Home Left

ୟୁଏସ୍‌ ଓପନ୍‌ ଟେନିସ୍‌: ନାଡାଲଙ୍କ ବିଜୟ ଅଭିଯାନ, ତୃତୀୟ ରାଉଣ୍ଡରେ ଡିମିଟ୍ରୋଭ, ନିଶିକୋରି

ନ୍ୟୁୟର୍କ,୨୯।୮(ଏଏଫ୍‌ପି)- ବର୍ଷର ଚତୁର୍ଥ ତଥା ଅନ୍ତିମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ୟୁଏସ୍‌ ଓପନ୍‌ ତୃତୀୟ ଦିବସରେ ପହଞ୍ଚିଛି। ପୁରୁଷ ଓ ମହିଳା ସିଙ୍ଗଲ୍ସରେ କେତେଜଣ ସିଡେଡ ଖେଳାଳି ସେମାନଙ୍କ ବିଜୟ ଅଭିଯାନ ଆରମ୍ଭ କରିଥିବା ବେଳେ କେତେଜଣ ଖେଳାଳି ତୃତୀୟ ରାଉଣ୍ଡରେ ପ୍ରବେଶ…

ଜାତୀୟ କ୍ରୀଡ଼ା ଦିବସ: ଝିଲ୍ଲୀ ଓ ଦୀପାଳି ଜିଲାର ଗୌରବ

ନୟାଗଡ଼ ଅଫିସ,୨୯।୮(ରଞ୍ଜନ କୁମାର ପ୍ରଧାନ): ଗୁରୁବାର ଜାତୀୟ କ୍ରୀଡ଼ା ଦିବସ। କ୍ରୀଡ଼ା କ୍ଷେତ୍ରକୁ ନୟାଗଡ଼ ଜିଲାର ଅବଦାନ କିଛି କମ୍‌ ନୁହେଁ। ଜିଲାର କ୍ରୀଡ଼ାବିତ୍‌ମାନେ ନିଜର ନିଷ୍ଠା ଓ ପରିଶ୍ରମ ବଳରେ ରାଜ୍ୟ ତଥା ଦେଶ ପାଇଁ ସୁନାମ ଆଣିବା ସହ…

ଛାତ୍ର ସଂସଦ ନିର୍ବାଚନ ବାତିଲ ପ୍ରତିବାଦରେ ଏଆଇଏସଏଫ୍‌ ବିକ୍ଷୋଭ କଲେଜ ସମ୍ମୁଖରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ କୁଶପୁତ୍ତଲିକା ଦାହ

ଜୁନାଗଡ,୨୯।୮(ଡି.ଏନ.ଏ.) ଚଳିତବର୍ଷ ଛାତ୍ର ସଂସଦ ନିର୍ବାଚନକୁ ବାତିଲ କରାଯିବା ପ୍ରତିବାଦରେ ଅଖିଳ ଭାରତୀୟ ଛାତ୍ର ସଂସଦ (ଏଆଇଏସଏଫ୍‌) ପକ୍ଷରୁ ବୁଧବାର କଳାହାଣ୍ଡି ଜିଲା ଜୁନାଗଡ ସହର ପ୍ରିୟଦର୍ଶିନୀ ଇନ୍ଦିରା ମହାବିଦ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହାସହ କଲେଜ ସମ୍ମୁଖରେ ଉଚ୍ଚଶିକ୍ଷା…

ଗାୟତ୍ରୀ ଆଶ୍ରମ ଉଚ୍ଛେଦ ମାମଲା, ତ୍ରୁଟି ଧରିଲା ଜିଲା ପ୍ରଶାସନ: ଆକଳନ ୩.୯୦ ଲକ୍ଷ, ପ୍ରସ୍ତାବ ୧୮ ଲକ୍ଷ

ଢେଙ୍କାନାଳ ଅଫିସ, ୨୯।୮- ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣରେ ହୋଇଥିବା ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ଲାଗି ଦିଆଯାଇଥିବା ପ୍ରସ୍ତାବରେ ସାଂଘାତିକ ତ୍ରୁଟି ହୋଇଛି। ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ମେରାମଣ୍ଡଳୀସ୍ଥିତ ଗାୟତ୍ରୀ ଆଶ୍ରମ ଉଚ୍ଛେଦ ସମ୍ପର୍କିତ କ୍ଷତିପୂରଣ ଆକଳନ…

ଅଜଣା ରୋଗରେ ଚାଲିଗଲା ଦୃଷ୍ଟି, ଶ୍ରବଣଶକ୍ତି: ପ୍ରିୟବ୍ରତଙ୍କୁ ମିଳିଲା ସହାୟତା

ଢେଙ୍କାନାଳ ଅଫିସ, ୨୯।୮: ଦୁଃଖ ଆସେ ସାଙ୍ଗସାଥୀକୁ ନେଇ। ଏହାକୁ ମର୍ମେ ମର୍ମେ ଅନୁଭବ କରିଛନ୍ତି ଢେଙ୍କାନାଳର ପ୍ରିୟବ୍ରତ ସାମଲ (୨୪)। ସହରର ଏକ ଆପାର୍ଟମେଣ୍ଟରେ ସୁରକ୍ଷା କର୍ମୀ ଭାବେ କାର୍ଯ୍ୟ କରୁଥିବା ପ୍ରିୟବ୍ରତ ସୁଠାମ ଶରୀରର ଅଧିକାରୀ। ହେଲେ ଦେଢ଼ମାସ…

ତେଲ ଟ୍ୟାଙ୍କରରୁ ଚୋରା କେନ୍ଦୁପତ୍ର ଜବତ

ସଜନାଗଡ଼/ସୋର/ବାହାନଗା,୨୯।୮(ଡି.ଏନ.ଏ.)-ଅଭିନବ ଉପାୟରେ କେନ୍ଦୁପତ୍ର ଚୋରାଚାଲାଣ ହେବା ଘଟଣା ପଦାକୁ ଆସିଛି। ବୁଧବାର ଏକ କମ୍ପାନୀର ତେଲ ଟ୍ୟାଙ୍କରରେ କେନ୍ଦୁପତ୍ର ଲୋଡ଼ ହୋଇ ଆସୁଥିବା ବନବିଭାଗ ବିଶେଷ ସୂତ୍ରରୁ ଖବରପାଇଥିଲା। ବାଲେଶ୍ୱର ଡିଏଫ୍‌ଓ ବିଶ୍ୱରାଜ ପଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ କୁଲଡ଼ିହା ରେଞ୍ଜର ତଥା…

କ୍ରୀଡ଼ା ପାଇଁ ସମର୍ପିତ ରାମକୃଷ୍ଣ

ଢେଙ୍କାନାଳ ଅଫିସ (ରତନ ନାୟାର), ୨୯।୮ :ଢେଙ୍କାନାଳ ଜିଲାର କ୍ରୀଡ଼ା କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ପ୍ରତିଭାଧାରୀଙ୍କ ମଧ୍ୟରୁ ଯୁବ କ୍ରୀଡ଼ାବିତ୍‌ ରାମକୃଷ୍ଣ ବେହେରା ଜଣେ। ପିଲାଟି ଦିନରୁ ଖେଳକୁଦ ପ୍ରତି ଅହେତୁକ ଦୁର୍ବଳତା, ନିଷ୍ଠା ତାଙ୍କୁ ଜାତୀୟସ୍ତରରେ ପରିଚିତ କରାଇଛି।…

ଅନୁଗୋଳ ଜିଲାରେ ୫-ଟି ମନ୍ତ୍ର ବାଟବଣା: ବୈଠକର ମାସେ ପରେ ଆସୁଛି ଡିପିସି ଫାଇଲ

ଅନୁଗୋଳ ଅଫିସ, ୨୯।୮: ରାଜ୍ୟ ସରକାରଙ୍କ ୫-ଟି ମନ୍ତ୍ର ଅନୁଗୋଳ ଜିଲାରେ ବାଟବଣା ହୋଇଥିବା ଚର୍ଚ୍ଚା ଜୋର ଧରିଛି। କାରଣ ଡିପାର୍ଟମେଣ୍ଟାଲ ପ୍ରମୋଶନ କମିଟି (ଡିପିସି) ବୈଠକ ବସିବାର ଦୀର୍ଘଦିନ ପରେ ମଧ୍ୟ ଫାଇଲ ଅନୁମୋଦନ ପାଇଁ ଆସିପାରୁ ନାହିଁ। ଉକ୍ତ…

ଚା’ପ୍ରେମୀଙ୍କ ପାଇଁ ଖୁସି ଖବର: ତନ୍ଦୁରି ପରେ ଏବେ ମାର୍କେଟରେ ବିରିୟାନୀ ଟି’ର ଜମିବ ଆସର

ତନ୍ଦୁରି ଚା’ ବିଷୟରେ ଆପଣ ଅନେକ କିଛି ଶୁଣିଥିବେ। ଖୁବ୍‌ କମ୍‌ ଦିନରେ ଏହାର ଲୋକପ୍ରିୟତା ବଢ଼ିବା ଯୋଗୁ ପ୍ରାୟ ସବୁ ଜାଗାରେ ଏହା ମିଳିବା ଆରମ୍ଭ କରିଦେଲାଣି। ତେବେ ଏହାକୁ ଟକ୍କର ଦେବା ଭଳି ଏକ ନୂଆ ଚା’ ବଜାରକୁ…

ଦୁର୍ଘଟଣାଗ୍ରସ୍ତଙ୍କୁ କଟକ ନେବାକୁ ମିଳିଲାନି ୧୦୮ ଆମ୍ବୁଲାନ୍ସ: ଜିଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା

ଅନୁଗୋଳ ଅଫିସ, ୨୯।୮: ଅନୁଗୋଳ ଥାନା କୁମଣ୍ଡ ଭଣ୍ଡୁବର ଠାରେ ବୁଧବାର ଏକ ଦୁର୍ଘଟଣାରେ ଗୁରୁତର ହୋଇଥିବା ୨ ଯୁବକଙ୍କୁ କଟକ ପଠାଯିବା ପାଇଁ ୧୦୮ ଆମ୍ବୁଲାନ୍ସ ନ ମିଳିବାରୁ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଉତ୍ତେଜନା ଦେଖାଦେଇଥିଲା। ଉତ୍ତ୍ୟକ୍ତ ଲୋକେ…

ବାଲନ୍ଦାପଡ଼ାରେ ମାଓବାଦୀ କ୍ୟାମ୍ପ ଠାବ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୯ା୮- କନ୍ଧମାଳ ଜିଲା ଗୋଛାପଡା ଥାନା ବାଲନ୍ଦାପଡା ଅଞ୍ଚଳରେ ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ବୁଧବାର ଗୁଳି ବିନିମୟ ହୋଇଛି। ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡିଛି। ଗୁଳିବିନିମୟ ପରେ ଯବାନମାନେ ସେଠାକୁ କୋମ୍ବିଂ ଅପରେଶନ କରି…

ଗାଧୁଆ ଘର ଯୋଜନା ବିଫଳ: ଅବହେଳିତ ହୋଇ ପଡିରହିଛି ଗୃହ

ତେଲକୋଇ, ୨୯।୮(ଡି.ଏନ.ଏ.)-ତେଲକୋଇ ବ୍ଲକ ମୁଖ୍ୟାଳୟ ସମେତ ବିଭିନ୍ନ ପଞ୍ଚାୟତରେ କେନ୍ଦ୍ର ସରକାରଙ୍କ ସହାୟତାରେ ଗାଧୁଆ ଗୃହ ଯୋଜନା କରାଯାଇଛି। ୨୨ଟି ପଞ୍ଚାୟତରେ ଗାଧୁଆ ଶୌଚ ପାଇଁ ଏକ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ୟୟବରାଦ କରାଯାଇ ୫୩ଟି ଏଭଳି ଗୃହ ନିର୍ମାଣ ଯୋଜନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?