କୋର୍ଟରେ ହାଜର ହେଲେ ଚିଦାମ୍ବରମ
ନୂଆଦିଲ୍ଲୀ,୩୦।୮: ଆଇଏନ୍ଏକ୍ସ ମିଡିଆ ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମ ଶୁକ୍ରବାର ଦିଲ୍ଲୀର ରାଉଜ ଏଭେନ୍ୟୁ କୋର୍ଟରେ ହାଜର ହୋଇଛନ୍ତି। ତେବେ ଶୁକ୍ରବାର ତାଙ୍କ ରିମାଣ୍ଡ ଅବଧି ସମାପ୍ତ ହେଉଥିବା ବେଳେ ସିବିଆଇ ଶୁଣାଣି ସମୟରେ ଚିଦାମ୍ବରମଙ୍କୁ ଆଉ ୫ ଦିନ…
ଠକେଇ ମାମଲାରେ କଂଗ୍ରେସ ନେତ୍ରୀ ରେଣୁକା ଚୌଧୁରୀଙ୍କ ନାଁରେ ଓ୍ବାରେଣ୍ଟ ଜାରି
ହାଇଦ୍ରାବାଦ,୩୦।୮: କଂଗ୍ରେସ ନେତ୍ରୀ ରେଣୁକା ଚୌଧୁରୀଙ୍କ ନାଁରେ ଜାମିନ ବିହିନ ଓ୍ବାରେଣ୍ଟ ଜାରି କରାଯାଇଛି। ୪ ବର୍ଷ ତଳର ଏକ ଠକେଇ ମାମଲାକୁ ନେଇ ରେଣୁକାଙ୍କ ନାଁରେ ଏହି ଓ୍ବାରେଣ୍ଟ ଜାରି କରାଯାଇଥିବା ସୂଚନା ମିଳିଛି। ଏହି ମାମଲାରେ ପୂର୍ବରୁ ତାଙ୍କୁ…
ଜଳେଶ୍ବରରୁ ୬ ଲକ୍ଷ ଟଙ୍କାର ବ୍ରାଉନ୍ସୁଗାର ଜବତ, ଜଣେ ଗିରଫ
ଜଳେଶ୍ବର, ୩୦।୮(ବ୍ୟୁରୋ): କଟକ ଅବକାରୀ ବିଭାଗର ଭ୍ରାମ୍ୟମାଣ ଫ୍ଲାଇଂ ସ୍କ୍ବାଡ୍ ତରଫରୁ ଅଚାନକ ଚଢ଼ାଉ କରାଯାଇ ଜଳେଶ୍ୱର ଷ୍ଟେଶନବଜାର କାଳୀମନ୍ଦିର ସମ୍ମୁଖରୁ ୧ଶହ ଗ୍ରାମର ବ୍ରାଉନସୁଗାର ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୬ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି…
ଜାମିନ ଚାହୁଁଥିଲେ ଲଗାଇବାକୁ ପଡିବ ୫ ଚାରା ୬ ମାସ ପର୍ଯ୍ୟନ୍ତ ଯତ୍ନ ବି ନେବେ
ଲକ୍ଷ୍ନୌ,୩୦।୮: ଉତ୍ତର ପ୍ରଦେଶ ବାନ୍ଦା ଜିଲା ନରେନିର ମାଜିଷ୍ଟ୍ରେଟ୍ ବୃକ୍ଷରୋପଣର ଏକ ନିଆରା ସୂତ୍ର ବାହାର କରିଛନ୍ତି। ‘ହରିୟାଲି ଦଣ୍ଡ’ ବା ‘ସବୁଜ ଦଣ୍ଡ’ ନାମକ ଏକ ଦଣ୍ଡ ବିଧାନର ବ୍ୟବସ୍ଥା କରି ଅପରାଧିମାନଙ୍କୁ ଏବେ ସେ ସର୍ତ୍ତମୂଳକ ଜାମିନ ଦେଉଛନ୍ତି।…
ଅଗଷ୍ଟ ୩୧ରେ ପ୍ରକାଶ ପାଇବ ଆସାମ ଏନ୍ଆର୍ସିର ଅନ୍ତିମ ତାଲିକା
ଗୁଆହାଟି,୩୦।୮: ଆସାମର ଏନ୍ଆର୍ସି ବା ରାଷ୍ଟ୍ରୀୟ ନାଗରିକ ରେଜିଷ୍ଟରର ଚୁଡାନ୍ତ ତାଲିକା ଅଗଷ୍ଟ ୩୧ ତାରିଖ ଅର୍ଥାତ୍ ଶନିବାର ପ୍ରକାଶ ପାଇବ ବୋଲି ସୂଚନା ମିଳିଛି। ଏହାକୁ ନେଇ ଭୟଭୀତ ହେବା ବା ମିଥ୍ୟା କଥାରେ ବିଶ୍ୱାସ ନ କରିବାକୁ ସ୍ବରାଷ୍ଟ୍ର…
ୟୁଟର୍ନ ନେଲେ ରାୟୁଡୁ
ହାଇଦ୍ରାବାଦ,୩୦।୮: କ୍ରିକେଟରୁ ଅବସର ଘୋଷଣା କରିବାର ଦୁଇମାସ ପରେ ମଧ୍ୟକ୍ରମର ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁ ୟୁଟର୍ନ ନେଇଛନ୍ତି। ଅବସର ନିଷ୍ପତ୍ତି ଏକ ଭାବବିହ୍ବଳ ଥିଲା। ଏବେ ୩୩ ବର୍ଷୀୟ କ୍ରିକେଟର ଚୟନ ପାଇଁ ଉପଲବ୍ଧ ଥିବା ହାଇଦ୍ରାବାଦ କ୍ରିକେଟ ଆସୋସିଏଶନ (ଏଚ୍ସିଏ)କୁ…
ମାଓବାଦୀଙ୍କ ଆଇଇଡି ବିସ୍ଫୋରଣରେ ଯବାନ ଆହତ
ବିଜାପୁର,୩୦।୮: ଛତିଶଗଡ଼ର ବିଜାପୁରରେ ଶୁକ୍ରବାର ମାଓବାଦୀଙ୍କ ଦ୍ୱାରା କରାଯାଇଥିବା ଆଇଇଡି ବସ୍ଫୋରଣରେ ଜଣେ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ(ଡିଆର୍ଜି)ର ଜଣେ ହେଡ୍ କନଷ୍ଟେବଳ ଏଥିରେ ଆହତ ହୋଇଥିବା ପୋଲିସ କହିଛି। ତାଙ୍କୁ ତୁରନ୍ତ ନିକଟସ୍ଥ ହସ୍ପିଟାଲରେ…
ଭାରରେ ବୁହାହେଲେ ଡଙ୍ଗରିଆ ମହିଳା
ମୁନିଗୁଡା, ୩୦।୮(ଡି.ଏନ୍.ଏ.): ରାୟଗଡା ଜିଲା ମୁନିଗୁଡାରେ ଶୁକ୍ରବାର ପୁଣି ଭାରରେ ବୁହାହେଲେ ଡଙ୍ଗରିଆ ମହିଳା। ଆମ୍ବୁଲାନ୍ସ ନ ପାଇବାରୁ ବାଧ୍ୟହୋଇ ଡେଙ୍ଗୁଣି ଗ୍ରାମରୁ ମୁନିଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପର୍ଯ୍ୟନ୍ତ ପ୍ରାୟ ୧୫କିମି ଭାରରେ ବୋହି ଜଣେ ଡଙ୍ଗରିଆ ମହିଳା ରୋଗୀଙ୍କୁ ସମ୍ପର୍କୀୟ…
ଏବେ ଭଲ କାମ କରୁଥିବା ବ୍ୟକ୍ତିଙ୍କ ନାଁରେ ଜାରି ହେବ ଡାକ ଟିକେଟ: ମୋଦି
ନୂଆଦିଲ୍ଲୀ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୧୨ ଜଣ ଆୟୁଷ ବିଶେଷଜ୍ଞଙ୍କ ନାଁରେ ଡାକ ଟିକେଟ ଜାରି କରିଛନ୍ତି। ଦିଲ୍ଲୀର ବିଜ୍ଞାନ ଭବନରେ ଆୟୁର୍ବେଦ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ସମୟରେ ସେ ଏହି ଡାକ ଟିକେଟ ଜାରି…
ସୂଚନା କମିଶନର ଭାବେ ଶପଥ ନେଲେ ବାଳକୃଷ୍ଣ ମହାପାତ୍ର
ଭୁବନେଶ୍ୱର,୩୦।୮(ବ୍ୟୁରୋ): ରାଜ୍ୟ ସୂଚନା କମିଶନର ଭାବେ ଶୁକ୍ରବାର ଶପଥ ନେଇଛନ୍ତି ବାଳକୃଷ୍ଣ ମହାପାତ୍ର। ରାଜଭବନରେ ରାଜ୍ୟପାଳ ଗଣେଶୀ ଲାଲ ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହି ଶପଥପାଠ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବିରୋଧୀ ଦଳ ନେତା ପ୍ରଦୀପ ନାୟକ…
ହାତୀମଳରୁ ତିଆରି ହେବ କଫି, ୧ କପ୍ର ଦାମ୍ ୫ ହଜାର ଟଙ୍କା
କାନାଡ଼ାର ବିଜ୍ନେସ୍ ମ୍ୟାନ୍ ବ୍ଲାକ୍ ଡିଙ୍କିନ୍ ଏମିତି କଫି ତିଆରି କରିବାକୁ ଯାଉଛନ୍ତି ଯାହାର ପ୍ରସ୍ତୁତି ପ୍ରଣାଳୀ ଆଉ ଦାମ୍ ଶୁଣି ଆଶ୍ଚର୍ଯ୍ୟ ହୋଇଯିବେ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏହି କଫି ହାତୀ ମଳରୁ ତିଆରି ହେବ। ଏକ ରିପୋର୍ଟ…
ମଧ୍ୟ ପ୍ରଦେଶ କଂଗ୍ରେସରେ ଫାଟ: ଜ୍ୟୋତିରାଦିତ୍ୟଙ୍କ ପାଇଁ ଦଳ ଛାଡି ପାରନ୍ତି ୫ଶହ କର୍ମୀ
ଭୋପାଳ,୩୦।୮: ମଧ୍ୟ ପ୍ରଦେଶରେ କଂଗ୍ରେସ ଦଳର ଅଧ୍ୟକ୍ଷ ପଦକୁ ନେଇ ଚାଲିଛି ଟଣା ଓଟରା। ଏହି ପଦରେ ଜଣେ ଆଦିବାସୀ ନେତାଙ୍କୁ ଚୟନ କରିବାକୁ କେତେଜଣ ନେତା ପ୍ରସ୍ତାବ ଦେଇଥିବା ବେଳେ ଆଉ କେତେଜଣ ମୁଖ୍ୟମନ୍ତ୍ରୀ କମଲନାଥ, ପୂର୍ବତନ ଏମ୍ପି ଜ୍ୟୋତିରାଦିତ୍ୟ…

