Home Left

ଅନୁଚ୍ଛେଦ ୩୭୦ ଉଚ୍ଛେଦ: ଭାରତକୁ ସମର୍ଥନ କଲା ରୁଷିଆ

ମସ୍କୋ,୨୮।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ମାମଲାରେ ପାକିସ୍ତାନକୁ ପୁଣି ଏକ ଝଟକା ଲାଗିଛି। ବୁଧବାର ରୁଷିଆ ରାଜନେତା ନିକୋଲେ କୁଦାଶେଭ୍‌ କହିଛନ୍ତି ଯେ, ଏହା ସମ୍ପୂର୍ଣ୍ଣ ଭାବେ ଭାରତର ଆଭ୍ୟନ୍ତରୀଣ ମାମଲା। ଭାରତର ନିଷ୍ପତ୍ତି ଯୁକ୍ତିଯୁକ୍ତ ତଥା ନ୍ୟାୟ ସଙ୍ଗତ।…

ମୋଦିଙ୍କ ପରେ ଏବେ ବାଜପେୟୀଙ୍କ ଉପରେ ନିର୍ମାଣ ହେବ ବାୟୋପିକ୍‌, ଚାଲୁ ରହିଛି ସ୍କ୍ରିପ୍ଟିଂ

ମୁମ୍ବାଇ: ବଡ଼ ପରଦାରେ ଦେଖିବାକୁ ମିଳିବ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପିଲାଦିନ, କଲେଜ ସମୟ ତଥା ରାଜନେତାରୁ ପ୍ରଧାନମନ୍ତ୍ରୀ ହେବା ପଛର କାହାଣୀ। ନରେନ୍ଦ୍ର ମୋଦିଙ୍କ ପରେ ବାଜପେୟୀଙ୍କ ଜୀବନକାହାଣୀକୁ ନେଇ ପ୍ରସ୍ତୁତ ହେବାକୁ ଯାଉଛି ଏକ ବାୟୋପିକ୍‌।…

ତକିଆ ତଳେ ଜୋତା ରଖି ଶୋଉଥିଲେ ଅମିତାଭ ବଚ୍ଚନ, ଜାଣନ୍ତୁ କାହିଁକି

ଛୋଟ ପରଦାର ବଡ ରିଏଲିଟ ଶୋ’ ‘କୌନ ବନେଗା କରୋଡ ପତି’କୁ ହୋଷ୍ଟ କରୁଛନ୍ତି ବିଗ୍‌ ବି ଅମିତାଭ ବଚ୍ଚନ। ଏହି ଶୋ’ରେ ଭାଗ ନେଉଥିବା ପ୍ରତିଯୋଗୀଙ୍କ ସହ ଅମିତାଭ ଖୁବ୍‌ ମଜାଳିଆ ଢଙ୍ଗରେ କଥାବାର୍ତ୍ତା ହୁଅନ୍ତି ବିଗ୍‌ ବି। ବେଳେବେଳେ…

ବିଧାନସଭାରେ ପର୍ନ ଦେଖୁଥିବା ବିଧାୟକ ହେଲେ ଉପ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୮।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ. ୟେଦୁରପ୍ପା ମନ୍ତ୍ରିମଣ୍ଡଳ ସଂପ୍ରସାରଣ କରିଛନ୍ତି। ଅସନ୍ତୁଷ୍ଟଙ୍କୁ ମନାଇବା ପାଇଁ ସେ ୩ ଜଣଙ୍କୁ ରାଜ୍ୟର ଉପ ମୁଖ୍ୟମନ୍ତ୍ରୀ ପଦରେ ନିଯୁକ୍ତ କରିଛନ୍ତି। ସେମାନେ ହେଲେ ଲକ୍ଷ୍ମଣ ସାଙ୍ଗାପ୍ପା ସାଭାଡି, ଗୋବିନ୍ଦ ମକଥାପ୍ପା କାରାଜୋଲ ଏବଂ ଅଶ୍ୱଥ…

ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଆଠମଲ୍ଲିକ-ବଇଣ୍ତା ରାସ୍ତା ଅବରୋଧ

ଆଠମଲ୍ଲିକ, (ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡ ଅନ୍ତର୍ଗତ ନୂଆଗଡ଼ ଗ୍ରାମରେ ହାତୀ ଆକ୍ରମଣରେ ବୁଧବାର ସକାଳେ ଜନୈକ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୁବାସିନୀ ନାୟକ(୬୫)। ତାଙ୍କ ଘର ଠାକୁରଗଡ଼ ଥାନା ଅନ୍ତର୍ଗତ ବରପାଲି ଗ୍ରାମରେ ବୋଲି ଜଣାପଡିଛି।…

ହଷ୍ଟେଲରୁ ନିଖୋଜ ଛାତ୍ର ଜଙ୍ଗଲରୁ ଉଦ୍ଧାର

ଦାରିଙ୍ଗବାଡ଼ି,୨୮।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଦଡ଼ିବାଡ଼ି ପ୍ରାଥମିକ ବିଦ୍ୟାଳୟର ଜଣେ ଦ୍ୱିତୀୟ ଶ୍ରେଣୀର ଛାତ୍ର ବୁଧବାର ଭୋରରୁ ନିଖୋଜ ହୋଇଯାଇଥିଲେ। ସକାଳୁ ସେ ହଷ୍ଟେଲରେ ନଥିବା ପ୍ରଧାନ ଶିକ୍ଷକ ଜାଣି ଛାତ୍ରଙ୍କ ଗ୍ରାମ ଶ୍ରାନିକେତା ପଞ୍ଚାୟତର ତେରାବାଡ଼ିରେ ପହଞ୍ଚତ୍ ପରିବାର ଲୋକଙ୍କୁ ଜଣାଇବା ସହ…

ବଂଶୀ ସ୍ବର ଶୁଣି ଅଧିକ କ୍ଷୀର ଦିଏ ଗାଈ: ଭାଜପା ବିଧାୟକ

ଗୁଆହାଟୀ, ୨୮।୮: ବଂଶୀ ସ୍ବର ଶୁଣିଲେ ଗାଈ ଅଧିକ କ୍ଷୀର ଦେବ। ଏ କଥା ମୁଁ ନୁହେଁ, ଗୁଜରାଟର ଅନେକ ପ୍ରତିଭାଶାଳୀ ବ୍ୟକ୍ତି ଗବେଷଣା କରି ପ୍ରମାଣିତ କରିଛନ୍ତି ବୋଲି ଭାଜପା ବିଧାୟକ ଦିଲୀପ କୁମାର ମତ ଦେଇଛନ୍ତି। ଯେମିତି ଭଗବାନ…

ସୀତାରାମ ୟେଚୁରୀଙ୍କୁ ଶ୍ରୀନଗର ଯିବାକୁ ମିଳିଲା ଅନୁମତି: କଶ୍ମୀର ଛାତ୍ର ନିଜ ପରିବାରଙ୍କୁ ଭେଟିପାରିବେ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୮।୮: ସିପିଆଇଏମ୍‌ ନେତା ସୀତାରାମ ୟେଚୁରୀଙ୍କୁ ଶ୍ରୀନଗର ଯିବାକୁ ସୁପ୍ରିମ୍‌କୋର୍ଟ ବୁଧବାର ଅନୁମତି ଦେଇଛନ୍ତି। ୟେଚୁରୀ ବିଧାୟକ ଏମ୍‌.ଓ୍ବାଇ. ତରିଗାମିଙ୍କୁ ଭେଟିବା ଲାଗି ସର୍ବୋଚ୍ଚ ଅଦାଲତଙ୍କ ଅନୁମତି ଲୋଡିଥିଲେ। ସେହିପରି କଶ୍ମୀର ଅନନ୍ତନାଗର ଛାତ୍ର ତାଙ୍କ ପରିବାରଙ୍କୁ ଭେଟିବା ପାଇଁ ଆବେଦନ…

କରାଚୀ ଉପର ଦେଇ ଆକାଶ ମାର୍ଗକୁ ୩୧ ଅଗଷ୍ଟ ପର୍ଯ୍ୟନ୍ତ ବନ୍ଦ କଲା ପାକିସ୍ତାନ

ଇସଲାମାବାଦ,୨୮।୮: ପାକିସ୍ତାନ କରାଚୀ ଉପରେ ଦେଇ ୩ଟି ଅନ୍ତର୍ଜାତୀୟ ଆକାଶ ମାର୍ଗରେ ବିମାନ ଉଡ଼ାଣ ବନ୍ଦ କରିଛି। ଏହା ଅଗଷ୍ଟ ୩୧ ପର୍ଯ୍ୟନ୍ତ ଜାରି ରହିବ ବୋଲି ପାକିସ୍ତାନ ଗଣମାଧ୍ୟମ ସୂତ୍ରରୁ ବୁଧବାର ଜଣାପଡ଼ିଛି। ସାମୟିକ ଭାବେ ଏସବୁ ଆକାଶ ମାର୍ଗକୁ…

ଓଡ଼ିଆଙ୍କ କଳାକୃତି ଦକ୍ଷିଣ ଭାରତରେ ଭାଇରାଲ

କେନ୍ଦୁଝର, ୨୮-୮(ସ୍ବ.ପ୍ର.):ରୁବିକ୍‌ସ କ୍ୟୁବ୍‌ରେ ପ୍ରସ୍ତୁତ ଦକ୍ଷିଣ ଭାରତ ସୁପରଷ୍ଟାର ତଥା ବାହୁବଳୀ ସିନେମା ଅଭିନେତା ପ୍ରଭାସଙ୍କ ଚିତ୍ର ଓ ଭିଡିଓ ଦକ୍ଷିଣ ଭାରତରେ ଭାଇରାଲ ହୋଇଛି ା ବିଭିନ୍ନ ସୋସିଆଲ ମିଡିଆ ସମେତ ଟିଭି ଓ ପ୍ରିଣ୍ଟ ମିଡିଆରେ ମଧ୍ୟ ଛାଇ…

ବିଜେଡି ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମ:୧ରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ

ଭୁବନେଶ୍ୱର,୨୮-୮(ବ୍ୟୁରୋ) :ବିଜେଡି ପକ୍ଷରୁ ଆସନ୍ତା ୨ ତାରିଖରେ ସଦସ୍ୟତା ଅଭିଯାନ ଆରମ୍ଭ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ରାଜ୍ୟସ୍ତରୀୟ କମିଟି ଗଠନ କରିଛନ୍ତି। କମିଟି ସଦସ୍ୟଭାବେ ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଳା ମଲିକ, ସଞ୍ଜୟ କୁମାର ଦାସବର୍ମା, ପ୍ରତାପ…

ଆଡ୍‌ମିନିଷ୍ଟ୍ରେଟିଭ ବ୍ଲକ୍‌, କ୍ୱାର୍ଟର୍ସ ନିର୍ମାଣରେ ଦୁର୍ନୀତି ଗନ୍ଧ

ଭୁବନେଶ୍ୱର,୨୮-୮: ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଲାଗିଛି ଦୁର୍ନୀତିର ଛିଟା। ଆଡ୍‌ମିନିଷ୍ଟ୍ରେଟିଭ ବ୍ଲକ୍‌ ଓ କ୍ୱାର୍ଟର୍ସ ନିର୍ମାଣକୁ ନେଇ ବ୍ୟାପକ ଅନିୟମିତା ହୋଇଥିବା ପଦାକୁ ଆସିଛି। ଖୋଲା ଟେଣ୍ଡର ନ କରି ବିଏସ୍‌ଏନ୍‌ଏଲ୍‌ ସିଭିଲ ଓ୍ବିଙ୍ଗ୍‌କୁ ମନଇଚ୍ଛା ଠିକା ଦେବା ସହ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?