Home Left

ପରିପକ୍ୱ ହୋଇପାରିବେ ନାହିଁ ଆଫ୍ରିଦୀ: ଗମ୍ଭୀର

ନୂଆଦିଲ୍ଲୀ,୨୯।୮: ଜମ୍ମୁ-କଶ୍ମୀର ଭାଇଙ୍କ ନିମନ୍ତେ ପାକିସ୍ତାନ ବାସୀଙ୍କ ସହ ଏକତା ଦେଖାଇବା ପାଇଁ ଲାଇନ ଅଫ୍‌ କଣ୍ଟ୍ରୋଲ (ଏଲ୍‌ଓସି) ଗସ୍ତ କରିବା ପାଇଁ ପୂର୍ବତନ କ୍ରିକେଟର ଶାହିଦ ଆଫ୍ରିଦୀ ମନ୍ତବ୍ୟ ଦେଇଥିଲେ। ଏହାକୁ ଆଫ୍ରିଦୀ ଓ ପୂର୍ବତନ ଭାରତୀୟ ଓପନର ତଥା…

ଭୂତମେଳା

ଉତ୍ତର ପ୍ରଦେଶ ମିର୍ଜାପୁର ଅହୋରାହ ଥାନା ଅଞ୍ଚଳରେ ବରହି ଗାଁରେ ଦେଖିବାକୁ ମିଳେ ଏକ ଅଜବ ମେଳା। ସ୍ଥାନୀୟ ଲୋକେ ଏହାକୁ ଭୂତଙ୍କ ମେଳା ବୋଲି କୁହନ୍ତି। କାରଣ ଏଠାକୁ ବେଶୀ ଭୂତ ପ୍ରେତ ଆସିଥାଆନ୍ତି ବୋଲି ଏହି ମେଳାର ନାମ…

ନିଜ ପାଇଁ ବର ଖୋଜୁଛନ୍ତି ଏହି ଯୁବତୀ, ମନପସନ୍ଦର ସାଥୀ ମିଳିଲେ ତାଙ୍କୁ ଦେବେ ୬୫ କୋଟି ଟଙ୍କା

ମନପସନ୍ଦର ଜୀବନସାଥୀଟିଏ ପାଇବାକୁ ସମସ୍ତଙ୍କର ସ୍ବପ୍ନ ଥାଏ। ବିବାହ ପ୍ରସଙ୍ଗରେ ଝିଅ ହେଉ କି ପୁଅ କାହାକୁ ଏଥିରେ ତରବରିଆ ପଦକ୍ଷେପ ନେବା ଉଚିତ୍‌ ନୁହେଁ। ଏମିତିରେ ରୁଷିଆର ମଡେଲ୍‌ ଆନ୍ନା ନିଜ ପସନ୍ଦର ପୁଅ ସହ ବିବାହ ରଚିବାକୁ ଆଗ୍ରହ…

ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀଙ୍କ ସହ ୟୁନିସେଫ୍‌ ମୁଖ୍ୟକ୍ଷେତ୍ର ଅଧିକାରୀଙ୍କ ଆଲୋଚନା

ଭୁବନେଶ୍ୱର,୨୯।୮(ବ୍ୟୁରୋ): ୟୁନିସେଫ୍‌ର ମୁଖ୍ୟ କ୍ଷେତ୍ର ଅଧିକାରୀ ମୋନିକା ନେଲ୍‌ସେନ୍‌ ଗୁରୁବାର ସଚିବାଳୟଠାରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀ ନବ କିଶୋର ଦାସଙ୍କ ସହିତ ଆଲୋଚନା କରିଛନ୍ତି। ରାଜ୍ୟରେ ଶିଶୁ ଓ ମାତୃ ମୃତ୍ୟୁହାର ହ୍ରାସ, କାର୍ଯ୍ୟକାରୀ ହେଉଥିବା ସମ୍ପୂର୍ଣ୍ଣା ଯୋଜନା ଓ…

କଶ୍ମୀରକୁ ନେଇ ମୂଲ୍ୟହୀନ କଥା କହୁଛି ପାକିସ୍ତାନ: ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୯।୮: ପାକିସ୍ତାନ ଭାରତ ପ୍ରତି ଯେଉଁ ମନୋଭାବ ପୋଷଣ କରୁଛି ତାକୁ ନେଇ ଗୁରୁବାର ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏଥିରେ ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ରବିଶ କୁମାର କହିଥିଲେ ପାକିସ୍ତାନ ସାଧାରଣ ପଡୋଶୀ ଭଳି…

ମୋଦିଙ୍କ ଜନ୍ମଦିନକୁ ‘ସେବା ସପ୍ତାହ’ ଭାବେ ପାଳନ କରିବ ଭାଜପା

ନୂଆଦିଲ୍ଲୀ,୨୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନକୁ ଚଳିତ ବର୍ଷ ଭାରତୀୟ ଜନତା ପାର୍ଟି(ଭାଜପା) ଏକ ନିଆରା ଢଙ୍ଗରେ ପାଳନ କରିବାକୁ ପ୍ରସ୍ତୁତ ହେଉଛି। ଆସନ୍ତା ସେପ୍ଟେମ୍ବର ୧୭ରେ ମୋଦିଙ୍କ ଜନ୍ମଦିନ ପଡୁଥିବା ବେଳେ ଭାଜପା ପକ୍ଷରୁ ଏହାକୁ ସର୍ଭ ଦ ପିପୁଲ…

ଡ୍ରାଭିଡ୍‌ଙ୍କ ସ୍ଥାନରେ କୋଟାକ, ମହାମ୍ବ୍ରେ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ସୌରାଷ୍ଟ୍ର ଅଧିନାୟକ ସିତାଂଶୁ କୋଟାକ ଓ ପୂର୍ବତନ ଭାରତୀୟ ସିମର ପାରସ ମହାମ୍ବ୍ରେ ପୂର୍ବତନ ଭାରତୀୟ ଅଧିନାୟକ ରାହୁଲ ଡ୍ରାଭିଡ୍‌ଙ୍କ ସ୍ଥାନ ନେଇଛନ୍ତି। ଦୁହେଁ ଯଥାକ୍ରମେ ଭାରତ ଏ’ ଓ ୧୯ ବର୍ଷର କମ୍‌ ଭାରତୀୟ ଦଳର କୋଚ…

ଭାରତ-ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ହେଲେ କ’ଣ ହେବ ଫଳାଫଳ

ଜମ୍ମୁ-କଶ୍ମୀରରୁ ୩୭୦ ଧାରା ଉଚ୍ଛେଦ ପରେ ଏବେ ପାକିସ୍ତାନ ବିଚଳିତ ହୋଇପଡିଛି। ଏହି ପ୍ରସ୍ତଙ୍ଗରେ ଜାତିସଂଘଠାରୁ ଆରମ୍ଭ କରି ବିଭିନ୍ନ ଦେଶର ସହାୟତା ମାଗୁଥିଲେ ମଧ୍ୟ ସବୁଠି ନିରାଶ ହେଉଛି। ତେଣୁ କୌଣସି ଉପାୟ ନ ପାଇ ପରମାଣୁ ଯୁଦ୍ଧର ଧମକ…

ଶିକ୍ଷକ ଅଭାବ ପ୍ରତିବାଦରେ ବିଦ୍ୟାଳୟରେ ତାଲା ପକାଇଲେ ଛାତ୍ରୀଛାତ୍ର

ସାକ୍ଷୀଗୋପାଳ,୨୯।୮(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଦାଶବିଦ୍ୟାଧରପୁର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ ପ୍ରତିବାଦରେ ଗୁରୁବାର ବିଦ୍ୟାଳୟରେ ତାଲା ପକାଇ ଦିଆଯାଇଛି । ଶିକ୍ଷୟିତ୍ରୀ ମିନତୀ ମିଶ୍ରଙ୍କ ବଦଳି ଆଦେଶ ବାତିଲ ଓ ଦୁଇବର୍ଷ ହେଲା ବିଦ୍ୟାଳୟରେ ଖାଲି…

ଧୋନୀଙ୍କ ପାଇଁ ପାଗଳ ସମର୍ଥକ: ଗାଡି ନମ୍ବର ପ୍ଲେଟରେ ଲେଖିରେ ନାଁ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକ କେବଳ ଭାରତରେ ନୁହେଁ ବରଂ ବିଦେଶରେ ମଧ୍ୟ ଅଛନ୍ତି। ଯଦିଓ ଧୋନୀ ଏବେ କ୍ରିକେଟରୁ ଦୂରେଇ ଅଛନ୍ତି କିନ୍ତୁ ତାଙ୍କ ପ୍ରଶଂସକ ତାଙ୍କୁ ଏବେ ବି ପାଗଳଙ୍କ ଭଳି…

ଚିଦାମ୍ବରମଙ୍କ ଗିରଫ ଖୁସି ଖବର: ଇନ୍ଦ୍ରାଣୀ

ନୂଆଦିଲ୍ଲୀ,୨୯।୮: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଏବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମ ଗିରଫ ହୋଇଥିବା ବେଳେ ଏହାକୁ ନେଇ ଖୁସି ପ୍ରକାଶ କରିଛନ୍ତି ଇନ୍ଦ୍ରାଣୀ ମୁଖାର୍ଜୀ। ଚିଦାମ୍ବରମ ସିବିଆଇ ହାଜତରେ ଥିବା ବେଳେ ଆଇଏନ୍‌ଏକ୍ସ ମିଡିଆର ପୂର୍ବତନ ମାଲିକ ଇନ୍ଦ୍ରାଣୀ ମୁଖାର୍ଜୀ…

ଏହି କ୍ରିକେଟରଙ୍କ ପ୍ରେମରେ ପଡିଛନ୍ତି ସଚିନ ତେନ୍ଦୁଲକରଙ୍କ ଝିଅ ସାରା

କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କ ଝିଅ ସାରା ଏବେ ଜଣେ କ୍ରିକେଟ୍‌ରଙ୍କ ପ୍ରେମରେ ପଡିଛନ୍ତି। ସେ ହେଉଛନ୍ତି ୧୯ ବର୍ଷୀୟ ଶୁଭମନ ଗିଲ୍‌। ସେ ଏବେ ଭାରତ ‘ଏ’ ପାଇଁ ଖେଳୁଛନ୍ତି। ଭାରତ ପାଇଁ ଅନ୍ତର୍ଜାତୀୟ ମ୍ୟାଚ୍‌ ମଧ୍ୟ ଖେଳିସାରିଛନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?