Home Left

ପୂର୍ବତନ ମନ୍ତ୍ରୀଙ୍କୁ ୭ ବର୍ଷ ଜେଲ,୧୦୦ କୋଟି ଜରିମାନା

ମୁମ୍ବାଇ,୧ା୯(ପି.ଟି.): ମହାରାଷ୍ଟ୍ରର ବହୁକୋଟି ଟଙ୍କାର ଘରକୁଲ୍‌ ହାଉସିଂ ଦୁର୍ନୀତି ମାମଲାର ବିଚାର କରି ଧୁଲେ ଜିଲାର ସେସନ୍ସ କୋର୍ଟ ପୂର୍ବତନ ମନ୍ତ୍ରୀ ସୁରେଶ ଜୈନ ଏବଂ ଏନ୍‌ସିପି ନେତା ଗୁଲାବ୍ରାଓ ଦେଓକରଙ୍କ ସମେତ ୪୮ ଜଣଙ୍କୁ ଦୋଷୀସାବ୍ୟସ୍ତ କରିବା ସହ ବିଭିନ୍ନ…

ଏୟାର ଇଣ୍ଡିଆରେ ଅର୍ଥ ସଙ୍କଟ; ତେଲ ନ ଦେବାକୁ ତୈଳ କମ୍ପାନୀଙ୍କ ଧମକ

ନୂଆଦିଲ୍ଲୀ,୧-୯: ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆରେ ଅର୍ଥ ସଙ୍କଟ ଅତ୍ୟନ୍ତ ଗମ୍ଭୀର ହୋଇଛି। ବିମାନ ଇନ୍ଧନ ବାବଦରେ କମ୍ପାନୀ ତୈଳ ମାର୍କେଟିଂ କମ୍ପାନୀ(ଓଏମ୍‌ସି)ଙ୍କୁ ବକେୟା ବାବଦରେ ଅର୍ଥ ଦେଇ ପାରୁନାହାନ୍ତି। ଏହି କାରଣରୁ ସେମାନେ ସେପ୍ଟେମ୍ବର ୬ରୁ ଆହୁରି ଦୁଇଟି…

ରାଜ୍ୟରେ ତିନିମାସରେ ୯୧୨.୪ମିମି ବର୍ଷା: ସ୍ବାଭାବିକଠାରୁ ୧.୨% କମ

ଭୁବନେଶ୍ୱର, ୧ା୯(ବ୍ୟୁରୋ): ରାଜ୍ୟରେ ନିଅଣ୍ଟିଆ ବର୍ଷା ରହିଛି। ଅଗଷ୍ଟରେ ପ୍ରବଳ ବର୍ଷା ଯୋଗୁ କିଛି ସ୍ଥାନରେ ବନ୍ୟା ପରିସ୍ଥିତି ଦେଖାଦେଇଥିବାବେଳେ ଆଉ କିଛି ସ୍ଥାନରେ ବର୍ଷାର ନଁା ଗନ୍ଧ ନାହିଁ। ଏବେ ବି ରାଜ୍ୟରେ ୧.୨% କମ୍‌ ବର୍ଷା ହୋଇଛି। ଜୁନ୍‌…

ଦୁର୍ନୀତିଗ୍ରସ୍ତଙ୍କ ଉପରେ ପୁଣି କାର୍ଯ୍ୟାନୁଷ୍ଠାନ: ୬ ଅଫିସର ବିଦା; ୪ ପୂର୍ବତନ ଅଧିକାରୀଙ୍କ ପେନ୍‌ସନ ବନ୍ଦ

ଭୁବନେଶ୍ୱର,୧ା୯(ବ୍ୟୁରୋ): ରାଜ୍ୟ ପ୍ରଶାସନରେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଡ଼ା କାର୍ଯ୍ୟାନୁଷ୍ଠାନ ଜାରି ରଖିଛନ୍ତି। ଏହିକ୍ରମରେ ଶନିବାର ମୁଖ୍ୟମନ୍ତ୍ରୀ ୬ ଜଣ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର କରିବା ସହ ୪ ପୂର୍ବତନ ଅଧିକାରୀଙ୍କ ପେନ୍‌ସନ୍‌ ସୁବିଧା ସମ୍ପୂର୍ଣ୍ଣ ବନ୍ଦ…

ବିବେକ ଜୋହ୍‌ରି ବିଏସ୍‌ଏଫ୍‌ ଡିଜି

ନୂଆଦିଲ୍ଲୀ୍‌, ୧ା୯(ପି.ଟି.): ଆଇପିଏସ୍‌ ଅଫିସର ବିବେକ କୁମାର ଜୋହ୍‌ରି ଶନିବାର ବିଏସ୍‌ଏଫ୍‌ର ୨୫ତମ ଡିଜି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଏସ୍‌ଏଫ୍‌ ମୁଖ୍ୟାଳୟଠାରେ ୧୯୮୪ ବ୍ୟାଚ୍‌ ମଧ୍ୟପ୍ରଦେଶ କ୍ୟାଡର୍‌ର ଏହି ଅଫିସର୍‌ ରଜ୍‌ନୀକାନ୍ତ ମିଶ୍ରଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ନାଳକୁ ବସ୍‌ ଖସି ୨୪ ମୃତ

ପେଶାଓ୍ବାର, ୧ା୯(ପି.ଟି.): ଉତ୍ତର-ପଶ୍ଚିମ ପାକିସ୍ତାନରେ ଏକ ଯାତ୍ରୀବାହୀ ବସ୍‌ ପୋଲ ଭାଙ୍ଗି ନାଳରେ ଖସିପଡ଼ିବାରୁ ଏଥିରେ ଥିବା ୨୪ ଜଣଙ୍କ ପ୍ରାଣହାନି ଘଟିଛି। ଅନେକ ଶିଶୁ ଓ ମହିଳା ପାଣିରେ ବୁଡ଼ି ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ମୋଟ ୩୫ ଯାତ୍ରୀଙ୍କୁ ନେଇ…

ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୁଧୁରୁନି ସମସ୍ୟା: ପୂରଣ ହେଲାନି ଗୋଟିଏ ବି ପ୍ରତିଶ୍ରୁତି, ରୋଗୀ ଭୋଗୁଛନ୍ତି ଦୁର୍ଦ୍ଦଶା

ଦଶରଥପୁର,୧ା୯(ଡି.ଏନ୍‌.ଏ.)- ରୋଗୀଙ୍କୁ ଉନ୍ନତମାନର ସ୍ବାସ୍ଥ୍ୟସେବା ପ୍ରଦାନ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର କୋଟିକୋଟି ଟଙ୍କା ଯୋଗାଇ ଦେଉଛନ୍ତି। ଏହାସତ୍ତ୍ୱେ ରୋଗୀ ଏହି ସେବାରୁ ବଞ୍ଚତ୍ତ ହୋଇ ହନ୍ତସନ୍ତ ହେଉଥିବା ପରିଲକ୍ଷିତ ହେଉଛି। ବିଭାଗୀୟ ଅଧିକାରୀ ତଥା ନେତାଙ୍କ ଅବହେଳା ଓ…

କମ୍ପାନୀ ଅଧିକାରୀ ଏବେ ସରକାରୀ ବାବୁ

ନୂଆଦିଲ୍ଲୀ,୧ା୯: ସାଧାରଣତଃ ଆଇଏଏସ୍‌, ଆଇପିଏସ୍‌, ଆଇଏଫ୍‌ଏସ୍‌ ଏବଂ ଆଇଆର୍‌ଏସ୍‌ ଅଫିସରମାନଙ୍କୁ କେନ୍ଦ୍ରରେ ଯୁଗ୍ମ ସଚିବ ନିଯୁକ୍ତ କରାଯାଇଥାଏ। ଏହା ବ୍ୟତୀତ କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍‌ସି) ଦ୍ୱାରା ତିନିପର୍ଯ୍ୟାୟ ଚୟନ ପ୍ରକ୍ରିୟା ମାଧ୍ୟମରେ ମଧ୍ୟ କେତେଜଣଙ୍କୁ ଏହି ପଦବୀ ପାଇଁ ବଛାଯାଇଥାଏ।…

ପୌରପାଳିକାରେ ଖୋଲିଲା ୨୩ ୱାର୍ଡ ଅଫିସ: ଏଣିକି ସମସ୍ୟା ବୁଝିବେ ଓ୍ବାର୍ଡ ଅଫିସର

ଅନୁଗୋଳ ଅଫିସ,୧।୯ – ଅନୁଗୋଳ ଲୋକଙ୍କ ସମସ୍ୟା ବୁଝିବ ପୌର ପ୍ରଶାସନ। ଏଥିପାଇଁ ଶନିବାର ପୌରପାଳିକା ଅଧୀନରେ ଥିବା ୨୩ଟି ୱାର୍ଡ଼ରେ ଖୋଲା ଯାଇଛି ୱାର୍ଡ଼ ଅଫିସ। ଏଣିକି ଲୋକେ ସମସ୍ୟା ଧରି ପୌର କାର୍ଯ୍ୟାଳୟ ଆସିବା ପରିବର୍ତ୍ତେ ନିଜ ନିଜ…

ଇଣ୍ଡିଆନ୍‌ ସୁପର ଲିଗ୍‌: ଲଞ୍ଚ୍‌ ହେଲା ରାଜ୍ୟର ନିଜ କ୍ଲବ୍‌ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର,୧।୯(ସ୍ପୋଟର୍‌ସ ବ୍ୟୁରୋ)- ହାଇପ୍ରୋଫାଇଲ ଫୁଟବଲ ଲିଗ୍‌ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଓଡ଼ିଶା ଏଥର ନିଜର କ୍ଲବ୍‌ ଖେଳାଇବ। ଫଳରେ ରାଜ୍ୟର ଫୁଟବଲ ପ୍ରଶଂସକଙ୍କ ପାଇଁ ଏହା ଏକ ଖୁସି ଖବର ସାବ୍ୟସ୍ତ ହୋଇଛି। ରାଜ୍ୟର ଏହି ଫୁଟବଲ କ୍ଲବର ନାମ…

‘କାଳିଆ’ରେ ସାମିଲ ହେଲେ ୪୦ ହଜାର: ବାଦ୍‌ ପଡ଼ିଲେ ୨୦ ହଜାର ଅଯୋଗ୍ୟ

ଅନୁଗୋଳ ଅଫିସ, ୧।୯ – ରାଜ୍ୟ ସରକାରଙ୍କ ‘କାଳିଆ’ ଯୋଜନାରେ ସାମିଲ ହୋଇଥିବା ଚାଷୀଙ୍କ ଚୂଡାନ୍ତ ତାଲିକା ଅନୁଗୋଳ ଜିଲା କୃଷି ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରୁ ସରକାରଙ୍କୁ ନିକଟକୁ ପଠାଯାଇଛି। ଜିଲାରେ ୪୦ ହଜାର ଚାଷୀ ଯୋଜନାର ତାଲିକାରେ ସାମିଲ ହୋଇଥିବାବେଳେ…

ଜଳସେଚନ ପ୍ରକଳ୍ପ ପରିଦର୍ଶନ କଲେ ନୀତି ଆୟୋଗ ଟିମ୍‌: ଚାଷୀଙ୍କ ଆର୍ଥତ୍କ ସ୍ଥିତିରେ ଉନ୍ନତି ଉପରେ ଗୁରୁତ୍ୱ

ଅନୁଗୋଳ ଅଫିସ, ୧।୯ – ଅନୁଗୋଳ ଜିଲାକୁ ୩ ଦିନିଆ ଗସ୍ତରେ ଆସିଥିବା ନୀତି ଆୟୋଗର କେନ୍ଦ୍ରୀୟ ଆନ୍ତଃ ମନ୍ତ୍ରଣାଳୟ ଦଳ ରବିବାର ଜିଲାର ବିଭିନ୍ନ ଜଳସେଚନ ପ୍ରକଳ୍ପ ବୁଲି ପରିଦର୍ଶନ କରିଛନ୍ତି। ଏଥିସହ ସ୍ଥାନୀୟ ସର୍କିଟ ହାଉସ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?