Home Left

ମଦ ବିରୋଧରେ ତାତିଲେ ମହିଳା

ଫୁଲବାଣୀ ଅଫିସ, ୨୯ା୮-ଜି.ଉଦୟଗିରି ବ୍ଲକ କଳିଙ୍ଗା ଗ୍ରାମରେ ବ୍ୟାପକ ଦେଶୀ ଏବଂ ବିଦେଶୀ ମଦ କାରବାର ଚାଲିଛି ା ଥାନା ପାଖରୁ ମାତ୍ର ଅଳ୍ପ ଦୂରରେ ଦେଶୀ ମଦ ରନ୍ଧା ଯାଉଛି। ପୋଲିସ କି ଅବକାରୀ ବିଭାଗ କେହି ଏଥିପ୍ରତି ଦୃଷ୍ଟି…

ୟୁନିୟନ ବ୍ୟାଙ୍କ- ବ୍ୟାଙ୍କ ବାଜାର ଚୁକ୍ତି

ଭୁବନେଶ୍ୱର, ୨୯-୮: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ବ୍ୟାଙ୍କ ବାଜାର ଡଟ୍‌ କମ୍‌ ସହ ଚୁକ୍ତିରେ ସାମିଲ ହୋଇଛି। ଡିଟିଟାଲ ସୋର୍ସିଂ ଏବଂ ହାଉସିଂ ଲୋନ କ୍ଷେତ୍ରରେ କାର୍ଯ୍ୟ କରିବା ଲାଗି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା ବ୍ୟାଙ୍କ ପକ୍ଷରୁ କୁହାଯାଇଛି।…

ଲଣ୍ଡନରେ ରୁଚି ଉଦ୍ୟୋଗ ସମ୍ବର୍ଦ୍ଧିତ

ଭୁବନେଶ୍ୱର, ୨୯-୮: ଓଡ଼ିଆ ସୋସାଇଟି ଅଫ୍‌ ୟୁନାଇଟେଡ କିଙ୍ଗଡମ୍‌ ପକ୍ଷରୁ ଏହାର ୪୦ତମ ବାର୍ଷିକ ଉତ୍ସବରେ ଶ୍ରେଷ୍ଠ ଉଦ୍ୟୋଗ ଭାବେ ପ୍ରମୁଖ ମସଲା କମ୍ପାନୀ ରୁଚିକୁ ସମ୍ବର୍ଦ୍ଧିତ କରାଯାଇଛି। ରୁଚି ପକ୍ଷରୁ ଏହାର ପରିଚାଳନା ନିର୍ଦ୍ଦେଶକ ଶରତ କୁମାର ସାହୁ ଏହି…

ହିରୋ ଏକ୍ସପ୍ଲସ ୨୦୦ର ଏକ୍ସଟ୍ରାକ ପ୍ରଦର୍ଶନ

ଭୁବନେଶ୍ୱର, ୨୯-୮: ହିରୋ ମୋଟୋକର୍ପ ପକ୍ଷରୁ ଏହାର ନୂଆ ମୋଟର ସାଇକେଲ ଏକ୍ସପ୍ଲସ ୨୦୦ର ଏକ୍ସଟ୍ରାକ ପ୍ରଦର୍ଶନ କରାଯାଇଛି। ଏହାକୁ ଚଳାଇବା ଲାଗି ଆଗ୍ରହୀ ବ୍ୟକ୍ତିବିଶେଷ ଗାଡି ଚାଳନାର ଆନନ୍ଦ ନେଇଛନ୍ତି। ଏହି ସମୟରେ ସୁରକ୍ଷିତ ଗାଡି ଚାଳନା ନେଇ ଲୋକଙ୍କୁ…

ସାମସଙ୍ଗ ଆଣିଲା ନୂଆ ଗାଲାକ୍ସି ନୋଟ ୧୦

ମୁମ୍ବାଇ, ୨୯-୮: ସାମସଙ୍ଗ ପକ୍ଷରୁ ନୂଆ ଗାଲାକ୍ସି ନୋଟ ୧୦ ଏବଂ ୧୦ ପ୍ଲସ ସ୍ମାର୍ଟଫୋନ ବଜାରକୁ ଆସିଛି। ଯୁବବର୍ଗଙ୍କ ଚାହିଦାକୁ ଧ୍ୟାନରେ ରଖି କମ୍ପାନୀ ଏଭଳି ପଦକ୍ଷେପ ଗ୍ରହଣ କରିଛି। ନୂଆ ସ୍ମାର୍ଟଫୋନରେ ଆକର୍ଷଣୀୟ ଡିଜାଇନ, ଶକ୍ତିଶାଳୀ ପରଫରମାନ୍ସ, ଏବଂ…

ହାତୀ ଆକ୍ରମଣରେ ଯୁବକ ଗୁରୁତର

ସଜନାଗଡ଼, ୨୯।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡରେ ଥିବା କୁଲଡ଼ିହା ଅଭୟାରଣ୍ୟରେ ହାତୀଙ୍କ ଉପତ୍ାତ ଦିନକୁ ଦିନ ବଢ଼ି ଚାଲିଛି। କେତେବେଳେ ଚାଷଜମିର କ୍ଷତି କରୁଛନ୍ତି ତ, କେତେବେଳେ ବାଡ଼ି ଘରେ ପଶି କଦଳୀ ଗଛ, ବାଉଁଶବୁଦାରେ ଖାଇବା ସହ ଅନ୍ଧାର ରାତିର…

ପୋଖରୀରୁ ମିଳିଲା ନିଖୋଜ ଛାତ୍ରଙ୍କ ମୃତଦେହ

ତିହିଡ଼ି, ୨୯।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତ ସନ୍ଥପୁରା ଗ୍ରାମର ଜଣେ ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଗୁରୁବାର ପୋଖରୀରୁ ଉଦ୍ଧାର କରାଯାଇଛି। ମୃତ ଛାତ୍ର ହେଲେ ମିନାହାକ କାଦ୍ରି। ସେ ବୁଧବାର ସନ୍ଧ୍ୟାଠାରୁ…

ବ୍ଲକେଜ୍‌ ହଟାଇବ ରୋବୋଟିକ ଥ୍ରେଡ୍‌

ଓ୍ବାଶିଂଟନ: ମାସାଚ୍ୟୁସେଟସ ଇନ୍‌ଷ୍ଟିଚ୍ୟୁଟସ ଅଫ୍‌ ଟେକନୋଲୋଜି(ଏମ୍‌ଆଇଟି)ର ଗବେଷକମାନେ ବିକାଶ କରିଛନ୍ତି ଏକ ରୋବୋଟିକ ଥ୍ରେଡ୍‌। ଏହା ଚୁମ୍ବକୀୟ ଶକ୍ତି ଦ୍ୱାରା ସଞ୍ଚାଳିତ ହୋଇପାରୁଛି। ଏହା ଅତି ସରୁ ଓ କ୍ଷୁଦ୍ର ବ୍ଲଡ୍‌ ଭେସେଲସ୍‌ ବା ରକ୍ତ ବାହିକା ମଧ୍ୟରେ ଗତି କରି…

୭୦ରୁ୯୦ ପ୍ରତିଶତ ଭାରତୀୟଙ୍କର ଭିଟାମିନ ଡି’ ଅଭାବ

ଏକ ଅନୁଧ୍ୟାନରୁ ଜଣାପଡିଛି ଯେ, ୭୦ ରୁ ୯୦ ପ୍ରତିଶତ ଭାରତୀୟଙ୍କଠାରେ ଭିଟାମିନ୍‌ ଡି’ଅଭାବ ରହିଛି। ଏହି କାରଣରୁ ସେମାନେ ଟାଇପ୍‌-୨ ଡାଇବେଟିସ୍‌ ଓ ଉଚ୍ଚରକ୍ତଚାପର ଶିକାର ହେଉଛନ୍ତି ବୋଲି କହିଛନ୍ତି ଶୁଶ୍ରୂଷା ହସ୍ପିଟାଲ, ମୁମ୍ବାଇର ଚିକିତ୍ସକ ପି.ଜି ତଲଓ୍ବାର ।…

ଟ୍ୟୁମର ସେଲ୍‌ ନଷ୍ଟ କରିବ ସାଇଟୋଫୋନ୍‌

ଯନ୍ତ୍ରର ନାଁ ସାଇଟୋଫୋନ୍‌। ଆମେରିକାର ଅର୍କାନସାସ୍‌ ବିଶ୍ୱବିଦ୍ୟାଳୟର ବୈଜ୍ଞାନିକମାନେ ଏହାକୁ ପ୍ରସ୍ତୁତ କରିଛନ୍ତି। ଶରୀରରେ ଟ୍ୟୁମର ସେଲ୍‌ ବ୍ୟାପିବାରେ ଏହା ବାଧା ଦେଉଛି। ଏମିତି କି ସେଲ୍‌କୁ ନଷ୍ଟ କରିପାରୁଛି। ରକ୍ତରେ ଟ୍ୟୁମର ସେଲ୍‌କୁ ଠାବ କରାଯିବା ପାଇଁ ଏବେ ବ୍ୟବହାର…

କଥାରୁ ମୁହଁର ଆକୃତି ଜାଣି ହେଉଛି

ମାସାଚ୍ୟୁସେଟସ୍‌ ଇନ୍‌ଷ୍ଟିଚ୍ୟୁଟ୍‌ସ ଅଫ୍‌ ଟେକ୍‌ନୋଲୋଜି(ଏମ୍‌ଆଇଟି)ର କମ୍ପ୍ୟୁଟର ସାଇନ୍ସ ଆଣ୍ଡ୍‌ ଆର୍ଟିଫିସିିଆଲ ଇଣ୍ଟେଲିଜେନ୍ସି ଲାବୋରେଟୋରି (ସିଏସ୍‌ଏଆଇଏଲ୍‌)ଏକ ଆର୍ଟିଫସିିଆଲ କେବୁଲ ବିକାଶ କରିଛି। ଏହାଦ୍ୱାରା ବ୍ୟକ୍ତିର ସ୍ବରର ଅଡିଓ କ୍ଲିପ୍‌ରୁ ମୁହଁର ଆକୃତି ଜଣାପଡୁଛି। ଏହି ତଥ୍ୟ ପ୍ରି-ପ୍ରିଣ୍ଟ୍‌ ସର୍ଭର୍‌ ରିର୍ପୋର୍ଟରେ ପ୍ରକାଶ ପାଇଛି।…

କୋହଲି ହୋଇପାରନ୍ତି ଦେଶର ସବୁଠୁ ସଫଳ ଅଧିନାୟକ

କିଙ୍ଗ୍‌ଷ୍ଟନ(ଜାମାଇକା),୨୯।୮- ବିରାଟ କୋହଲି କ୍ରିକେଟର ଲମ୍ବା ଫର୍ମାଟରେ ଭାରତର ସବୁଠୁ ସଫଳତମ ଅଧିନାୟକ ହେବାରୁ ମାତ୍ର ଆଉ ଗୋଟିଏ ପାଦ ଦୂରରେ ଅଛନ୍ତି। ଏଠାରେ ଶୁକ୍ରବାରଠାରୁ ଖେଳାଯିବାକୁ ଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଭାରତ ଜିତିବାକୁ ସକ୍ଷମ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?