ନୂଆଁଖାଇ ପୂର୍ବରୁ ଦେବୀଦେବ ଉପାସନା
ରିଷିଡା,୨୭।୮(ଡି.ଏନ.ଏ.): ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ଆଉ ୬ ଦିନ ରହିଲା । ନୂଆଁଖାଇ ପର୍ବ ପାଳନ କରିବା ପାଇଁ ଏବେଠୁ ଲୋକେ ନିଜକୁ ପ୍ରସ୍ତୁତ ଆରମ୍ଭ କରିଦେଇଥିବା ବେଳେ ବିଭିନ୍ନ ଗ୍ରାମରେ ଗ୍ରାମ ଦେବୀଦେବଙ୍କ ଉପାସନା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି…
ଅନୁଗୋଳରେ ମୃଦୁ ଭୂକମ୍ପ, ସହରବାସୀ ଭୟଭୀତ
ଅନୁଗୋଳ ଅଫିସ, ୨୭।୮- ଅନୁଗୋଳର ବିଭିନ୍ନ ସ୍ଥାନରେ ମଙ୍ଗଳବାର ଅପରାହ୍ନରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ୨ରୁ ୩ ସେକେଣ୍ଡ ପାଇଁ ହୋଇଥିବା ଏହି ଭୂକମ୍ପରେ କ୍ଷୟକ୍ଷତି ସମ୍ପର୍କରେ ବର୍ତ୍ତମାନ ସୁଦ୍ଧା ଖବର ମିଳି ନ ଥିଲେ ବି ଲୋକମାନେ ଭୟଭୀତ…
ରାସ୍ତା ପାଲଟିଛି ଦୁର୍ଗମ: ଖମ୍ବ ପୋତି ପ୍ରତିବାଦ ଜଣାଇଲେ ଗ୍ରାମବାସୀ, ଜିଲାପାଳ ଦୃଷ୍ଟି ଦେବାକୁ ଦାବି
ବାଲିଆପାଳ, ୨୭ା୮(ଡି.ଏନ.ଏ.)-ବାଲିଆପାଳ ବ୍ଲକ ବଡାଶ ପଞ୍ଚାୟତ ଜଗାଇ ହାକାଣ୍ଡ ପୋଖରୀରୁ ମାଣିକ ସିମୁଳିଆସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ(ବିନ୍ଦୁ ଧର୍ମ)ଆଶ୍ରମ ପର୍ଯ୍ୟନ୍ତ ରାସ୍ତା ଦୁର୍ଗମ ହୋଇପଡିଛି। ଫଳରେ ଏହି ରାସ୍ତାରେ ଚାରିଚକିଆ ଯାନବାହନ ଚଳାଚଳକୁ ଗ୍ରାମବାସୀ ରାସ୍ତାରେ ଖମ୍ବ ପୋତି ବନ୍ଦ…
ବାୟୁ ପ୍ରଦୂଷଣ ବଢାଉଛି ଗର୍ଭପାତ ଆଶଙ୍କା
ବାୟୁ ପ୍ରଦୂଷଣ ସଂସ୍ପର୍ଶରେ କିଛି ସମୟ ପାଇଁ ଆସିଲେ, ଗର୍ଭପାତ ଆଶଙ୍କା ବଢୁଥିବା ଏକ ସଦ୍ୟ ଗବେଷଣାରୁ ଜଣାପଡ଼ିଛି। ବାୟୁ ପ୍ରଦୂଷଣ ଯୋଗୁ ଆଜ୍ମାଠୁ ନେଇ ସମୟପୂର୍ବ ପ୍ରସବ ପର୍ଯ୍ୟନ୍ତ ସମସ୍ୟା ବଢ଼ିବାରେ ଲାଗିଛି। ଏହାସହ ଗବେଷଣାରେ ବାୟୁ ପ୍ରଦୂଷଣ ଯୋଗୁ…
ବ୍ୟାୟାମ କଲେ ବୃଦ୍ଧିପାଏ ବୟସ୍କଙ୍କ ସ୍ମରଣ ଶକ୍ତି
ନ୍ୟୁୟର୍କ: ବ୍ୟାୟାମ କଲେ ବୟସ୍କମାନଙ୍କ ମସ୍ତିଷ୍କର କାର୍ଯ୍ୟଦକ୍ଷତା ଓ ସ୍ମରଣ ଶକ୍ତି ବୃଦ୍ଧି ପାଏ । ଆମେରିକାରେ ହୋଇଥିବା ଏକ ଗବେଷଣାରୁ ଏହା ଜାଣିବାକୁ ମିଳିଛି। ଗବେଷଣାରେ ୬୦ରୁ ୮୦ ବର୍ଷ ବୟସ ମଧ୍ୟରେ ୩୪ ଜଣଙ୍କୁ ସାମିଲ କରାଯାଇଥିଲା। ଏହି…
ଗେଣ୍ଡାରୁ ପ୍ରସ୍ତୁତ ହେବ କ୍ୟାନ୍ସର ଔଷଧ
ସିଡ୍ନୀ: ଅଷ୍ଟ୍ରେଲିଆର ସମୁଦ୍ରରେ ଦେଖାଯାଉଥିବା ଏକ ପ୍ରକାର ଗେଣ୍ଡା ହ୍ବାଇଟ ସି’ ସ୍ନେଲ୍ର କ୍ୟାନ୍ସର ପ୍ରତିରୋଧକ ଗୁଣ ରହିଛି ବୋଲି ଗବେଷକମାନେ କହିଛନ୍ତି। ଏହାର ଆଣ୍ଟି ବ୍ୟାକ୍ଟେରିଆଲ ଓ ଆଣ୍ଟି ଇନ୍ଫ୍ଲମାଟୋରି ଗୁଣ ମଧ୍ୟ ରହିଛି। ଏହି ଗେଣ୍ଡାର ମ୍ୟୁକସ ବା…
ଇଣ୍ଟର୍ନ୍ୟାଶନାଲ ସ୍ପେସ୍ ସେଣ୍ଟରରେ ପହଞ୍ଚିଲା ହ୍ୟୁମାନୋଏଡ୍ ରୋବୋ
ଓ୍ବାଶିଂଟନ: ରୁଷିଆର ପ୍ରଥମ ରୋବୋକୁ ନେଇ ଯାଇଥିବା ସୋୟୁଜ ଯାନ ନିର୍ଦ୍ଧାରିତ ସମୟର ବିଳମ୍ବରେ ହେଉ ପଛେ ସଫଳତାର ସହ ଇଣ୍ଟରନ୍ୟାଶନାଲ ସ୍ପେସ୍ ଷ୍ଟେଶନ୍( ଆଇଏସ୍ଏସ୍)ରେ ଅବତରଣ କରିଛି। ଏହାର ସଞ୍ଚାଳନ ପ୍ରଣାଳୀରେ କିଛି ତ୍ରୁଟି ଦେଖାଦେଇଥିବାରୁ ଅବତରଣରେ ବିଳମ୍ବ ହୋଇଛି।…
ଏପରି ଅଫିସ୍ ଯେଉଁଠି କର୍ମଚାରୀଙ୍କୁ ଶୌଚାଳୟ ଯିବା ମନା…
ଆମେରିକାରେ ଅନେକ ଘରୋଇ କମ୍ପାନୀରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କୁ ଶୌଚାଳୟ ଯିବାକୁ ବାରଣ କରାଯାଇଥାଏ । ବାରମ୍ବାର ଶୌଚାଳୟ ଯିବାଦ୍ୱାରା କାର୍ଯ୍ୟରେ ବାଧା ସୃଷ୍ଟି ହେଉଥିବାରୁ କମ୍ପାନୀରେ ଏଭଳି ନିୟମ ପ୍ରଣୟନ କରାଯାଇଛି। କର୍ମଚାରୀଙ୍କୁ କମ୍ପାନୀ ପକ୍ଷରୁ ହଗିସ୍ ଏବଂ ନ୍ୟାପକିନ୍…
୨ ବର୍ଷର କମ୍ ଶିଶୁଙ୍କୁ ଫଳ ରସ ଦେଉଛନ୍ତି କି, ତାହେଲେ ହୋଇଯାଆନ୍ତୁ ସାବଧାନ
ଫଳ ରସ ପିଇବା ଛୋଟ ଛୁଆଙ୍କ ଠାରୁ ଆରମ୍ଭ କରି ବୃ୍ଦ୍ଧ ଯାଏଁ ସମସ୍ତଙ୍କୁ ଭଲ ଲାଗିଥାଏ। ଏହାଦ୍ୱାରା ଜରୁରୀ ପୋଷକ ତତ୍ତ୍ୱ ମିଳିବା ସହ ଶରୀରରେ ପାଣିର ଅଭାବକୁ ମଧ୍ୟ ଦୂର କରିଥାଏ। କିନ୍ତୁ ଆପଣ ଜାଣିଛନ୍ତି କି, ଛୋଟ…
କଶ୍ମୀରର ଶେଷ ହିନ୍ଦୁ ରାଣୀଙ୍କ ବାୟୋପିକ୍
ମୁମ୍ବାଇ: ବଲିଉଡ୍ରେ ଏବେ ବାୟୋପିକ୍ର ଟ୍ରେଣ୍ଡ ଚାଲିଛି। ଏହି ପରିପ୍ରେକ୍ଷୀରେ କଶ୍ମୀରରେ ରାଜ କରୁଥିବା ଶେଷ ହିନ୍ଦୁ କୋଟା ରାଣୀଙ୍କ ଉପରେ ଖୁବ୍ଶୀଘ୍ର ଏକ ଫିଲ୍ମ ତିଆରି ହେବାକୁ ଯାଉଛି। ରିଲାଏନ୍ସ ଏଣ୍ଟରଟେନମେଣ୍ଟ ଓ ଫାଣ୍ଟମ ଫିଲ୍ମର ମିଳିତ ସହଯୋଗରେ ଏହି…
ସୁଦାନରେ ଆଦିବାସୀଙ୍କ ମଧ୍ୟରେ ରକ୍ତ ସଂଘର୍ଷ:୩୭ ମୃତ, ୨୦୦ରୁ ଅଧିକ ଆହତ
ଖାର୍ଟୁମ,୨୭।୮: ପୂର୍ବ ସୁଦାନରେ ଦୁଇ ଆଦିବାସୀଙ୍କ ମଧ୍ୟରେ ରକ୍ତ ସଂଘର୍ଷ ଘଟି ୩୭ ଜଣଙ୍କ ମୃତ୍ୟୁ ଘଟିଛି ଓ ୨୦୦ରୁ ଊଦ୍ଧର୍ବ ଆହତ ହୋଇଛନ୍ତି। ଏହି ରକ୍ତାକ୍ତ ସଂଘର୍ଷ ବାନି ଅମେର ଏବଂ ନୁବା ଆଦିବାସୀ ସମ୍ପଦ୍ରାୟ ମଧ୍ୟରେ ଘଟିଛିି। ପ୍ରାୟ…
ଇନ୍ସପେକ୍ଟର ସ୍ତରରେ ଅଦଳବଦଳ
ବ୍ରହ୍ମପୁର ଅଫିସ, ୨୭।୮: ବ୍ରହ୍ମପୁର ପୋଲିସ ଜିଲା ଇନ୍ସପେକ୍ଟର ସ୍ତରରେ ଅଦଳବଦଳ ହୋଇଛି । ଜିଲା ମୁଖ୍ୟାଳୟ ଚିଠି ନମ୍ବର ୧୬୯୪ ଅନୁଯାୟୀ ମୋଟ ୮ଜଣ ଇନ୍ସପେକ୍ଟରଙ୍କୁ ବଦଳି କରାଯାଇଛି । ଜିଲା ପୋଲିସ ମୁଖ୍ୟାଳୟରେ କାର୍ଯ୍ୟରତ ଇନ୍ସପେକ୍ଟର ସୁରେଶ କୁମାର…

