Home Left

ଜେଟ୍‌ଲୀଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସେ ଜଣେ ଦକ୍ଷ ଓକିଲ, ସଂସଦ ସଭ୍ୟ ଏବଂ ବିଦ୍ୱାନ୍‌ ଥିଲେ। ଗଣତନ୍ତ୍ର ପ୍ରତି ତାଙ୍କର ଯୋଗଦାନ ପ୍ରଗାଢ଼ ରହିଥିଲା ବୋଲି…

ଦେଶ ସର୍ବଦା ଜେଟଲୀଙ୍କୁ ମନେ ରଖିବ: ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କ ଶନିବାର ୧୨ଟା ୭ରେ ଏମ୍ସ୍‌ରେ ପରଲୋକ ଘଟିଛି। ଏନେଇ ଦେଶର ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଜେଟଲୀଙ୍କୁ ଦେଶ ସର୍ବଦା ମନେ ରଖିବ ବୋଲି ଟୁଇଟ୍‌ କରି…

ଟେବୁଲ୍‌ରେ ବଦଳିଯିବ ସ୍କୁଲ ବ୍ୟାଗ୍‌, ସଠିକ୍‌ ଭାବେ ବସି ପଢ଼ିପାରିବେ ପିଲା

୬ରୁ ୧୪ ବର୍ଷ ପର୍ଯ୍ୟନ୍ତ ଭାରତରେ ୪ କୋଟି ଛାତ୍ରୀଛାତ୍ର ପାଠ ପଢ଼ୁଛନ୍ତି। ସ୍କୁଲରେ ବେଞ୍ଚ ଡେସ୍କରେ ବସିବା ପାଇଁ ଛାତ୍ରୀଛାତ୍ରୀ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। କିନ୍ତୁ ଏବେ ବଜାରକୁ ଏମିତି ବ୍ୟାଗ୍‌ ଆସିଛି, ଯାହାକୁ ଶ୍ରେଣୀରେ ବସିବା ସମୟରେ…

ଜେଟଲୀ ଥିଲେ ଜଣେ କବି

ନୂଆଦିଲ୍ଲୀ,୨୪।୮: ଚିରନିଦ୍ରାରେ ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ। ଶନିବାର ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ବେଳେ ଭାରତୀୟ ରାଜନୀତିରେ ସୃଷ୍ଟି ହୋଇଛି ଏକ ଶୂନ୍ୟସ୍ଥାନ। ତେବେ ଜେଟଲୀ କେବଳ ଜଣେ ରାଜନେତା ନ ଥିଲେ। ସେ ଥିଲେ ଜଣେ କବି।…

ପିତା ଅରୁଣଙ୍କ ପରି ଝିଅ ସୋନାଲୀ ଏବଂ ପୁଅ ରୋହନ ମଧ୍ୟ ଆଇନଜୀବୀ

ନୂଆଦିଲ୍ଲୀ, ୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ଶନିବାର ୬୬ ବର୍ଷ ବୟସରେ ପରଲୋକ ଘଟିଛି। ୧୯୫୨ ଡିସେମ୍ବର ୨୮ରେ ସେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ଅରୁଣଙ୍କ ବିବାହ ୧୯୮୨ରେ ସଙ୍ଗୀତାଙ୍କ ସହିତ ହୋଇଥିଲା। ଅରୁଣଙ୍କ ପରି ଝିଅ ସୋନାଲୀ ଜେଟଲୀ…

ସ୍ମାର୍ଟ ଡଷ୍ଟବିନ୍‌ ତିିଆରି କଲେ ୧୨ ବର୍ଷର ବାଳକ, ଆବର୍ଜନା ପୂରଣ ହେଲେ ଖାଲି କରିବାକୁ ପଠାଇବ ସନ୍ଦେଶ

ହାଇଦ୍ରାବାଦର ମହମ୍ମଦ ହସନ ନାମକ ଜଣେ ୧୨ ବର୍ଷୀୟ ବାଳକ ଏକ ସ୍ମାର୍ଟ ଡଷ୍ଟବିନ୍‌ ତିଆରି କରିଛନ୍ତି। ଏହି ଡଷ୍ଟବିନ୍‌ର ଖାସ୍‌ କଥା ହେଲା ଆବର୍ଜନା ପୂରିଯିବା ପରେ ଖାଲି କରିବାକୁ ସନ୍ଦେଶ ପଠାଇବ। ଏହାକୁ ଓ୍ବାଇ-ଫାଇରେ ସଂଯୋଗ କରାଯାଇପାରିବ। ହସନ…

ନିକ୍‌ଙ୍କୁ ଗୋବିନ୍ଦାଙ୍କ ସହ ତୁଳନା କଲେ ଭାରତୀୟ ପ୍ରଶଂସକ, ଫଟୋ ଭାଇରାଲ

ମୁମ୍ବାଇ: ବଲିଉଡ୍‌ ତଥା ହଲିଉଡ୍‌ ସିନେମା ଜଗତରେ ନିଜର ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିବା ପିସି ଓରଫ ପ୍ରିୟଙ୍କା ଚୋପ୍ରାଙ୍କୁ ବିବାହ କରିବା ପରେ ନିକ୍‌ ଜୋନାସ ଅଧିକ ଚର୍ଚ୍ଚାରେ। ଆମେରିକୀୟ ଗାୟକ ଭାବେ ସେ ପୂର୍ବରୁ ଜଣାଶୁଣା ଥିବା ବେଳେ…

ରାଷ୍ଟ୍ରପତିଙ୍କ ଶୋକବ୍ୟକ୍ତ: ଜେଟଲୀଙ୍କ ସ୍ତ୍ରୀ, ପୁଅଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ଶନିବାର ପରଲୋକ ହୋଇଥିବା ବେଳେ ତାଙ୍କ ବିୟୋଗରେ ଭାଙ୍ଗି ପଡିଛନ୍ତି ସମସ୍ତ ପରିବାର ସଦସ୍ୟ। ଏହି ଖବର ଶୁଣିବା ପରେ ବିଦେଶ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜେଟଲୀଙ୍କ ସ୍ତ୍ରୀ ସଙ୍ଗିତା ଜେଟଲୀ…

କିଟପଦର ଛକ ନିକଟରେ ହତ୍ୟା ଘଟଣା: ୩ ଅଭିଯୁକ୍ତ ଗଲେ ଜେଲ

ଭବାନୀପାଟଣା,୨୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କିଟପଦର ଛକରେ ଗତ ୧୫ ତାରିଖ ରାତିରେ ଘଟିଥିବା ହତ୍ୟାକାଣ୍ଡ ଘଟଣାରେ ୩ ଅଭିଯୁକ୍ତ ଶୁକ୍ରବାର ଜେଲ ଯାଇଛନ୍ତି। ସେମାନେ ହେଲେ ସିର୍ଲିଗୁଡା ଗ୍ରାମର ରାକେଶ ପୁଞ୍ଜି (୧୯), ଡମ୍ବରୁଧର ପୂଝାରୀ…

ଅରୁଣ ଜେଟ୍‌ଲୀଙ୍କ ବିୟୋଗରେ ରାଜ୍ୟ ଭାଜପା ପକ୍ଷରୁ ଶୋକ ପ୍ରକାଶ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ଅରୁଣ ଜେଟ୍‌ଲୀଙ୍କର ଶନିବାର ପରଲୋକ ଘଟିଛି। ତାଙ୍କ ବିୟୋଗରେ ରାଜ୍ୟ ଭାଜପା ସଭାପତି ତଥା ଏମ୍‌ପି ବସନ୍ତ ପଣ୍ଡା ଏବଂ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଗଭୀର…

ଅଲରାଉଣ୍ଡର ରେକର୍ଡ ଭାଙ୍ଗିଲେ ଗୌଥମ

ବାଙ୍ଗାଲୋର,୨୪।୮: କ୍ରୀଷ୍ଣପା ଗୌଥମ ଶୁକ୍ରବାର ବୋଧହୁଏ କ୍ରିକେଟ ଇତିହାସରେ ଶ୍ରେଷ୍ଠ ଅଲରାଉଣ୍ଡର ପ୍ରଦର୍ଶନ କରିଛନ୍ତି। କର୍ନାଟକ ପ୍ରିମିୟର ଲିଗ୍‌(କେପିଏଲ)ରେ ବଲାରି ଟସ୍କର୍ସ ପାଇଁ ଖେଳୁଥିବା ଡାହାଣହାତୀ ବ୍ୟାଟ୍ସମ୍ୟାନ ୩୯ ବଲରୁ ଶତକ ଲଗାଇଛନ୍ତି। ମୋଟ ଉପରେ ୫୬ ବଲ ଖେଳି ୧୩୪…

ମୁମ୍ବାଇରେ ଭୁଶୁଡ଼ିଲା ୪ମହଲା କୋଠା

ମୁମ୍ବାଇ,୨୪।୮: ମହାରାଷ୍ଟ୍ର ରାଜ୍ୟ ଭିଓ୍ବାଣ୍ଡିର ଶାନ୍ତିନଗରରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ୪ ମହଲା ବିଶିଷ୍ଟ କୋଠାଘର ଭୁଶୁଡ଼ିପଡ଼ିଛି। ଏହି ଦୁଃଖଦ ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?