Home Left

ବିଦ୍ୟୁତ କାଟ୍‌କୁ ନେଇ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ବଅଁରପାଳ,୨୫।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅନ୍ତର୍ଗତ ବନ୍ଦା, ଝଯିରୀବାହଳ ଓ ଚଉରୀଡ଼ିହ ଗ୍ରାମରେ ଶନିବାରଠାରୁ ବିଦ୍ୟୁତ ନ ଥିବାରୁ ଏ ନେଇ ରବିବାର ଗ୍ରାମବାସୀଙ୍କ ପକ୍ଷରୁ ବଅଁରପାଳ ବିଦ୍ୟୁତ କାର୍ଯ୍ୟାଳୟ ଘେରାଉ କରାଯିବା ସହ ଥାନାରେ ମଧ୍ୟ ଅଭିଯୋଗ ହୋଇଛି।…

ବାଲିମେଳାସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ଛାତ୍ରାବାସରେ ଅବ୍ୟବସ୍ଥା: ଶଯ୍ୟା ନ ଥିବାରୁ ତଳେ ଶୋଉଛନ୍ତି ୧୦୦ରୁ ଊର୍ଦ୍ଧ୍ୱ ଛାତ୍ର, ନିର୍ମାଣର ୨ ବର୍ଷରେ ଛାତରୁ ଗଳୁଛି ପାଣି

କୋରୁକୋଣ୍ଡା,୨୫।୮(ଡି.ଏନ୍‌.ଏ): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟରେ ଥିବା ଛାତ୍ରାବାସରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି। ଉକ୍ତ ଛାତ୍ରାବାସରେ ମୋଟ ୩୩୦ ପିଲା ରହୁଥିବାବେଳେ ଶଯ୍ୟାର ବନ୍ଦୋବସ୍ତ ନ ଥିବା ଯୋଗୁ ପିଲାମାନେ…

ଏହି ଗୀତରେ ରବିନାଙ୍କ ସହ ରୋମାଣ୍ଟିକ୍‌ ଡ୍ୟାନ୍ସ କଲେ ପ୍ରଭାସ

ବାହୁବଳୀ ଷ୍ଟାର ପ୍ରଭାସଙ୍କ କୋଟିଏରୁ ଊର୍ଦ୍ଧ୍ୱ ଫ୍ୟାନ୍‌ ରହିଛନ୍ତି। କିନ୍ତୁ ପ୍ରଭାସ ରବିନା ଟଣ୍ଡନଙ୍କ ବଡ଼ ଫ୍ୟାନ୍‌। ଏହି କଥା ପ୍ରଭାସ ଡ୍ୟାନ୍ସ ଶୋ’ ‘ନଚ୍‌ ବଲିୟେ -୯’ରେ ସମସ୍ତଙ୍କୁ ଜଣାଇଛନ୍ତି। ଶୋ’ରେ ପ୍ରଭାସ – ରବିନାଙ୍କ ସହ ‘ଟିପ୍‌ ଟିପ୍‌…

ଫୋର୍ବସର ଅଧିକ ଆୟ କରୁଥିବା ନାୟିକାଙ୍କ ତାଲିକାରୁ ବାଦ୍‌ ପଡିଲେ ଦୀପିକା, ପ୍ରିୟଙ୍କା

ନୂଆଦିଲ୍ଲୀ,୨୫।୮: ଫୋର୍ବସ ନିକଟରେ ପ୍ରକାଶ କରିଛି ହାଇଏଷ୍ଟ ପେଡ୍‌ ଆକ୍ଟ୍ରେସଙ୍କ ତାଲିକା। ହେଲେ ଏଥିରେ ୨୦୧୭ରେ ଭାରତର ହାଇଏଷ୍ଟ ପେଡ୍‌ ଆକ୍ଟ୍ରେସ ଭାବେ ଦୀପିକା ପାଦୁକୋନଙ୍କ ନାଁ ଏଥର ତାଲିକାରୁ ବାଦ୍‌ ପଡିଛି। ସେହିପରି ୨୦୧୮ରେ ଫୋର୍ବସର ମୋଷ୍ଟ ପାଓ୍ବାରଫୁଲ୍‌ ଓମେନ୍‌…

ଖୁଦୁରୁକୁଣୀ ପୂଜାରେ ଅଘଟଣ: ଋଷିକୂଲ୍ୟାକୁ ପାଣି ଆଣିବାକୁ ଯାଇ ଭାସିଗଲେ ୫ ବାଳିକା; ୪ ଉଦ୍ଧାର, ଜଣେ ନିଖୋଜ

ଶେରଗଡ଼,୨୫।୮(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଅନ୍ତର୍ଗତ କାଞ୍ଜିଆମା ଗ୍ରାମ ଦେଇ ବହିଯାଇଥିବା ଋଷିକୂଲ୍ୟା ନଦୀରେ ରବିବାର ସକାଳେ ୫ ବାଳିକା ଭାସି ଯାଇଥିଲେ। ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଜଣେ ନିଖୋଜ ଅଛନ୍ତି। ସେ ହେଲେ…

ଜନ୍ମାଷ୍ଟମୀରେ ଲାଲୁ ନନ୍ଦନଙ୍କ ଶ୍ରୀକୃଷ୍ଣ ବେଶ ସୋସିଆଲ ମିଡିଆରେ ଭାଇରାଲ

ପାଟନା,୨୫।୮: କିଛି ନା କିଛି ଘଟଣାକୁ ନେଇ ବହୁ ସମୟରେ ଗଣମାଧ୍ୟମରେ ଚର୍ଚ୍ଚାରେ ରହୁଥିବା ଆର୍‌ଜେଡି ନେତା ତେଜପ୍ରତାପ ଯାଦବ ଜନ୍ମାଷ୍ଟମୀ ଅବସରରେ ମଧ୍ୟ ଆସିଛନ୍ତି ଚର୍ଚ୍ଚାକୁ। ଶନିବାର ମଧ୍ୟ ରାତ୍ରରେ ତେଜପ୍ରତାପ ଶ୍ରୀକୃଷ୍ଣ ବେଶ ଧାରଣ କରିବା ସହ ବାଳ…

ବାହାରିନ୍‌ରେ ଜେଟଲୀଙ୍କୁ ମନେପକାଇ କିଛି ସମୟ ନିରବି ଗଲେ ମୋଦି

ମାନାମା,୨୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ବାହାରିନ୍‌ ଗସ୍ତରେ ଅଛନ୍ତି। ରବିବାର ବାହାରିନ୍‌ ନ୍ୟାଶନାଲ ଷ୍ଟାଡିୟମରେ ପ୍ରାୟ ୧୫ ହଜାର ଭାରତୀୟଙ୍କୁ ଉଦ୍‌ବୋଧନ ଦେବା ସମୟରେ ସେ ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କୁ ମନେ ପକାଇ କିଛି ସମୟ ନିରବି ଯାଇଥିବା…

ମୁସଲମାନ୍‌ ଆଇପିଏସ୍‌ ଅଫିସର ଜନ୍ମାଷ୍ଟମୀରେ ଶ୍ରୀକୃଷ୍ଣଙ୍କୁ କଲେ ପୂଜାର୍ଚ୍ଚନା

ଲଳିତପୁର,୨୫।୮: ଦେଶରେ ବିଭିନ୍ନ ସମ୍ପ୍ରଦାୟ ମଧ୍ୟରେ ହିଂସା ଜାରି ରହିଥିବାବେଳେ ଉତ୍ତରପ୍ରଦେଶର ଜଣେ ମୁସଲମାନ୍‌ ଆଇପିଏସ୍‌ ଅଫିସର ସାମ୍ପ୍ରଦାୟିକ ସଦ୍‌ଭାବର ନିଆରା ଉଦାହରଣ ସୃଷ୍ଟି କରିଛନ୍ତି। ଲଳିତପୁର ସ୍ଥିତ ପୋଲିସ ଲାଇନ୍‌ରେ ଥିବା ମୁକ୍ତିଧାମ ମନ୍ଦିରରେ ଜନ୍ମାଷ୍ଟମୀ ଅବସରରେ ଆଇପିଏସ୍‌ ଅଫିସର…

ବିଲେଇ ପିନ୍ଧୁଛନ୍ତି ନିଜ ଲୋମରେ ତିଆରି କ୍ୟାପ୍‌

ପୋଷା ପ୍ରାଣୀଭାବେ ଅନେକେ ବିଲେଇ ରଖିବାକୁ ପସନ୍ଦ କରନ୍ତି। ସେମାନଙ୍କ ସୁନ୍ଦର କମନୀୟ ଚେହେରା, ଗେହ୍ଲେଇ ହେବା ଲୋକଙ୍କ ମନ ଜିଣିନିଏ। ଅନେକେ ତ ନିଜ ପୋଷା ବିଲେଇକୁ ବିଭିନ୍ନ ବେଶରେ ସଜେଇ ମଧ୍ୟ ଥାଆନ୍ତି। ଯାହାଫଳରେ ସେମାନେ ଆହୁରି ସୁନ୍ଦର…

ଭଲ ପିଚ୍‌ ଟେଷ୍ଟ କ୍ରିକେଟକୁ ଆଗକୁ ନେବ: ସଚିନ

ମୁମ୍ବାଇ, ୨୫।୮(ପି.ଟି.): କ୍ରିକେଟର ସବୁ ଲମ୍ବା ଫର୍ମାଟ କୁହାଯାଉଥିବା ଟେଷ୍ଟର ଲୋକପ୍ରିୟତାକୁ ବଞ୍ଚାଇ ରଖିବାକୁ ଏବେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ପ୍ରୟାସ ଜାରି ରଖିଛି। କ୍ରିକେଟ ଆଇକନ୍‌ ସଚିନ ତେନ୍ଦୁଲକର ମଧ୍ୟ ଏ ନେଇ ନିଜର ପରାମର୍ଶ ଦେଇଛନ୍ତି। ଟେଷ୍ଟ…

ପୋଲ ତଳକୁ ଖସିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ : ଡ୍ରାଇଭର ଆହତ

କୋରୁକୋଣ୍ଡା,୨୫।୮(ଡି.ଏନ୍‌.ଏ.) : ମାଲକାନଗିରି ଜିଲା କୋରୁକୋଣ୍ଡା ପୋଲ ନିକଟରେ ଏକ ଚାଉଳ ବୋଝେଇ ଟ୍ରକ ଖସିପଡ଼ିଥିବା ବେଳେ ଡ୍ରାଇଭର ଆହତ ହୋଇଛନ୍ତି। ମିିଳିଥିବା ସୂଚନା ଅନୁଯାୟୀ, ମାଲକାନଗିରିରୁ ଏକ ଟ୍ରକ୍‌ରେ (ଓଆର ୨୫ – ଏ- ୩୮୮୧) ପିଡିଏସ୍‌ ଚାଉଳ ବୋଝେଇ…

ଶରୀରରେ ଯଦି ଏହି ବ୍ୟତିକ୍ରମ ଥାଏ

ବିଭିନ୍ନ କାରଣ ହେତୁ କେତେକଙ୍କ ଶରୀରର କୌଣସି ଅଂଶରେ ବ୍ୟତିକ୍ରମ ବା କିଛି ଚିହ୍ନ ଦେଖା ଦେଇଥାଏ। ତେବେ ଏହା ଆମ ଶରୀରକୁ କୌଣସି କ୍ଷତି ପହଞ୍ଚାଇ ନ ଥାଏ କିନ୍ତୁ ଏହାର ପ୍ରଭାବ ଆମ ଜୀବନ ଉପରେ ପଡିଥାଏ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?