Home Left

ଚିନ୍ତାରେ ଇମ୍ରାନ୍‌: ତୃତୀୟ ଥର ଲାଗି ବଢିଲା ଅଟା ଦାମ୍‌

ଇସ୍‌ଲାମାବାଦ,୩୧।୮: ଭାରତକୁ ପରମାଣୁ ଯୁଦ୍ଧର ଧମକ ଦେଉଥିବା ପାକିସ୍ତାନ ଏ ପର୍ଯ୍ୟନ୍ତ ରୁଟି ସଙ୍କଟରୁ ବାହାରି ପାରୁନାହିଁ। ଏବେ ତୃତୀୟ ଥର ଲାଗି ଅଟାର ଦାମ ବୃଦ୍ଧି ଇମ୍ରାନ୍‌ ସରକାରଙ୍କୁ ଚିନ୍ତାରେ ପକାଇ ଦେଇଛି। ଏବେ ସେଠାରେ ସାଧାରଣ ଅଟାର ଦାମ୍‌…

ଓଡ଼ିଶା ଫେରିଲେ ସ୍ବର୍ଣ୍ଣ ବିଜେତା ଅଶ୍ୱତ୍ଥ: ବିମାନବନ୍ଦରରେ ସ୍ବାଗତ ସମ୍ବର୍ଦ୍ଧନା ଜଳ ସଂରକ୍ଷଣ ‘ଓ୍ବାଟର୍‌ ଟେକ୍ନୋଲୋଜି’ର ମୁଖ୍ୟ ବିଷୟ

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ରୁଷିଆର କାଜାନ୍‌ ସହରରେ ଅନୁଷ୍ଠିତ ୪୫ତମ ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ ଜିତି ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିଛନ୍ତି ସି.ଭି. ରମଣ କଲେଜର ଛାତ୍ର ଅଶ୍ୱତ୍ଥ ନାରାୟଣ। ଶୁକ୍ରବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ବା ପରେ ଅଶ୍ୱତ୍ଥଙ୍କୁ ଉଚ୍ଛ୍ବସିତ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା।…

ନନ୍ଦନକାନନକୁ ଆସିଲା ଉଦ୍ଧାର ବଜ୍ରକାପ୍ତା

ବାରଙ୍ଗ,୩୧ା୮(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଶୁକ୍ରବାର ଏକ ଉଦ୍ଧାର ହୋଇଥିବା ବଜ୍ରକାପ୍ତା ଆସିଛି। ଆଠଗଡ଼ ବଡମ୍ବା ରେଞ୍ଜ ତାଳଚନ୍ଦ୍ରଗିରି ଜଙ୍ଗଲରୁ ଖାରୋଡ ଗ୍ରାମକୁ ୩ବର୍ଷର ମାଈ ବଜ୍ରକାପ୍ତାଟି ପଶିଆସିଥିବାବେଳେ ଗ୍ରାମବାସୀ ଦେଖିଥିଲେ। ପରେ ବନ ବିଭାଗ କର୍ମଚାରୀଙ୍କୁ ଜଣାଇବାରୁ ସେମାନେ ପହଞ୍ଚତ୍…

ଜାମିନ ସର୍ତ୍ତରେ କୋହଳ ଲାଗି ହାଇକୋର୍ଟରେ ସାରଥିଙ୍କ ଆବେଦନ

କଟକ ଅଫିସ, ୩୧ା୮: ପ୍ରାୟ ୪ ବର୍ଷ ଜେଲ୍‌ରେ ରହିବା ପରେ ସାରଥି ବାବା ଓରଫ ସନ୍ତୋଷ ରାଉଳ ଗତ ଜୁଲାଇ ୨୫ରେ ଜାମିନରେ ମୁକୁଳିଥିଲେ। ଏକାଧିକ ସର୍ତ୍ତ ରଖି ହାଇକୋର୍ଟ ସାରଥିଙ୍କୁ ଜାମିନ ଦେଇଥିଲେ। ତେବେ ଉକ୍ତ ସର୍ତ୍ତ ପରିବର୍ତ୍ତନ…

ଭାରସାମ୍ୟ ହରାଇ ବିଲକୁ ଓଲଟି ପଡ଼ିଲା ବସ୍‌: ୨ ମୃତ, ୨୦ ଆହତ

ଖୋର୍ଦ୍ଧା ଅଫିସ, ୩୧ା୮: ବଲାଙ୍ଗୀର-ଖୋର୍ଦ୍ଧା ୫୭ ନଂ. ଜାତୀୟ ରାଜପଥର ପୁବୁସାହି ନିକଟରେ ଶୁକ୍ରବାର ଅପରାହ୍ନ ୫ ଟା ୪୦ମିନିଟ୍‌ରେ ନାରାୟଣୀ ନାମକ ଘରୋଇ ବସ ଭାରସାମ୍ୟ ହରାଇ ୫ ଫୁଟ ତଳ ବିଲକୁ ଓଲଟି ପଡିଥିଲା। ଏଥିରେ ୨ଜଣଙ୍କର ମୃତ୍ୟୁ…

ନିର୍ବାଚନ ମଇଦାନକୁ ଓହ୍ଲାଇ ପାରନ୍ତି ଠାକରେ ପରିବାରର ପ୍ରଥମ ସଦସ୍ୟ

ମୁମ୍ବାଇ,୩୧।୮: ମହାରାଷ୍ଟ୍ରର ଶିବସେନା ମୁଖ୍ୟ ଉଦ୍ଧବ ଠାକରେଙ୍କ ପୁଅ ଆଦିତ୍ୟ ଠାକରେ ଆଗାମୀ ବିଧାନ ସଭା ନିର୍ବାଚନରେ ମଇଦାନକୁ ଓହ୍ଲାଇ ପାରନ୍ତି ବୋଲି ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି। ତେବେ ଯୁବ ଶିବସେନା ମୁଖ୍ୟ ଆଦିତ୍ୟ ସାଉଥ୍‌ ମୁମ୍ବାଇର ଓ୍ବର୍ଲି…

୧୦ ଜିଲାରେ ହେବ ଇ-ଆଇସିୟୁ ବ୍ୟବସ୍ଥା

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ସ୍ବାସ୍ଥ୍ୟସେବାରେ ଉନ୍ନତି ଆଣିବା ନିମନ୍ତେ ରାଜ୍ୟ ସରକାର ଇ-ଆଇସିୟୁ ବ୍ୟବସ୍ଥା ଆରମ୍ଭ କରିବାକୁ ଯାଉଛନ୍ତି। ଜିଲାସ୍ତରୀୟ ମୁଖ୍ୟ ଚିକିତ୍ସାଳୟରେ ପ୍ରତିଷ୍ଠିତ ଆଇସିୟୁଗୁଡ଼ିକୁ ଏହା ମାଧ୍ୟମରେ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲ ସହିତ ସଂଯୋଗ କରାଯାଇପାରିବ। ସି-ଡାକ ଏବଂ ଡିସିଏଲ୍‌…

ଇନ୍ଦ୍ରଜିତ ମହାନ୍ତି ହେବେ ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି

କଟକ ଅଫିସ, ୩୧ା୮: ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଏସ୍‌. ଏ. ରବୀନ୍ଦ୍ର ଭଟ୍ଟ ଖୁବ୍‌ଶୀଘ୍ର ସୁପ୍ରିମ୍‌କୋର୍ଟ ବିଚାରପତି ଭାବେ ଯୋଗଦେବେ। ଫଳରେ ରାଜସ୍ଥାନ ମୁଖ୍ୟ ବିଚାରପତିଙ୍କ ପଦ ଖାଲି ପଡ଼ିବ। ତେଣୁ ସୁପ୍ରିମକୋର୍ଟଙ୍କ କଲେଜିୟମ ଏହି ପଦବୀ ଲାଗି…

ଏନ୍‌ଏଚ୍‌ ନିର୍ମାଣ,ମରାମତି ପୂର୍ବରୁ ରାଜ୍ୟର ପରାମର୍ଶ ନିଆଯାଉ

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ଓଡ଼ିଶା ମଧ୍ୟ ଦେଇ ଯାଇଥିବା ଜାତୀୟ ରାଜପଥ(ଏନ୍‌ଏଚ୍‌)ଗୁଡ଼ିକର ନିର୍ମାଣ, ରକ୍ଷଣାବେକ୍ଷଣ ନେଇ ବିଧାନସଭା ପୂର୍ତ୍ତ ବିଭାଗ ସ୍ଥାୟୀ କମିଟିରେ ଉଦ୍‌ବେଗ ପ୍ରକାଶ ପାଇଛି। ବିଶେଷ କରି ରାଜ୍ୟ ସରକାରଙ୍କ ସହ ଆଲୋଚନା ନ କରି ଜାତୀୟ ରାଜପଥଗୁଡିକର ନିର୍ମାଣ କରାଯାଉଛି।…

ଟ୍ରେନ୍‌ରୁ ୫ଶହ ପାରା ଜବତ, ୨ ଗିରଫ

ବଲାଙ୍ଗୀର ଅଫିସ, ୩୧ା୮: ସମଲେଶ୍ୱରୀ ଏକ୍ସପ୍ରେସ୍‌ ଟ୍ରେନ୍‌ରେ ୭ଟି ପେଟିରେ ଆସୁଥିବା ୫ଶହ ପାରାକୁ ବଲାଙ୍ଗୀର ଆରପିଏଫ୍‌(ରେଳ ସୁରକ୍ଷା ବଳ) ସ୍ଥାନୀୟ ରେଳଷ୍ଟେଶନ୍‌ରୁ ଶୁକ୍ରବାର ଜବତ କରିଛି। ପାରା ଚାଲାଣ କରୁଥିବା ବାପପୁଅଙ୍କୁ ଗିରଫ କରିଛି ା ଗିରଫ ୨ ଅଭିଯୁକ୍ତ…

‘ଓ୍ବାର’ରେ ହ୍ରିତିକ୍‌, ଟାଇଗର

ମୁମ୍ବାଇ: ଆଗାମୀ ଫିଲ୍ମ ‘ଓ୍ବାର’ ପାଇଁ ବଲିଉଡ ଷ୍ଟାର ହ୍ରିତିକ୍‌ ରୋଶନ ଏବଂ ଟାଇଗର ଶ୍ରଫ୍‌ଙ୍କ ମଧ୍ୟରେ ଘମାଘୋଟ ଲଢ଼େଇ ଦୃଶ୍ୟ ବେଶ୍‌ ଆମୋଦଦାୟକ। ଏଥି ନିମନ୍ତେ ପର୍ତ୍ତୁଗାଲର ପୋର୍ଟୋ ନଗରୀକୁ ଦୁଇଦିନ ପାଇଁ ଜନସାଧାରଣଙ୍କ ଚଳାଚଳ ବନ୍ଦ କରିଦିଆଯାଇଥିଲା। ସିଦ୍ଧାର୍ଥ…

ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର, ୩୧ା୮(ବ୍ୟୁରୋ): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଜଣେ ଛାତ୍ରୀଙ୍କୁ ଅସଦାଚରଣ ଘଟଣାରେ ଅଭିଯୁକ୍ତଙ୍କୁ ଚିହ୍ନଟ କରିବା ପରେ ଶୁକ୍ରବାର ରାତିରେ ତାଙ୍କୁ ଗିରଫ କରିଛି ପୋଲିସ। ତାଙ୍କୁ ଏବେ ଏକ ଅଜ୍ଞାତ ସ୍ଥାନରେ ରଖାଯାଇ ପଚରାଉଚରା କରାଯାଉଛି। ଶନିବାର ତାଙ୍କୁ ଘଟଣାସ୍ଥଳକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?