ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତଙ୍କୁ ୧୧ ଥର ଚପଲ ମାଡ଼ ଏବଂ ୫ ଲକ୍ଷ ଜରିମାନା ଦଣ୍ଡରେ ଦଣ୍ଡିତ କଲା ପଞ୍ଚାୟତ
ପାଟନା,୨୫।୮: ବିହାର ରାଧୋପୁର ସ୍ଥିତ ରସୁଖଦାର ଗଣେଶ ସ୍ବର୍ଣ୍ଣକାରରେ ଘଟିଛି ଏକ ଅଭାବନୀୟ ଘଟଣା। ୧୧ ବର୍ଷ ବୟସ୍କ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯିବା ଘଟଣାରେ ପୋଲିସ କୌଣସି ଫଇସଲା ନେବାକୁ ମନା କରିବାରୁ ଏହାର ବିଚାର ପଞ୍ଚାୟତରେ ହୋଇଛି। ଗାଁ…
ମନବୋଧଙ୍କ ମୁହଁକୁ ଗ୍ରାସ କରିଚାଲିଛି ଟ୍ୟୁମର: ‘ସହାୟତା ନ ଦେଲେ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ଦିଅ’
ଭୁବନେଶ୍ୱର,୨୫।୮(ବ୍ୟୁରୋ): ଯେଉଁ ବୟସରେ ରୋଜଗାର କରି ପରିବାର ପାଇଁ ସହାୟକ ହେବା କଥା, ସେହି ବୟସରେ ଜୀବନ ପାଲଟିଯାଇଛି ନର୍କ। କାରଣ ମୁହଁକୁ ଗ୍ରାସ କରିଚାଲିଛି ଏକ ଟ୍ୟୁମର। ତାହାର ପ୍ରଭାବରେ ଗୋଟିଏ ଆଖି ଆଉ ଦେଖାଯାଉନାହିଁ। ମୁହଁ କଦର୍ଯ୍ୟ ହୋଇଯାଇଥିବାରୁ…
ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ସୁଦର୍ଶନ ଓ ଦୂତୀ: ଛାତ୍ରୀଛାତ୍ରଙ୍କୁ କହିଲେ ନିଜ ସଂଘର୍ଷ କାହାଣୀ
ପୁରୀ ଅଫିସ, ୨୫।୮: ନିଜ ନିଜ କ୍ଷେତ୍ରରେ ବେଶ୍ ସଫଳତା ଅର୍ଜନ କରି ଓଡ଼ିଶା ପାଇଁ ଗର୍ବ ଏବଂ ଗୌରବ ପାଲଟିଥିବା ୨ ଓଡ଼ିଆ ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଏବଂ ଦୌଡ଼ରାଣୀ ଦୂତୀ ଚାନ୍ଦ ଶନିବାର ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ…
ସିପସରୁବାଲି ମୌଜାରେ ଜବରଦଖଲ ଉଚ୍ଛେଦ: ତିଆରି ହେବ ଲୋକସେବା ସଦନ
ପୁରୀ ଅଫିସ, ୨୫।୮: ବଦଳିବ ପୁରୀର ଢାଞ୍ଚା। ବିଶ୍ୱର ଐତିହ୍ୟ ସହର ଭାବେ ପାଇବ ନୂଆ ପରିଚୟ। ଏଥିପାଇଁ ସହରର ସାମ୍ପ୍ରତିକ ଚିତ୍ରରେ ବ୍ୟାପକ ପରିବର୍ତ୍ତନ ହେବ। ଭିତ୍ତିଭୂମି, ନୂଆ ରାସ୍ତା, ସେତୁ, ପାର୍କିଂ, ସଂରକ୍ଷଣ, ସୌନ୍ଦର୍ଯ୍ୟକରଣ, ପୁନରୁଦ୍ଧାର ଆଦି କାମ…
ଦହିହାଣ୍ଡି ଭଙ୍ଗା ଉତ୍ସବରେ ୧୩୩ ଆହତ
ମୁମ୍ବାଇ, ୨୫।୮: ମହାରାଷ୍ଟ୍ର ମୁମ୍ବାଇରେ ଦହିହାଣ୍ଡି ଭଙ୍ଗା ଉତ୍ସବରେ ବିଭିନ୍ନ ସ୍ଥାନରେ ହ୍ୟୁମାନ ପିରାମିଡ୍ ଭାଙ୍ଗିଯିବାରୁ ୧୩୩ ଜଣ ଆହତ ହୋଇଛନ୍ତି। ମୁମ୍ବାଇରେ ୧୧୯ ଜଣ ଆହତ ହୋଇଥିବାବେଳେ ଥାନେ ଅଞ୍ଚଳରେ ୧୪ ଜଣ ଆହତ ହୋଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ…
କୋହଲି, ରାହାନେଙ୍କ ଅର୍ଦ୍ଧଶତକ: ଭାରତ ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ
ନର୍ଥ ସାଉଣ୍ଡ (ଆଣ୍ଟିଗୁଆ),୨୫।୮(ପି.ଟି.)- ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍ରେ ଭ୍ରମଣକାରୀ ଭାରତ ଅଧିନାୟକ ବିରାଟ କୋହଲି ଓ ଉପ- ଅଧିନାୟକ ଅଜିଙ୍କ୍ୟ ରାହାନେଙ୍କ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ସ୍ଥିତି ଦୃଢ଼ କରିଛି। ଟସ୍ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା…
ଶ୍ରୀମନ୍ଦିରରେ ସରିଲା ନନ୍ଦୋତ୍ସବ: ଆଜି ଠାକୁରଙ୍କ ବନଭୋଜି ବେଶ
ପୁରୀ ଅଫିସ,୨୫।୮: ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ପରେ ଶନିବାର ଶ୍ରୀମନ୍ଦିରରେ ପାଳିତ ହୋଇଛି ନନ୍ଦୋତ୍ସବ। ଏହି ନୀତି ଦେଖିବା ଲାଗି ଭକ୍ତଙ୍କ ଭିଡ଼ ହୋଇଥିଲା। ରବିବାର ଠାକୁରଙ୍କ ବନଭୋଜି ବେଶ ଅନୁଷ୍ଠିତ ହେବ। ନନ୍ଦୋତ୍ସବ ଲାଗି ଶନିବାର ମଙ୍ଗଳ ଆଳତି ବଢିବା…
ପ୍ରତିଦ୍ୱନ୍ଦ୍ୱୀ ବିମୁଖ ରାଧିକା ମଦନ
ମୁମ୍ବାଇ: ବଲିଉଡରେ ବହୁ ନୂଆ ମୁହଁ ଆବିର୍ଭାବ ହେଉଥିଲେ ବି ଅଭିନେତ୍ରୀ ରାଧିକା ମଦନ ପ୍ରତିଦ୍ୱନ୍ଦ୍ୱିତାରେ ବିଶ୍ୱାସ କରନ୍ତି ନାହିଁ। ହିଟ୍ ଟିଭି ଶୋ’ ‘ମେରୀ ଆଶିକ୍ ତୁମ୍ ସେ ହୈ’ରେ ଅଭିନୟ କରିବା ଏବଂ ପରେ କିଛି ରିୟଲିଟି ଶୋ’ରେ…
ୟୁପିରେ ୪ ନକଲି ଖବରଦାତା ଗିରଫ
ଲକ୍ଷ୍ନୌ, ୨୫ା୮: ଉତ୍ତରପ୍ରଦେଶର ଗୌତମବୁଦ୍ଧ ନଗରରୁ ପୋଲିସ ୪ ଜଣ ନକଲି ଖବରଦାତାଙ୍କୁ ଗିରଫ କରିଛି। ସେମାନେ ବିଭିନ୍ନ ପୋଲିସ ଅଧିକାରୀଙ୍କୁ ଧମକଚମକ ଦେଇଆସୁଥିଲେ। ସେମାନଙ୍କ ବିରୋଧରେ ପୋଲିସରେ ବିଭିନ୍ନ ଅଭିଯୋଗ କରାଯିବା ପରେ ପୋଲିସ ତଦନ୍ତ ଆରମ୍ଭ କରି ଏମାନଙ୍କୁ…
ଶେଲ୍ କମ୍ପାନୀ ଦେଉଥିଲେ ଚିଦାମ୍ବରମଙ୍କ ଗସ୍ତ ଖର୍ଚ୍ଚ
ନୂଆଦିଲ୍ଲୀ,୨୫ା୮: ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମଙ୍କ ଗସ୍ତ ଖର୍ଚ୍ଚ କାର୍ତ୍ତି ଚିଦାମ୍ବରମଙ୍କ ନିୟନ୍ତ୍ରଣରେ ଥିବା ଶେଲ୍ କମ୍ପାନୀ ଭରଣା କରୁଥିଲେ। କାର୍ତ୍ତିଙ୍କ କମ୍ପାନୀର ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଭାସ୍କର ରମଣ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ ଜଣାଇଥିଲେ। ଗତବର୍ଷ ମେ ୨୨ରେ କାର୍ତ୍ତିଙ୍କ ଚେନ୍ନାଇସ୍ଥିତ ଚେସ୍…
ଲୋକ ସଭା ବାଚସ୍ପତିଙ୍କୁ ଭେଟିଲେ ଓଡ଼ିଶା ବାଚସ୍ପତି: ମନ୍ତ୍ରୀ, ବିଧାୟକଙ୍କୁ ଜ୍ଞାନ ଦେବାକୁ ଆସିବେ ସଂସଦୀୟ ଟିମ୍
ଭୁବନେଶ୍ୱର,୨୫।୮(ବ୍ୟୁରୋ): ଓଡ଼ିଶା ବିଧାନସଭା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଶନିବାର ନୂଆଦିଲ୍ଲୀରେ ଲୋକ ସଭା ବାଚସ୍ପତି ଓମ୍ ବିର୍ଲାଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ୍ କରିଛନ୍ତି। ସୂର୍ଯ୍ୟ ଲୋକ ସଭା ବାଚସ୍ପତିଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ମାନିତ କରିବା ସହ ଶ୍ରୀଜୀଉଙ୍କର ଏକ ମେମେଣ୍ଟୋ ପ୍ରଦାନ…
ମୁଖ୍ୟମନ୍ତ୍ରୀଙ୍କ ୫-ଟିକୁ ଓପିଟିସିଏଲ୍ର ବେଖାତିର: ଅବସରପ୍ରାପ୍ତ ନିର୍ଦ୍ଦେଶକଙ୍କ କାର୍ଯ୍ୟକାଳ ବୃଦ୍ଧିରେ ଅନିୟମିତତା
ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟବାସୀଙ୍କୁ ସ୍ବଚ୍ଛ ଶାସନ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜୋରଦାର ପ୍ରୟାସ କରୁଛନ୍ତି। ୫-ଟି (ଟ୍ରାନ୍ସପରେନ୍ସି, ଟିମ୍ଓ୍ବାର୍କ, ଟେକ୍ନୋଲୋଜି, ଟାଇମ୍ ଆଣ୍ଡ ଟ୍ରାନ୍ସଫରମେଶନ)କୁ କଡ଼ାକଡ଼ି ଲାଗୁ କରିବାକୁ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଉଛନ୍ତି। ହେଲେ ବଡବାବୁମାନେ ଏହି ନିର୍ଦ୍ଦେଶକୁ ଫୁ…

