ଅନେକ ରୋଗରୁ ମୁକ୍ତି ଦିଏ କେଶର
ଫୁଲର କେଶର ବିଷୟରେ ସମସ୍ତେ ଅଳ୍ପବହୁତେ ଜାଣନ୍ତି। ତେବେ ସ୍ବାଦ ଏବଂ ସୌନ୍ଦର୍ଯ୍ୟ କଥା ଉଠିଲେ ସର୍ବପ୍ରଥମେ କେଶରର ନାମ ଆସିଥାଏ। ଏହି କେଶର ଅନେକ ଅସାଧ୍ୟ ରୋଗ ପାଇଁ ରାମବାଣ ସଦୃଶ ହୋଇଥାଏ। କ୍ୟାନ୍ସର: କ୍ୟାନ୍ସର ପରି ମାରାତ୍ମକ ରୋଗ…
ଅଭିଭାବକ ହେଲ୍ମେଟ୍ ନ ପିନ୍ଧିଲେ ସେମାନଙ୍କ ଝିଅପୁଅଙ୍କ ମାର୍କ କଟିବ: ବ୍ରହ୍ମପୁର ଏସ୍ପି
ବ୍ରହ୍ମପୁର ଅଫିସ୍,୨୪ା୮: ପ୍ରତ୍ୟେକ ଜୀବନ ମୂଲ୍ୟବାନ୍। କିନ୍ତୁ ଅସାବଧାନତା ଯୋଗୁ ଦୁର୍ଘଟଣାରେ ଦୈନିକ ବହୁ ଜୀବନ ହାନି ହେଉଛି। ଅନେକ ପରିବାର ସେମାନଙ୍କ ମୁରବିକୁ ହରାଉଛନ୍ତି। ଗୋଟିଏ ଦୁର୍ଘଟଣା ସାରା ପରିବାରକୁ ପ୍ରଭାବିତ କରୁଛି । ଏଣୁ ପିଲାମାନେ ଶପଥ ନିଅ,…
ପୋଖରୀରେ ବୁଡ଼ି ଦୁଇ ଶିଶୁ ମୃତ
ଆଳି, ୨୪।୮(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ଲୋକାପଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ସକାଳ ପ୍ରାୟ ୮ଟାରେ ଦୁଇ ଶିଶୁ ପୋଖରୀରେ ବୁଡି ପ୍ରାଣ ହରାଇଛନ୍ତି। ସେମାନେ ହେଲେ ଲୋକାପଡ଼ା ଗ୍ରାମର ମହମ୍ମଦ ଫରିଦଙ୍କ ପୁଅ…
ନାରାୟଣପୁର ଏନ୍କାଉଣ୍ଟର: ୫ ମାଓବାଦୀ ମୃତ
ରାୟପୁର,୨୪।୮: ଛତିଶଗଡ଼ ନାରାୟଣପୁରରେ ଶନିବାର ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୫ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିରେ ୨ ଯବାନ ଆହତ ମଧ୍ୟ ହୋଇଛନ୍ତି। ଏବେବି ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି। ଗଣମାଧ୍ୟମର ସୂଚନା ଅନୁଯାୟୀ, ସେହି ଅଞ୍ଚଳରେ…
ଆଜିଠାରୁ ଭୁବନେଶ୍ୱର-ଜୁନାଗଡ଼ ସ୍ବତନ୍ତ୍ର ଟ୍ରେନ
ଭୁବନେଶ୍ୱର, ୨୪।୮ (ବ୍ୟୁରୋ): କଳାହାଣ୍ଡିବାସୀଙ୍କ ପାଇଁ ଖୁସି ଖବର। ଭୁବନେଶ୍ୱରରୁ ଜୁନାଗଡ଼ ପର୍ଯ୍ୟନ୍ତ ସ୍ବତନ୍ତ୍ର ଭାବେ ଚାଲିବ ଟ୍ରେନ୍। ଭୁବନେଶ୍ୱର-ଜୁନାଗଡ଼ ରୋଡ୍-ଭୁବନେଶ୍ୱର ଏକ୍ସପ୍ରେସ (ନଂ.୧୮୪୩୭-୧୮୪୩୮) ଶନିବାରଠାରୁ ଯାତ୍ରା ଆରମ୍ଭ କରିବ। ପୂର୍ବରୁ ହୀରାଖଣ୍ଡ ଏକ୍ସପ୍ରେସ ସହ ଯୋଡ଼ି ହୋଇ ଜୁନାଗଡ଼ ଯାଉଥିଲା…
ଅକ୍ଟୋବର ୨ରୁ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ
ଭୁବନେଶ୍ୱର, ୨୪।୮(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ ତାରିଖରୁ ବିଜେଡି ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିବାକୁ ଯାଉଛି। ଏହି କାର୍ଯ୍ୟକୁ ତଦାରଖ କରିବା ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ୭ ଜଣିଆ କମିଟି ଗଠନ କରିଛନ୍ତି।…
ଉପକୂଳ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୪।୮(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କଟକ, ଜଗତ୍ସିଂହପୁର, ପୁରୀ, ସୁନ୍ଦରଗଡ ଏବଂ ସମ୍ବଲପୁର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ କେନ୍ଦ୍ରାପଡା, ମୟୂରଭଞ୍ଜ,…
ପ୍ରତିମାସ ୨୩ରେ ଛତୁଆ ମିଶ୍ରଣ, ୧ରେ ବଣ୍ଟନ
ଭୁବନେଶ୍ୱର, ୨୪।୮(ବ୍ୟୁରୋ): ସମନ୍ବିତ ଶିଶୁ ବିକାଶ ଯୋଜନାରେ ରାଜ୍ୟର ପ୍ରତ୍ୟେକ ଅଙ୍ଗନବାଡ଼ି କେନ୍ଦ୍ରରେ ଶିଶୁ, ଗର୍ଭବତୀ ମହିଳା ଏବଂ ପ୍ରସୂତିଙ୍କ ଅତିରିକ୍ତ ପୁଷ୍ଟି ସାଧନ ପାଇଁ ଛତୁଆ ଯୋଗାଣ ପ୍ରକ୍ରିୟାରେ ସ୍ବଚ୍ଛତା ଆଣିବା ଏବଂ ଉତ୍କୃଷ୍ଟ ମାନ ବଜାୟ ରଖିବା ପାଇଁ…
ବନ୍ୟା ପରେ ଉଦ୍ଧାର ହେଲେ ୫୨ କୁମ୍ଭୀର
ଭଦୋଦରା,୨୪।୮: ଚଳିତ ବର୍ଷ ବନ୍ୟାରେ ଦେଶର ଅଧାଭାଗ ବୁଡି ଯାଇଥିବା ବେଳେ ଏଥିରୁ ବାଦ୍ ପଡି ନ ଥିଲା ଗୁଜରାଟ। ଏଠାରେ ଆସିଥିବା ବନ୍ୟାରେ ଗୁଜରାଟର ଅଧିକାଂଶ ସ୍ଥାନରେ ବନ୍ୟା ହେବା ସହ ଲକ୍ଷ ଲକ୍ଷ ଲୋକ ଏଥିରେ ପ୍ରଭାବିତ ହୋଇଥିଲେ।…
‘ମେକ୍ ଇନ୍ ଓଡ଼ିଶା’ କନ୍କ୍ଲେଭ୍ ଭୁଆଁ
ଭୁବନେଶ୍ୱର,୨୪।୮(ବ୍ୟୁରୋ): ହାଇଦ୍ରାବାଦର ରାମୋଜୀ ଫିଲ୍ମ ସିଟି ଢାଞ୍ଚାରେ ଓଡ଼ିଶାରେ ନିର୍ମାଣ ହେବ ଏକ ବୃହତ୍ ଫିଲ୍ମ ସିଟି। ଫିଲ୍ମ ସିଟିରେ ଏକାଧିକ ଫିଲ୍ମ ଷ୍ଟୁଡିଓ କମ୍ପ୍ଲେକ୍ସ ସହ ବଡ ବଡ ଲକ୍ଜୁରୀ ତଥା ତାରକା ହୋଟେଲ, ମଲ୍ଟି କୁଇଜିନ୍ ରେଷ୍ଟୁରାଣ୍ଟ, ବିଭିନ୍ନ…
ଟଙ୍କାଏରେ ମିଳୁଛି ପେଟପୁରା ଭୋଜନ: ଆଗକୁ ମିଳିବ ମଧ୍ୟାହ୍ନ ଭୋଜନରେ ମିଠା ଓ ସକାଳ ଜଳଖିଆ
ନୂଆଦିଲ୍ଲୀ,୨୪।୮: ଦିଲ୍ଲୀର ନୋଏଡାସ୍ଥିତ ସେକ୍ଟର-୫୫ରେ ଏକ ସ୍ବେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ଟଙ୍କାଏରେ ଲୋକଙ୍କୁ ପେଟପୁରା ଭୋଜନ ମିଳୁଛି। ଅଗଷ୍ଟ ୨୩ରୁ ଏହି ଯୋଜନା ଆରମ୍ଭ ହୋଇଛି। ଶ୍ରୀ ଚିତ୍ରଗୁପ୍ତ ସଭା ଟ୍ରଷ୍ଟ୍ ଏବଂ ଶ୍ରୀ ନାରାୟଣ ସାଂସ୍କୃତିକ ଚେତନା ନ୍ୟାସ ପକ୍ଷରୁ…
ବେଆଇନ ନିର୍ମାଣ ଉଚ୍ଛେଦ କଲା ପ୍ରଶାସନ
ପୁରୀ ଅଫିସ,୨୪।୮: ରାଜ୍ୟ ସରକାରଙ୍କ ଫୋକସ୍ରେ ପୁରୀ। ଏହାର ବିକାଶ ପାଇଁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦୦ କୋଟି ଟଙ୍କା ଘୋଷଣା କରିବା ପରେ ଜିଲା ପ୍ରଶାସନ ଏ ଦିଗରେ ଆହୁରି ତତ୍ପରତା ପ୍ରକାଶ କରିଛି । ପୂର୍ବରୁ ପୁରୀ…

