Home Left

ଗାଁ ସାଥୀ କ୍ରିୟାନୁଷ୍ଠାନ କମିଟିର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ନୂଆଗାଁ,୨୭।୮(ଡି.ଏନ.ଏ.)-ନୟାଗଡ ଜିଲା ନୂଆଗାଁ ବ୍ଲକ ଗାଁ ସାଥୀ ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ତରଫରୁ ସୋମବାର ନୂଆଗାଁ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି । ଗାଁ ସାଥୀ ସଭ୍ୟାସଭ୍ୟମାନଙ୍କ ମାଧ୍ୟମରେ ବିଭିନ୍ନ କାର୍ଯ୍ୟ କରାଯାଉଥିଲେ ମଧ୍ୟ ସେମାନଙ୍କୁ ବ୍ଲକ ପ୍ରଶାସନ…

ସପ୍ତମ ଆର୍ଥିକ ଜନଗଣନାର ଶୁଭାରମ୍ଭ: ୩ ମାସ ଧରି ଜିଲାରେ ଚାଲିବ

ନୟାଗଡ଼ ଅଫିସ,୨୭ା୮: ସପ୍ତମ ଆର୍ଥିକ ଜନଗଣନା (ଇକୋନୋମିକ ସେନ୍‌ସସ୍‌) କାର୍ଯ୍ୟକ୍ରମ ସୋମବାର ଆରମ୍ଭ ହୋଇଛି। ଜିଲାପାଳଙ୍କ ସଦ୍‌ଭାବନା ଗୃହଠାରେ ଜିଲାପାଳ ଡ. ପୋମା ଟୁଡୁ ଏହାକୁ ଉଦ୍‌ଘାଟନ କରିଥିଲେ। କାର୍ଯ୍ୟକ୍ରମର ମଧ୍ୟାନ୍ତର ସମୟରେ ଏହାର ରିପୋର୍ଟ ଦେବା ପାଇଁ ସେ ଜନସେବା…

ନିର୍ବନ୍ଧ ଭୋଜିରେ ମହିଳାଙ୍କୁ ଛୁରି ଦେଖାଇ ଲୁଟ୍‌ ୪ ଗିରଫ, ଚୋରି ସାମଗ୍ରୀ ଉଦ୍ଧାର

ନୟାଗଡ଼ ଅଫିସ,୨୭ା୮: ନୟାଗଡ଼ ସହରସ୍ଥିତ ଜଗନ୍ନାଥ ମନ୍ଦିରରେ ରବିବାର ଏକ ଭୋଜି ଚାଲିଥିବାବେଳେ ୪ ଯୁବକ ମହିଳାମାନଙ୍କୁ ଛୁରି ଦେଖାଇ ଲୁଟ୍‌ କରିଥିଲେ। ଖବର ପାଇ ଟାଉନ ଥାନା ପୋଲିସ ସମ୍ପୃକ୍ତ ଯୁବକମାନଙ୍କୁ ଗିରଫ କରିବା ସହିତ ଚୋରି ସାମଗ୍ରୀ ଉଦ୍ଧାର…

ରୋଜଗାରର ମାଧ୍ୟମ ପାଲଟିବ ନଡ଼ିଆ କତା ହସ୍ତଶିଳ୍ପ କ୍ଲଷ୍ଟର

କେନ୍ଦ୍ରାପଡା ଅଫିସ, ୨୭ା୮- କେନ୍ଦ୍ର ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ସ୍କିମ ଅଫ ଫଣ୍ଡ ଫର ରିଜେନେରେସନ ଅଫ ଟ୍ରାଡିସନାଲ ଇଣ୍ଡଷ୍ଟ୍ରିଜ (ଏସ୍‌ଏଫ୍‌ୟୁଆରଟିଆଇ/ ସ୍ଫୁର୍ତ୍ତୀ) ମାଧ୍ୟମରେ ରାଜ୍ୟରେ ୧୫ଟି ନଡ଼ିଆ କତା ହସ୍ତଶିଳ୍ପ କ୍ଲଷ୍ଟର…

ସ୍ବାସ୍ଥ୍ୟ ବୀମା କାର୍ଯ୍ୟକାରିତା ନେଇ ଦାବିପତ୍ର

ଯାଜପୁରରୋଡ/କଳିଙ୍ଗନଗର,୨୭।୮(ସ୍ବ.ପ୍ର/ଡି.ଏନ୍‌.ଏ.)- ଯାଜପୁର ଜିଲା ବ୍ୟାସନଗର ସହର ଆଗାମୀ ଦିନରେ ପ୍ରମୁଖ ସହର ହେବାକୁ ଯାଉଛି ା କିନ୍ତୁ ଜିଲା ତଥା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହାର ଅଧିବାସୀଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଗୁରୁତ୍ୱ ଦିଆଯାଉ ନାହିଁ । ଫଳରେ ଶତାଧିକ ଲୋକ…

ଯୌତୁକ ନିର୍ଯାତନା ଅଭିଯୋଗରେ ସ୍ବାମୀ କୋଟ ଚାର୍ଲାଣ

ଧର୍ମଶାଳା/ଜେନାପୁର,୨୭।୮(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ଗଡ଼ମଧୂପୁର ପଞ୍ଚାୟତର ପନ୍ତୁରୀ ଗ୍ରାମରେ ସ୍ତ୍ରୀକୁ ଯୌତୁକ ନିର୍ଯାତନା ଦେବା ଅଭିଯୋଗରେ ପୋଲିସ ସ୍ବାମୀକୁ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ସ୍ବାମୀ ଜଣଙ୍କ ରଞ୍ଜନ କୁମାର ସାହୁ (୩୨)।…

କାଏମା ପଞ୍ଚାୟତର ବମ୍ଫୁ ଗ୍ରାମ ରାସ୍ତା: ଅସରାଏ ବର୍ଷାରେ ଜମୁଛି ପାଣି

ଧର୍ମଶାଳା,୨୭।୮(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଅନ୍ତର୍ଗତ କାଏମା ପଞ୍ଚାୟତର ବମ୍ଫୁ ଗ୍ରାମର ମୁଖ୍ୟ ରାସ୍ତାରେ ଜଳ ନିଷ୍କାସନ ବ୍ୟବସ୍ଥା ନ ଥିବାରୁ ଦୀର୍ଘଦିନ ଧରି ବର୍ଷା ପାଣି ଜମିରହୁଛି। ଫଳରେ ଗ୍ରାମବାସୀ ଯାତାୟାତରେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ସ୍ଥାନୀୟ…

ଖଣିରେ ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ ବିବାଦ: କ୍ରୋମ ଭ୍ୟାଲିରେ ଅଚଳାବସ୍ଥା ଦୂର ଦିଗରେ ପଦକ୍ଷେପ ଦାବି

ଡୁବୁରୀ,୨୭।୮(ଡି.ଏନ୍‌.ଏ.)- ସୁକିନ୍ଦା କ୍ରୋମ ଭ୍ୟାଲିରୁ ଖଣିଜ ଦ୍ରବ୍ୟ ବୋଝେଇ କ୍ଷେତ୍ରରେ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଯାଜପୁର ଜିଲାପାଳଙ୍କ ପଦକ୍ଷେପ ଉପରେ ସୁକିନ୍ଦା ମିନେରାଲ ଟ୍ରକ ମାଲିକ ସଂଘ ଆପତ୍ତି ଉଠାଇଛି। ସୋମବାର ସନ୍ଧ୍ୟାରେ ସଂଘ ମୁଖ୍ୟ କାର୍ଯ୍ୟାଳୟ ଡୁବୁରୀଠାରେ…

ବର୍ଷାରେ ଭାସିଗଲା ଖୁସି : ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି

ପାରାଦୀପ,୨୭।୮(ସ୍ବ.ପ୍ର.): ପାରାଦୀପରେ ରବିବାର ସର୍ବାଧିକ ୮୯ ମିମି ବର୍ଷା ହୋଇଛି। ଏଥିରେ ନୋଳିଆ ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବ୍ୟାପକ ଭାବେ କ୍ଷୟକ୍ଷତି ହୋଇଛି। ସ୍କୁଲ ଘର ଭିତରେ ଆଣ୍ଠୁଏ ବର୍ଷାପାଣି ଜମି ରହିବା ଫଳରେ ଉଜ୍ଜଳ-ଉତ୍‌ଥାନ କାର୍ଯ୍ୟକ୍ରମ ପୁସ୍ତିକା, ଖୁସି…

ଜମି ଅଧିକାର ପ୍ରମାଣପତ୍ର ଦାବିରେ ଜିଲାପାଳ କାର୍ଯ୍ୟାଳୟ ଘେରାଉ

ବାରିପଦା ଅଫିସ,୨୭ା୮- ବାରିପଦା ପୌରାଞ୍ଚଳ ପଟ୍ଟାବିହୀନ ବାସିନ୍ଦା ସଂଘ ପକ୍ଷରୁ ସୋମବାର ଜମି ଅଧିକାର ପ୍ରମାଣପତ୍ର ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି। ସଭାପତି ନନ୍ଦ କୁମାର ମହାପାତ୍ରଙ୍କ ନେତୃତ୍ୱରେ ସଂଘର କର୍ମକର୍ତ୍ତାମାନେ ଜଗନ୍ନାଥ ମନ୍ଦିର ନିକଟରୁ ଶୋଭାଯାତ୍ରାରେ ବାହାରିଥିଲେ। ବିଭିନ୍ନ…

ସୁଅ ମୁହଁରେ ଅଥୟ କଙ୍କଡ଼ାପାଳ

ବାଲିଆପାଳ, ୨୭ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଚଉମୁଖ ପଞ୍ଚାୟତ କଙ୍କଡାପାଳ ଅଞ୍ଚଳରେ ସୁବର୍ଣ୍ଣରେଖା କୂଳ ଖାଇ ଗତିପଥ ବଦଳାଇବା ପରିସ୍ଥିତି ସୃଷ୍ଟି ହୋଇଛି। ଏ ନେଇ ଅଞ୍ଚଳବାସୀ ଭୟରେ ଦିନ ବିତାଉଛନ୍ତି। ସୁବର୍ଣ୍ଣରେଖା କୂଳକ୍ଷୟରୁୁ କଙ୍କଡାପାଳ ଗାଁକୁ ସୁରକ୍ଷା ଦେବା ସକାଶେ…

ଆଧାର ସଂଯୋଗ ନ କଲେ ରାଶନ ସାମଗ୍ରୀ ମିଳିବନି

ଆସିକା,୨୭ା୮(ଡି.ଏନ୍‌.ଏ.)-ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କ ରାଶନ କାର୍ଡ ସହ ଆଧାର କାର୍ଡ ନମ୍ବର ସଂଯୋଗୀକରଣକୁ ବାଧ୍ୟତାମୂଳକ କରାଯାଇଛି। ଅଦ୍ୟାବଧି ଆସିକା ବ୍ଲକର କେତେକ ହିତାଧିକାରୀ ସେମାନଙ୍କ ରାଶନ କାର୍ଡରେ ଆଧାର ନମ୍ବର ସଂଯୋଗ କରିନାହାନ୍ତି ା ଅଗଷ୍ଟ ଶେଷ ସୁଦ୍ଧା ଆଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?