Home Left

ଏହି କ୍ରିକେଟରଙ୍କୁ ବିବାହ ପ୍ରସ୍ତାବ ଦେଲେ ଅଭିନେତ୍ରୀ

ନ୍ୟୁଜିଲାଣ୍ଡ କ୍ରିକେଟ ଦଳର ଅଲରାଉଣ୍ଡର ଜିମି ନିଶାମଙ୍କ ବିବାହ ପ୍ରସ୍ତାବ ଦେଇଛନ୍ତି ପାକିସ୍ତାନ ଅଭିନେତ୍ରୀ ସେହର ଶିନଓ୍ବାରୀ। ସେ ଜିମିଙ୍କ ଏକ ଟୁଇଟରେ ଲେଖିଛନ୍ତି, କ’ଣ ଆପଣ ଭବିଷ୍ୟତରେ ହେବାକୁ ଥିବା ମୋ ପିଲାଙ୍କ ପିତା ହେବାକୁ ଚାହିଁବେ। ଏହା ପଛରେ…

ଆୟୋଜିତ ହେଲା ଇମ୍ରାନଙ୍କ ଅନ୍ତ୍ୟେଷ୍ଟି ଶୋଭାଯାତ୍ରା

ରାୟପୁର,୨୯।୮: ଛତିଶଗଡ଼ ରାୟପୁରରେ କେତେକ ଦଳ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଅନ୍ତ୍ୟେଷ୍ଟି ଶୋଭାଯାତ୍ରାର ଆୟୋଜନ କରିଥିଲେ। ଜମ୍ମୁ-କଶ୍ମୀରରୁ ଉଚ୍ଛେଦ ହୋଇଥିବା ଅନୁଚ୍ଛେଦ ୩୭୦କୁ ନେଇ ଇମ୍ରାନ ଯେଉଁ ଅଳଙ୍କାରିକ ଶବ୍ଦ ପ୍ରୟୋଗ କରୁଛନ୍ତି ଓ ଭାରତକୁ ପରମାଣୁ ଆକ୍ରମଣର ଧମକ…

ବିବାହର ୭ ମାସ ନ ପୂରୁଣୁ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ: ପୋଖରୀରୁ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାରଲୋକେ

ତିର୍ତ୍ତୋଲ,୨୯।୮(ଡି.ଏନ୍‌.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ବଣିତୋ ଗ୍ରାମରେ ଗୁରୁବାର ଜଣେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ରାଜକିଶୋର ବେହେରାଙ୍କ ସ୍ତ୍ରୀ ଚିନ୍ମୟୀ। ଘର ନିକଟରେ ଥିବା ଏକ ପୋଖରୀରୁ ତାଙ୍କ ମୃତଦେହ ପୋଲିସ ଜବତ…

କ୍ରୀଡ଼ା ଦିବସରେ ମନେପଡ଼ିଲେ ଧ୍ୟାନଚାନ୍ଦ

ବ୍ରହ୍ମପୁର ଅଫିସ,୨୯।୮: ଶହୀଦ ଲକ୍ଷ୍ମଣ ନାୟକ ପୌର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ସକାଳେ ହକି ଯାଦୁଗର ଧ୍ୟାନଚାନ୍ଦଙ୍କ ଜନ୍ମ ଜୟନ୍ତୀ ଅବସରରେ ଜାତୀୟ କ୍ରୀଡ଼ା ଦିବସ ପାଳନ କରାଯାଇଛି। ଏହି ଅବସରରେ ଛାତ୍ରୀଛାତ୍ର ଏକ ଶୋଭାଯାତ୍ରାରେ ବାହାରି ସହର…

ସମୟ ପାଇଲେ ଏହି ବହି ପଢୁଛନ୍ତି କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବେ ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତରେ ଅଛନ୍ତି। ପ୍ରଥମ ଟେଷ୍ଟରେ ଭାରତ ବିଜୟ ହାସଲ କରିଥିବାବେଳେ ଦ୍ୱିତୀୟ ଟେଷ୍ଟ ହାତେଇବା ପାଇଁ ଦଳ ଜୋରସୋରରେ ପ୍ରସ୍ତୁତି ଚଳାଇଛି। ଏଥିରୁ ସମୟ ମିଳିଲେ କୋହଲି ଷ୍ଟିଭେନ୍‌ ସିଲଭେଷ୍ଟରଙ୍କ…

ଏଟିଏମ୍‌ ଭାଙ୍ଗିଦେଲେ ଦୁର୍ବୃତ୍ତ

ଅମରପାଲି,୨୯।୮(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ମୁର୍ଷୁଣ୍ଢୀସ୍ଥିତ ଭାରତୀୟ ଷ୍ଟେଟ୍‌ବ୍ୟାଙ୍କର ଏଟିଏମ୍‌କୁ ଦୁର୍ବୃତ୍ତମାନେ ଭାଙ୍ଗିଦେଇଛନ୍ତି। ବୁଧବାର ବିଳମ୍ବିତ ରାତିରେ କେତେକ ଦୁର୍ବୃତ୍ତ ଟଙ୍କା ଲୁଟ୍‌ ଉଦ୍ଦେଶ୍ୟରେ ଷ୍ଟେଟ୍‌ବ୍ୟାଙ୍କ କ୍ୟାମ୍ପସରେ ଥିବା ଏଟିଏମ୍‌କୁ ଭାଙ୍ଗିଛନ୍ତି। ମାତ୍ର ସେମାନେ ଟଙ୍କା ଚୋରି କରି…

ରିଓରେ ସ୍ବର୍ଣ୍ଣ ଜିତିଲେ ଇଲାଭେନିଲ

ନୂଆଦିଲ୍ଲୀ,୨୯।୮: ଯୁବା ଭାରତୀୟ ଶୁଟର ଇଲାଭେଲିନ ଏଠାରେ ଚାଲିଥିବା ଆଇଏସ୍‌ଏସ୍‌ଏଫ୍‌ ଶୁଟିଂ ବିଶ୍ୱକପ୍‌ (ରାଇଫଲ୍‌/ପିସ୍ତଲ) ୧୦ ମିଟର ଏୟାର ରାଇଫଲ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସିନିୟର ସ୍ତରରେ ଚଳିତ ବର୍ଷ ପଦାର୍ପଣ କରିଥିବା ଇଲାଭେଲିନ ସାଥୀ ଶୁଟର ଅପୂର୍ବୀ ଚଣ୍ଡେଲା…

ତିହିଡ଼ିରେ ଜେଏମ୍‌ଏଫ୍‌ସି କୋର୍ଟ ପ୍ରତିଷ୍ଠା ଦାବି: ଓକିଲ ସଂଘର ଧାରଣା

ତିହିଡି,୨୯।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହଡ଼ି ଓକିଲ ସଂଘ ପକ୍ଷରୁ ଗୁରୁବାର ପୂର୍ବାହ୍ନରେ ତିହିଡ଼ି ତହସିଲ କାର୍ଯ୍ୟାଳୟ ପରିସରରେ ଧାରଣା ଦିଆଯାଇଛି। ତିହିଡିରେ ସିଭିଲ୍‌ ଜଜ୍‌ ଜୁନିୟର ଡିଭିଜନ(ଜେଏମ୍‌ଏଫ୍‌ସି) କୋର୍ଟ ପ୍ରତିଷ୍ଠା ଦାବିରେ ଏହି ପଦକ୍ଷେପ ନିିଆଯାଇଛି। ସଂଘର ସଭାପତି ସୂର୍ଯ୍ୟ ମିଶ୍ର,…

୧୬ ବର୍ଷ ଭିତରେ ଏମିତି ବଦଳି ଯାଇଛନ୍ତି ପୂର୍ବତନ ବିଶ୍ୱ ସୁନ୍ଦରୀ, ବିନା ମେକ୍‌ଅପ୍‌ରେ ଶେୟାର କଲେ ଫଟୋ

ସୋସିଆଲ ମିଡିଆରେ ବଲିଉଡ୍‌ ଅଭିନେତ୍ରୀମାନେ ବିନା ମେକ୍‌ଅପ୍‌ର ଫଟୋ ଶେୟାର କରି ଚର୍ଚ୍ଚାରେ ରହୁଛନ୍ତି। ସେମାନଙ୍କୁ ମଧ୍ୟରୁ ଜଣେ ପୂର୍ବତନ ବିଶ୍ୱସୁନ୍ଦରୀ ଫ୍ୟାନ୍‌ମାନଙ୍କ ପାଇଁ ଏକ ଫଟୋ ଶେୟାର କରିଛନ୍ତି । ଆଉ କେହି ନୁହନ୍ତି, ସେ ହେଉଛନ୍ତି ଲାରା ଦତ୍ତ।…

ଭୁଲି ପାରୁନାହାନ୍ତି ସୁକାନ୍ତି

”ଶେଖର! ତୁମେ ଜାଣିନ, ମୋ ଭାଇକୁ ମୁଁ କେତେ ଭଲ ପାଏ। ତୁମ ସହ ଯିବା ତ ଅଲଗା କଥା, ଯଦି ଭଗବାନ ଆସି ମୋତେ ତାଙ୍କ ସହ ଯିବାକୁ କହନ୍ତି, ତେବେ ମୋ ଭାଇକୁ ଛାଡି ଯାଇପାରିବି ନାହିଁ।“ ଏପରି…

ଇସ୍କ ତୋର ସ୍ଲୋଲି ସ୍ଲୋଲି

ମନ୍‌ ମୁଭିଜ ଏବଂ ଏସ୍‌. ତନୁ କ୍ରିଏଶନ୍ସ ବ୍ୟାନରରେ ନିର୍ମିତ ହେବାକୁ ଯାଉଛି ନୂଆ ଓଡ଼ିଆ ସିନେମା, ଯାହାର ଟାଇଟଲ ରହିଛି ‘ଇସ୍କ ତୋର ସ୍ଲୋଲି ସ୍ଲୋଲି’। ନବାଗତ ପ୍ରଯୋଜକ ଏସ. ତନୁ କ୍ରିଏଚର ଫିଲ୍ମଟିର ପ୍ରଯୋଜନା କରୁଛନ୍ତି। ଅନ୍ୟପକ୍ଷରେ ପ୍ରଥମଥର…

ଏବେ ଆମେ ପାଦରେ ଚାଲୁଛେ କମ୍‌, ଷ୍ଟେପ୍‌ ଗଣୁଛେ ଅଧିକ: ମୋଦି

ନୂଆଦିଲ୍ଲୀ,୨୯।୮: ଜାତୀୟ କ୍ରୀଡ଼ା ଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫିଟ୍‌ ଇଣ୍ଡିଆ ଅଭିଯାନ ଆରମ୍ଭ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, ଏବେ ପରିବର୍ତ୍ତିତ ଜୀବନ ଶୈଳୀରେ ବହୁ ଲୋକଙ୍କର ଶାରୀରିକ ଶ୍ରମ କମିବାରେ ଲାଗିଛି। ଫଳରେ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?