Home Left

ମୋ ଆଚରଣ ସ୍ବାଭାବିକ: ଅନନ୍ୟା ପାଣ୍ଡେ

ମୁମ୍ବାଇ: ପ୍ରଯୋଜକ କରନ ଜୋହରଙ୍କ ‘ଷ୍ଟୁଡେଣ୍ଟ ଅଫ୍‌ ଦି ୟର୍‌ ଟୁ’ରେ ଅଭିନୟ ସହ ବଲିଉଡ଼ରେ ପଦାର୍ପଣ କରିଛନ୍ତି ଅଭିନେତ୍ରୀ ଅନନ୍ୟା ପାଣ୍ଡେ। ଏହାଦ୍ୱାରା ତାଙ୍କ ଜୀବନରେ ପରିବର୍ତ୍ତନ ଘଟିଥିଲେ ବି ତାଙ୍କର ଆଚରଣ ସ୍ବାଭାବିକ ରହିଛି ବୋଲି ସେ ପ୍ରକାଶ…

ମହାକାଶରେ ଆକାଉଣ୍ଟ ହ୍ୟାକ୍‌

ଓ୍ବାଶିଂଟନ୍‌, ୨୬ା୮(ଏଏଫ୍‌ପି):ମହାକାଶରେ ବ୍ୟାଙ୍କ ଆକାଉଣ୍ଟ ହ୍ୟାକ୍‌ ଘଟଣାଟି ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ହେଁ ସତ୍ୟ। ଏହି ଘଟଣାର ତଦନ୍ତ କରିବାକୁ ଯାଉଛି ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’। ମହାକାଶଚାରୀ ଆନ୍ନେ ମ୍ୟାକ୍‌କ୍ଲେନଙ୍କ ବିରୋଧରେ ଆସିଛି ଏଭଳି ଅଭିଯୋଗ। ସେ ସ୍ପେସ୍‌…

ଆମ ଗାଁ ଆମ ବିକାଶ ଯୋଜନା : ସରକାରଙ୍କ ତଥ୍ୟର ତାଳମେଳ ନାହିଁ

ଭୁବନେଶ୍ୱର,୨୬ା୮(ବ୍ୟୁରୋ): ୨୦୧୮ ମାର୍ଚ୍ଚ ୫ ତାରିଖରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତ୍ୟେକ ଗ୍ରାମାଞ୍ଚଳର ବିକାଶ ଲାଗି ଆମ ଗାଁ ଆମ ବିକାଶ ଯୋଜନାର ଘୋଷଣା କରିଥିଲେ। ଏହାଦ୍ୱାରା ପ୍ରତି ପଞ୍ଚାୟତରେ ବିକାଶକାର୍ଯ୍ୟ ତ୍ୱରାନ୍ବିତ ହେବ ବୋଲି…

ଏକତାର ଚିତ୍ର ଆଙ୍କିଲେ ଟ୍ରମ୍ପ୍‌

ବିଆରିଜ୍‌,୨୬ା୮:ସାରା ବିଶ୍ୱରେ ଅର୍ଥନୈତିକ ମାନ୍ଦାବସ୍ଥା ଲାଗିରହିଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫ୍ରାନ୍ସର ବିଆରିଜ୍‌ରେ ଚାଲିଥିବା ଜି-୭ ସମ୍ମିଳନୀରେ ଏକତାର ଚିତ୍ର ଆଙ୍କିଛନ୍ତି। ଏହି ଅବସରରେ ସେ ପାଶ୍ଚାତ୍ୟର ସହଯୋଗୀ ରାଷ୍ଟ୍ର ନେତାମାନଙ୍କ ସହ ବୈଠକ କରି ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌…

ଜି-୭ରେ ଇରାନ ବହିର୍ବ୍ୟାପାର ମନ୍ତ୍ରୀ

ବିଆରିଜ୍‌,୨୬ା୮(ଏଏଫ୍‌ପି): ଫ୍ରାନ୍ସର ବିଆରିଜ୍‌ରେ ଚାଲିଥିବା ଜି-୭ ସମ୍ମିଳନୀରେ ଭାଗନେବା ପାଇଁ ରବିବାର ଇରାନର ବହିର୍ବ୍ୟାପାର ମନ୍ତ୍ରୀ ମହମ୍ମଦ ଜାଭେଦ ଜରିଫ୍‌ ଅତି ନାଟକୀୟ ଭାବେ ପହଞ୍ଚତ୍ଛନ୍ତି। ପରମାଣୁ କାର୍ଯ୍ୟକ୍ରମକୁ ନେଇ ଓ୍ବାଶିଂଟନ ଓ ତେହେରାନ ମଧ୍ୟରେ ଉତ୍ତେଜନା ଲାଗିରହିଥିବାବେଳେ ଫ୍ରାନ୍ସ ରାଷ୍ଟ୍ରପତି…

ଅକ୍ଟୋବର ୨ରୁ ପ୍ଲାଷ୍ଟିକ୍‌ ବର୍ଜ୍ୟ ବିରୋଧରେ ଗଣଆନ୍ଦୋଳନ ଆହ୍ବାନ

ନୂଆଦିଲ୍ଲୀ,୨୬ା୮(ପି.ଟି.): ଚଳିତ ବର୍ଷ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ କରାଯିବାକୁ ଥିବାବେଳେ ଏହିଦିନକୁ ସ୍ମରଣୀୟ କରିବା ପାଇଁ ଭାରତକୁ ପ୍ଲାଷ୍ଟିକ୍‌ ମୁକ୍ତ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ବାନ ଦେଇଛନ୍ତି। ଦିଓ୍ବାଲି ପୂର୍ବରୁ ବିଭିନ୍ନ ସ୍ଥାନରେ ଜମା ହୋଇ…

‘ନିଷ୍ଠୁରତାକୁ ସାମ୍ନା କରିଛନ୍ତି ବିରୋଧୀ’

ନୂଆଦିଲ୍ଲୀ,୨୬ା୮(ପି.ଟି.):ଶ୍ରୀନଗର ଗସ୍ତବେଳେ ବିରୋଧୀ ଜମ୍ମୁ-କଶ୍ମୀର ପ୍ରଶାସନର ନିଷ୍ଠୁରତା ଓ ସୁରକ୍ଷା ବଳର ନିର୍ମମତାର ସମ୍ମୁଖୀନ ହୋଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି। ସେହିପରି ଗଣମାଧ୍ୟମ ସହ ମଧ୍ୟ ଅନୁରୂପ ବ୍ୟବହାର ଦେଖାଯାଉଛି। ୨୦ ଦିନ ହେଲା ଜମ୍ମୁ-କଶ୍ମୀରବାସୀଙ୍କ ସ୍ବାଧୀନତା ଓ…

୩୭୦ ଉଚ୍ଛେଦକୁ ବିରୋଧ କର

ଶ୍ରୀନଗର,୨୬ା୮(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ପାହ୍ୟା ପ୍ରତ୍ୟାହାର ନେଇ କେନ୍ଦ୍ରର ନିଷ୍ପତ୍ତି ସମସ୍ତ ଅନ୍ତର୍ଜାତୀୟ ଆଇନ ଓ ଜାତିସଂଘର ସଂକଳ୍ପନାମାକୁ ଉଲ୍ଲଂଘନ କରୁଛି। ଏହାଦ୍ୱାରା କଶ୍ମୀରରେ ଜନସଂଖା ପରିସଂଖ୍ୟାନରେ ପରିବର୍ତ୍ତନ ଆଣି ଉପନିବେଶ ସ୍ଥାପନ କରିବାକୁ ଚାହୁଁଛି କେନ୍ଦ୍ର। ତେଣୁ ଏଭଳି ଘଡ଼ିସନ୍ଧି…

ଅର୍ଥନୀତିରେ ମାନ୍ଦାବସ୍ଥା

ଭାରତୀୟ ଅର୍ଥନୀତି ସଙ୍କଟ ଦେଇ ଗତି କରୁଥିବା ଆଲୋଚନା ହେଉଛି। ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ଏ ନେଇ ନିକଟରେ ମତ ରଖିଛନ୍ତି। ଅଗଷ୍ଟ ୨୩ରେ ଅର୍ଥନୀତି ନିର୍ମଳା ସୀତାରାମନ ଖବରଦାତା ସମ୍ମିଳନୀରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଲାଗି…

ଦୁର୍ଦ୍ଦିନରେ କଳିଙ୍ଗନଗର ନୀଳାଚନ ଇସ୍ପାତ କାରଖାନା : କଳିଙ୍ଗନଗର ମଜଦୁର ୟୁନିୟନର ପୁନରୁଉଦ୍ଧାର ଦାବି

କଳିଙ୍ଗନଗର,୨୬ା୮(ଡି.ଏନ୍‌.ଏ.): ଯାଜପୁର ଜିଲା କଳିଙ୍ଗନଗରରେ ଥିବା ନୀଳାଚନ ଇସ୍ପାତ ନିଗମ ଲିମିଟେଡ୍‌ର (ଏନ୍‌ଆଇଏନ୍‌ଏଲ୍‌) ପୁନରୁଦ୍ଧାର ପାଇଁ କଳିଙ୍ଗନଗର ମଜଦୁର ୟୁନିୟନ ଦାବି କରିଛି। ରାଷ୍ଟ୍ରୀୟ ଇସ୍ପାତ୍ତ ନିଗମ ଲିମିଟେଡ୍‌(ଆର୍‌ଆଇଏନ୍‌ଏଲ୍‌) ଏବଂ ଷ୍ଟିଲ ଅଥୋରିଟି ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ସେଲ୍‌) ଓ ଓମ୍‌ସି…

ମାର୍ଚ୍ଚରେ ସରିବ ୩ ଖଣି ଲିଜ ଅବଧି : ପୁନଃ ଲିଜ୍‌ ଦୌଡ଼ରେ ଟାଟା ଷ୍ଟିଲ, ବିସି ମହାନ୍ତି, ମିଶ୍ରିଲାଲ

ଯାଜପୁର ଅଫିସ/କାଳିଆପାଣି(ଡି.ଏନ.ଏ.),୨୬ା୮: ଆଉ ମାତ୍ର ୭ମାସ ପରେ ଯାଜପୁର ଜିଲା ରନତ୍ଗର୍ଭା ସୁକିନ୍ଦା ଅଞ୍ଚଳ ଟାଟା ଷ୍ଟିଲର ସୁକିନ୍ଦା କ୍ରୋମାଇଟ ଖଣି, ବିସି ମହାନ୍ତି କମର୍ଦ୍ଦା ଖଣି ଓ ମିଶ୍ରିଲାଲର ସାରୁଆବିଲ କ୍ରୋମ ଖଣି ଅବଧି ଶେଷ ହେବାକୁ ବସିଛି। ନିକଟରେ…

ପୋଲିସ ଧୀରେ ଧୀରେ ଲୋକଙ୍କ ନିକଟତର ହେଉଛି; ଜିଲା ପାଇଁ ମନଲଗାଇ କାମ କରିବେ: ଏସ୍‌ପି ଅଗ୍ରୱାଲ

ନୂଆପଡା ଅଫିସ,୨୬ା୮ : ଦିନେ ପୋଲିସ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ ଏକ ବ୍ୟବଧାନ ରହିଥିଲା । ଲୋକେ ଏକ ଅନ୍ୟ ଦୃଷ୍ଟିରେ ଦେଖୁଥିଲେ। ବତ୍ତମାନ ପୋଲିସ ଲୋକଙ୍କ ନିକଟତର ହୋଇ ସୁଖଦୁଃଖରେ ସାମିଲ ରହି ଆସ୍ଥା ଭାଜନ ହୋଇ ପାରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?