Home Left

୮୦୦କି.ମି. ପଛେଇ ଚାଲିଲେ ଇଣ୍ଡୋନେସୀୟ ବ୍ୟକ୍ତି

ଜାକର୍ତ୍ତା: ପୂର୍ବ ଜାଭାର ଜଣେ ବ୍ୟକ୍ତି ଅବିଚାରିତ ଗଛକଟା ବିରୋଧରେ ସଚେତନତା ସୃଷ୍ଟିଲାଗି ପଛେଇ ପଛେଇ ଚାଲି ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି। ସେ ଏଭଳି ଚାଲିି ଶୁକ୍ରବାର ୮୦୦କିଲୋମିଟର ସମ୍ପୂର୍ଣ୍ଣ କରିଛନ୍ତି। ନିଜ ପ୍ରଦେଶର ଜଙ୍ଗଲ ସୁରକ୍ଷା ପାଇଁ…

ମହାନଦୀରେ ଗୋମୁହାଁ କୁମ୍ଭୀର ଆତଙ୍କ ବନ ବିଭାଗ ପକ୍ଷରୁ ପଦକ୍ଷେପ ଦାବି

ଖଣ୍ଡପଡ଼ା,୨୫ା୮(ସ୍ବ.ପ୍ର.)-ମହାନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ସମୟରେ ସାତକୋଶିଆ ବନ୍ୟପ୍ରାଣୀ ଅଭୟାରଣ୍ୟରେ ରହୁଥିବା କେତେକ କୁମ୍ଭୀର ଗଭୀର ଜଳ ସ୍ରୋତରେ ନଦୀର ତଳ ମୁଣ୍ଡକୁ ଚାଲି ଆସିଥିବା ଜଣାପଡ଼ିଛି। ଶୁକ୍ରବାର ପ୍ରାୟ ୭ରୁ ୮ଫୁଟ ଲମ୍ବର ଗୋଟିଏ ଗୋମୁହାଁ କୁମ୍ଭୀର ହନୁମନ୍ତପ୍ରସାଦ…

ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି: ସହରୀ ଭୋଟରଙ୍କ ଉପରେ ନଜର, ନିଯୁକ୍ତ ହେବେ ୱାର୍ଡ ଅଫିସର

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ଥିବା ପ୍ରାୟ ସମସ୍ତ ମହାନଗର ନିଗମ, ପୌରପରିଷଦ ଏବଂ ବିଜ୍ଞାପିତ ଅଞ୍ଚଳ(ଏନ୍‌ଏସି) କାର୍ଯ୍ୟକାଳ ସମାପ୍ତ ହୋଇଛି। କୌଣସି ପୌର ପ୍ରଶାସନରେ ନିର୍ବାଚିତ ପ୍ରତିନିଧି କାର୍ଯ୍ୟ କରୁନାହାନ୍ତି। ହେଲେ ସହରାଞ୍ଚଳରେ ବିଭିନ୍ନ କାର୍ଯ୍ୟକ୍ରମକୁ ଅବ୍ୟାହତ ରଖିବା ପାଇଁ ରାଜ୍ୟ ସରକାର…

ପଶ୍ଚିମବଙ୍ଗରେ ହେବ କଂଗ୍ରେସ-ବାମଦଳ ମେଣ୍ଟ

କୋଲକାତା,୨୫ା୮(ପି.ଟି.): ଲୋକ ସଭା ନିର୍ବାଚନରେ ବିପର୍ଯ୍ୟୟ ପରେ ପଶ୍ଚିମବଙ୍ଗରେ ହେବାକୁ ଯାଉଥିବା ବିଧାନସଭା ଉପନିର୍ବାଚନ ପାଇଁ କଂଗ୍ରେସ-ବାମଦଳ ମେଣ୍ଟକୁ ଦଳର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସବୁଜ ସଙ୍କେତ ଦେଇଛନ୍ତି। ଶୁକ୍ରବାର ରାତିରେ ପଶ୍ଚିମବଙ୍ଗ କଂଗ୍ରେସ ସଭାପତି ସୋମେନ ମିତ୍ର ଦିଲ୍ଲୀରେ…

ସ୍ବଚ୍ଛ ଭାରତ ମିଶନ: ଘରୋଇ ପାଇଖାନାରୁ ବଞ୍ଚିତ ଆଦିବାସୀ

ନୂଆଗାଁ,୨୫ା୮ (ଡି.ଏନ.ଏ.): ସ୍ବଚ୍ଛ ଭାରତ ମିଶନ ମାଧ୍ୟମରେ ଦେଶର ପ୍ରତ୍ୟେକ ପରିବାରକୁ ଘରୋଇ ପାଇଖାନା ଯୋଗାଇଦେବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ହେଲେ କେତେଜଣ କର୍ମଚାରୀଙ୍କ ଅବହେଳା ଯୋଗୁ ଏହାର ସୁଫଳ ଲୋକମାନେ ପାଇପାରୁ ନାହାନ୍ତି। ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ଏହାର…

୧୧ ବନ୍ୟାକ୍ଳିଷ୍ଟ ରାଜ୍ୟର ସ୍ଥିତି ଅନୁଧ୍ୟାନ କରିବ କେନ୍ଦ୍ରୀୟ ଟିମ୍‌

ନୂଆଦିଲ୍ଲୀ, ୨୫ା୮(ପି.ଟି.): ଦେଶର ବିଭିନ୍ନ ରାଜ୍ୟରେ ବନ୍ୟା ବିତ୍ପାତ ଦେଖାଦେବା ପରେ ଏହାର ସ୍ଥିତି ଅନୁଧ୍ୟାନ କରିବା ଲାଗି ଏକ କେନ୍ଦ୍ରୀୟ ଟିମ୍‌ ୧୧ ରାଜ୍ୟ ଗସ୍ତ କରିବେ। ଏହି କେନ୍ଦ୍ରୀୟ ଟିମ୍‌ରେ ସ୍ବରାଷ୍ଟ୍ର, ଅର୍ଥ, କୃଷି, ଓ ଶକ୍ତି ମନ୍ତ୍ରଣାଳୟର…

ବିଏସ୍‌ଏନ୍‌ଏଲ-ଏମ୍‌ଟିଏନ୍‌ଏଲ୍‌ର ପୁନରୁଜ୍ଜୀବନ ଯୋଜନାକୁ ପିଏମ୍‌ଓର ମଞ୍ଜୁରୀ

ନୂଆଦିଲ୍ଲୀ,୨୫-୮: କେନ୍ଦ୍ର ସରକାର କ୍ଷତିରେ ଚାଲୁଥିବା ଟେଲିକମ୍‌ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) ଏବଂ ମହାନଗର ଟେଲିକମ୍‌ ନିଗମ ଲିମିଟେଡ(ଏମ୍‌ଟିଏନ୍‌ଏଲ୍‌)କୁ ମିଶାଇବେ ନାହିଁ। ଏହି ଦୁଇ ଟେଲିକମ କମ୍ପାନୀଙ୍କ ପୁନରୁଜ୍ଜୀବନ ଯୋଜନାକୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମ୍‌ଓ) ଅନୁମୋଦନ କରିଛନ୍ତି। ଯୋଜନା ଅନୁଯାୟୀ…

ବିଦ୍ୟୁତୀକରଣ ଯୋଜନା ପ୍ରହସନ: ଖୁଣ୍ଟ ପୋତାରେ ଅଟକିଛି ସଂଯୋଗ

ବଅଁରପାଳ, ୨୫।୮ (ଡି.ଏନ୍‌.ଏ) – ଗରିବ ଲୋକଙ୍କୁ ରିହାତିରେ ବିଦ୍ୟୁତ୍‌ ସଂଯୋଗ ଦେବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ରାଜୀବ ଗାନ୍ଧୀ ଗ୍ରାମ୍ୟ ବିଦ୍ୟୁତୀକରଣ ଯୋଜନାର ସୁଫଳ ପାଇପାରୁନାହାନ୍ତି ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗୋତମରା ଗ୍ରାମର ଗୋଚ୍ଛାୟତସାହି…

ରାଜ୍ୟରେ ସ୍ଥାପନ ହେବ ୧୫ କତା କ୍ଲଷ୍ଟର

ଭୁବନେଶ୍ୱର, ୨୫-୮(ବ୍ୟୁରୋ): କେନ୍ଦ୍ର ଏମ୍‌ଏମ୍‌ଏମ୍‌ଇ ମନ୍ତ୍ରଣାଳୟର ସ୍କିମ୍‌ ଅଫ୍‌ ଫଣ୍ଡ୍‌ ଫର୍‌ ରିଜେନେରେଶନ ଅଫ୍‌ ଟ୍ରାଡିଶନାଲ ଇଣ୍ଡଷ୍ଟ୍ରିଜ(ସ୍ଫ୍ରୁତି) କାର୍ଯ୍ୟକ୍ରମ ଅନ୍ତର୍ଗତ ଓଡ଼ିଶାରେ ୧୫ କତା କ୍ଲଷ୍ଟର ସ୍ଥାପନ ନେଇ ଯୋଜନା ରହିଛି। ପ୍ରାଥମିକ ପର୍ଯ୍ୟାୟରେ ୫ କ୍ଲଷ୍ଟର ସ୍ଥାପନ କାର୍ଯ୍ୟ ଆରମ୍ଭ…

ମୁଣ୍ଡ ଉପରେ ଝୁଲୁଛି ବିଦ୍ୟୁତ୍‌ ତାର

ଅନୁଗୋଳ ଅଫିସ, ୨୫।୮ – ଅନୁଗୋଳ ଜିଲା ବଅଁରପାଳ ଥାନା ତଳମୂଳ ପଞ୍ଚାୟତର ଶିମିଳିଛୁଇଁ ଗ୍ରାମରେ ମୁଣ୍ଡ ଉପରେ ଝୁଲି ରହିଛି ବିଦ୍ୟୁତ୍‌ ତାର। ଏ ନେଇ ବାରମ୍ବାର ସେସୁ ଅଫିସ୍‌ରେ ଅଭିଯୋଗ ପରେ ବି କେହି କର୍ଣ୍ଣପାତ କରୁ ନ…

ଜରାଜୀର୍ଣ୍ଣ ଅବସ୍ଥାରେ ଶତାୟୁ ବିଦ୍ୟାଳୟ

ପାଲଲହଡ଼ା, ୨୫ା୮(ଡି.ଏନ.ଏ.) – ଜରାଜୀର୍ଣ୍ଣ ଅବସ୍ଥାରେ ଶ୍ରେଣୀ ଗୃହ। କେଉଁଠି କାନ୍ଥ ଫାଟି ଆଁ କରିଛି ତ କେଉଁଠି ବର୍ଷା ହେଲେ କୋଠରିରେ ପାଣି ଜମୁଛି। ଭିତ୍ତିଭୂମି ନ ଥିବା ସାଙ୍ଗକୁ ଶିକ୍ଷକ ଅଭାବ ଆଉ ଏକ ବଡ ସମସ୍ୟା ଅନୁଗୋଳ…

ଚତୁର୍ଥ ଶନିବାର ବିଭାଗୀୟ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ : ପ୍ରତି ସପ୍ତାହରେ ଲୋକଙ୍କ ନିକଟକୁ ଯିବାକୁ ନିର୍ଦ୍ଦେଶ

ଅନୁଗୋଳ ଅଫିସ, ୨୫।୮ – ଅଗଷ୍ଟ ମାସର ଚତୁର୍ଥ ଶନିବାରରେ ଅନୁଗୋଳ ଜିଲାପାଳ ବିଭିନ୍ନ ବିଭାଗର ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସମସ୍ତ ଅଧିକାରୀଙ୍କୁ ଜିଲାପାଳ ମନୋଜ କୁମାର ମହାନ୍ତି ୫-ଟି (ଟ୍ରାନ୍ସପରେନ୍ସି, ଟିମ୍‌ୱର୍କ, ଟେକ୍ନୋଲୋଜି, ଟ୍ରାନ୍ସଫର୍ମେଶନ ଓ ଟାଇମ୍‌୍‌)ର ଗୁରୁମନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?