Home Left

ଲିଭିଯିବ କି ଐତିହ୍ୟ ସ୍ମାରକୀ: ଭଙ୍ଗାଯିବ ବ୍ରିଟିଶ ଅମଳର ରଘୁନନ୍ଦନ ଲାଇବ୍ରେରି

ପୁରୀ ଅଫିସ,୨୭ା୮(ହେମନ୍ତ କୁମାର ନାୟକ):ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ଚାଲିଛି ଉଚ୍ଛେଦ ଅଭିଯାନ। ବିପଦସଙ୍କୁୁଳ କହି ପ୍ରଶାସନ ଲଙ୍ଗୁଳି ମଠକୁ ମାଟିରେ ମିଶାଇଥିବାବେଳେ ଏବେ ସିଂହଦ୍ୱାର ସମ୍ମୁଖ ଏମାର ମଠର ପାଳି ପଡ଼ିଛି। ଏହି ଉଚ୍ଛେଦ ଅଁାରେ ହଜିଯିବାକୁ…

ଅର୍ଚ୍ଚିତାଙ୍କୁ ‘ଅମ୍ରିଶ୍‌ ପୁରୀ’ ଆଓ୍ବାର୍ଡ

ଭୁବନେଶ୍ୱର,୨୮-୮(ବ୍ୟୁରୋ)- ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରୀର ଜଣାଶୁଣା ଅଭିନେତ୍ରୀ ଅର୍ଚ୍ଚିତା ସାହୁ ୨୦୧୯ ପାଇଁ ଅମ୍ରିଶ ପୁରୀ ଆଓ୍ବାର୍ଡ ଅଫ୍‌ ଏକ୍ସଲେନ୍ସ ଗ୍ରହଣ କରିଛନ୍ତି। ନୂଆଦିଲ୍ଲୀଠାରେ ଅନୁଷ୍ଠିତ ସ୍ବତନ୍ତ୍ର ଉତ୍ସବରେ ଅର୍ଚ୍ଚିତା କଳା ଓ ସଂସ୍କୃତି କ୍ଷେତ୍ରରେ ଉତ୍କର୍ଷ ଲାଗି ଏହି ପୁରସ୍କାର…

ପ୍ରଥମ ଦିନରେ ୨୭ଜଣଙ୍କୁ ଧରିଲା ଡ୍ରୋନ୍‌

ଭୁବନେଶ୍ୱର, ୨୮-୮(ବ୍ୟୁରୋ):ରାଜଧାନୀର ରବୀନ୍ଦ୍ର ମଣ୍ଡପ-ବିମାନବନ୍ଦର ରାସ୍ତାକୁ କମିଶନରେଟ ପୋଲିସ ‘ନୋ ଓଭରଟେକିଂ ଜୋନ୍‌’ ଭାବେ ଘୋଷଣା କରିବା ସହ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କୁ ଧରିବାକୁ ପ୍ରଥମଥର ପାଇଁ ଡ୍ରୋନ୍‌ର ସହାୟତା ନିଆଯାଇଛି। ମଙ୍ଗଳବାର ପ୍ରଥମ ଦିନରେ ଏହି ରାସ୍ତାରେ ୨୭ଜଣ ଗାଡ଼ି…

ନାବାଳିକାଙ୍କୁ ଗଣବଳାତ୍କାର ପରେ: ଲଣ୍ଡାକରି ଗାଁରେ ବୁଲାଇଲେ

ଗୟା, ୨୮ା୮(ପି.ଟି.): ବିହାରର ଗୟା ଜିଲାରେ ଜଣେ ନାବାଳିକାଙ୍କୁ କେତେକ ଯୁବକ ଗାଡ଼ିରେ ଜୋରଜବରଦସ୍ତ ଉଠାଇନେଇ ଗଣବଳାତ୍କାର କରିବା ପରେ ପଞ୍ଚାୟତର ନିର୍ଦ୍ଦେଶ କ୍ରମେ ଉକ୍ତ ପୀଡ଼ିତାଙ୍କୁ ଲଣ୍ଡା କରି ଗାଁ ଦାଣ୍ଡରେ ବୁଲାଇବା ଘଟଣା ସମସ୍ତଙ୍କୁ ସ୍ତବ୍ଧ କରିଛି। ୬…

‘ଇନ୍‌-ଶା-ଆଲ୍ଲା’ରେ ସଲମାନ୍‌-ଆଲିଆ

ମୁମ୍ବାଇ: ନିର୍ମାଣ ହେବାକୁ ଯାଉଥିବା ଆଗାମୀ ଫିଲ୍ମ ‘ଇନ୍‌-ଶା-ଆଲ୍ଲା’ରେ ଅଭିନୟ କରିବେ ବଲିଉଡ ସୁପରଷ୍ଟାର ସଲମାନ୍‌ ଖାନ୍‌। ତାଙ୍କ ସହ ଆଲିଅ ଭଟ୍ଟଙ୍କ ଯୋଡି ବେଶ୍‌ ଜମିବ ବୋଲି ଫିଲ୍ମ ନିର୍ମାତା ସଞ୍ଜୟ ଲୀଲା ଭଁସାଲି ସୂଚନା ଦେଇଛନ୍ତି। ଉଭୟ ଭଁସାଲିଙ୍କ…

ନାସା ଯିବେ ୩ ଭାରତୀୟ ଛାତ୍ରୀଛାତ୍ର

ଚେନ୍ନାଇ ୩ ଜଣ ଭାରତୀୟ ଛାତ୍ରୀଛାତ୍ର ଆମେରିକାର ମହାକାଶ ଗବେଷଣା କେନ୍ଦ୍ର (ନାସା) ପରିଦର୍ଶନ କରିବାର ସୁଯୋଗ ପାଇଛନ୍ତି। ସେମାନେ ହେଲେ ତାମିଲନାଡୁର ମଦୁରାଇସ୍ଥିତ ମହାତ୍ମା ମଣ୍ଟେସରି ମାଟ୍ରିକ ହାୟର ସେକେଣ୍ଡାରି ସ୍କୁଲର ୧୦ମ ଶ୍ରେଣୀ ଛାତ୍ରୀ ଜେ. ଧନ୍ୟା ଥାସନେମ୍‌,…

‘ଗୋରେ ରଙ୍ଗ୍‌ କା ଜମାନା’କୁ ନେଇ ବିବାଦ : ଗୀତ ଚୋରି ଅଭିଯୋଗ ଆଣିଲେ ପାକ୍‌ ଅଭିନେତ୍ରୀ

କରାଚୀ/ମୁମ୍ବାଇ, ୨୮ା୮(ଆଇଏଏନ୍‌ଏସ୍‌): ବଲିଉଡ ସଂଗୀତ ଜଗତ ପାକିସ୍ତାନୀ ଗୀତ ଚୋରି କରୁଛି ବୋଲି ସେ ଦେଶର ଅଭିନେତ୍ରୀ ମେହଓ୍ବିଶ ହାୟତ ଅଭିଯୋଗ କରିଛନ୍ତି। ନିକଟରେ ଆଲିଆ ଭଟ୍ଟଙ୍କ ସଂଗୀତଭିତ୍ତିକ ଭିଡିଓ ପଞ୍ଜାବୀ ସଙ୍ଗ୍‌ ‘ପ୍ରଦା’ ମୁକ୍ତିଲାଭ କରିବା ପରେ ଏଥିରେ ପାକିସ୍ତାନର…

ବିଦେଶୀ ଗଣମାଧ୍ୟମରେ ‘କଶ୍ମୀର’: ଆମ ନିଦ ଫେରାଇଦିଅ

ଶ୍ରୀନଗର, ୨୮ା୮(ପି.ଟି.) :ପ୍ରବେଶପଥକୁ ତିନୋଟି କାଠଗଣ୍ଡି, କେତେ ଖଣ୍ଡ ଟିଣ ଓ ଭଙ୍ଗାଇଟା ସହ ଏଭଳି ଅନେକ ପ୍ରତିବନ୍ଧକରେ ଅବରୋଧ କରାଯାଇଛି, ଯାହାକି ପୋଲିସ ଗାଡ଼ିଗୁଡ଼ିକୁ ଅଟକାଇଦେବ। ଉପତ୍ୟକାରେ କଡ଼ା ସାମରିକ କର୍ଫ୍ୟୁ ଓ ଯୋଗାଯୋଗର ମାଧ୍ୟମ ଉପରେ କଟକଣା ହେଉଛି…

ଆମାଜନ ଜଳୁଥିବ ସ୍ତ୍ରୀଙ୍କୁ ନେଇ :ଜି-୭ର ୨୦ ନିୟୁତ ଡଲାର ସହାୟତାକୁ ବ୍ରାଜିଲର ପ୍ରତ୍ୟାଖ୍ୟାନ

ପୋର୍ଟ ଭେଲ୍‌ହୋ,୨୮ା୮: ଆମାଜନ ଜଙ୍ଗଲରେ ଲାଗିଥିବା ନିଆଁ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ସାଜିଛି। ଏହାକୁ ଲିଭାଇବା ପାଇଁ ଫ୍ରାନ୍ସ ରାଷ୍ଟ୍ରପତି ଇମାନ୍ବେଲ ମାକ୍‌ରଁ ବ୍ରାଜିଲକୁ ୨୦ ନିୟୁତ ଡଲାର ସହାୟତା ଦେବା ଲାଗି ଜି-୭ ସମ୍ମିଳନୀରେ ଘୋଷଣା କରିଛନ୍ତି।…

ଚାଇନା-ପାକିସ୍ତାନ ସେନା ମନ୍ତ୍ରଣା

ଇସ୍‌ଲାମାବାଦ,୨୮ା୮(ପି.ଟି.): ଜମ୍ମୁ-କଶ୍ମୀରକୁ ନେଇ ନୂଆଦିଲ୍ଲୀ ଓ ଇସ୍‌ଲାବାବାଦ ମଧ୍ୟରେ ଉତ୍ତେଜନା ଲାଗିରହିଥିବାବେଳେ ମଙ୍ଗଳବାର ଏନେଇ ପାକିସ୍ତାନ ଓ ଚାଇନା ସେନା ମଧ୍ୟରେ ମନ୍ତ୍ରଣା ହୋଇଛି। ଚାଇନା ସେନାର ସେଣ୍ଟ୍ରାଲ୍‌ ମିଲିଟାରି କମିଶନ ଉପାଧ୍ୟକ୍ଷ ଜୁ କିଲିଆଙ୍ଗ୍‌ ରାଓ୍ବଲପିଣ୍ଡିସ୍ଥିତ ପାକିସ୍ତାନୀ ସେନା ମୁଖ୍ୟାଳୟକୁ…

ଇମ୍ରାନ୍‌ଙ୍କୁ ପାକ୍‌ ବିରୋଧୀ ଦଳର ପରାମର୍ଶ: କଶ୍ମୀର ଭୁଲିଯାଇ ପିଓକେ କଥା ଚିନ୍ତାକର

ଇସ୍‌ଲାମାବାଦ, ୨୮ା୮: ୩୭୦ ଧାରା ଉଚ୍ଛେଦ ସହ ଜମ୍ମୁ-କଶ୍ମୀରକୁ ଦୁଇ କେନ୍ଦ୍ରଶାସିତ ଅଞ୍ଚଳ କରିବାକୁ ନେଇ ପାକ୍‌ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଭାରତ ବିରୋଧରେ ପରମାଣୁ ଯୁଦ୍ଧର ଧମକ ଦେଉଥିବାବେଳେ ନିଜ ଦେଶରେ ସମାଲୋଚନାର ଶିକାର ହୋଇଛନ୍ତି। କଶ୍ମୀର କଥା ଭୁଲିଯାଇ…

ପାକିସ୍ତାନ କ୍ୟାବିନେଟ୍‌ର ନିଷ୍ପତ୍ତି: ପ୍ରତି ଶୁକ୍ରବାର ‘କଶ୍ମୀର ସଂହତି ଦିବସ’

ଇସ୍‌ଲାମାବାଦ, ୨୮ା୮ (ଆଇଏଏନ୍‌ଏସ୍‌): କଶ୍ମୀରକୁ ନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ମୁଣ୍ଡବ୍ୟଥା ବଢ଼ିବାରେ ଲାଗିଛି। ଏଥିପାଇଁ ସେ ଏହି ପ୍ରସଙ୍ଗରେ କ୍ୟାବିନେଟ ବୈଠକ କରି ନିଜକୁ କଶ୍ମୀରୀମାନଙ୍କର ସ୍ବର ଭାବେ ଅଭିହିତ କରିଛନ୍ତି। ଇମ୍ରାନ୍‌ କହିଛନ୍ତି, କଶ୍ମୀରୀଙ୍କ ଅଧିକାର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?