Home Left

ରାଜ୍ୟସ୍ତରୀୟ ଯୁବସଂସଦ ପ୍ରତିଯୋଗିତା: ‘ଗଣତନ୍ତ୍ର ଓ ସଂସଦ ସମ୍ପର୍କରେ ଛାତ୍ରୀଛାତ୍ର ଜାଣିବା ଉଚିତ’

ଭୁବନେଶ୍ୱର, ୨୯।୮(ବ୍ୟୁରୋ): ଶିକ୍ଷକ ଓ ଶିକ୍ଷା ନିର୍ଦ୍ଦେଶାଳୟ ଓ ରାଜ୍ୟ ଶିକ୍ଷା ଗବେଷଣା ଏବଂ ପ୍ରଶିକ୍ଷଣ ପରିଷଦ ଆନୁକୂଲ୍ୟରେ ବୁଧବାର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଞ୍ଜିନିୟର୍ସ ସମ୍ମିଳନୀ କକ୍ଷରେ ରାଜ୍ୟସ୍ତରୀୟ ‘ଯୁବସଂସଦ ପ୍ରତିଯୋଗିତା’ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…

ଜମ୍ମୁ-କଶ୍ମୀର ଖବରଦାତାଙ୍କ ଉପରେ କଟକଣା: କେନ୍ଦ୍ର,ରାଜ୍ୟକୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ,୨୯ା୮(ପି.ଟି.): ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରର ଖବରଦାତାମାନଙ୍କ ଯୋଗାଯୋଗ ମାଧ୍ୟମକୁ ବନ୍ଦ କରାଯିବା ସମେତ ସେମାନଙ୍କ ଉପରେ ଲାଗୁ ହୋଇଥିବା କଟକଣା ଉଠାଇଦେବା ପାଇଁ ସୁପ୍ରିମକୋର୍ଟରେ ପିଟିଶନ ଦାଏର ହୋଇଥିଲା। ସୁପ୍ରିମକୋର୍ଟ ବୁଧବାର କେନ୍ଦ୍ର ସରକାର ଓ ରାଜ୍ୟ ପ୍ରଶାସନକୁ…

ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ ବ୍ୟବସ୍ଥା: ପ୍ରସ୍ତୁତିର ସମୀକ୍ଷା କଲେ ଡିଜିପି

କଟକ ଅଫିସ, ୨୯।୮: ଆସନ୍ତା ଅକ୍ଟୋବର ୨ତାରିଖ ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ ବ୍ୟବସ୍ଥା କାର୍ଯ୍ୟକାରୀ ହେବ। ଏହାର ସଫଳ ରୂପାୟନ ଲାଗି ଓଡ଼ିିଶା ପୋଲିସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ପୋଲିସ ଡିଜି ବିିଜୟ କୁମାର ଶର୍ମା…

ଲିଟିଲ୍‌ ମିସ୍‌ ପ୍ରତିଯୋଗିତା: ଓଡ଼ିଆ ଝିଅ ସରନ୍ୟାଙ୍କ କମାଲ

ଭୁବନେଶ୍ୱର,୨୯।୮(ବ୍ୟୁରୋ): ଜଣକ ପରେ ଜଣେ ଓଡ଼ିଆ ପ୍ରତିଭା ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଖ୍ୟାତି ଅର୍ଜନ କରି ରାଜ୍ୟ ପାଇଁ ଗୌରବ ଆଣୁଛନ୍ତି। ବିଶ୍ୱ ଯୁବ ସମ୍ମିଳନୀରୁ ଆରମ୍ଭକରି ଲିଟିଲ୍‌ ମିସ୍‌ ୟୁନିଭର୍ସ ପର୍ଯ୍ୟନ୍ତ ବିଭିନ୍ନ କ୍ଷେତ୍ରରେ ନିଜ ପ୍ରତିଭା ପ୍ରତିପାଦନ କରୁଛନ୍ତି…

ଇତିହାସ ରଚିଲେ ଓଡ଼ିଆ ଛାତ୍ର ଅଶ୍ୱଥ ନାରାୟଣ

ଭୁବନେଶ୍ୱର, ୨୯।୮(ବ୍ୟୁରୋ): ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ଚଳିତବର୍ଷ ସର୍ବାଧିକ ପଦକ ଜିତି ସ୍ବତନ୍ତ୍ର ସ୍ଥାନ ଅଧିକାର କରିିଛି ଭାରତ। ରୁଷିଆର କାଜାନ୍‌ ସହରରେ ଅନୁଷ୍ଠିତ ୪୫ତମ ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ଭାରତ ଗୋଟିଏ ସ୍ବର୍ଣ୍ଣ ପଦକ ସହ ଗୋଟିଏ ରୌପ୍ୟ ଏବଂ…

ଏୟାର ଇଣ୍ଡିଆରେ ଚାକିରି ଲାଗି ଜାଲ୍‌ ବିଜ୍ଞାପନ

ନୂଆଦିଲ୍ଲୀ,୨୯-୮: ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆରେ ଚାକିରି ଲାଗି ଏକ ଜାଲ୍‌ ବିଜ୍ଞାପନ ପ୍ରକାଶ ପାଇବା ନେଇ ହଇଚଇ ସୃଷ୍ଟି ହୋଇଛି। କମ୍ପାନୀରେ ମୋଟ ୧୨୦ ପଦ ଖାଲି ରହିଛି ଏବଂ ଆବେଦନକାରୀଙ୍କୁ ଚାକିରି ପାଇବା ଲାଗି ଆବେଦନ ପତ୍ର…

ଶସ୍ତା ହେବ ଏସି ଚେୟାରକାର, ଏକଜିକ୍ୟୁଟିଭ୍‌ ଟିକେଟ

ନୂଆଦିଲ୍ଲୀ, ୨୯-୮: ଆସନ୍ତା ମାସରୁ ରେଳ ମନ୍ତ୍ରଣାଳୟ ଭଡାରେ ରିହାତି ଯୋଜନା ଆରମ୍ଭ କରିବ। ଏହା ଦ୍ୱାରା ଏସି ଚେୟାରକାର ଏବଂ ଏକଜିକ୍ୟୁଟିଭ ଟିକେଟ ଶସ୍ତା ହେବ ବୋଲି ଜଣାପଡିଛି। ଶତାଦ୍ଦୀ, ଗତିମାନ, ତେଜସ, ଡବଲ ଡେକର, ଇଣ୍ଟରସିଟି ଭଳି ଟ୍ରେନଗୁଡିକରେ…

ଏଫ୍‌ଡିଆଇ ନୀତି କୋହଳ, ଆଖୁ ଚାଷୀଙ୍କୁ ସହାୟତା

ନୂଆଦିଲ୍ଲୀ,୨୯-୮: ଦେଶରେ ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜି ନିବେଶ(ଏଫ୍‌ଡିଆଇ) ବୃଦ୍ଧି ପାଇଁ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦ୍ର ସରକାର ବୁଧବାର ଏଫ୍‌ଡିଆଇ ନୀତିକୁ କୋହଳ କରିଛନ୍ତି। ସିଙ୍ଗଲ ବ୍ରାଣ୍ଡ ରିଟେଲ କ୍ଷେତ୍ରରେ ଏଫ୍‌ଡିଆଇ ନିୟମ କୋହଳ କରାଯାଇଛି। ସେହିପରି କୋଇଲା ଖଣି…

୪୮ ହଜାର ଟପିଲା ରୁପା ଦର

ନୂଆଦିଲ୍ଲୀ,୨୯-୮: ବୁଧବାର ସୁନା ଓ ରୁପା ଦର ଊର୍ଦ୍ଧ୍ୱମୁଖୀ ହୋଇଛି। ସୁନା ଦର ପ୍ରତି ୧୦ ଗ୍ରାମ ୪୦ହଜାର ଟଙ୍କା ନିକଟତର ହୋଇଥିବା ବେଳେ ରୁପା ଦର କେଜି ୪୮ ହଜାର ଟଙ୍କା ଟପିଯାଇଛି। ସୁନା ଦର ପ୍ରତି ୧୦ ଗ୍ରାମ…

ଜଗତ୍‌ସିଂହପୁର ଜିଲା ପରିଷଦର ୫ମ ସାଧାରଣ ବୈଠକ: ଭୁଲ ଜଙ୍ଗଲ ଜମି ରିପୋର୍ଟକୁ ନେଇ ଉଦ୍‌ବେଗ

ଜଗତ୍‌ସିଂହପୁର ଅଫିସ,୨୯ା୮: ଜଗତ୍‌ସିଂହପୁର ଜିଲା ପରିଷଦର ୫ମ ସାଧାରଣ ବୈଠକ ବୁଧବାର ଅନୁଷ୍ଠିତ ହୋଇଛି। ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଅଙ୍ଗନୱାଡି କେନ୍ଦ୍ର ଗୃହ ନିର୍ମାଣରେ ବିଳମ୍ବକୁ ନେଇ କିଛି ସମୟ ଆଲୋଚନା ଚାଲିଥିଲା। ଏତିକିବେଳେ ଜଙ୍ଗଲ ଜମି…

୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ଟାଙ୍ଗୀ(ଖୋର୍ଦ୍ଧା),୨୯ା୮(ଡି.ଏନ.ଏ.): ଟାଙ୍ଗୀ ଅବକାରୀ ବିଭାଗ ଅଧିକାରୀ ଓ କର୍ମକର୍ତ୍ତା ବୁଧବାର କୁହୁଡ଼ିରେ ଚଢ଼ାଉ କରି ୪କେଜି ୭ ଶହ ଗ୍ରାମ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ହେଉଛନ୍ତି ରବୀନ୍ଦ୍ର ଭୁଜବଳ(୪୮)। ଅବକାରୀ ଇନ୍ସପେକ୍ଟର ନିନା ବେଉରା…

ହେଟାବାଘ ଆକ୍ରମଣରେ ୧୯ ଛେଳି ମୃତ

ରଣପୁର,୨୯।୮(ସ୍ବ.ପ୍ର.): ରଣପୁର ବ୍ଲକ କଙ୍କିଆ ସାଅଁ।ତରାପୁର ଗଁ।ରେ ହେଟାବାଘ ଆତଙ୍କ ଦେଖାଦେଇଛି । ମଙ୍ଗଳବାର ରାତିରେ ହେଟାବାଘ ଆକ୍ରମଣରେ ୧୯ ଛେଳି ମରିଯାଇଥିବାବେଳେ ୪ ଛେଳିକୁ ନେଇ ପଳାଇଯାଇଛି। ଖବର ପାଇ ରଣପୁର ବନ ଅଧିକାରୀ ଓ ରଣପୁର ଅତିରିକ୍ତ ପ୍ରାଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?