Home Left

ବିଦେଶରେ ଶ୍ରେଷ୍ଠ ଭାରତୀୟ ଅଧିନାୟକ

ନୂଆଦିଲ୍ଲୀ,୨୬।୮: ନର୍ଥ ସାଉଣ୍ଡଠାରେ ଓ୍ବେଷ୍ଟଇଣ୍ଡିଜକୁ ୩୧୮ ରନ୍‌ରେ ହରାଇ ଭାରତୀୟ ଦଳ ବୃହତ୍‌ ବିଜୟ ହାସଲ କରିଛି। ବିରାଟ କୋହଲିଙ୍କ ନେତୃତ୍ୱରେ ବିଦେଶ ମାଟିରେ ଭାରତର ଏହା ଥିଲା ୧୨ତମ ବିଜୟ। ଏଥିସହ ବିଦେଶରେ କୋହଲି ସବୁଠୁ ସଫଳତମ ଭାରତୀୟ ଅଧିନାୟକ…

ପି.ଭି. ସିନ୍ଧୁଙ୍କୁ ନେଇ ନିର୍ମାଣ ହେବ ଫିଲ୍ମ

ବଲିଉଡରେ ଏବେ ବାଓପିକ୍‌ ଟ୍ରେଣ୍ଡ୍‌ ଚାଲିଛି। ବିଭିନ୍ନ ସେଲିବ୍ରିଟିଙ୍କ ଜୀବନୀକୁ ନେଇ ନିର୍ମାଣ ହେଉଛି ଫିଲ୍ମ। ନିକଟରେ ଅନେକ ଖେଳାଳିଙ୍କ ଜୀବନୀକୁ ନେଇ ମଧ୍ୟ ଫିଲ୍ମ ନିର୍ମାଣ କରାଯାଇଛି। ଏବେ ଏହି ରେସ୍‌ରେ ସାମିଲ ହେବାକୁ ଯାଉଛନ୍ତି ବ୍ୟାଡମିଣ୍ଟନ ଷ୍ଟାର୍‌ ପିଭି…

ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି

କେନ୍ଦୁଝର,୨୬।୮(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଆଞ୍ଚଳିକ ପରିବହନ ଅଫିସ ନିକଟରେ ଥିବା ମୋବାଇଲ ଦୋକାନରୁ ରବିବାର ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କାର ମୋବାଇଲ ଫୋନ୍‌ ଚୋରି ହୋଇଛି। ଏ ନେଇ ସୋମବାର ଟାଉନ ଥାନାରେ ଦୋକାନ ମାଲିକ ଭାଗବତ ପ୍ରଧାନ(୩୫) ଅଭିଯୋଗ…

କାଡ଼ାନାଳ ଅବରୋଧ ପ୍ରତିବାଦ: କଟକ-ପାରାଦୀପ ରାସ୍ତାରୋକୋ

କଟକ ସଦର,୨୬।୮(ଡି.ଏନ୍‌.ଏ.): କିଶନନଗର ତହସିଲ ଅନ୍ତର୍ଗତ ବାରାହପାଟ କାଡ଼ାନାଳକୁ ଅବରୋଧମୁକ୍ତ କରିବା ଦାବିରେ ସୋମବାରଠାରୁ ଚାଷୀମାନେ କଟକ-ପାରାଦୀପ ରାସ୍ତା ଅବରୋଧ କରିଛନ୍ତି। ଏହି ନାଳକୁ ସଫା କରିବା ସହ ଅବରୋଧ ହଟାଇବା ପାଇଁ ଗତ ୩ ବର୍ଷ ହେବ ସ୍ଥାନୀୟ ତହସିଲଦାରଙ୍କୁ…

ଅଗଷ୍ଟ ୨୯ରେ ଫିଟ୍‌ ଇଣ୍ଡିଆ ମୁଭମେଣ୍ଟର ଶୁଭାରମ୍ଭ କରିବେ ମୋଦି

ନୂଆଦିଲ୍ଲୀ,୨୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଫିଟ୍‌ ଇଣ୍ଡିଆ ମୁଭମେଣ୍ଟର ଶୁଭାରମ୍ଭ ଆସନ୍ତା ୨୯ ତାରିଖରେ କାରାଯିବ। ଏହାର ଉଦ୍ଦେଶ୍ୟ ହେଉଛି ସମସ୍ତ ନାଗରିକଙ୍କୁ ସୁସ୍ଥ ରଖିବା ଓ ଖେଳକୁ ବିକଶିତ କରିବା। ଏହି କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦୂରଦର୍ଶନ ମାଧ୍ୟମରେ…

ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ହତ୍ୟା : କଟାମୁଣ୍ଡ ଧରି ଥାନାରେ ଆତ୍ମସମର୍ପଣ କଲେ ସ୍ବାମୀ

କାକଟପୁର,୨୬।୮(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ଥାନା ଅଞ୍ଚଳରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଚରିତ୍ରକୁ ସନ୍ଦେହ କରି ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ପିଟିପିଟି ମାରିଦେବା ପରେ କଟୁରିରେ ମୁଣ୍ଡଗଣ୍ଡି ଅଲଗା କରି କଟାମୁଣ୍ଡ ଧରି ଅସ୍ତରଙ୍ଗ ଥାନାରେ…

ଶାଶୁ, ଶ୍ୱଶୁରଙ୍କ ଯତ୍ନ ନେଲେ ମିଳିବ ଉପହାର

ଚଣ୍ଡିଗଡ,୨୬।୮: ସମାଜରେ ଶାଶୁ-ବୋହୂ କଳି ବହୁ ପୁରୁଣା। କେତେବେଳେ ବୋହୂ ଶାଶୁଙ୍କୁ ପିଟିଲାଣି ତ ଆଉ କେତେବେଳେ ଶାଶୁ ବୋହୂକୁ ନିର୍ଯାତନା ଖବର ଚର୍ଚ୍ଚାକୁ ଆସେ। ଏସବୁ ସମସ୍ୟାରୁ ମୁକ୍ତି ପାଇଁ ହରିୟାଣାର ଏକ ଗ୍ରାମରେ ନୂଆ ଅଭିଯାନ ଆରମ୍ଭ କରାଯାଇଛି।…

ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲେ ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳବାସୀ

ଚିତ୍ରକୋଣ୍ଡା,୨୬।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳବାସୀ ୨ ଦିନ ଧରି ଆନ୍ଦୋଳନ କରିବା ପରେ ପ୍ରଶାସନିକ ଅଧିକାରୀମାନେ ଆନ୍ଦୋଳନସ୍ଥଳରେ ପହଞ୍ଚି ସମସ୍ୟା ଉପରେ ଆଲୋଚନା କରି ପ୍ରତିଶ୍ରୁତି ଦେବାରୁ ଆନ୍ଦୋଳନ ହଟିଛି। ସୂଚନା ଯେ, ଲାଲ କରଡ଼ି ପାଣି ଘେରା ପାହାଡ଼…

ଦୁର୍ଘଟଣାରେ ବୌଦ୍ଧ ଏଡିଏମ୍‌ ମୃତ

ବୌଦ୍ଧ,୨୬।୮(ଡି.ଏନ୍‌.ଏ.) : ବୌଦ୍ଧ ଜିଲା ଏଡିଏମ୍‌ ରମାକାନ୍ତ ସେଠୀ(୫୫)ଙ୍କ ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ପ୍ରକାଶ ଯେ, ସେଠୀ ସୋମବାର ଭୁବନେଶ୍ୱରରୁ ବୌଦ୍ଧ ଆସୁଥିବାବେଳେ ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥ କରଡ଼ାକୋଠା ନିକଟରେ କାର୍‌ଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି…

ମନ୍ଦିର ହୁଣ୍ଡି, ଆଲମାରି ଭାଙ୍ଗି ଲକ୍ଷାଧିକ ଟଙ୍କା ଚୋରି

ନିରାକାରପୁର, ୨୬।୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା ରାମ ମନ୍ଦିର ଓ ସାଇ ମନ୍ଦିରରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। କେହି ଦୁର୍ବୃତ୍ତ ମନ୍ଦିରର ତାଲା କାଟି ହୁଣ୍ଡି, ଆଲମାରି ଏବଂ ସାଇ ବାବା ଲଗାଇଥିବା ରୁପାର ମୁକୁଟକୁ…

ମୁସଲମାନ କଲେ ହିନ୍ଦୁ ବ୍ୟକ୍ତିଙ୍କ ଅନ୍ତିମ ସଂସ୍କାର

ଗୁଆହାଟୀ, ୨୬।୮: ଆସାମରେ କାମରୂପ ଜିଲାରେ ଭାଇଚାରାର ଏକ ନିଆରା ଦିଗ୍‌ଦର୍ଶନ ଦେଖିବାକୁ ମିଳିଛି। ଜଣେ ହିନ୍ଦୁ ବ୍ୟକ୍ତିଙ୍କ ମୃତ୍ୟୁ ପରେ ମୁସଲମାନ ସମ୍ପ୍ରଦାୟର ଲୋକେ ହିନ୍ଦୁ ରୀତିନୀତି ଅନୁଯାୟୀ ତାଙ୍କ ଅନ୍ତିମ ସଂସ୍କାର କରିଛନ୍ତି। ରାଜକୁମାର ଗୌଡ(୬୫) ଦୀର୍ଘ ୨୫…

ପଦ୍ମଶ୍ରୀ ହଳଧର ନାଗଙ୍କ ବିରୋଧରେ ଏତଲା ପ୍ରତିବାଦରେ ବିକ୍ଷୋଭ

ବରଗଡ ଅଫିସ, ୨୬।୮: ପଦ୍ମଶ୍ରୀ ହଳଧର ନାଗଙ୍କ ବିରୋଧରେ କ୍ୟାପିଟାଲ ଥାନାରେ ଏତଲା ଘଟଣାକୁ ନେଇ କୋଶଲ ରାଜ୍ୟ ସମନ୍ବୟ ସମିତି ପକ୍ଷରୁ ଉଦ୍‌ବେଗ ପ୍ରକାଶ କରାଯାଇଛି। ଏହାର ପ୍ରତିବାଦରେ ସୋମବାର ବରଗଡ଼ ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?