Home Left

ଆଜିଠାରୁ ଯୁକ୍ତ ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର,୩୦-୮(ବ୍ୟୁରୋ):ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ ଯୁକ୍ତ ୨ କଲେଜଗୁଡିକରେ ଖାଲିଥିବା ସିଟ୍‌ ପୂରଣ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଅନୁଷ୍ଠିତ ହେବ। ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇଥିବା ବେଳେ ଯୋଗ୍ୟ ବିବେଚିତ ଛାତ୍ରୀଛାତ୍ର ଶୁକ୍ରବାର ପୂର୍ବାହ୍ନ ୧୧ଟାରୁ…

ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ:ଗଠନ ହେଲା ସଚିବସ୍ତରୀୟ କମିଟି

ଭୁବନେଶ୍ୱର,୩୦-୮(ବ୍ୟୁରୋ):ଦୀର୍ଘଦିନ ଧରି ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ ଦାବି ଜୋର୍‌ ଧରିଛି। ପଶ୍ଚିମ, ଦକ୍ଷିଣ ଏବଂ ଉତ୍ତର ଓଡିଶାରେ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରିବା ଲାଗି ବାରମ୍ବାର ଦାବି କରାଯାଉଛି। ତୁରନ୍ତ ପଦକ୍ଷେପ ନେବା ପାଇଁ ବିଭିନ୍ନ ପ୍ରାନ୍ତରୁ ଆସି…

୩ ଶୀର୍ଷ ପ୍ରଶାସନିକ ଅଧିକାରୀଙ୍କ ମଧ୍ୟରେ ବିଭାଗ ବଣ୍ଟନ: ମୁଖ୍ୟ ଶାସନ ସଚିବଙ୍କୁ ୨୦, ଉନ୍ନୟନ କମିଶନର ୧୫ ଏବଂ ଏପିସିଙ୍କୁ ୫ ବିଭାଗ ଦାୟିତ୍ୱ

ଭୁବନେଶ୍ୱର,୩୦-୮(ବ୍ୟୁରୋ):ରାଜ୍ୟ ପ୍ରଶାସନର ଶୀର୍ଷସ୍ତରରେ ସରକାରୀ କାର୍ଯ୍ୟକୁ ଉତ୍ତମ ରୂପେ ତର୍ଜମା କରାଯିବ। ବିଭାଗୀୟ ଅନୁଶୀଳନ ପରେ ଜଣେ ମୁଖ୍ୟ ଶାସନ ସଚିବ ପାହ୍ୟାର ଅଧିକାରୀ ଫାଇଲଗୁଡିକ ତଦାରଖ କରିବେ। ଏହା ପରେ ଚୂଡ଼ାନ୍ତ ନିଷ୍ପତ୍ତି ପାଇଁ ଫାଇଲ ସିଧା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ)କୁ…

ଉଚ୍ଚଶିକ୍ଷା ନିର୍ଦ୍ଦେଶାଳୟରେ ଅଚାନକ ପହଞ୍ଚିଲେ ମନ୍ତ୍ରୀ

ଭୁବନେଶ୍ୱର, ୩୦-୮(ବ୍ୟୁରୋ):ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଗୁରୁବାର ଉଚ୍ଚଶିକ୍ଷା ନିର୍ଦ୍ଦେଶାଳୟ ପରିଦର୍ଶନ କରିଛନ୍ତି ା ମନ୍ତ୍ରୀ ସାହୁ ପୂର୍ବାହ୍ନ ୧୦ଟାରେ ନିର୍ଦ୍ଦେଶାଳୟରେ ଅଚାନକ ପହଞ୍ଚତ୍ଥିଲେ। ମନ୍ତ୍ରୀ ଉକ୍ତ କାର୍ଯ୍ୟାଳୟରେ ଲାଗିଥିବା ବାୟୋମେଟ୍ରିକ୍‌ ଏବଂ କର୍ମଚାରୀମାନଙ୍କ ଉପସ୍ଥାନ ଯାଞ୍ଚ କରିଥିଲେ ା…

ଦିଲ୍ଲୀ ଏମ୍‌ସରୁ ସ୍ଥାନାନ୍ତର ହେବେ ଜଗା-କାଳିଆ:୭ରୁ ଏସ୍‌ସିବିରେ ଚିକିତ୍ସା

ଭୁବନେଶ୍ୱର,୩୦-୮(ବ୍ୟୁରୋ):ଅପରେଶନ ମାଧ୍ୟମରେ ଅଲଗା ହୋଇଥିବା କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଦିଲ୍ଲୀ ଏମ୍ସରୁ ସ୍ଥାନାନ୍ତର ହେବେ। ଆସନ୍ତା ୭ ତାରିଖରେ ଓଡ଼ିଶାରେ ପହଞ୍ଚତ୍ବା ପରେ ସେମାନଙ୍କୁ ସିଧା କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲକୁ ନିଆଯାଇ ଚିକିତ୍ସା ଆରମ୍ଭ କରାଯିବ…

ସୁରଟ ହୀରା କାରବାରରେ ମାନ୍ଦାବସ୍ଥା ମାଡ଼:୬୦ ହଜାର କର୍ମଚାରୀ ବେକାର

ନୂଆଦିଲ୍ଲୀ,୩୦-୮:ଦେଶର ହୀରା କାରବାର ଗଡ଼ ଭାବେ ପରିଚିତ ଗୁଜରାଟର ସୁରଟରେ ଏବେ ମାନ୍ଦାବସ୍ଥା ଛାଇଗଲାଣି। ଗତ କିଛି ମାସ ମଧ୍ୟରେ ଏଠାରେ ୬୦ ହଜାର କର୍ମଚାରୀ ନିଯୁକ୍ତି ହରାଇ ଏବେ ଦୁଃଖରେ କାଳାତିପାତ କରୁଛନ୍ତି। ପରିସ୍ଥିତି ଏପରି ହେଲାଣି ଯେ, ୪୦…

ବ୍ୟାଙ୍କ ଠକେଇ ୭୧,୫୪୩ କୋଟିରେ ପହଞ୍ଚିଲା

ମୁମ୍ବାଇ,୨୯-୮: ରିଜର୍ଭ ବ୍ୟାଙ୍କ ବାର୍ଷିକ ରିପୋର୍ଟରେ ୨୦୧୮-୧୯ ଆର୍ଥିକ ବର୍ଷରେ ବ୍ୟାଙ୍କ ଠକେଇ ବଢ଼ିଥିବା ସ୍ବୀକାର କରାଯାଇଛି। ଆଲୋଚ୍ୟ ବର୍ଷରେ ଠକେଇ ଅର୍ଥ ପରିମାଣ ବଷର୍ର୍କୁ ବର୍ଷ ହିସାବରେ ୭୩.୮ ପ୍ରତିଶତ ବୃଦ୍ଧି ପାଇଛି। ଏହି ସମୟରେ ବ୍ୟାଙ୍କିଙ୍ଗ୍‌ ସେକ୍ଟରରେ ୬୮୦୧…

ଆଜି ମେଡିକାଲ କାଉନ୍‌ସେଲିଂ

ଭୁବନେଶ୍ୱର,୩୦-୮(ବ୍ୟୁରୋ): ରାଜ୍ୟରେ ଥିବା ସରକାରୀ ମେଡିକାଲ କଲେଜରେ ଖାଲିଥିବା ଏମ୍‌ବିବିଏସ୍‌ ସିଟ୍‌ଗୁଡ଼ିକ ଲାଗି ଶୁକ୍ରବାର ପୁଣି ଥରେ କାଉନସେଲିଂ ହେବ। ୧୦ଟି ଏମ୍‌ବିବିଏସ୍‌ ସିଟ୍‌ରେ ନାମଲେଖା ପାଇଁ ଅନୁଷ୍ଠିତ ହେବାକୁ ଥିବା ଏହି କାଉନସେଲିଂରେ ରାଜ୍ୟ ସରକାରଙ୍କ ଅଧୀନରେ ଥିବା ବିଭିନ୍ନ…

ପକ୍କାଘର: ପୂରଣ ହୋଇପାରୁନି ଧାର୍ଯ୍ୟଲକ୍ଷ୍ୟ

ଭୁବନେଶ୍ୱର,୩୦-୮(ବ୍ୟୁରୋ):ରାଜ୍ୟରେ କଚ୍ଚାଘର ରହିବ ନାହିଁ। ସମସ୍ତଙ୍କୁ ଯୋଗାଇ ଦିଆଯିବ ପକ୍କାଘର। ୨୦୧୯ ଡିସେମ୍ବର ସୁଦ୍ଧା ରାଜ୍ୟ ସରକାର ଏବଂ ୨୦୨୨ ସୁଦ୍ଧା ସମସ୍ତଙ୍କୁ ପକ୍କାଘର ଦେବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଛନ୍ତି। ପ୍ରତିବର୍ଷ ୫ ଲକ୍ଷ ପକ୍କାଘର ନିର୍ମାଣ କରିବାକୁ ବିଜେଡି…

ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦: ଧୋନୀଙ୍କୁ ସ୍ଥାନ ମିଳିଲାନି, ହାର୍ଦ୍ଦିକ ଫେରିଲେ

ନୂଆଦିଲ୍ଲୀ, ୩୦।୮ (ପି.ଟି.)- ଦକ୍ଷିଣ ଆଫ୍ରିକା ବିପକ୍ଷ ଆଗାମୀ ୩ ମ୍ୟାଚ୍‌ବିଶିଷ୍ଟ ଟି୨୦ ସିରିଜ ଲାଗି ଗୁରୁବାର ଘରୋଇ ଭାରତୀୟ କ୍ରିକେଟ୍‌ ଦଳ ଘୋଷଣା କରାଯାଇଛି। ବିରାଟ କୋହଲିଙ୍କ ନେତୃତ୍ୱରେ ଘୋଷିତ ୧୫ ଜଣିଆ ଦଳରେ ବରିଷ୍ଠ ଖେଳାଳି ମହେନ୍ଦ୍ର ସିଂ…

ଅର୍ଥନୀତିରେ ମାନ୍ଦାବସ୍ଥା ସମୟାନୁବର୍ତ୍ତୀ

ମୁମ୍ବାଇ,୩୦-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗୁରୁବାର ଆର୍ଥିକ ବର୍ଷ ୨୦୧୮-୧୯ ଲାଗି ନିଜର ବାର୍ଷିକ ରିପୋର୍ଟ ଜାରି କରିଛି। ଦେଶରେ ଦେଖାଦେଇଥିବା ମାନ୍ଦାବସ୍ଥା ଚକ୍ରୀୟ ହ୍ରାସ ବୋଲି ରିପୋର୍ଟରେ କୁହାଯାଇଛି। ଏଥିରୁ ବାହାରି ଆସିବାକୁ ହେଲେ ବଡ଼ ଧରଣର ସଂସ୍କାର ଜରୁରୀ…

ସୁନା ରେକର୍ଡ ୪୦ ହଜାର ଟପିଲା

ନୂଆଦିଲ୍ଲୀ,୩୦-୮: ସୁନା ଦର ଗୁରୁବାର ପ୍ରତି ୧୦ ଗ୍ରାମ୍‌ ୨୫୦ ଟଙ୍କା ବୃଦ୍ଧି ପାଇ ରେକର୍ଡ ୪୦ ହଜାର ଟଙ୍କା ଟପିଛି। ଅଲ୍‌ ଇଣ୍ଡିଆ ସର୍ରାଫା ଆସୋସିଏଶନର ରିପୋର୍ଟ ଅନୁଯାୟୀ ଗୁରୁବାର ସୁନା ଦର ୪୦,୨୨୦ ଟଙ୍କାରେ କାରବାର ବନ୍ଦ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?