦେବୀଙ୍କ ବିଜେସ୍ଥଳୀ, ଗାଦିଘର ସୁରକ୍ଷିତ ରଖାଯିବ

ପୁରୀ ଅଫିସ, ୧ା୯: ଶ୍ରୀମନ୍ଦିରର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ମେଘନାଦ ପ୍ରାଚୀର ଚତୁଃପାର୍ଶ୍ୱସ୍ଥ ୭୫ ମିଟର ପରିଧି ମଧ୍ୟରେ ଥିବା ସବୁ ନିର୍ମାଣ ଉଚ୍ଛେଦ କରାଯିବ। ଏହି ପରିସୀମା ମଧ୍ୟରେ ଥିବା ମଠ, ମନ୍ଦିରର ଗାଦିଘର ଏବଂ ଦେବଦେବୀଙ୍କ…

ଏମାର ମଠର କଥା: ଶ୍ରୀରାମାନୁଜଙ୍କୁ ନେଇ ଘଟିଥିଲା ବିସ୍ମୟକର ଘଟଣା

ପୁରୀ ଅଫିସ,୧ା୯: ଦ୍ୱାଦଶ ଶତାବ୍ଦୀର ଏମାର ମଠ ଭଙ୍ଗାଯାଉଛି। ଆଉ ଅଳ୍ପ ଦିନ ପରେ ଏହାର ନଁା ରହିବ ସିନା ହେଲେ ଚେହେରା ସମ୍ପୂର୍ଣ୍ଣ ବଦଳିଯିବ। ବିରାଟ କୋଠାର ଆକାର ସୀମିତ ରହିବ ଠାକୁରଙ୍କ ବିଜେସ୍ଥଳୀ, ପୂଜକ ଏବଂ ମହନ୍ତଙ୍କ ଛୋଟିଆ…

୭ରେ ‘କାଳିଆ’ ଅଯୋଗ୍ୟ ହିତାଧିକାରୀଙ୍କ ତାଲିକା: ସହାୟତା ରାଶି ଫେରସ୍ତ ନେଇ ରୋଡ୍‌ମ୍ୟାପ ପ୍ରସ୍ତୁତ

ଭୁବନେଶ୍ୱର,୧ା୯(ବ୍ୟୁରୋ)- ସେପ୍ଟେମ୍ବର ୭ରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ‘କାଳିଆ’ ଅଯୋଗ୍ୟ ହିତାଧିକାରୀଙ୍କ ନାମ ଘୋଷଣା କରାଯିବ। ଏଥିପାଇଁ ଆବଶ୍ୟକ ବ୍ଲକ ଏବଂ ଜିଲାସ୍ତରୀୟ ତାଲିକା ପ୍ରସ୍ତୁତ ହୋଇସାରିଛି। ରାଜ୍ୟବ୍ୟାପୀ ତାଲିକା ଏବଂ ପରବର୍ତ୍ତୀ ପଦକ୍ଷେପ ସମ୍ପର୍କରେ ବିଭାଗୀୟ…

ସ୍ବର୍ଣ୍ଣ ବିଜେତା ଅଶ୍ୱତ୍ଥଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୯(ବ୍ୟୁରୋ): ରୁଷିଆସ୍ଥିତ କାଜାନ୍‌ରେ ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଥିବା ଏସ୍‌. ଅଶ୍ୱତ୍ଥ ନାରାୟଣଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସମ୍ବର୍ଦ୍ଧିତ କରିଛନ୍ତି। ଲୋକସେବା ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ନାରାୟଣଙ୍କୁ ୧୦ ଲକ୍ଷ ଟଙ୍କା ପୁରସ୍କାର…

ମାଲକାନଗିରି ଜିଲା ଚିଠି: ପ୍ରହସନ ପାଲଟିଛି ଶିଶୁ ସୁରକ୍ଷା, ଶିଶୁ ଶ୍ରମିକ ଉଦ୍ଧାର ଯୋଜନା; କାହା ପାଖରେ ତଥ୍ୟ ନାହିଁ

ଦେଶରେ ଶିଶୁମାନଙ୍କ ସୁରକ୍ଷା, ଯତ୍ନ, ଖାଦ୍ୟପେୟ, ଶିକ୍ଷାଦାନ ପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାର ଅନେକ ଯୋଜନା କରିଛନ୍ତି। ଜିଲାରେ ଶିଶୁମାନଙ୍କ ସୁରକ୍ଷା ପାଇଁ ଚାଇଲ୍ଡଲାଇନ୍‌, ଶିଶୁ ମଙ୍ଗଳ ସମିତି, ଜିଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ, ସମନ୍ବିତ ଶିଶୁ ବିକାଶ ବିଭାଗ…

ବିହାରୀଙ୍କ ଶତକ ପରେ ବୁମ୍‌ରାଙ୍କ ହ୍ୟାଟ୍ରିକ୍‌: ଦୃଢ଼ ସ୍ଥିତିରେ ଭାରତ

କିଙ୍ଗଷ୍ଟନ,୧।୯(ପି.ଟି.)- ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ଭାରତ ତା’ର ସ୍ଥିତି ଦୃଢ଼ କରିଛି। ଯୁବ ମିଡଲଅର୍ଡର ବ୍ୟାଟ୍ସମ୍ୟାନ ହନୁମା ବିହାରୀଙ୍କ ଶତକ ଓ ଟେଲ ଏଣ୍ଡର ଇଶାନ୍ତ ଶର୍ମାଙ୍କ ଅର୍ଦ୍ଧଶତକ ସହାୟତାରେ ଭାରତ ପ୍ରଥମ ଇନିଂସରେ…

ଧୂପବତି ଆମଦାନୀ ଉପରେ ଜାରି ହେଲା କଟକଣା

ନୂଆଦିଲ୍ଲୀ,୧-୯: ଦେଶରେ ଧୂପବତି ଆମଦାନୀ ଅହେତୁକ ବୃଦ୍ଧି ପାଇଥିବା ବେଳେ ଏଥିରେ ଲଗାମ ଲଗାଇବାକୁ ଯାଇ କେନ୍ଦ୍ର ସରକାର ଏହା ଉପରେ କଟକଣା ଜାରି କରିଛନ୍ତି। ଏଣିକି ଧୂପବତୀ ଆମଦାନୀକାରୀଙ୍କୁ ଏଥିପାଇଁ ଲାଇସେନ୍ସ ନେବାକୁ ହେବ। ଏ ସମ୍ପର୍କରେ ବୈଦେଶିକ ବାଣିଜ୍ୟ…

କନିଆଁ ରୂପରେ ଆଲିଆ

ମୁମ୍ବାଇ: ଅଭିନେତ୍ରୀ ଆଲିଆ ଭଟ୍ଟ କନିଆଁ ବେଶରେ ନିଜ ପ୍ରଶଂସକଙ୍କୁ ଚମକାଇ ଦେଇଛନ୍ତି। ‘ରାଜି’ ଫିଲ୍ମର ଏହି ଅଭିନେତ୍ରୀ ଶନିବାର ଏକ ବିଜ୍ଞାପନ ଶୁଟିଂ ସେଟ୍‌ରୁ ନିଜର ଦୁଇଟି ଫଟୋକୁ ଇନ୍‌ଷ୍ଟାଗ୍ରାମ୍‌ରେ ପୋଷ୍ଟ କରିଛନ୍ତି। ଯେଉଁଥିରେ ସେ କନିଆଁ ସାଜି ପ୍ରଶଂସକଙ୍କ…

‘ସିନେମାର କାହାଣୀ ଭଳି ମୋ ଜୀବନ’

ମୁମ୍ବାଇ: କୋଲକାତାର ରେଳଷ୍ଟେଶନ୍‌ରେ ସିନେମା ଗୀତ ଗାଇ ଭିକ ମାଗୁଥିବା ରାନୁ ମଣ୍ଡଳ ବର୍ତ୍ତମାନ ମୁମ୍ବାଇ ସଂଗୀତ ଜଗତର ଅନ୍ୟତମ ସେଲିବ୍ରିଟି। ତାଙ୍କ ଗାୟନ ଶୈଳୀକୁ ନେଇ ବର୍ତ୍ତମାନ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ହେଉଥିବାବେଳେ ତାଙ୍କ ଜୀବନୀକୁ ନେଇ ଫିଲ୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?