Home Left

ବଜ୍ରପାତରେ ଆହତ ଯୁବକଙ୍କ ମୃତ୍ୟୁ

ବଡ଼ଗାଁ,୩୦।୮(ଡି.ଏନ୍‌.ଏ.) : ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ପାମରା ଗ୍ରାମର ୪ ଜଣ ଯୁବକ ଗତ ରବିବାର ଏକମା ଗାଁରୁ ପାମରାକୁ ଚାଲିକି ଆସୁଥିବାବେଳେ ଅପରାହ୍ନରେ ଜୁନାପଡ଼ା ନିକଟରେ ବଜ୍ରପାତ ହେବାରୁ ଘଟଣାସ୍ଥଳରେ ବିନୋଦ ପୋଢ଼(୩୨) ନାମକ ଜଣେ ଯୁବକଙ୍କ…

ମୃତ୍ୟୁ ପୂର୍ବରୁ ପ୍ରେମିକାଙ୍କୁ ରକ୍ତଭରା ବିୟର୍‌ ବୋତଲ ପଠାଇଲେ ପ୍ରେମିକ

ଚେନ୍ନାଇ,୩୦।୮: ତାମିଲନାଡୁର ନଙ୍ଗନଲୁରରେ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ଯୁବକ ନିଜ ହାତ କାଟି ଆତ୍ମହତ୍ୟା କରିଛନ୍ତି। ଏହାପୂର୍ବରୁ ସେ ଏକ ବିୟର୍‌ ବୋତଲରେ ରକ୍ତ ପୂରାଇ ନିଜ ସାଙ୍ଗ ହାତରେ ପ୍ରେମିକାଙ୍କ ନିକଟକୁ ପଠାଇଛନ୍ତି। ସୂଚନାଯୋଗ୍ୟ, କୁମାରସା ପାଣ୍ଡିୟାନ…

ମାଲବାହୀ ଟ୍ରକ୍‌ ଧକ୍କାରେ ଜଣେ ମୃତ

ଜଳେଶ୍ବର, ୩୦।୮: ବାଲେଶ୍ବର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ଲକ୍ଷ୍ମଣନାଥ ତନଖି ଫାଟକ ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ନଛିମପୁର ପଞ୍ଚାୟତ ଦେଉଳା ଗ୍ରାମର ବିମଳ…

ଲାଞ୍ଚ ନ ଦେବାରୁ ଠିକାଦାରଙ୍କୁ ଜୀଅନ୍ତା ଜାଳିଦେଲେ

ପାଟନା, ୩୦।୮: ବିହାରରେ ପୁଣି ଏକ ଅଭାବନୀୟ ଘଟଣା ଘଟିଛି। ଲାଞ୍ଚ ନ ଦେବାରୁ ଠିକାଦାରଙ୍କୁ ଜୀଅନ୍ତା ଜାଳିଦେଇଛନ୍ତି କିଛି ଦୁର୍ବୃତ୍ତ। ମୃତକ ଜଣଙ୍କ ହେଲେ ରମାଶଙ୍କର ସିଂ। ହତ୍ୟା ପରେ ସାରା ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ପୋଲିସ…

ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ: ପ୍ରଧାନଶିକ୍ଷକ କୋର୍ଟଚାଲାଣ

ପାଟଣା,୩୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ଏକ ବିଦ୍ୟାଳୟରେ ଗତ ବୁଧବାର ଜଣେ ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକ ଅସଦାଚରଣ କରିଥିବାନେଇ ଛାତ୍ରୀଙ୍କ ବାପା ଗୁରୁବାର ତୁରୁମୁଙ୍ଗା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ଥାନା ଅଧିକାରୀ ଅମିତାଭ ଦାଶ କେସ୍‌…

ଜିନ୍ସ, ଟି-ଶାର୍ଟ ପିନ୍ଧିପାରିବେନି ସରକାରୀ କର୍ମଚାରୀ

ପାଟନା,୩୦।୮: ରାଜ୍ୟ ସଚିବାଳୟରେ ସରକାରୀ କର୍ମଚାରୀମାନେ ପିନ୍ଧୁଥିବା ଜିନ୍ସ ଓ ଟି-ଶାର୍ଟ ଉପରେ ବିହାର ସରକାର କଟକଣା ଲଗାଇଛନ୍ତି। ଯେଉଁ ସରକାରୀ କର୍ମଚାରୀ ପୋଷାକରେ ଶାଳୀନତା ରଖିବେ ନାହିଁ ସେମାନଙ୍କୁ ସଚିବାଳୟରେ ପ୍ରବେଶ କରିବାକୁ ଦିଆଯିବ ନାହିଁ। ଏନେଇ ବିହାର ସରକାରଙ୍କ…

ସିବିଆଇ ହେପାଜତରେ ରହିବାକୁ ଚାହୁଁଛନ୍ତି ଚିଦାମ୍ବରମ୍‌

ନୂଆଦିଲ୍ଲୀ,୩୦।୮: ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ସିବିଆଇ ହେପାଜତରେ ସେପ୍ଟେମ୍ବର ୨ ଯାଏ ରହିବାକୁ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ ଗୁରୁବାର ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି । ଶୁକ୍ରବାର ଚିଦାମ୍ବରମ୍‌ଙ୍କ ରିମାଣ୍ଡ ଅବଧି ଶେଷ ହେଉଥିବାରୁ ସନ୍ଧ୍ୟାରେ ତାଙ୍କୁ ସ୍ବତନ୍ତ ସିବିଆଇ…

ଯୋଜନାବଦ୍ଧ ଉଦ୍ୟମ ଜରୁରୀ

ଆମ ଦେଶ ଲୋକ ସଂଖ୍ୟା ଦୃଷ୍ଟିରୁ ଯେତିକି ଅଗ୍ରଗତି କରିଛି କ୍ରୀଡା କ୍ଷେତ୍ରରେ ଗୋଟିଏ ଅଲିମ୍ପିକ ପଦକ ପାଇଁ ସେତିକି ସଂଘର୍ଷର ସାମ୍ନା କରୁୂଛି । ବିଶ୍ୱସ୍ତରୀୟ କ୍ରୀଡା ପ୍ରତିଯୋଗିତା ଗୁଡିକରେ ପଦକଟିଏ ପାଇଁ ଆମକୁ ବହୁ କଷ୍ଟ ସ୍ବୀକାର କରିବାକୁ…

ସାବାସ୍‌ ସିନ୍ଧୁ

ଭାରତର ତାରକା ମହିଳା ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଏବେ ଟପ୍‌ ଫର୍ମରେ। ନିଜ ଜାଜ୍ୱଲ୍ୟମାନ କ୍ୟାରିୟରରେ ସେ ଯୋଡ଼ିଛନ୍ତି ଆଉ ଏକ ସ୍ବର୍ଣ୍ଣିମ ସଫଳତା। ସୁଇଜରଲାଣ୍ଡର ବାସେଲଠାରେ ଅନୁଷ୍ଠିତ ବିଶ୍ୱ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ମହିଳା ସିଙ୍ଗଲ୍ସରେ ସେ ହାସଲ କରିଛନ୍ତି…

ସ୍ପେଶାଲ୍‌ ସ୍କ୍ବାଡ୍‌ ଆଳରେ ବ୍ୟବସାୟୀଙ୍କୁ ଲୁଟ୍‌ ଘଟଣା : ୩ ପୋଲିସ କର୍ମଚାରୀଙ୍କ ଜାମିନ ଖାରଜ

କଟକ ଅଫିସ,୩୦।୮: କମିଶନରେଟ୍‌ ପୋଲିସ ସ୍ପେଶାଲ୍‌ ସ୍କ୍ବାଡ୍‌ କହି ବ୍ୟବସାୟୀଙ୍କଠୁ ଦେଢ଼ ଲକ୍ଷ ଟଙ୍କା ଲୁଟିବା ଘଟଣାରେ ଅଭିଯୁକ୍ତ ଟାଙ୍ଗୀ ଥାନାର ୩ ପୋଲିସ କର୍ମଚାରୀଙ୍କ ଜାମିନ ଖାରଜ ହୋଇଛି। ଏହି ତିନିଜଣ କଟକ ଜେଏମ୍‌ଏଫସି(ଗ୍ରାମ୍ୟ)ରେ ଜାମିନ ପାଇଁ ଆବେଦନ କରିଥିଲେ।…

କଶ୍ମୀର ଘାଟି ପୁଣି ଅଶାନ୍ତ, ଜଣେ ଦୋକାନୀଙ୍କୁ ହତ୍ୟା କଲେ ଆତଙ୍କବାଦୀ

ଶ୍ରୀନଗର,୩୦।୮: ଜମ୍ମୁ-କଶ୍ମୀରକୁ ପୁଣି ଅଶାନ୍ତ କରିବାକୁ ଚେଷ୍ଟା କରିଛନ୍ତି ଆତଙ୍କବାଦୀ। ଶ୍ରୀନଗରରେ ଜଣେ ବ୍ୟକ୍ତି ଦୋକାନ ଖୋଲିବାରୁ ତାଙ୍କୁ ଆତଙ୍କବାଦୀମାନେ ଗୁଳି ମାରି ହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଲେ ଗୁଲାମ ମହମ୍ମଦ(୬୫ବର୍ଷ)। ପରିମ ପୋରାରେ ଥିବା ଦୋକାନ ସେ ଗୁରୁବାର…

ବାଣୀବିହାର ଛକରେ ରହିପାରିବନି ବସ୍‌

ଭୁବନେଶ୍ୱର,୩୦।୮(ବ୍ୟୁରୋ) : ଏଥର ସାବାଡ ହେବେ ବସ୍‌ ଡ୍ରାଇଭର। ସେମାନେ ଆଉ ମନଇଚ୍ଛା ବାଣୀବିହାର ଛକରେ ନିୟମ ଉଲ୍ଲଂଘନ କରି ବସ୍‌ ରଖିପାରିବେ ନାହିଁ। ସେହିପରି ରଙ୍ଗ୍‌ରୁଟ୍‌ରେ କୌଣସି ଗାଡ଼ି ଚଳାଚଳ କରିପାରିବ ନାହିଁ। ଏଠାରେ ଟ୍ରାଫିକ ସମସ୍ୟା ଜଟିଳ ହେଉଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?