Home Left

ବାପା ହେଲମେଟ୍‌ ନ ପିନ୍ଧିଲେ ଗାଡ଼ିରେ ବସନି

ବ୍ରହ୍ମପୁର ଅଫିସ୍‌,୨୫ା୮-ପ୍ରତ୍ୟେକ ଜୀବନ ମୂଲ୍ୟବାନ । କିନ୍ତୁ ଅସାବଧାନତା ଯୋଗୁ ଦୁର୍ଘଟଣାରେ ପ୍ରତ୍ୟେକ ଦିନ ବହୁ ଜୀବନ ହାନି ହେଉଛି । ଅନେକ ଲୋକେ ସେମାନଙ୍କ ମୁରବି ହରାଉଛନ୍ତି। ଗୋଟିଏ ଦୁର୍ଘଟଣା ସାରା ପରିବାରକୁ ପ୍ରଭାବିତ କରୁଛି। ଝିଅ ପୁଅଙ୍କ ପାଇଁ…

ମେଦବହୁଳତାରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଅଧାଗ୍ଲାସେ…

ଥଣ୍ଡା କ୍ଷୀର ପିଇଲେ ଅନେକ ସୁଫଳ ମିଳିଥାଏ। ଏହା ଦ୍ୱାରା ଗ୍ୟାସ୍‌ଟ୍ରିକ୍‌ ସମସ୍ୟା ଦୂର ହୁଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ଅଛି। ମେଦବହୁଳ ରୋଗୀଙ୍କ ପାଇଁ ଏହା ମହୌଷଧୀ ଭଳି କାମ କରେ। କ୍ଷୀର ପିଇଲେ ମେଦବହୁଳତା ହୋଇଥାଏ ବୋଲି କେତେକ…

ଗୁଣି ସନ୍ଦେହରେ ଗଡୁଛି ନିରୀହ ଜୀବନ: ୧୫ ମୃତ, ୨୩ ଗୁରୁତର ଆହତ

କେନ୍ଦୁଝର, ୨୫ା୮ (ସ୍ବ.ପ୍ର.)-ରାଜ୍ୟରେ ଗୁଣିଗାରେଡି ଓ ଡାହାଣୀ ସନ୍ଦେହରେ ହତ୍ୟା ରୋକିବା ପାଇଁ ସରକାର ବ୍ୟାପକ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହାକୁ ନେଇ ଜନସଚେତନତା କାର୍ଯ୍ୟକ୍ରମ ଆୟୋଜନ ସହିତ କଡ଼ା ଆଇନ ପ୍ରଣୟନ କରିଛନ୍ତି। ଏହା ସତ୍ତ୍ୱେ ନିରୀହ ଲୋକଙ୍କ ଉପରେ…

ବିଶ୍ୱ ପାରାବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌: ଫାଇନାଲରେ ପ୍ରମୋଦ

ଭୁବନେଶ୍ୱର, ୨୫।୮ (ସ୍ପୋଟର୍‌ସ ବ୍ୟୁରୋ)- ସୁଇଜରଲାଣ୍ଡସ୍ଥିତ ବାସେଲଠାରେ ଅନୁଷ୍ଠିତ ବିଶ୍ୱ ପାରାବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ରେ ଓଡ଼ିଶାର ପ୍ରମୋଦ ଭଗତ୍‌ଙ୍କ ବିଜୟ ଅଭିଯାନ ଜାରି ରହିଛି। ବ୍ୟାଡ୍‌ମିଣ୍ଟନର ଏହି ସର୍ବୋଚ୍ଚ ପ୍ରତିଯୋଗିତାରେ ପ୍ରମୋଦ ଉଭୟ ପୁରୁଷ ସିଙ୍ଗଲ୍ସ ଓ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି।…

ଗୋକୁଳମ୍‌ କେରଳ ଜିତିଲା ଡୁରାଣ୍ଡ୍‌ କପ୍‌

କୋଲକାତା, ୨୫।୮ (ପି.ଟି.)- ଟାଇଟଲ୍‌ ଫେଭରାଇଟ୍‌ ମୋହନ ବାଗାନକୁ ପରାସ୍ତ କରି ଗୋକୁଳମ୍‌ କେରଳ ଏଫ୍‌ସି ସମ୍ମାନଜନକ ଡୁରାଣ୍ଡ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟର ୧୨୯ତମ ସଂସ୍କରଣରେ ଚାମ୍ପିୟନ ହୋଇଛି। ଶନିବାର ଖେଳାଯାଇଥିବା ସଂଘର୍ଷପୂର୍ଣ୍ଣ ଫାଇନାଲ ମ୍ୟାଚ୍‌ରେ ଗୋକୁଳମ୍‌ କେରଳ ୨-୧ ଗୋଲରେ…

ଜେଟ୍‌ଲୀଙ୍କ ପାଇଁ କଳା ଆର୍ମ ବ୍ୟାଣ୍ଡ୍‌ ପିନ୍ଧିଲେ ଭାରତୀୟ ଖେଳାଳି

ନର୍ଥ ସାଉଣ୍ଡ, ୨୫।୮ (ପି.ଟି.)- ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ଭେଟେରାନ କ୍ରିକେଟ ପ୍ରଶାସକ ଅରୁଣ ଜେଟ୍‌ଲୀଙ୍କର ଶନିବାର ଦେହାନ୍ତ ହୋଇଯାଇଛି। ତାଙ୍କୁ ସମ୍ମାନ ଜଣାଇ ଏଠାରେ ଚାଲିଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ ମ୍ୟାଚରେ ଭାରତୀୟ କ୍ରିକେଟ ଖେଳାଳିମାନେ କଳା ଆର୍ମ…

ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଶାଖାରେ ଡକାୟତି ଉଦ୍ୟମ : ପୋଲିସ,ସାଇଣ୍ଟିଫିକ୍‌ ଟିମର ତନାଘନା ତଦନ୍ତ

ଆସିକା,୨୪ା୮(ଡି.ଏନ୍‌.ଏ.)- ଆସିକା – ଭଞ୍ଜନଗର ମୁଖ୍ୟରାସ୍ତାର ଗାଙ୍ଗପୁର ଥାନା ଅନ୍ତର୍ଗତ କ୍ଷତ୍ରୀୟବରପୁରଠାରେ ଥିବା ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଶାଖାରେ ଶୁକ୍ରବାର ବିଳମ୍ବିତ ରାତିରେ ଡକାୟତି ଉଦ୍ୟମ ହୋଇଛି। ରାତି ପ୍ରାୟ ସାଢେ ୧ଟାବେଳେ ଦୁର୍ବୃତ୍ତ ବ୍ୟାଙ୍କ ନିକଟରେ ଥିବା ଘରମାନଙ୍କରେ ବାହାରୁ…

ଦୁଲୀପ ଟ୍ରଫି : କଲ୍‌ସୀଙ୍କ ଶତକ, ନାୟାର ୯୯

ବେଙ୍ଗାଲୁରୁ,୨୪।୮(ପି.ଟି.)- ଅଲୁରସ୍ଥିତ କର୍ନାଟକ ଷ୍ଟେଟ କ୍ରିକେଟ ଆସୋସିଏଶନ (କେ.ଏସ୍‌.ସି.ଏ.) ଗ୍ରାଉଣ୍ଡରେ ଚାଲିଥିବା ଇଣ୍ଡିଆ ରେଡ ବିପକ୍ଷ ଦୁଲୀପ ଟ୍ରଫି ମ୍ୟାଚ୍‌ରେ ଇଣ୍ଡିଆ ବ୍ଲୁ ପ୍ରାରମ୍ଭିକ ବ୍ୟାଟି ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ରେଡ୍‌ ପ୍ରଥମ…

୧୯ ବର୍ଷରୁ କମ୍‌ ଫୁଟ୍‌ବଲ : ତାହିଟିକୁ ହରାଇଲା ଭାରତ

ନୂଆଦିଲ୍ଲୀ,୨୪ା୮(ପି.ଟି.)- ଭାନୁଆଟୁର ପୋର୍ଟ ଭିଲାରେ ଚାଲିଥିବା ଓସେନିଆନ ଡେଭଲପମେଣ୍ଟାଲ ଟୁର୍ନାମେଣ୍ଟରେ ଭାରତର ୧୯ ବର୍ଷରୁ କମ୍‌ ଫୁଟ୍‌ବଲ ଦଳ ପ୍ରଥମ ସ୍ଥାନ ଅଧିକାର କରିଛି। ଶୁକ୍ରବାର ଖେଳାଯାଇଥିବା ଏକ ମ୍ୟାଚରେ ଦଳ ୨-୦ ଗୋଲରେ ତାହିଟିକୁ ପରାସ୍ତ କରିଛି। ଭାରତ ତରଫରୁ…

ଛିନ୍‌ତାଇ ବେଳେ ବାଇକ୍‌ରୁ ପଡି ଯୁବତୀ ମୃତ

ଖୋର୍ଦ୍ଧା ଅଫିସ/ ବାଲୁଗାଁ, ୨୪।୮(ଡି.ଏନ.ଏ.): ଖୋର୍ଦ୍ଧା ଜିଲା କୋଲକତା-ମାଡ୍ରାସ ୧୬ ନଂ. ଜାତୀୟ ରାଜପଥର ବାଲୁଗାଁ ଥାନା ନାଭାଲ ଫାଣ୍ଡି ନିକଟ ନୂଆଗଡ ଓଭର ବ୍ରିଜ ପାଖରେ ଶନିବାର ସନ୍ଧ୍ୟାରେ ଛିନ୍‌ତାଇ ବେଳେ ବାଇକରୁ ପଡି ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି।…

ବିଦ୍ୟୁତ ତାର ଚୋରି ର଼୍ୟାକେଟ୍‌ ଠାବ : ଜେଲ୍‌ ଗଲେ ୪ ଅଭିଯୁକ୍ତ

ବସ୍ତା/ରୂପ୍‌ସା,୨୪।୮(ଡି.ଏନ.ଏ./ସ୍ବ.ପ୍ର.): ବାଲେଶ୍ୱର ଜିଲା ଅଧୀନ ସଦର, ରୂପ୍‌ସା, ବସ୍ତା, ସିଂଲା ଓ ବାଲିଆପାଳ ଥାନା ଅଞ୍ଚଳରୁ ଲଗାତର ବିଦ୍ୟୁତ୍‌ ତାର ଚୋରି ଘଟଣାରେ ଏକ ର଼୍ୟାକେଟ କାମ କରୁଥିବା ଜଣାପଡିଛି। ବସ୍ତା ଏସ୍‌ଡ଼ିପିଓ ରଣଜିତ୍‌ ପୃଷ୍ଟି, ଆଇଆଇସି ଧନେଶ୍ୱର ସାହୁ ଓ…

ଡ୍ରାଇଭରଙ୍କୁ ହତ୍ୟା ଘଟଣା : ଢାବା କର୍ମଚାରୀ ଗିରଫ

ସୋନପୁର,୨୪।୮(ନି.ପ୍ର.) : ଡ୍ରାଇଭରଙ୍କୁ ହତ୍ୟା ଘଟଣାରେ ସୋନପୁର ଟାଉନ ପୋଲିସ ଅଭିଯୁକ୍ତ ସୁଶାନ୍ତ ଗୁରୁ(୨୦)ଙ୍କୁ ଗିରଫ କରିଛି। ଶନିବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ସୁଶାନ୍ତଙ୍କ ଘର ତରଭା ଥାନା କୁଟସିରା ଗ୍ରାମରେ। ସୋନପୁର-ବିନିକା ରାସ୍ତାର ଶରଧାପାଲି ନିକଟରେ ଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?