Home Left

ଫିଟ୍‌ନେସ୍‌ ଅନ୍ତରାଳେ..

‘ଭୈରବ’ ଚଳଚ୍ଚିତ୍ରରୁ ଓଡ଼ିଆ ସିନେମା କ୍ୟାରିୟର ଆରମ୍ଭ କରିଥିଲେ ଆହାନା। ତା’ପରେ ‘ବ୍ଲାକ୍‌ମେଲ୍‌’ରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଅବତୀର୍ଣ୍ଣ ହୋଇଥିଲେ। ନିଜକୁ ଫିଟ୍‌ ରଖିବା ପଛରେ କି ରହସ୍ୟ ରହିଛି ସେ ବିଷୟରେ ଆହାନା କହନ୍ତି… ଆଜିକାଲିର ବ୍ୟସ୍ତ ଜୀବନଶୈଳୀରେ ଆମକୁ…

କଥା ୩୩ କୋଟିର

ବରୁଣ ଧାଓ୍ବନ ଏବେ ‘ଷ୍ଟ୍ରିଟ୍‌ ଡ୍ୟାନ୍ସର-ଥ୍ରୀଡି’ରେ ଅଭିନୟ କରୁଛନ୍ତି। ଏହି ଫିଲ୍ମ ପାଇଁ ସେ କୁଆଡ଼େ ପାରିଶ୍ରମିକ ଭାବେ ୩୩ କୋଟି ଟଙ୍କା ନେଇଛନ୍ତି। ହେଲେ ଏଭଳି କଥାକୁ ସେ ଖଣ୍ଡନ କରି କହିଛନ୍ତି, ମୋର ଯାହା ପାରିଶ୍ରମିକ ନେବା କଥା…

ଟ୍ରାଫିକ୍‌ ନିୟମ ଭଙ୍ଗକାରୀଙ୍କୁ ଅଣ୍ଡା, ଟମାଟର ମାଡ଼ କରନ୍ତି ଏହି ବ୍ୟକ୍ତି

ଟ୍ରାଫିକ୍‌ ନିୟମ ସମସ୍ତଙ୍କ ପାଇଁ ଲାଗୁ ହୋଇଥାଏ। କିନ୍ତୁ କିଛି ଲୋକ ଥାନ୍ତି ଏହାକୁ ମାନନ୍ତି ନାହିଁ। ଟ୍ରାଫିକ୍‌ ନିୟମ ଭାଙ୍ଗୁଥିବା ଲୋକଙ୍କଠାରୁ ସରକାର ଜରିମାନା ଆଦାୟ କରୁଥିଲେ ମଧ୍ୟ କିଛି ଲୋକ ପୋଲିସକୁ ଚକ୍କମା ଦେବାରେ ସଫଳ ହୋଇଥାନ୍ତି। ସେମାନଙ୍କୁ…

କଟ୍‌-ଓକେ କହିବେ ଇରା

ଆଉ ଜଣେ ଷ୍ଟାର କିଡ୍‌ ବଲିଉଡ୍‌ରେ ଏଣ୍ଟ୍ରି କରିବାକୁ ସଜବାଜ ହେଉଛନ୍ତି। ହେଲେ ସେ ଅଭିନୟ କରିବେ ନାହିଁ। କ୍ୟାମେରା ପଛରେ ରହି ନିଜ ଦାୟିତ୍ୱ ତୁଲାଇବେ। ବିଶେଷଭାବରେ ପ୍ରଯୋଜନା ସହ ନିର୍ଦ୍ଦେଶନା କ୍ଷେତ୍ରରେ କ୍ୟାରିୟର କରିବାକୁ ମାଇଣ୍ଡ ମେକ୍‌ଅପ କରିଛନ୍ତି।…

ଗଛରେ ପିଟିହେଲା ବସ୍‌, ୩୫ ଆହତ

ଯୋଡ଼ା,୨୯।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ କେତ୍‌ ହାଟିଂଠାରେ ଏକ ବସ୍‌ ଦୁର୍ଘଟଣା ଘଟି ୩୪ ଜଣ ଆହତ ହୋଇଥିବାବେଳେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ ଯେ, ଟାଟା କମ୍ପାନୀର ଠିକାସଂସ୍ଥା ନଟରାଜ ବସ୍‌ ନଂ ଓଡି ୦୫…

ସେହି ତିନି ବର୍ଷ

ବିଦ୍ୟା ବାଲାନ ବଲିଉଡ୍‌ର ଅନ୍ୟତମ ଲୋକପ୍ରିୟ ଅଭିନେତ୍ରୀ। ‘ଡାର୍ଟି ପିକ୍ଚର୍ସ’ ଏବଂ ‘କାହାନୀ’ ପରି ଚଳଚ୍ଚିତ୍ର ତାଙ୍କୁ ଚର୍ଚ୍ଚାର ପରିସରକୁ ଆଣିଥିଲା। ବିଦ୍ୟାଙ୍କ ଅଭିନୟ ଜୀବନର ପ୍ରଥମାର୍ଦ୍ଧ ସଂଘର୍ଷମୟ ଥିଲା। ଏକତା କପୁରଙ୍କ ଟେଲିଭିଜନ ଶୋ’ ‘ହମ୍‌ ପାଞ୍ଚ୍‌’ରୁ ଆରମ୍ଭ ହୋଇଥିଲା…

ଚେସ୍‌ ପ୍ରିୟ କ୍ୟାଟ୍ରିନା

ଅଭିନେତ୍ରୀ ହେବା ପୂର୍ବରୁ କ୍ୟାଟ୍ରିନା ଚେସ୍‌ ଖେଳିବାକୁ ପସନ୍ଦ କରୁଥିଲେ। ଏପରି କି ଜଣେ ଭଲ ଚେସ୍‌ ଖେଳାଳି ଭାବରେ ସେ ଅନେକ ଥର ପୁରସ୍କୃତ ହୋଇଛନ୍ତି। ଏଥିପାଇଁ ଥରେ ଆମୀର ଖାନ୍‌ ତାଙ୍କୁ କହିଥିଲେ ‘ତମେ ଯଦି ଆକ୍ଟିଂ କରି…

ଜାପାନରେ ୬.୧ ତୀବ୍ରତାର ଭୂକମ୍ପ

ହୋକାଇଡୋ,୨୯।୮: ଜାପାନର ହୋକାଇଡୋରେ ଗୁରୁବାର ସକାଳେ ୬.୧ ତୀବ୍ରତାର ଏକ ଭୂକମ୍ପ ଅନୁଭୂତ ହୋଇଛି। ଏହା ହୋକାଇଡୋର ୧୦ କିଲୋମିଟର ଦୂରରେ ଅନୁଭୂତ ହୋଇଥିବା ସୂଚନା ମିଳିଛି। ଏହି ଭୂକମ୍ପ ପରେ କେହି ମୃତାହତ ହୋଇଥିବା ସୂଚନା ମିଳି ନ ଥିବା…

ରାସ୍ତା କଡ଼ରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

ଭଦ୍ରକ ଅଫିସ,୨୯।୮: ଭଦ୍ରକ ଟାଉନ ପୋଲିସ ଗୁରୁବାର ବାଇପାସ୍‌ ଛକ ନିକଟରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଜବତ କରିଛି। ଯୁବକଙ୍କ ଦୁଇ ହାତରେ ସାଲାଇନ ଦିଆଯାଉଥିବା ଭେନ ପ୍ଲାଗ ଲାଗିଥିବାରୁ ସେ ମେଡିକାଲରୁ ପଳାଇ ଆସିଥିବା ବେଳେ ରାସ୍ତାରେ ତାଙ୍କର…

ବ୍ରାଜିଲ-ଫ୍ରାନ୍ସ ଚା’ କପ୍‌ରେ ଝଡ଼ ଥମିଲା: ମାକ୍‌ରଁଙ୍କ ସ୍ତ୍ରୀଙ୍କୁ ନେଇ ଫେସ୍‌ବୁକ୍‌ରେ ଦିଆଯାଇଥିବା ମନ୍ତବ୍ୟ ଲାଗି କ୍ଷମା ମାଗିଲେ ବ୍ରାଜିଲ୍‌ ଜନତା

ପୋର୍ଟ ଭେଲ୍‌ହୋ,୨୯।୮: କିଛି ଦିନ ଧରି ବ୍ରାଜିଲ-ଫ୍ରାନ୍ସ ଚା’ କପ୍‌ରେ ଉଠିଥିବା ଝଡ଼ ଏବେ ଥମିଛି। ବ୍ରାଜିଲ ରାଷ୍ଟ୍ରପତି ବୋଲ୍‌ସୋନାରୋଙ୍କ ଜଣେ ସମର୍ଥକ ଫ୍ରାନ୍ସ ରାଷ୍ଟ୍ରପତି ଇମାନ୍ବେଲ ମାକ୍‌ରଁଙ୍କ ସ୍ତ୍ରୀ ବ୍ରିଜେଟ୍‌ଙ୍କୁ ନେଇ ଉପହାସ କରିବା ଭଳି ମନ୍ତବ୍ୟ ଦେଇଥିଲେ। ବ୍ୟକ୍ତି…

ଧ୍ୟାନଚାନ୍ଦଙ୍କୁ ‘ଚାନ୍ଦ୍‌’ କହି ଡାକୁଥିଲେ ସାଥୀ ଖେଳାଳି

ଆଜି ହେଉଛି ଜାତୀୟ କ୍ରୀଡା ଦିବସ।୧୯୦୫ ମସିହା ଆହ୍ଲାବାଦର ପ୍ରୟାଗଠାରେ ହକିର ଯାଦୁଗର ଓ କିମ୍ବଦନ୍ତୀ ପୁରୁଷ ମେଜର ଧ୍ୟାନଚାନ୍ଦ ଏକ ରାଜପୁତ ପରିବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ଜନ୍ମ ଦିନକୁ ପ୍ରତିବର୍ଷ ଜାତୀୟ କ୍ରୀଡା ଦିବସ ଭାବେ ପାଳନ କରାଯାଏ।…

ହାଇକୋର୍ଟରେ ମହିମାଙ୍କ ଜାମିନ ସଂକ୍ରାନ୍ତ ତଥ୍ୟ ଦାଖଲ

କଟକ ଅଫିସ, ୨୯।୮: ସିୱେଜ୍‌ ଶିପିଂ ପରିଚାଳକ ମହେନ୍ଦ୍ର ସ୍ବାଇଁ ହତ୍ୟା ମାମଲାରେ ଶିଳ୍ପପତି ମହିମାନନ୍ଦ ମିଶ୍ରଙ୍କ ଜାମିନ ଆବେଦନ ସମ୍ପର୍କିତ ତଥ୍ୟ ବୁଧବାର ହାଇକୋର୍ଟରେ ଦାଖଲ କରାଯାଇଛି। ଗତ ୧୪ ତାରିଖରେ ଅନୁଷ୍ଠିତ ଶୁଣାଣି ପରେ ବିଚାରପତି ଜଷ୍ଟିସ ଦେବବ୍ରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?