ଛୋଟ ପିଲାଙ୍କ ସ୍ମରଣଶକ୍ତି ବଢ଼ାଇବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…
ଭିଟାମିନ୍ ବି-୧୨ ଶରୀର ପାଇଁ ବେଶ୍ ଉପଯୋଗୀ। ଏହାର ସ୍ତର ହ୍ରାସପାଇଲେ ସ୍ମରଣଶକ୍ତି ଦୁର୍ବଳ ହୋଇଯାଇଥାଏ। ଅଳ୍ପ କିଛି କାମକଲେ ହାଲିଆ ଲାଗେ। ଏହାର ଅଭାବରେ ଡିପ୍ରେସନ ହେବାର ଆଶଙ୍କା ବଢ଼ିଥାଏ। ଛୋଟ ପିଲାଙ୍କ କ୍ଷେତ୍ରରେ ଭିଟାମିନ୍ ବି-୧୨ ମସ୍ତିଷ୍କକୁ କ୍ରିୟାଶୀଳ…
ନବରଙ୍ଗପୁର ଜିଲା ଚାଷୀଙ୍କ ଉନ୍ନତି ପାଇଁ ନୂତନ କାର୍ଯ୍ୟକ୍ରମର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ, ବିନିଯୋଗ ହେବ ୫.୨୧ କୋଟି
ଭୁବନେଶ୍ୱର, ୨୮।୮(ବ୍ୟୁରୋ): ଚାଷୀଙ୍କ ଆର୍ଥିକ ମାନଦଣ୍ଡ ବୃଦ୍ଧି କରିବା ଉଦ୍ଦେଶ୍ୟରେ ବୁଧବାର ରାଜ୍ୟ ସରକାର ଏକ ପାଇଲଟ୍ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ବିଶେଷକରି ନବରଙ୍ଗପୁର ଜିଲାରେ କୃଷି କ୍ଷେତ୍ରରେ ଆଧୁନିକ ଜ୍ଞାନକୌଶଳର ପ୍ରୟୋଗ ଦ୍ୱାରା ଚାଷୀ ଓ ଗରିବ ଲୋକଙ୍କ ସାମାଜିକ…
ଅଭିନୟରେ ଫେଲ ହେବା ପରେ ନିର୍ଦ୍ଦେଶନାରେ ପାଦ ରଖିଲେ ଫୈଜଲ
ବଲିଉଡ୍ର ମିଷ୍ଟର ପରଫେକ୍ଟ ଆମିର ଖାନ୍ଙ୍କ ଭାଇ ଫୈଜଲ ଖାନ୍ ଖୁବ୍ଶୀଘ୍ର ବଡ଼ ପରଦାକୁ ଫେରୁଛନ୍ତି। ଏଥର ଅଭିନେତା ନୁହେଁ ବରଂ ନିର୍ଦ୍ଦେଶକଭାବେ ସେ ବଲିଉଡ୍କୁ ଫେରୁଛନ୍ତି। ଆକ୍ସନ ଥ୍ରୀଲର ଫିଲ୍ମ ‘ଫ୍ୟାକ୍ଟ୍ରି’ର ନିର୍ଦ୍ଦେଶନା ଦେବେ। ଏହାର ଏକ ଗୀତ ‘ଇଶ୍କ…
ଜନ୍ମବେଳେ ମୃତ ଘୋଷଣା କରିଥିଲେ ଡାକ୍ତର: କେବିସି ମଞ୍ଚରେ ଟଙ୍କା ସହ ହୃଦୟ ଜିତିଲେ ନୂପୁର
ମୁମ୍ବାଇ: ଦୃଢ଼ ଇଚ୍ଛାଶକ୍ତି ଆଗରେ ହାରମାନେ ଜୀବନର ପ୍ରତିଟି ବାଧାବିଘ୍ନ। ଏଭଳି କିଛି ଦେଖିବାକୁ ମିଳିଛି ସୋନି ଚ୍ୟାନେଲରେ ପ୍ରସାରିତ ‘କୌନ୍ ବନେଗା କରୋଡପତି’ ମଞ୍ଚରେ। ଉତ୍ତରପ୍ରଦେଶର ଉନ୍ନାଓ ଜିଲାର ବିଘାପୁରରେ ଜନ୍ମିତ ଦିବ୍ୟାଙ୍ଗ ନୂପୁର ସିଂ କେବିସିରେ ଭାଗ ନେଇ…
୪ ତାରିଖରେ ଜଣାପଡ଼ିପାରେ ଧୋନୀଙ୍କ ଭାଗ୍ୟ
ନୂଆଦିଲ୍ଲୀ,୨୮।୮: ମହେନ୍ଦ୍ର ସିଂ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇ ନାହାନ୍ତି। କିନ୍ତୁ ଦକ୍ଷିଣ ଆଫ୍ରିକା ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜ୍ ଲାଗି ଭାରତୀୟ ଦଳରେ ତାଙ୍କ ସ୍ଥାନ ପାଇବାର ବିଶେଷ ସମ୍ଭାବନା ନାହିଁ। ଆସନ୍ତା ୧୫ ତାରିଖରୁ…
ଏଆଇଟିୟୁସି ପକ୍ଷରୁ ତହସିଲ କାର୍ଯ୍ୟାଳୟରେ ବିକ୍ଷୋଭ: ରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ
ବଡ଼ବିଲ,୨୮।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ ଏଆଇଟିୟୁସି(ଅଖିଳ ଭାରତ ଟ୍ରେଡ୍ ୟୁନିୟନ କଂଗ୍ରେସ) ପକ୍ଷରୁ ବୁଧବାର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛିି। ଶ୍ରମିକମାନେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରି ତହସିଲ କାର୍ଯ୍ୟାଳୟରେ ବିକ୍ଷୋଭ କରିଥିଲେ। କେନ୍ଦ୍ର…
ଏସ୍ଏଚ୍ଜିଙ୍କ ଦ୍ୱାରା ଧାନକିଣାକୁ ବିରୋଧ କରି ରାସ୍ତା ଅବରୋଧ : ବିଧାୟକଙ୍କ ପ୍ରତିଶ୍ରୁତି ପରେ ହଟିଲା ଆନ୍ଦୋଳନ
ଜୟପୁର,୨୮।୮(ନି.ପ୍ର.): କୋରାପୁଟ ଜିଲା ଜୟପୁର ବ୍ଲକ ଜାମୁଣ୍ଡା ଓ କଙ୍ଗା ପଞ୍ଚାୟତର ଶତାଧିକ ଚାଷୀ ବୁଧବାର ୨୬ନଂ. ଜାତୀୟ ରାଜପଥର କୁମୁଲିପୁଟଠାରେ ରାସ୍ତା ଅବରୋଧ କରିଛନ୍ତି ା ଏସ୍ଏଚ୍ଜିଙ୍କ ଦ୍ୱାରା ଧାନକିଣାକୁ ବିରୋଧ କରି ଏହି ରାସ୍ତା ଅବରୋଧ ହୋଇଛି। ଚାଷୀମାନଙ୍କ…
ବେତନଟୀ ନାବାଳିକା ବଳାତ୍କାର ଓ ହତ୍ୟା ମାମଲା: ଦୋଷୀ ଯୁବକଙ୍କୁ ଫାଶୀ
ବାରିପଦା ଅଫିସ,୨୮ା୮- ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ମୟୂରଭଞ୍ଜ ଅତିରିକ୍ତ ଜିଲା ଦୌରାଜଜ ବୁଧବାର ଦୋଷୀଙ୍କୁ ଫାଶି ଦଣ୍ଡାଦେଶ ପ୍ରଦାନ କରିଛନ୍ତି। ଦୋଷୀ ଯୁବକ ଜଣକ ହେଲେ ଜାମିନୀକାନ୍ତ ମହାନ୍ତ । ୨୦୧୮ ରେ ବେତନଟୀ…
ନଗର ଉନ୍ନୟନ ମନ୍ତ୍ରୀଙ୍କ ଦିନିକିଆ ବ୍ରହ୍ମପୁର ଗସ୍ତ, ଭାରତର ପ୍ରଥମ ଆଇଟିଏମ୍ଏସ୍ ବ୍ୟବସ୍ଥାର କଲେ ଶୁଭାରମ୍ଭ
ବ୍ରହ୍ମପୁର ଅଫିସ,୨୮।୮: ଗଞ୍ଜାମ ଜିଲା ବ୍ରହ୍ମପୁର ମହାନଗର ନିଗମ(ବିଏମ୍ସି)ଦ୍ୱାରା କାର୍ଯ୍ୟକାରୀ ହୋଇଥିବା ଇଣ୍ଟିଗ୍ରେଟେଡ୍ ଟ୍ରାଫିକ ମ୍ୟାନେଜମେଣ୍ଟ ସିଷ୍ଟମ(ଆଇଟିଏମ୍ଏସ୍) ସମଗ୍ର ଭାରତରେ ପ୍ରଥମ। ଦିନିକିଆ ବ୍ରହ୍ମପୁର ଗସ୍ତରେ ଆସି ବିଏମ୍ସିର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଓ ପ୍ରକଳ୍ପର ଉଦଘାଟନ ଉତ୍ସବରେ ଯୋଗଦେଇ ପଞ୍ଚାୟତିରାଜ…
ଆଜିଠାରୁ ‘ଜିନ ଓ୍ବା’ରୁ କଢ଼ାଯିବ ତେଲ, ଚିଲିକା ପ୍ରତି ବିପଦ ନାହିଁ: ମନ୍ତ୍ରୀ
ଚିଲିକା, ୨୮।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଚିଲିକା ନିକଟ ରାଜହଂସରେ ଫସିଯାଇଥିବା ମାଲେସୀୟା ଜାହାଜ ‘ଜିନ ଓ୍ବା’ରୁ ବୁଧବାରଠାରୁ ତେଲ କଢ଼ାଯିବା ଆରମ୍ଭ ହେବ। ଏହା ୩ରୁ ୪ ଦିନ ଲାଗିବ। ପରେ ଜାହାଜକୁ ସେଠାରୁ ଉଠାଇବାକୁ ମଧ୍ୟ କୁହାଯିବ। ଜାହାଜଟି କାହାର…
ପିଟି ଉଷାଙ୍କ ସହ ସିନ୍ଧୁଙ୍କ ଫଟୋ ଭାଇରାଲ
ନୂଆଦିଲ୍ଲୀ,୨୮।୮- କିମ୍ବଦନ୍ତୀ ଧାବିକା ପିଟି ଉଷା ୨୦୦୧ରେ ପି.ଭି. ସିନ୍ଧୁଙ୍କ ସହ ଫଟୋ ଉଠାଇଥିଲେ। ୨୦୦୦ ମସିହାରେ ଟ୍ରାକରୁ ଅବସର ନେଇଥିବା ପାୟୋଲି ଏକ୍ସପ୍ରେସ ଭାବେ ପରିଚିତ ଆଥ୍ଲେଟ ସେତେବେଳେ କଦାପି ଚିନ୍ତା କରି ନ ଥିଲେ କୋଳରେ ବସିଥିବା ଝିଅ…
ବରମୁଣ୍ଡା ବସ୍ଷ୍ଟାଣ୍ଡରେ ଜଳିଗଲା ବସ୍
ଭୁବନେଶ୍ୱର, ୨୮।୮(ବ୍ୟୁରୋ): ସ୍ଥାନୀୟ ବରମୁଣ୍ଡା ବସ୍ଷ୍ଟାଣ୍ଡରେ ହୁତୁହୁତୁ ହୋଇ ଜଳିଗଲା ବସ୍। କଳାହାଣ୍ଡିରୁ ଯାତ୍ରୀ ନେଇ ଭୁବନେଶ୍ୱର ଆସିଥିବା ‘ଚକାଡ଼ୋଳା’ ବସ୍ରେ ବୁଧବାର ଅପରାହ୍ନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍ଟି ସମ୍ପୂର୍ଣ୍ଣ ପୋଡ଼ି ଯାଇଛି। ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି…

