Home Left

ପୋଲିସ ହାତରେ ଡକାୟତି ଗ୍ୟାଙ୍ଗ୍‌: ୭ ଗିରଫ, ମାରଣାସ୍ତ୍ର ଜବତ

ତାଳଚେର,୧।୯(ନି.ପ୍ର.) – ତାଳଚେରର ବିଭିନ୍ନ ଅଞ୍ଚଳରେ ଲୁଟ ତରାଜ ଚଳାଉଥିବା ଏକ ଡକାୟତି ଗ୍ୟାଙ୍ଗର ୭ ଜଣଙ୍କୁ କଲିୟରୀ ପୋଲିସ ଚଢ଼ାଉ କରି ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବାଘୁଆବୋଲ ଅଞ୍ଚଳର ବିକି ନାଏକ (୨୦), ବାଘୁଆବୋଲ ମୁଣ୍ଡା…

କଳାଧନ ବିରୋଧରେ ଲଢ଼େଇ; ଆଜିଠୁ ମିଳିବ ଭାରତୀୟଙ୍କ ସୁଇସ୍‌ ବ୍ୟାଙ୍କ ତଥ୍ୟ

ନୂଆଦିଲ୍ଲୀ,୧-୯: ମୋଦି ସରକାରଙ୍କ କଳାଧନ ବିରୋଧରେ ଲଢ଼େଇ ଆହୁରି ଜୋର୍‌ଦାର ହେବାକୁ ଯାଉଛି। ରବିବାରଠାରୁ ସୁଇସ୍‌ ବ୍ୟାଙ୍କରେ ଥିବା ଭାରତୀୟଙ୍କ ଆକାଉଣ୍ଟ ତଥ୍ୟ ସିଧାସଳଖ ଆୟକର ବିଭାଗ ନିକଟରେ ପହଞ୍ଚତ୍ବ। ଭାରତ ଓ ସୁଇଜରଲାଣ୍ଡ ମଧ୍ୟରେ ବ୍ୟାଙ୍କିଙ୍ଗ୍‌ ସୂଚନା ସ୍ବତଃ ଆଦାନପ୍ରଦାନ…

ମୋବାଇଲ ଓ୍ବାଲେଟ କଓ୍ବୋଇସି; ୬ ମାସ ସମୟ ବଢ଼ାଇଲା ଆର୍‌ବିଆଇ

ନୂଆଦିଲ୍ଲୀ,୧-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ମୋବାଇଲ ଓ୍ବାଲେଟ ଲାଗି କଓ୍ବୋଇସି(ନୋ ୟୋର କଷ୍ଟମର) ଦାଖଲ କରିବା ସମୟସୀମାକୁ ଆହୁରି ୬ ମାସ ବଢ଼ାଇ ଦେଇଛି। ପୂର୍ବରୁ ଏହା ଚଳିତ ମାସ ୩୧ ଯାଏ ଥିଲା। ଏହାଦ୍ୱାରା ପ୍ରିପେଡ୍‌ ଓ୍ବାଲେଟ ଜାରି କରୁଥିବା…

ଡିଜିଟାଲ ଇଣ୍ଡିଆରେ ସରକାରଙ୍କୁ ସହାୟତା କରିବ ଗୁଗଲ

ନୂଆଦିଲ୍ଲୀ,୧-୯: କେନ୍ଦ୍ର ସରକାର ‘ବିଲ୍ଡ ଫର୍‌ ଡିଜିଟାଲ ଇଣ୍ଡିଆ’ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଯାଉଥିବା ବେଳେ ପ୍ରଯୁକ୍ତି କ୍ଷେତ୍ରରେ ବିଶ୍ୱର ଅନ୍ୟତମ ଶୀର୍ଷ କମ୍ପାନୀ ଗୁଗଲ ଏଦିଗରେ ସହାୟତାର ହାତ ବଢ଼ାଇଛି। କମ୍ପାନୀ କେନ୍ଦ୍ର ସୂଚନା ପ୍ରଯୁକ୍ତି ଏବଂ ଇଲେକ୍ଟ୍ରୋନିକ୍ସ ମନ୍ତ୍ରଣାଳୟ…

ବ୍ୟାଙ୍କ ମହାମିଶ୍ରଣରୁ ଛଟେଇ ଭୟ; ଆଶ୍ୱସନା ସତ୍ତ୍ୱେ ବିକ୍ଷୋଭରେ ସାମିଲ ହେଲେ କର୍ମଚାରୀ

ନୂଆଦିଲ୍ଲୀ,୧-୯: କେନ୍ଦ୍ର ସରକାର ଶୁକ୍ରବାର ବ୍ୟାଙ୍କିଙ୍ଗ୍‌ ସେକ୍ଟରରେ ବଡ଼ ଧରଣର ସଂସ୍କାର କାର୍ଯ୍ୟକ୍ରମ ଘୋଷଣା କରିଛନ୍ତି। ୧୦ ରାଷ୍ଟ୍ରାୟତ୍ତ ବ୍ୟାଙ୍କକୁ ମିଶାଇ ୪ ବୃହତ ବ୍ୟାଙ୍କ ଗଠନ କରାଯିବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ପ୍ରକାଶ କରିଛନ୍ତି। ଫଳରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ…

ଆଜିଠୁ ଇ-ଟିକେଟରେ ଆଦାୟ ହେବ ସର୍ଭିସ ଚାର୍ଜ; ଅଣ ଏସିରେ ୧୫, ଏସିରେ ୩୦ଲାଗିବ

ନୂଆଦିଲ୍ଲୀ,୧-୯: ରବିବାରଠାରୁ ଆଇଆର୍‌ସିଟିସିରୁ ଇ-ଟିକେଟ କିଣିବା ମହଙ୍ଗା ହେବ। ସେପ୍ଟେମ୍ବର ପହିଲାରୁ ଇ-ଟିକେଟ ଉପରେ ସର୍ଭିସ ଚାର୍ଜ ଆଦାୟ କରାଯିବ ବୋଲି ରେଲଓ୍ବେ ପକ୍ଷରୁ ପୂର୍ବରୁ ନିଷ୍ପତ୍ତି ନିଆଯାଇଛି। ଆଇଆର୍‌ସିଟିସି ପକ୍ଷରୁ ଗତ ୩୦ରେ ଏ ସମ୍ପର୍କରେ ଏକ ନିର୍ଦ୍ଦେଶନାମା ଜାରି…

ଦୁଲୀପ୍‌ ଟ୍ରଫି ଲୋମରରଙ୍କ ଶତକ: ଇଣ୍ଡିଆ ରେଡ୍‌ର ଦୃଢ଼ ଜବାବ

ବେଙ୍ଗାଲୁରୁ,୧।୯ (ପି.ଟି.)- ଅଲୁରସ୍ଥିତ କର୍ନାଟକ ଷ୍ଟେଟ କ୍ରିକେଟ ଆସୋସିଏଶନ (କେଏସ୍‌ସିଏ) ଗ୍ରାଉଣ୍ଡରେ ଚାଲିଥିବା ଇଣ୍ଡିଆ ଗ୍ରୀନ ବିପକ୍ଷ ଦୁଲୀପ ଟ୍ରଫି ମ୍ୟାଚ୍‌ରେ ଇଣ୍ଡିଆ ରେଡ୍‌ ମିଡଲ ଅର୍ଡର ବ୍ୟାଟ୍ସମ୍ୟାନ ମହିପାଲ ଲୋମରରଙ୍କ ଶତକ ଓ କରୁଣ ନାୟାରଙ୍କ ଅର୍ଦ୍ଧଶତକୀୟ ଇନିଂସ ବଳରେ…

ଡଙ୍ଗା ଯାତ୍ରୀଙ୍କୁ ମିଳିଲା ଲାଇଫ୍‌ ଜାକେଟ

ପାତ୍ରପୁର,୧ା୯(ଡି.ଏନ୍‌.ଏ.)-ପାତ୍ରପୁର ବ୍ଲକ ବାଘଲଟି ଜଳ ଭଣ୍ଡାର ଦେଇ ଡଙ୍ଗାରେ ଯାତାୟାତ କରୁଥିବା ଜନସାଧାରଣଙ୍କୁ ଶନିବାର ଲାଇଫ୍‌ ଜାକେଟ ପ୍ରଦାନ କରାଯାଇଛି। ଗଞ୍ଜାମ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ବାଘଲଟି କାର୍ଯ୍ୟନିର୍ବାହୀ ଅଧିକାରୀ ସଞ୍ଜୀବ ଦାସ ବର୍ମା ଲୋକଙ୍କୁ ଜାକେଟ ପ୍ରଦାନ କରିଛନ୍ତି। ବାଘଲଟି…

ପ୍ରମୋଦ ଭଗତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା: ୩୦ ଲକ୍ଷ ୯୫ ହଜାର ଟଙ୍କା ପୁରସ୍କାର

ଭୁବନେଶ୍ୱର, ୧।୯(ସ୍ପୋଟର୍‌ସ ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ବ୍ୟାଡମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବଡବ୍ଲ୍ୟୁଏଫ୍‌) ପରା ବ୍ୟାଡମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ପଦକ ହାସଲ କରି ଇତିହାସ ସୃଷ୍ଟି କରିଥିବା ଓଡ଼ିଶାର ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ନିଜ ପ୍ରଦର୍ଶନ ବଳରେ…

ସିନିୟର ପୁରୁଷ ହକି କ୍ୟାମ୍ପ୍‌: ଜାତୀୟ ଶିବିରରେ ୬ ଓଡ଼ିଆ

ନୂଆଦିଲ୍ଲୀ, ୧।୯ (ପି.ଟି.)- ଆଗାମୀ ବେଲ୍‌ଜିୟମ ଓ ଅଲିମ୍ପିକ୍‌ ଯୋଗ୍ୟତା ପର୍ଯ୍ୟାୟ ଲାଗି ଜାତୀୟ ସିନିୟର ପୁରୁଷ ହକି ଦଳର କୋଚିଂ କ୍ୟାମ୍ପ୍‌ ସେପ୍ଟେମ୍ବର ୨ରୁ ବେଙ୍ଗାଲୁରୁସ୍ଥିତ ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ) ପରିସରରେ ଆରମ୍ଭ ହେବ। ଏଥିଲାଗି ହକି ଇଣ୍ଡିଆ…

ଆଶେସ୍‌ରୁ ଆଣ୍ଡରସନ ବାଦ୍‌

ଡର୍ବି, ୧।୯ (ଏଏଫ୍‌ପି)- ଇଂଲଣ୍ଡର ଅଗ୍ରଣୀ ଉଇକେଟ୍‌ ହାସଲକାରୀ ବୋଲର ଜେମ୍ସ ଆଣ୍ଡରସନ ଅଷ୍ଟ୍ରେଲିଆ ବିପକ୍ଷ ଚଳିତ ଆଶେସ ସିରିଜର ବଳକା ଟେଷ୍ଟ ମ୍ୟାଚ୍‌ରୁ ବାଦ୍‌ ପଡ଼ିଛନ୍ତି। ୩୭ ବର୍ଷୀୟ ଆଣ୍ଡରସନ ମାସଂପେଶୀଜନିତ ଆଘାତ ସମସ୍ୟା ଯୋଗୁ ପ୍ରଥମ ଟେଷ୍ଟରେ ମାତ୍ର…

ପଞ୍ଚାୟତ ସମ୍ମୁଖରୁ ଜବରଦଖଲ ହଟିଲା

ବେଗୁନିଆପଡ଼ା,୧ା୯(ଡି.ଏନ.ଏ.)-ଦୀର୍ଘଦିନ ପରେ ଅଙ୍ଗାରଗାଁ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରୁ ଶନିବାର ଜବରଦଖଲ ହଟିଛି। ପୋଲିସ ଓ ପ୍ରଶାସନ ସହାୟତାରେ ଏହା ହଟାଯାଇଛି। ସୁମଣ୍ଡଳଠାରୁ ଶାଳିଆ ଡ୍ୟାମ ପର୍ଯ୍ୟନ୍ତ ୧୦ କୋଟି ୯୨ ଲକ୍ଷ ଟଙ୍କା ଅନୁଦାନରେ ୨୦୧୬ରୁ ପୂର୍ତ୍ତ ବିଭାଗ ପକ୍ଷରୁ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?