ସରକାରଙ୍କ ଉପରେ ବର୍ଷିଲେ ଶଙ୍କରାଚାର୍ଯ୍ୟ, କହିଲେ ମଠ ଭଙ୍ଗା ପାଇଁ ଷଡ଼ଯନ୍ତ୍ର ହେଉଛି
ପୁରୀ ଅଫିସ, ୩୧।୮: ବହୁଚର୍ଚ୍ଚିତ ଏମାର ମଠ ଭଙ୍ଗାକୁ ନେଇ ଚର୍ଚ୍ଚା ଥମି ନ ଥିବା ବେଳେ ଶନିବାର ଏ ନେଇ ମୁହଁ ଖୋଲିଛନ୍ତି ଶଙ୍କରାଚାର୍ଯ୍ୟ ନିଶ୍ଛଳାନନ୍ଦ ସରସ୍ବତୀ। ପୁରୀରେ ଉଚ୍ଛେଦ ଅଭିଯାନ ପ୍ରସଙ୍ଗରେ ଏକ ଖବରଦାତା ସମ୍ମିଳନୀ କରି ସେ…
ଚନ୍ଦ୍ରୟାନ-୨ରେ ଲାଲବାଗ ରାଜା
ମୁମ୍ବାଇ: ଭାଦ୍ରବ ଶୁକ୍ଳପକ୍ଷରେ ଗଣେଶ ଚତୁର୍ଥୀ ପଡ଼ୁଥିବା ବେଳେ ଚଳିତ ବର୍ଷ ସେପ୍ଟେମ୍ବର ୨ରେ ଏହା ପାଳନ କରାଯିବ। ଏନେଇ ପଲ୍ଲୀଠାରୁ ଆରମ୍ଭ କରି ସହର ସବୁ ଚଳଚଞ୍ଚଳ ହୋଇପଡ଼ିଛି। ତେବେ ଗଣେଶ ଚତୁର୍ଥୀ ଆସିଲେ ପ୍ରଥମେ ମୁମ୍ବାଇର ଲାଲବାଗ ରାଜାଙ୍କ…
ଆମେରିକା-ତାଲିବାନ ଶାନ୍ତି ଆଲୋଚନା: ଆତଙ୍କବାଦୀ ଆକ୍ରମଣରେ ୧୦ ପୋଲିସ କର୍ମୀ ନିହତ
କାବୁଲ୍,୩୧।୮: ଆମେରିକା-ତାଲିବାନ ଶାନ୍ତି ଆଲୋଚନା ଶେଷ ପର୍ଯ୍ୟାୟରେ ଥିବାବେଳେ ଶନିବାର ଆତଙ୍କବାଦୀ ଆକ୍ରମଣରେ ୧୦ ପୋଲିସ କର୍ମୀ ନିହତ ହୋଇଛନ୍ତି। ତାଲିବାନ୍ ଆତଙ୍କବାଦୀ ଉତ୍ତର ଆଫଗାନିସ୍ତାନର କୁଣ୍ଡୁଜ୍ ସହର ଉପରେ ଆକ୍ରମଣ କରିଛନ୍ତି। ଶୁକ୍ରବାର ରାତିରୁ ଏଠାରେ ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀ…
ମୃତ ମହିଳା ଜୀବିତ ଘଟଣା : ଥାନା ଅଧିକାରୀ ନିଲମ୍ବିତ
ବାରିପଦା ଅଫିସ,୩୧।୮: ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନାଧିକାରୀ ଏକ ହତ୍ୟା ମାମଲାରେ ବାପାପୁଅଙ୍କୁ ଗିରଫ କରିଥିବାରୁ ଏହା ତାଙ୍କ ପାଇଁ ମହଙ୍ଗା ପଡ଼ିଛି। ଏହି ଘଟଣାକୁ ନେଇ ଏସ୍ପି ପରମାର ସ୍ମିଥ ପୁରୁଷୋତ୍ତମଦାସ ଶୁକ୍ରବାର ଥାନାଧିକାରୀ ଶଶଧର ସେଠୀଙ୍କୁ ନିଲମ୍ବିତ କରିଛନ୍ତି।…
ତିଓ୍ବାରୀଙ୍କ ସ୍ଥାନରେ ଈଶ୍ୱରନଙ୍କୁ ବେଙ୍ଗଲର ନେତୃତ୍ୱ
କୋଲକାତା,୩୧।୮: ଆଗାମୀ ଘରୋଇ କ୍ରିକେଟ ସିଜନରେ ଅଭିମନ୍ୟୁ ଈଶ୍ୱରନ ବେଙ୍ଗଲ ଦଳର ନେତୃତ୍ୱ ନେବେ। ମଙ୍ଗଳବାରଠାରୁ ଜୟପୁରଠାରେ ହେବାକୁ ଥିବା ୫୦ ଓଭର ବିଶିଷ୍ଟ ଟୁର୍ନାମେଣ୍ଟ ବିଜୟ ହଜାରେ ଟ୍ରଫି ଲାଗି ଈଶ୍ୱରନଙ୍କ ନେତୃତ୍ୱରେ ୨୧ ଜଣିଆ ବେଙ୍ଗଲ ଦଳ ଘୋଷଣା…
ମାଟି ପାତ୍ର ଚା’ର ମଜା ନେଲେ ଅନନ୍ୟା-କାର୍ତ୍ତିକ
ମୁମ୍ବଇ: ବଲିଉଡ୍ ଅଭିନେତା କାର୍ତ୍ତିକ ଆର୍ଯ୍ୟନ୍ ଏବେ ତାଙ୍କ ଅପ୍ କମିଂ ଫିଲ୍ମ ‘ପତି ପତ୍ନୀ ଔର ଓ୍ବ’ ପାଇଁ ବ୍ୟସ୍ତ ଅଛନ୍ତି। ଲକ୍ଷ୍ନୌରେ ଏବେ ଏହି ଫିଲ୍ମର ଶୁର୍ଟି ଚାଲିଥିବା ବେଳେ ଏଥିରୁ ଟିକେ ସମୟ ବାହାର କରି ସେ…
ଆତଙ୍କବାଦୀଙ୍କୁ ନାହିଁ ଭୟ: କଶ୍ମୀରର ୫ ଶହ ୭୫ ଯୁବକ ସେନାବାହିନୀରେ ସାମିଲ
ଶ୍ରୀନଗର,୩୧।୮: ଜମ୍ମୁ-କଶ୍ମୀରରେ ଏବେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟ ନାହିଁ। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ ୫ ଶହ ୭୫ ଯୁବକ ସେନାରେ ଯୋଗ ଦେଇଛନ୍ତି। ତାଲିମ୍ ଶେଷ ହେବା ପରେ ସେମାନେ ଜୈକଲାଇ ରିଜିମେଣ୍ଟରେ ଯୋଗ ଦେଇଛନ୍ତି।…
ଘରୁ ମୂଷା ଓ ଚୁଚୁନ୍ଦ୍ରାଙ୍କୁ ତଡ଼ିବାର ସହଜ ଉପାୟ…
କେତେକଙ୍କ ଘରେ ମୂଷା ଏବଂ ଚୁଚୁନ୍ଦ୍ରା ରହିଥାନ୍ତି। ତେବେ ସେମାନଙ୍କ ଯୋଗୁ ବିଭିନ୍ନ ରୋଗ ସୃଷ୍ଟି ହେବାର ଆଶଙ୍କା ରହିଥାଏ। ମୂଷା ଏବଂ ଚୁଚୁନ୍ଦ୍ରାଙ୍କୁ ଘରୁ ତଡ଼ିବା ପାଇଁ କେହି କେହି ବିଷର ପ୍ରୟୋଗ କରିଥାନ୍ତି। ମାତ୍ର ଏଥିରେ ମୁହଁ ମାରି…
‘ମାରବତ ଫେଷ୍ଟିଭାଲ’ରେ ପାକିସ୍ତାନକୁ ଟାର୍ଗେଟ କଲେ ସାଧାରଣ ଜନତା
ନାଗପୁର,୩୧।୮: ମହାରାଷ୍ଟ୍ରର ନାଗପୁରରେ ଶନିବାର ‘ମାରବତ ଫେଷ୍ଟିଭାଲ’ ଧୁମ୍ଧାମ୍ରେ ପାଳନ କରାଯାଇଛି। ଏହି ନିଆର ପର୍ବ ନାଗପୁରର ଏକ ସ୍ବତନ୍ତ୍ର ପରିଚୟ ବୋଲି କୁହାଯାଏ। ଚଳିତ ବର୍ଷ ଏହାର ୧୪୦ ବର୍ଷ ପୁର୍ତ୍ତି ହୋଇଥିବା ବେଳେ ଲୋକେ ଏହାକୁ ମନଭରି ଉପଭୋଗ…
ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଜନ ନୂଆ ମୋଟେରା ଷ୍ଟାଡିୟମ
ମୁମ୍ବାଇ,୩୧।୮: ଆଉ କିଛି ମାସରେ ଗୁଜରାଟର ଆର୍ଥିକ ରାଜଧାନୀ ଅହମ୍ମଦାବାଦଠାରେ ରାଜ୍ୟର ନୂଆ କ୍ରିକେଟ ଷ୍ଟାଡିୟମ ଉଦ୍ଘାଟିତ ହେବ। ୧ ଲକ୍ଷ ୧୦ ହଜାର ଦର୍ଶକ କ୍ଷମତା ବିଶିଷ୍ଟ ଷ୍ଟାଡିୟମ ନିର୍ମାଣ କାର୍ଯ୍ୟ ଚଳିତ ବର୍ଷ ଡିସେମ୍ବର ଓ ୨୦୨୦, ଜାନୁୟାରୀ…
ବଢ଼ିଲା ରାସନକାର୍ଡ- ଆଧାର ଲିଙ୍କ୍ ଅବଧି
ଭୁବନେଶ୍ୱର,୩୧।୮(ବ୍ୟୁରୋ): ଅଗଷ୍ଟ ୩୧କୁ ରାସନକାର୍ଡ- ଆଧାର ଲିଙ୍କ୍ ପାଇଁ ଶେଷ ତାରିଖ ଧାର୍ଯ୍ୟ କରାଯାଇଥିଲା। ତେବେ ଶନିବାର ଏହାର ସଂଯୋଗ ଅବଧିକୁ ସରକାର ବଢ଼ାଇ ଦେଇଛନ୍ତି। ସେପ୍ଟେମ୍ବର ୧୫ ଯାଏ ଏହି ଅବଧି ବଢ଼ାଯାଇଥିବା ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର…
କାନାଡାରୁ ଭାରତ ଆସିବାବେଳେ ମାତ୍ର ୫ ହଜାର ଟଙ୍କା ଆଣି ଆସିଥିଲେ ଏହି ଅଭିନେତ୍ରୀ, ଏବେ କୋଟିପତି
କାନାଡାର ଜଣେ ଅଭିନେତ୍ରୀ ଯେତେବେଳେ ଭାରତ ଆସିଥିଲେ ସେତେବେଳେ ସାଥୀରେ ଚଳିବା ପାଇଁ କିଛି ଟଙ୍କା ଆଣିଥିଲେ। ଯେଉଁ ଟଙ୍କାରେ ଚଳିବା ତାଙ୍କ ପାଇଁ କଷ୍ଟକର ହୋଇପଡୁଥିଲା। କିଛିଦିନ ପରେ ସେ ବଲିଉଡ୍ ଫିଲ୍ମରେ ଅଭିନୟ କରିବା ସୁଯୋଗ ପାଇଲେ। ସେବେଠାରୁ…

