ବିଶ୍ୱ ଯୁବ ସମ୍ମିଳନୀରେ ଓଡ଼ିଆ ଝିଅ
ଭୁବନେଶ୍ୱର,୨୮-୮(ବ୍ୟୁରୋ):ଭାରତରେ ପ୍ରଥମଥର ପାଇଁ ଆୟୋଜିତ ହୋଇଥିବା ବିଶ୍ୱ ଯୁବ ସମ୍ମିଳନୀ (ଓ୍ବାର୍ଲଡ ୟୁଥ୍ କନ୍ଫରେନ୍ସ ଅନ୍ କାଇଣ୍ଡ୍ନେସ୍)ରେ ଏକମାତ୍ର ଓଡ଼ିଆଭାବେ ଯୋଗ ଦେଇଛନ୍ତି ମଡେଲ ତଥା ଯୁବ ସ୍ବେଚ୍ଛାସେବୀ ପୂଜା ମିଶ୍ର। ଗତ ୨୩ ଓ ୨୪ ତାରିଖ ଦୁଇଦିନ ଧରି…
ଧର୍ମେନ୍ଦ୍ର ଓ ଜାପାନ ରାଷ୍ଟ୍ରଦୂତ ଏଚ୍.ଇ କେନଜି ହୀରାମାତସୁଙ୍କ ଆଲୋଚନା:ଦୁଇ ଦେଶର ସମ୍ପର୍କକୁ ମଜବୁତ କରିବା ଉପରେ ଗୁରୁତ୍ୱ
ଭୁବନେଶ୍ୱର,୨୮-୮(ବ୍ୟୁରୋ)କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଜାପାନ ରାଷ୍ଟ୍ରଦୂତ ଏଚ.ଇ କେନଜି ହୀରାମାତସୁଙ୍କୁ ସାକ୍ଷାତ କରି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଏହି ଅବସରରେ ଉଭୟ ଇସ୍ପାତ ଉପତ୍ାଦନ, ପାରମ୍ପରିକ ଏବଂ ଅଣ-ପାରମ୍ପରିକ ଓ ନବୀକରଣ ଉର୍ଜା ସମ୍ବଳ କ୍ଷେତ୍ରରେ ଭାରତ ଓ…
ଆଜିଠୁ ଖଡଗପୁର-କେନ୍ଦୁଝର ରୋଡରେ ନୂଆ ମେମୁ ଟ୍ରେନ
ଭୁବନେଶ୍ୱର, ୨୮-୮(ବ୍ୟୁରୋ)-ଖଡଗପୁର-ଯାଜପୁର କେନ୍ଦୁଝର ରୋଡରେ ଖଡଗପୁର ପାସେଞ୍ଜର ପରିବେର୍ତ୍ତ ନୂଆ ମେମୁ ଟ୍ରେନ ଗଡିବ। ଏନେଇ ମଙ୍ଗଳବାର ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ମିଳିଛି। ବୁଧବାରଠାରୁ ଏହି ଟ୍ରେନ ଚଳାଚଳ ଆରମ୍ଭ କରିବ। ଖଡଗପୁର-ଯାଜପୁର କେନ୍ଦୁଝର ରୋଡ-ଖଡଗପୁର ମେମୁ (୬୮୧୦୯-୬୮୧୧୦) ଟ୍ରେନ…
ଏସବୁ ଜିନିଷ ସହ ମିଶାଇ ଖାଆନ୍ତୁ ନାହିଁ ମହୁ…
ମହୁ ସ୍ବାସ୍ଥ୍ୟ ପାଇଁ ଉପକାରୀ ହୋଇଥିବା ବେଳେ ଥଣ୍ଡା ଲାଗି ବରଦାନ ସଦୃଶ ହୋଇଥାଏ। ଥଣ୍ଡା ଜ୍ୱର ସମୟରେ ତୁଳସୀ ପତ୍ରରେ ମହୁ ମିଶାଇ ସେବନ କଲେ ଥଣ୍ଡା କଟିଥାଏ। ତେବେ ଏପରି କେତେକ ଜିନିଷ ଅଛି, ଯେଉଁଥିରେ ମହୁ ମିଶାଇ…
ସେପ୍ଟେମ୍ବରରେ ଉତ୍ତର ରେଳପଥରେ ୪ଟ୍ରେନ ବାତିଲ
ଭୁବନେଶ୍ୱର, ୨୮-୮(ବ୍ୟୁରୋ)-ଉତ୍ତର ରେଳପଥରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଯୋଗୁ ୪ଟି ଏକ୍ସପ୍ରେସକୁ ବାତିଲ କରାଯାଇଛି ବୋଲି ପୂର୍ବତଟ ରେଳପଥ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ବିଶାଖାପାଟଣା-ଅମୃତସର-ବିଶାଖାପାଟଣା ହୀରାକୁଦ ଏକ୍ସପ୍ରେସ(୧୮୫୦୭-୧୮୫୦୮) ବିଶାଖାପାଟଣାରୁ ସେପ୍ଟେମ୍ବର ୫ ଓ ୬ ଏବଂ ଅମୃତସରଠାରୁ ସେପ୍ଟେମ୍ବର…
ମାନ୍ଦାବସ୍ଥା ମାଡ଼:ମାରୁତି ସୁଜୁକିର ୩୦୦୦ ଅସ୍ଥାୟୀ କର୍ମଚାରୀଙ୍କୁ ଛଟେଇ
ନୂଆଦିଲ୍ଲୀ,୨୮-୮:ଅଟୋ ଉଦ୍ୟୋଗରେ ମାନ୍ଦାବସ୍ଥା ଉତ୍କଟ ହେବାରେ ଲାଗିଛି। ଦୈନିକ ବିକ୍ରି ହ୍ରାସ ପାଇବା କାରଣରୁ ମାରୁତି ସୁଜୁକି ଏହାର ୩୦୦୦ ଅସ୍ଥାୟୀ କର୍ମଚାରୀଙ୍କୁ ଛଟେଇ କରିବାକୁ ବାଧ୍ୟ ହୋଇଛି। କମ୍ପାନୀ ଅଧ୍ୟକ୍ଷ ଆର୍.ସି.ଭାର୍ଗବ ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। କମ୍ପାନୀର ବାର୍ଷିକ…
ଖୁବ୍ଶୀଘ୍ର କାର୍ଯ୍ୟକ୍ଷମ ହେବ ତାଳଚେର ଫର୍ଟିଲାଇଜର ପ୍ଲାଣ୍ଟ: ଧର୍ମେନ୍ଦ୍ର
ଭୁବନେଶ୍ୱର,୨୮ା୮(ବ୍ୟୁରୋ):ତାଳଚେର ଫର୍ଟିଲାଇଜର ପ୍ଲାଣ୍ଟକୁ ଖୁବ୍ଶୀଘ୍ର କାର୍ଯ୍ୟକ୍ଷମ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ପ୍ରଧାନ ପେଟ୍ରୋଲିୟମ ମନ୍ତ୍ରଣାଳୟ ତଥା ଫର୍ଟିଲାଇଜର୍ସ ବିଭାଗ ଓ ତାଳଚେର ଫର୍ଟିଲାଇଜର୍ସର ଅଧିକାରୀମାନଙ୍କ ସହ ସମୀକ୍ଷା କରିଛନ୍ତି ା ଉକ୍ତ ପ୍ଲାଣ୍ଟ କାର୍ଯ୍ୟକ୍ଷମ…
ଖରାପ ପରୀକ୍ଷା ଫଳକୁ ନେଇ ଗଣଶିକ୍ଷା ବିଭାଗର କଡ଼ା ଆଭିମୁଖ୍ୟ:ଶୂନ, ୫୦%ରୁ କମ୍ ଫଳ କରିଥିବା ହାଇସ୍କୁଲ ଶିକ୍ଷକଙ୍କ ଦରମା ବନ୍ଦ ହେବ
ଭୁବନେଶ୍ୱର,୨୮ା୮(ବ୍ୟୁରୋ):ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ହାଇସ୍କୁଲର ଖରାପ ପରୀକ୍ଷା ଫଳକୁ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ୨୦୧୯ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷାରେ କୌଣସି ଛାତ୍ରୀଛାତ୍ର ପାସ୍ କରି ନ ଥିବା ଅର୍ଥାତ୍ ଶୂନ ଫଳ କରିଥିବା…
୨୯ରେ ଲଘୁଚାପ:୩୧ରୁ ବଢ଼ିବ ବର୍ଷା
ଭୁବନେଶ୍ୱର,୨୮ା୮(ବ୍ୟୁରୋ):ଆସନ୍ତା ୨୯ ତାରିଖରେ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ଯୋଗୁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ନାହିଁ। ତେବେ ଏହାର ପ୍ରଭାବରେ ଦକ୍ଷିଣ ଏବଂ ଉପକୂଳ…
ବାଇକ୍କୁ ଧକ୍କା ଦେଲା ଟ୍ରକ :ଦୁଇ ପୁଅ ସହ ବାପାଙ୍କ ଜୀବନ ଗଲା
ଖୋର୍ଦ୍ଧା ଅଫିସ,୨୮ା୮:କୋଲକାତା-ଚେନ୍ନାଇ୧୬ନଂ. ଜାତୀୟ ରାଜପଥର ଗଡ଼ଖୋର୍ଦ୍ଧା ଛକ ନିକଟରେ ମଙ୍ଗଳବାର ରାତି ପ୍ରାୟ ସାଢ଼େ ୧୦ଟାରେ ଏକ ଅଣ୍ଡା ବୋଝେଇ ଟ୍ରକ୍ ଧକ୍କାରେ ୩ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜଙ୍କିଆ ଥାନା ମଳିପଡ଼ା ଗ୍ରାମର କୃଷ୍ଣଚନ୍ଦ୍ର ପାତାଳ…
ଆର୍ଥିକ ସଙ୍କଟ: ଶ୍ୱେତପତ୍ର ଦାବି କଲା କଂଗ୍ରେସ
ନୂଆଦିଲ୍ଲୀ,୨୮ା୮(ପି.ଟି./ଆଇଏଏନ୍ଏସ୍):ବିମଲ ଜଲାନ କମିଟିର ସୂୁପାରିସକ୍ରମେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) ଲାଭାଂଶ ଓ ବଳକା ପୁଞ୍ଜି ବାବଦରେ କେନ୍ଦ୍ର ସରକାରଙ୍କୁ ୧.୭୬ ଲକ୍ଷ କୋଟି ଟଙ୍କା ଦେବା ନେଇ ବିବାଦ ଉଠିଛି। ଗୁଳିମାଡ଼ର କ୍ଷତରେ ଚୋରି କରାଯାଇଥିବା ବ୍ୟାଣ୍ଡ-ଏଡ୍ ଲଗାଇ ଚିକିତ୍ସା…
ମାଟିରେ ମିଶିଲା ଲଙ୍ଗୁଳି ମଠ
ପୁରୀ ଅଫିସ, ୨୮ା୮:ମାଟିରେ ମିଶିଛି ଲଙ୍ଗୁଳି ମଠ। ଶ୍ରୀମନ୍ଦିର ମେଘନାଦ ପାଚେରି ନିକଟରେ ଥିବା ଏହି ପୁରାତନ ମଠକୁ ମଙ୍ଗଳବାର ସମ୍ପୂର୍ଣ୍ଣ ଭାବେ ଧୂଳିସାତ୍ କରିଦେଇଛି ପ୍ରଶାସନ। କେବଳ ଗାଦି ଘରକୁ ଛାଡ଼ି ମଠର କୋଠା ସମେତ ୨୪ଟି ଦୋକାନ ଘରକୁ…

