Home Left

ଅଭିନନ୍ଦନଙ୍କ ଉପରେ କମେଡି ଫିଲ୍ମ ନିର୍ମାଣ କରିବ ପାକିସ୍ତାନ

ମୁମ୍ବାଇ: ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଦ୍ଧମାନଙ୍କ ସାହାସିକତା ଏବଂ ବାଲାକୋଟ ଆକ୍ରମଣକୁ ନେଇ ବଲିଉଡ ଅଭିନେତା ବିବେକ ଓବରୟ ଏକ ଫିଲ୍ମ ନିର୍ମାଣ କରିବାକୁ ନିଷ୍ପତ୍ତି ନେଇଥିଲେ। ଏବେ ପାକିସ୍ତାନ ମଧ୍ୟ ଏହି କାହାଣୀ ଉପରେ ଏକ ଚଳଚ୍ଚିତ୍ର ନିର୍ମାଣ କରିବାକୁ…

ଧୋନୀଙ୍କୁ ଉପେକ୍ଷା କରିବାର ପ୍ରଶ୍ନ ଉଠୁନାହିଁ: ଚୟନକର୍ତ୍ତା

ନୂଆଦିଲ୍ଲୀ,୩୦।୮: ଦକ୍ଷିଣ ଆଫ୍ରିକା ବିପକ୍ଷ ଆଗାମୀ ଟି୨୦ ସିରିଜ ଲାଗି ଭାରତୀୟ ଦଳ ଘୋଷଣା କରାଯିବା ପରେ କ୍ରିକେଟ ପଣ୍ଡିତମାନେ ମହେନ୍ଦ୍ର ସିଂ ଧୋନୀଙ୍କୁ ଉପେକ୍ଷା କରାଯିବା ନେଇ ପ୍ରଶ୍ନ ଉଠାଇଥିଲେ। ଏଭଳି ଗୁଜବ ଶୁଣିବା ପରେ ଜଣେ ଚୟନକର୍ତ୍ତା ମୁହଁ…

ଜିଲାପାଳଙ୍କୁ ପାଲିଙ୍କିରେ ପାଛୋଟି ନେଲେ ଗ୍ରାମବାସୀ

ସିଆହା,୩୦।୮: ମିଜୋରାମର ତିପୋଶିରେ ଥିବା ଏକ ଅପହଞ୍ଚ ଅଞ୍ଚଳକୁ ଯେତେବେଳେ ଜିଲାପାଳ ପହଞ୍ଚିଥିଲେ ସେତେବେଳେ ସେଠାକାର ଲୋକଙ୍କ ଖୁସି କହିଲେ ନ ସରେ। ଏମାନେ ଜିଲାପାଳଙ୍କୁ ଏକ ପାଲିଙ୍କିରେ ପାଛୋଟି ନେବାର ଦୃଶ୍ୟ ଥିଲା ସବୁଠାରୁ ନିଆରା। କାରଣ ଜିଲାପାଳ ଭୂପେଶ…

ଚୋରା ଦେଶୀମଦ ଜବତ: ଜଣେ ଗିରଫ

ବଡ଼ବିଲ,୩୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣୀ ଥାନା ପୋଲିସ ଶୁକ୍ରବାର ବାଲାଗୋଡ଼ା ସ୍ଥିତ ଡବ୍ଲ୍ୟୁ ହଟିଂ ଅଞ୍ଚଳରେ ଚଢ଼ାଉ କରି ୧୦ ଲିଟର ଚୋରା ଦେଶୀ ମଦ ଜବତ କରିଛି। ଏହା ସହ ଉକ୍ତ ଘଟଣାରେ ସଂପୃକ୍ତ ଅଭିଯୁକ୍ତ ରାମ ମୁଣ୍ଡାଙ୍କୁ ପୋଲିସ…

ଡିଜେଲ ଚୋରି ଘଟଣା: ପୁଣି ୨ ଗିରଫ

ବଡ଼ବିଲ,୩୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣୀ ଥାନା ପୋଲିସ ଗୁରୁବାର ଡିଜେଲ ଚୋରି ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଏହି ଘଟଣାରେ ସଂପୃକ୍ତ ଅନ୍ୟ ୨ ଜଣଙ୍କୁ ପୋଲିସ ଗିରଫ କରି ଶୁୁକ୍ରବାର କୋର୍ଟଚାଲାଣ କରିଛି। ସେମାନେ ହେଲେ ବଲାଣୀ ରେଲୱେ…

ଏହି ମନ୍ଦିରରେ ଭକ୍ତଙ୍କୁ ପ୍ରସାଦରେ ମିଳେ ସୁନା

ଭାରତରେ ଏଭଳି ବହୁ ମନ୍ଦିର ରହିଛି, ଯାହା ନିଜ ସ୍ବତନ୍ତ୍ରତା ପାଇଁ ପରିଚିତ। ଏଭଳି ଏକ ନିଆରା ମନ୍ଦିର ଦେଖିବାକୁ ମିଳିଛି ମଧ୍ୟପ୍ରଦେଶ ରତଲାମ ସହରର ମାଣକରେ। ସାଧାରଣତଃ ମନ୍ଦିରମାନଙ୍କରେ ଭକ୍ତଙ୍କୁ ପ୍ରସାଦରେ ଲଡୁ, ମିଠା ବା ଅନ୍ନ ଦିଆଯାଇଥାଏ। ହେଲେ…

ବଲିଉଡ୍‌ରେ କ୍ୟାରିୟର କରି ନ ପାରି ଆତ୍ମହତ୍ୟା କଲେ ମଡେଲ ପର୍ଲ

ମଡେଲ ପର୍ଲ ପଞ୍ଜାବୀ ମୁମ୍ବାଇସ୍ଥିତ ନିଜ ଆପାର୍ଟମେଣ୍ଟ ଛାତରୁ ଡେଇଁ ଗୁରୁବାର ରାତିରେ ଆତ୍ମହତ୍ୟା କରିଛନ୍ତି। ୨୦ ବର୍ଷୀୟା ପର୍ଲ ବଲିଉଡ୍‌ରେ କ୍ୟାରିୟର କରିବାକୁ ଚାହୁଁଥିଲେ। ଏଥିପାଇଁ ସେ ବହୁ ଦିନ ହେବ ଫିଲ୍ମ ଜଗତରେ ସଂଘର୍ଷ କରିଆସୁଥିଲେ। ମାତ୍ର ସଫଳତା…

ଭିଡ଼ ହିଂସା ବିରୋଧରେ ଆସିବ ବିଲ୍‌: ଦୋଷୀ ସାବ୍ୟସ୍ତ ହେଲେ ଆଜୀବନ କରାଦଣ୍ଡ

କୋଲକାତା,୩୦।୮: ପଶ୍ଚିମ ବଙ୍ଗର ବିଧାନସଭାରେ ଭିଡ଼ ହିଂସା ବିରୋଧରେ ଶୁକ୍ରବାର ଏକ ବିଲ୍‌ ଉପସ୍ଥାପନ କରାଯାଇଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ସରକାର ବିଧାନସଭାରେ ଏକ ବିଲ୍‌ ଉପସ୍ଥାପନ କରିଛନ୍ତି। ଏହି ବିଲ୍‌ ଅନୁସାରେ ଭିଡ଼ ହିଂସା…

୨ବର୍ଷର ପିଲା ପାଇଁ ହାରୀ ପୋଟରଙ୍କ କାହାଣୀରେ ଥିବା ଘର ତିଆରି କଲେ ଅଭିଭାବକ

ପିଲାମାନଙ୍କୁ ଭଗବାନଙ୍କ ରୂପ କୁହାଯାଇଥାଏ। ପ୍ରାୟ ଅଧିକାଂଶ ଘରର ବୟୋଜ୍ୟେଷ୍ଠମାନେ ପିଲାମାନଙ୍କ ଇଚ୍ଛା ପୂରଣ କରିଥାନ୍ତି। ସେମିତି ଏକ ଘଟଣା କାନାଡ଼ା ସହରରେ ଦେଖିବାକୁ ମିିଳିଛି। ୨ ବର୍ଷର ଜଣେ ଛୋଟ ପିଲାର ଇଚ୍ଛା ପୂରଣ କରିବାକୁ ଯାଇ ପରିବାର ଲୋକେ…

ମୋଦିଙ୍କ ନାଁ ନେବାରୁ ପାକିସ୍ତାନ ନେତାଙ୍କୁ ଲାଗିଲା କରେଣ୍ଟ

ଇସ୍‌ଲାମାବାଦ.୩୦।୮: ଏବେ ଭାରତ ନାଁ ନେଉ ନେଉ ପାକିସ୍ତାନକୁ ଲାଗିଲାଣି କରେଣ୍ଟ। ଶୁକ୍ରବାର ପାକିସ୍ତାନର ରେଲ ମନ୍ତ୍ରୀ ଶେଖ୍‌ ରସିଦ୍‌ ଅହମ୍ମଦ ଏକ ଜନସଭାକୁ ସମ୍ବୋଧନ ଦେବା ସମୟରେ ଭାରତର ପ୍ରଧାନମନ୍ତ୍ରୀ ମୋଦିଙ୍କ ନାଁ ଉଚ୍ଚାରଣ କରିଥିଲେ। ଆଉ ଏହି ସମୟରେ…

ଦର୍ଶକଙ୍କୁ ନିରାଶ କଲା ପ୍ରଭାସଙ୍କ ‘ସାହୋ’

ମୁମ୍ବାଇ: ଚଳଚ୍ଚିତ୍ର ବାହୁବଲୀର ସଫଳତା ପରେ ସୁପରଷ୍ଟାର ପ୍ରଭାସଙ୍କଠାରୁ ଅନେକ କିଛି ଆଶା କରୁଥିଲେ ଦର୍ଶକ। ଶୁକ୍ରବାର ‘ସାହୋ’ ରିଲିଜକୁ ନେଇ ମଧ୍ୟ ଅନେକ ଉତ୍କଣ୍ଠା ଭରି ରହିଥିଲା। ହେଲେ ଶେଷରେ ଦର୍ଶକଙ୍କୁ ନିରାଶ କରିଛି ‘ସାହୋ’। ଫିଲ୍ମର କାହାଣୀ ଓ…

ଟ୍ରେନ୍‌ର ଭ୍ରମ ସୃଷ୍ଟି କରୁଛି ଏହି ସ୍କୁଲ, ଷ୍ଟେଶନ ପରି ସଜେଇ ହୋଇଛି ପାରିପାର୍ଶ୍ୱ

ରେଲ୍‌ଓ୍ବେ ଷ୍ଟେଶନ ତ ଦେଖିଥିବେ ନିଶ୍ଚିତ। କିନ୍ତୁ ଏମିତି ଏକ ସ୍କୁଲ ରହିଛି ଯାହା ଦେଖିବାକୁ ଅବିକଳ ରେଲ୍‌ଓ୍ବେ ଷ୍ଟେଶନ ପରି। ଅବିଶ୍ୱସନୀୟ ଲାଗୁଥିଲେ ମଧ୍ୟ ରାଜସ୍ଥାନର ଅଲଓ୍ବର ସହରରେ ଏମିତି ସ୍କୁଲ ରହିଛି। ସ୍କୁଲର ନାମ ସରକାରୀ ଉଚ୍ଚ ମାଧ୍ୟମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?