Home Left

ସିନ୍ଧୁଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ: କହିଲେ, ଦେଶ ତୁମ ପାଇଁ ଗର୍ବିତ

ନୂଆଦିଲ୍ଲୀ, ୨୫।୮: ବିଡବ୍ଲୁଏଫ ବିଶ୍ୱ ଚାମ୍ପିୟନଶିପରେ ଭାରତୀୟ ବ୍ୟାଡମିଣ୍ଟନ ଷ୍ଟାର୍‌ ପିଭି ସିନ୍ଧ ଐତିହାସିକ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସିନ୍ଧୁଙ୍କ ଏହି ସଫଳତା ପରେ ବିଦେଶରେ ଥାଇ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସିନ୍ଧୁଙ୍କ ପାଇଁ ଆମ…

ମା’ଙ୍କ ଜନ୍ମଦିନରେ ବଡ ଉପହାର ଭେଟି ଦେଲେ ସିନ୍ଧୁ

ବାସେଲ, ୨୫।୮: ସୁଇଜରଲାଣ୍ଡର ବାସେଲଠାରେ ଚାଲିଥିବା ବ୍ୟାଡମିଣ୍ଟନର ବିଡବ୍ଲୁଏଫ ବିଶ୍ୱ ଚାମ୍ପିୟନଶିପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି ଭାରତୀୟ ମହିଳା ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ। ସେ ପ୍ରଥମ ଭାରତୀୟ ଭାବେ ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିୟନଶିପରେ ଦେଶ ପାଇଁ…

ନ୍ୟୁଜିଲାଣ୍ଡର ମହତ୍ତ୍ୱପୂର୍ଣ୍ଣ ଇନିଂସ ଅଗ୍ରଣୀ

କଲମ୍ବୋ, ୨୫।୮- ସ୍ଥାନୀୟ ପି. ସାରା ଓଭାଲ ଗ୍ରାଉଣ୍ଡରେ ଘରୋଇ ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ୨ୟ ଟେଷ୍ଟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ମହତ୍ତ୍ୱପୂର୍ଣ୍ଣ ପ୍ରଥମ ଇନିଂସ ଅଗ୍ରଣୀ ହାସଲ କରିଛି। ବର୍ଷା ବାଧାପ୍ରାପ୍ତ ଏହି ମ୍ୟାଚ୍‌ରେ ଶ୍ରୀଲଙ୍କା ପ୍ରଥମ ଇନିଂସରେ ୨୪୪ ରନରେ…

୫ ହଜାରରୁ ଅଧିକ ଆସିଲାଣି ବିବାହ ପ୍ରସ୍ତାବ, ହେଲେ କାହାକୁ ବିବାହ କରିବେ ବାହୁବଳୀ ପ୍ରଭାସ

‘ବାହୁବଳୀ’ ଷ୍ଟାର ପ୍ରଭାସଙ୍କ ବିବାହକୁ ସବୁବେଳେ ଚର୍ଚ୍ଚା ହୋଇଥାଏ। ସେ କେବେ ଓ କାହାକୁ ବିବାହ କରିବେ ତାହା ଜାଣିବା ପାଇଁ ପ୍ରଶଂସକଙ୍କ ପ୍ରବଳ ଇଚ୍ଛା। ଏପର୍ଯ୍ୟନ୍ତ ବିଭିନ୍ନ ଅଭିନେତ୍ରୀଙ୍କ ତାଙ୍କ ନାଁ ଯୋଡା ସରିଲାଣି। କିନ୍ତୁ ସେ କାହାକୁ ବିବାହ…

ଥମୁନି ଆମାଜନ ଜଙ୍ଗଲର ନିଆଁ, ସାରା ବିଶ୍ୱରେ ବିରୋଧ ପ୍ରଦର୍ଶନ ଜାରି

ହୁମାଇଟା,୨୫।୮: ସର୍ବବୃହତ ବିଷୁବ ମଣ୍ଡଳୀୟ ଜଙ୍ଗଲ ଆମାଜନର ବହୁ ଅଞ୍ଚଳ ଦୁଇ ସପ୍ତାହ ହେଲା ଜଳୁଛି। ଏହି ନିଆଁ ଲିଭିବାର ନାଁ ଧରୁନି। ବ୍ରାଜିଲ୍‌ ଏବଂ ବୋଲଭିଆ ପରେ ପରାଗୁଏ ଆଡେ ଏହି ନିଆଁ ଏବେ ବ୍ୟାପିବାରେ ଲାଗିଛି। ନିଆଁ ଲିଭାଇବା…

ସଫା କରିବା ପାଇଁ ନଗର ନିଗମକୁ ସୂଚନା ଦେବ ସ୍ମାର୍ଟ ଡଷ୍ଟବିନ୍‌

ହାଇଦ୍ରାବାଦର ୧୨ ବର୍ଷ ବୟସର ବାଳକ ମହମ୍ମଦ ହାସନ । ୮ମ ଶ୍ରେଣୀର ଛାତ୍ର। ଏତେ କମ୍‌ ବୟସରେ ବି ହାସନ ମେକାନିକାଲ ଓ ଇଲେକ୍ଟ୍ରିକାଲ ଇଞ୍ଜିନିୟରିଂ ଛାତ୍ରଙ୍କୁ ପଢାଉଛନ୍ତି। ଏବେ ସେ ଏକ ସ୍ମାର୍ଟ ଡଷ୍ଟ୍‌ବିନ ନିର୍ମାଣ କରିଛନ୍ତି ଯାହା…

ମହାକାଶ ପର୍ଯ୍ୟଟନ ଦୌଡ଼ରେ ତିନୋଟି କମ୍ପାନୀ

ନୂଆଦିଲ୍ଲୀ: ଆଜକୁ ୫୦ ବର୍ଷ ପୂର୍ବେ ଯେତେବେଳେ ମଣିଷ ପ୍ରଥମେ ଚନ୍ଦ୍ରକୁ ଯାଇଥିଲା ସେତେବେଳେ ସ୍ପେସ୍‌ ଏକ୍ସର ସିଇଓ ଏଲନ୍‌ ମସ୍କ ଜନ୍ମ ହୋଇନଥିଲେ , ବ୍ଲୁ ଓରିଜିନର ମାଲିକ ଜେଫ୍‌ ବେଜୋସ୍‌ଙ୍କ ବୟସ ଥିଲା ୫ ଓ ଭର୍ଜିନ ଗାଲାଷ୍ଟିକ୍‌ର…

ବିବାହ ପାଇଁ ମନ୍ଦିରରେ ରଖାଯାଏ ଏଭଳି ସର୍ତ୍ତ…

ଉତ୍ତରାଖଣ୍ଡ ଆଲମୋରାରେ ରହିଛି ଗେଲୁ ଦେବତାଙ୍କ ମନ୍ଦିର। ମନ୍ଦିରରେ ପ୍ରତିଦିନ ବିବାହ ଅନୁଷ୍ଠିତ ହୋଇଥାଏ। ପ୍ରତିବର୍ଷ ଏଠାରେ ୪ଶହରୁ ଅଧିକ ବିବାହ ହୋଇଥାଏ। ତେବେ ଏବେ ମନ୍ଦିରରେ ବିବାହ ପାଇଁ ଏକ ସର୍ତ୍ତ ରଖାଯାଇଛି। ଏଠାରେ ବିବାହରେ ଉଭୟ କନ୍ୟା-ବରଙ୍କ ଆଧାର…

ଶିକ୍ଷକଙ୍କ ବଦଳିରେ କାନ୍ଦିଲେ ପୂରା ଗାଁ ଲୋକେ: ଢୋଲ, ଘଣ୍ଟ ବଜାଇ ଦେଲେ ସମ୍ବର୍ଦ୍ଧନା

ଡେରାଡୁନ୍‌,୧୫।୮:ଆଜିକାଲି ସରକାରୀ ସ୍କୁଲରେ ପାଠପଢା ଦେଖି ଅଭିଭାବକମାନେ ନିଜ ପିଲାଙ୍କୁ ବେସରକାରୀ ସ୍କୁଲରେ ଅଧିକ ଫିସ୍‌ ଦେଇ ପାଠ ପଢାଇବାକୁ ବାଧ୍ୟ ହେଉଛନ୍ତି। କିନ୍ତୁ ଆଜିବି କିଛି ସରକାରୀ ସ୍କୁଲରେ ପାଠପଢା ଦେଖି ପିଲାମାନେ ଶିକ୍ଷକଙ୍କୁ ଛାଡିବାକୁ ନାରାଜ ହେଉଛନ୍ତି। ଏହାର…

ସେପ୍ଟେମ୍ବର ପହିଲାରୁ ନୂଆ ଟ୍ରାଫିକ ନିୟମ : ଲୋକଙ୍କୁ ସଚେତନ କରାଇବାକୁ ବୋର୍ଡ ଲଗାଇଲା କମିଶନରେଟ୍‌ ପୋଲିସ

ଭୁବନେଶ୍ୱର,୨୫।୮(ବ୍ୟୁରୋ) : ଟ୍ରାଫିକ ନିୟମ ଉଲ୍ଲଙ୍ଘନ ନେଇ କମିଶନରେଟ୍‌ ପୋଲିସ ପକ୍ଷରୁ ସଚେତନ କରାଯାଇଛି। କମିଶନରେଟ୍‌ ପୋଲିସ ଅଧୀନରେ ଥିବା ବିଭିନ୍ନ ସ୍ଥାନରେ ଟ୍ରାଫିକ ଉଲ୍ଲଙ୍ଘନକାରୀଙ୍କ ରହିଥିବା ଦଣ୍ଡବିଧାନ ସମ୍ପର୍କରେ ବାର୍ତ୍ତା ଦିଆଯାଇଛି। ଆସନ୍ତା ସେପ୍ଟେମ୍ବର ପହିଲାରୁ ଏହି ନିୟମ ଲାଗୁହେବ।…

ବ୍ରିଟେନ୍‌ ମହାରାଣୀ ପିନ୍ଧି ସାରିଛନ୍ତି ୫ହଜାର ପ୍ରକାରର ଟୋପି

ବ୍ରିଟେନ୍‌ରେ ଲୋକେ ହ୍ୟାଟ୍‌ ବା ଟୋପି ପିନ୍ଧିବାକୁ ବେଶି ପସନ୍ଦ କରିଥାଆନ୍ତି। ବିବାହ ହେଉ ଅବା ଅନ୍ୟ କୌଣସି ଉତ୍ସବ ଅଧିକାଂଶ ଲୋକେ ଟୋପି ପିନ୍ଧିବାକୁ ପସନ୍ଦ କରିଥାଆନ୍ତି। ତେବେ ବ୍ରିଟେନ୍‌ର ରାଣୀ ଏଲିଜାବେଥ୍‌ଙ୍କ ଟୋପିର ରଙ୍ଗ ଓ ଡିଜାଇନ୍‌ ସବୁଠାରୁ…

ନକଲି ଶିକ୍ଷକଙ୍କୁ ଝଟକା : ୧ ମାସ ଭିତରେ ଦାଖଲ କରିବାକୁ ପଡ଼ିବ ଜାତିଗତ ପ୍ରମାଣପତ୍ର

କର୍ଲାମୁଣ୍ଡା,୨୫।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ନକଲି ଶିକ୍ଷକ ପ୍ରମାଣପତ୍ର ଯାଞ୍ଚ ପ୍ରକ୍ରିୟା ଜୁଲାଇ ମାସରେ ଆରମ୍ଭ ହୋଇ ସାରିଥିବା ବେଳେ ଏବେ ପୁଣି ଜାତିଗତ ପ୍ରମାଣପତ୍ର ଓ ମାଇଗ୍ରେସନ ସାର୍ଟିଫିକେଟ ଯାଞ୍ଚ ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ଚିଠି ଜାରି ହୋଇଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?