୧୫ ବର୍ଷରୁ କମ୍ ଫୁଟ୍ବଲ: ଭାରତକୁ ‘ସାଫ୍’ ଟାଇଟଲ
କଲ୍ୟାଣୀ, ୧।୯ (ପି.ଟି.)-ନେପାଳକୁ ୭-୦ ଗୋଲରେ ପରାସ୍ତ କରି ଭାରତ ୧୫ ବର୍ଷରୁ କମ୍ ସାଫ୍ (ସାଉଥ ଏସିଆନ ଫୁଟ୍ବଲ ଫେଡେରେଶନ) ଚାମ୍ପିୟନଶିପ୍ ଟାଇଟଲ ହାସଲ କରିଛି। ଶନିବାର କଲ୍ୟାଣୀ ଷ୍ଟାଡିୟମରେ ଖେଳାଯାଇଥିବା ଏହି ଏକତରଫା ଫାଇନାଲରେ ଷ୍ଟ୍ରାଇକର ଶ୍ରୀଦାର୍ଥ ନଙ୍ଗ୍ମିକାପମ୍…
ଭିଡିଓ କନଫରେନ୍ସିଂରେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଛତ୍ରପୁର,୧ା୯(ଡି.ଏନ.ଏ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭିଡିଓ କନଫରେନ୍ସିଂ ଜରିଆରେ ଗଞ୍ଜାମ ଜିଲାର ୪ ସହରାଞ୍ଚଳରେ ମଳ ଉପଚାର ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସେହି ସହରାଞ୍ଚଳଗୁଡିକ ମଧ୍ୟରେ ହିଞ୍ଜିଳି ମ୍ୟୁନିସିପାଲିଟି, ଆସିକା, ପୋଲସରା ଓ ସୋରଡା ଏନ୍ଏସି ରହିଛି ା ଶନିବାର…
ଓଜନିଆକିଙ୍କୁ ହରାଇଲେ ଆଣ୍ଡ୍ରେସ୍କୁ
ନ୍ୟୁୟର୍କ,୧।୯-ଚଳିତ ୟୁଏସ ଓପନ୍ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାରେ ୧୫ତମ ସିଡ୍ ତଥା କାନାଡାର ବିନାକା ଆଣ୍ଡ୍ରେସ୍କୁ ମହିଳା ସିଙ୍ଗଲ୍ସ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଶନିବାର ଏକ ମହିଳା ସିଙ୍ଗଲ୍ସରେ ଏହି ୧୯ ବର୍ଷୀୟା ଖେଳାଳି ୬-୪, ୬-୪ ସେଟ୍ରେ ପୂର୍ବତନ…
ଗ୍ରାମ୍ୟ ରାସ୍ତା ପାଲଟିଛି ମରଣଯନ୍ତା
ଝୁମ୍ପୁରା, ୧।୯ (ଡି.ଏନ.ଏ.)-ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଜଙ୍ଗଲାଞ୍ଚଳରେ ଅବସ୍ଥିତ ନୟାଗଡ ପଞ୍ଚାୟତର ପୁରୁଣାପାଣି ଗ୍ରାମ୍ୟ ରାସ୍ତା ପାଲଟିଛି ମରଣଯନ୍ତା। ରାସ୍ତାସାରା ଖାଲଢିପ ସାଙ୍ଗକୁ କାଦୁଅ ପଚପଚ। କାଦୁଅ ଶୁଖିଗଲେ ପ୍ରବଳ ଧୂଳି। ବର୍ତ୍ତମାନର ରାସ୍ତା ଏପରି ହୋଇଛି ଯେ, ବାଇକରେ ଯିବା…
ପଡିଆପଶି-ବନ୍ଧାଣୀ ପୋଲ ଧସିଲା : ବ୍ୟାପକ ଫସଲ ନଷ୍ଟ
ତେଲକୋଇ, ୧।୯(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ କରମଙ୍ଗୀ ପଞ୍ଚାୟତ ଅଧୀନର ପଡିଆପଶି-ବନ୍ଧାଣୀଆ ରାସ୍ତା ମଝିରେ ପୋଲ ଭୁଶୁଡ଼ି ପଡିଛି। ଏଥଯୋଗୁ ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିବା ବେଳେ ତଳ ମୁଣ୍ଡରେ ଥିବା ରବି ମହାନ୍ତ, ନିର୍ମଳ ମହାନ୍ତ, କୀର୍ତ୍ତନ ମହାନ୍ତ, ସୀତା ସୋରେନଙ୍କ…
ପୂଜାରେ ବାଣ୍ଟିବେ ସଚେତନତା ବାର୍ତ୍ତା
ଆରଡ଼ି, ୧।୯ (ଡି.ଏନ.ଏ.)- ସୋମବାର ବିଦ୍ୟାଦାତା ବିଘ୍ନବିନାଶକ ଗଜାନନଙ୍କ ପୂଜା। ଏଥିପାଇଁ ଗଁାଠୁ ସହର ସବୁଠି ଚାଲିଛି ପ୍ରସ୍ତୁତି। କାରିଗରମାନେ ଗଜାନନଙ୍କ ମୂର୍ତ୍ତିରେ ଶେଷ ସ୍ପର୍ଶ ଦେବାରେ ଲାଗିପଡ଼ିଛନ୍ତି। ଭଦ୍ରକ ଜିଲାର ଆରଡ଼ି ନିକଟସ୍ଥ ଦୋହରାପାଟଣା ଗଁାରେ ୨୫ ବର୍ଷ ଧରି…
ଦ୍ୱିତୀୟ ଅନ୍ଅଫିସିଆଲ ଦିନିକିଆ : ଭାରତ ଏ’ ବିଜୟୀ
ଥିରୁବନନ୍ତପୁରମ,୩୧।୮(ପି.ଟି.)- ସ୍ଥାନୀୟ ଗ୍ରୀନ୍ଫିଲ୍ଡ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ବର୍ଷା ବାଧାପ୍ରାପ୍ତ ଦ୍ୱିତୀୟ ଅନ୍ଅଫିସିଆଲ ଦିନିକିଆ ମ୍ୟାଚ୍ରେ ମନୀଷ ପାଣ୍ଡେଙ୍କ ନେତୃତ୍ୱାଧୀନ ଭାରତ ଏ’ ଗୋଟିଏ ଓଭର ବାକି ରଖି ୨ ଉଇକେଟରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ଏ’କୁ ପରାସ୍ତ କରିଛି।…
ଶଶି ମୁକୁନ୍ଦ ଫାଇନାଲରେ
ବାଓଟୋ (ଚାଇନା), ୩୧ା୮ (ପି.ଟି.)-ଭାରତୀୟ ଟେନିସ ଖେଳାଳି ଶଶି କୁମାର ମୁକୁନ୍ଦ ତାଙ୍କ କ୍ୟାରିୟରରେ ପ୍ରଥମ ଥର ଏକ ଏଟିପି ଚ୍ୟାଲେଞ୍ଜର ଟୁରରେ ଫାଇନାଲକୁ ଉନ୍ନୀତ ହୋଇଛନ୍ତି। ନିକଟରେ ଭାରତୀୟ ଡେଭିସ୍ କପ୍ ଦଳରେ ଜଣେ ରିଜର୍ଭ ଖେଳାଳି ଭାବେ ସ୍ଥାନ…
ଷ୍ଟ୍ରେଚରରେ ନଦୀପାର ହେଲେ ଗର୍ଭବତୀ
ମୁନିଗୁଡା,୩୧ା୮(ଡ଼ି.ଏନ.ଏ): ଗାଁକୁ ରାସ୍ତା ନାହିଁ। ଅଧାବାଟରେ ଅଟକିଲା ଆସି ଆମ୍ବୁଲାନ୍ସ। ତେଣୁ ଷ୍ଟ୍ରେଚରରେ ବିପଜ୍ଜନକ ଭାବେ ନଦୀ ପାର ହୋଇ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଆସିଲେ ଗର୍ଭବତୀ। ପରେ ଆମ୍ବୁଲାନ୍ସରେ ତାଙ୍କୁ ଆମ୍ବାଦୋଳା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଗଲା। ସେଠାରେ ସେ ଏକ…
ନୟନଯୋରିରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ଘଟଣା : ବଳାତ୍କାର ପରେ ହତ୍ୟା ଅଭିଯୋଗ
ପଦ୍ମପୁର/ତିହିଡ଼ି, ୩୧।୮ (ଡି.ଏନ.ଏ.) : ଭଦ୍ରକ ଜିଲା ନାୟକାଣିଡିହୀ ଥାନା ବାଲିମେଦ ପଞ୍ଚାୟତ ଅଧୀନ ପାଇକସାହି ନିକଟସ୍ଥ ନୟନଯୋରିରୁ ଶୁକ୍ରବାର ସକାଳେ ଜଣେ ଅଚିହ୍ନା ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ମୃତା ଯୁବତୀଙ୍କ ପରିଚୟ ମିଳିଛି। ସେ ତିହିଡ଼ି ଥାନା ରାଜନଗର…
ଖେଳନା ବନ୍ଧୁକ ଦେଖାଇ ଲୁଟ୍ ଉଦ୍ୟମ : ଅଭିଯୁକ୍ତଙ୍କୁ କାବୁ କରି ପୋଲିସ ଜିମା ଦେଲେ ଲୋକେ
ଯୋଡ଼ା,୩୧।୮(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ଲକ୍ଷ୍ମୀପଡ଼ିଆଠାରେ ଖେଳନା ବନ୍ଧୁକ ଦେଖାଇ ଟ୍ରକ ଡ୍ରାଇଭରଙ୍କଠାରୁ ଲୁଟ୍ ଉଦ୍ୟମ କରି ଜଣେ ଯୁବକ ଗିରଫ ହୋଇଥିବା ଜଣାପଡ଼ିଛି। ଯୋଡ଼ା ଥାନା ଏସ୍ଆଇ ବିଶ୍ୱଜିତ ବେହେରାଙ୍କଠାରୁ ମିଳିଥିବା ସୂଚନାନୁଯାୟୀ, ଯୋଡ଼ା ଆଜାଦ ବସ୍ତିରେ ରହୁଥିବା…
ଭାରତୀୟ ସ୍କୁଲ ଛାତ୍ରୀଛାତ୍ରଙ୍କ କଳାବାଜିରେ ଚକିତ ଅଲିମ୍ପିକ୍ସ ଚାମ୍ପିୟନ
ନୂଆଦିଲ୍ଲୀ,୩୧।୮: ଦୁଇ ଛାତ୍ରୀଛାତ୍ରଙ୍କ ରାସ୍ତାରେ କଳାବାଜି (ସମରସଲ୍ଟିଂ) କରୁଥିବାବେଳର ଏକ ଭିଡିଓ କିଛିଦିନ ହେବ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି। ଉକ୍ତ ଭିଡିଓରେ ପ୍ରଥମେ ଛାତ୍ର ଓ ପରେ ଛାତ୍ରୀ ରାସ୍ତାରେ ନିଜର କଳାବାଜି ଦେଖାଉଛନ୍ତି। ଏହାକୁ ଶେୟାର କରିଛନ୍ତି…

