‘ବାଲାକୋଟ-ଦି ଟ୍ରୁ ଷ୍ଟୋରି’ରେ ବିବେକ
ମୁମ୍ବାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାୟୋପିକ୍ ପରେ ଅଭିନେତା ବିବେକ ଓବେରୟ ବାଲାକୋଟ ଏୟାରଷ୍ଟ୍ରାଇକ୍ ଉପରେ ନିର୍ମାଣ ହେବାକୁ ଯାଉଥିବା ଫିଲ୍ମରେ ଅଭିନୟ କରିବେ। ବାଲାକୋଟର ଆତଙ୍କବାଦୀ ଶିବିର ଉପରେ ଭାରତୀୟ ବାୟୁସେନାର ଆକାଶମାର୍ଗରୁ ଆକ୍ରମଣ ଭଳି ଏକ ସତ୍ୟକାହାଣୀ ଆଧାରିତ…
ପ୍ରିୟଙ୍କା ବ୍ୟକ୍ତିଗତ ମତ ଦେଇପାରିବେ: ଜାତିସଂଘ
ଜତିସଂଘ: ୟୁନିସେଫ୍ ଗୁଡଓ୍ବିଲ୍ ଆମ୍ବାସାଡର (ସଦିଚ୍ଛାମୂଳକ ରାଷ୍ଟ୍ରଦୂତ)ଭାବେ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କର ବ୍ୟକ୍ତିଗତ ମତ ଦେବା ଅଧିକାର ରହିଛି ବୋଲି ଜାତିସଂଘ ମୁଖପାତ୍ର ପ୍ରକାଶ କରିଛନ୍ତି। ପ୍ରିୟଙ୍କା ଭାରତୀୟ ବାୟୁସେନାକୁ ଉତ୍ସାହିତ କରିବାଭଳି ଏକ ଟୁଇଟ୍ କରିବା ପରେ ପାକିସ୍ତାନ ପକ୍ଷରୁ…
ଜିଲା ସଡ଼କ ସୁରକ୍ଷା ବୈଠକ: କଡ଼ାକଡ଼ି କରାଯିବ ସୁରକ୍ଷା ବ୍ୟବସ୍ଥା
ନୟାଗଡ଼ ଅଫିସ,୨୪ା୮: ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳଙ୍କ ସଦ୍ଭାବନା ଗୃହରେ ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଡ. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସଡ଼କ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବା ପାଇଁ ନିଷ୍ପତ୍ତି ହୋଇଥିଲା।…
ନୀଳାଚଳ ଇସ୍ପାତ କାରଖାନା ଘରୋଇକରଣକୁ ବିରୋଧ: ମୁଖ୍ୟ ଫାଟକ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ଧାରଣା
ଡୁବୁରୀ,୨୪।୮(ଡି.ଏନ୍.ଏ.)- କଳିଙ୍ଗନଗରସ୍ଥିତ ଏକ ମାତ୍ର ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନୀଳାଚଳ ଇସ୍ପାତ କାରଖାନାକୁ ଘରୋଇକରଣ ଉଦ୍ୟମକୁ ନୀଳାଚଳ ବଞ୍ଚାଓ ସମିତି ବିରୋଧ କରିଛି। ଏହାର ପ୍ରତିବାଦରେ ଶୁକ୍ରବାର କାରଖାନାର କର୍ମଚାରୀ ଓ ଠିକା ଶ୍ରମିକମାନେ କାରଖାନା ମୁଖ୍ୟ ଫାଟକ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ଧାରଣା…
ଶୁଣିଲେନି ନେତା, ପ୍ରଶାସକ: ରାସ୍ତା ମରାମତି କଲେ ଗ୍ରାମବାସୀ
ଖଇରା, ୨୪।୮(ଡି.ଏନ.ଏ.)-ରାସ୍ତା ମରାମତି ପାଇଁ ବାରମ୍ବାର ସ୍ଥାନୀୟ ନେତାଠାରୁ ଆରମ୍ଭ କରି ପ୍ରଶାସନ ପର୍ଯ୍ୟନ୍ତ ନିବେଦନ କଲେ ମଧ୍ୟ କୌଣସି ସୁଫଳ ମିଳିଲାନି। ଶେଷରେ ସରକାରଙ୍କ ସହାୟତାକୁ ଅପେକ୍ଷା ନ କରି ଖଇରା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧିନ ମାଟିଆଳପଦା ଗ୍ରାମବାସୀ…
ବିପର୍ଯ୍ୟସ୍ତ ଟ୍ରାଫିକ ବ୍ୟବସ୍ଥା ନେଇ ଜିଲାପାଳଙ୍କୁ ଦାବିପତ୍ର
ବାରିପଦା ଅଫିସ,୨୪।୮- ରାଜ୍ୟର ସର୍ବପୁରାତନ ସହର ଭାବେ ବିବେଚିତ ବାରିପଦା ସହରରେ ଏବେ ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛିି। ଏଥିରେ ସୁଧାର ଆଣିବା ପାଇଁ ଜିଲା ପ୍ରଶାସନ ନା ପୋଲିସ ପ୍ରଶାସନ କେହିବି ଉଦ୍ୟମ କରୁ ନାହାନ୍ତି। ଏହାର ସମାଧାନ ପାଇଁ…
କାଳିଆ ଯୋଜନା: ଜିଲାରେ ୧୭, ୮୮୨ ହିତାଧିକାରୀ ଅଯୋଗ୍ୟ
ଭଦ୍ରକ ଅଫିସ, ୨୪।୮- କାଳିଆ ଯୋଜନାରେ ଟଙ୍କା ପାଇବା ପାଇଁ ସାଧାରଣ ନିର୍ବାଚନ ପୂର୍ବରୁ ଯୋଗ୍ୟ ଓ ଅଯୋଗ୍ୟ ହିତାଧିକାରୀଙ୍କ ମଧ୍ୟରେ ସତେ ଯେପରି ଏକପ୍ରକାର ପ୍ରତିଯୋଗିତା ଲାଗିରହିଥିଲା। ଭଦ୍ରକ ଜିଲାରେ ହିତାଧିକାରୀଙ୍କୁ ବର୍ତ୍ତମାନ ସୁଦ୍ଧା ଦୁଇଥର କାଳିଆ ଯୋଜନା ଟଙ୍କା…
ଗଞ୍ଜାମ ଜିଲାରେ ସ୍ବାସ୍ଥ୍ୟସେବା କାମଚଳା :ଖାଲି ପଡ଼ିଛି ୨୧୦ ଡାକ୍ତର ପଦବୀ
ଛତ୍ରପୁର,୨୪୮(ଡି.ଏନ.ଏ)-ଗଞ୍ଜାମ ଜିଲାରେ ସ୍ବାସ୍ଥ୍ୟସେବା ଏବେ କାମଚଳାରେ ଚାଲିଛି। ଡାକ୍ତର ଅଭାବଠାରୁ ଆରମ୍ଭ କରି ବିଭିନ୍ନ ଷ୍ଟାଫ୍ ପଦବୀ ଖାଲି ପଡିଛି ା ସେହିପରି ଭିତ୍ତିଭୂମି ଅଭାବ ମଧ୍ୟ ରହିଛି ା ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ନେଇ ଗତ ସପ୍ତାହରେ ହୋଇଥିବା ଜିଲାପରିଷଦ ବୈଠକରେ…
ଏମ୍ପି ଚନ୍ଦ୍ରଶେଖରଙ୍କ ସୂଚନା:ବ୍ରହ୍ମପୁର-ସମ୍ବଲପୁର ନୂଆ ରେଳପଥ
ବ୍ରହ୍ମପୁର ଅଫିସ,୨୪ା୮-ବହୁ ପ୍ରତୀକ୍ଷିତ ବ୍ରହ୍ମପୁର-ସମ୍ବଲପୁର ନୂଆ ରେଳପଥ ନିର୍ମାଣ ପାଇଁ ଭାରତୀୟ ରେଲୱେ ବୋର୍ଡ ମଞ୍ଜୁର କରିଛନ୍ତି। ବ୍ରହ୍ମପୁର ଏମ୍ପି ଚନ୍ଦ୍ରଶେଖର ସାହୁ ଶୁକ୍ରବାର ଧରିତ୍ରୀକୁ ଏହି ସୂଚନା ଦେଇଛନ୍ତି । ଏଥିପାଇଁ ଭଞ୍ଜନଗର ଓକିଲ ସଂଘର ନିରନ୍ତର ପ୍ରୟାସକୁ ସାହୁ…
‘ନିର୍ବାଚନ ବାତିଲ, ଗଣତନ୍ତ୍ରର ହତ୍ୟା’
ବ୍ରହ୍ମପୁର ଅଫିସ୍,୨୪ା୮-କ୍ୟାମ୍ପସ୍ରେ ବିଶୃଙ୍ଖଳା ଆଶଙ୍କାରେ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବନ୍ଦକରି ଦିଆଯାଇଛି। ଏହାକୁ ଅନେକ ଛାତ୍ର ସଂଗଠନ ନିନ୍ଦା କରୁଥିବା ବେଳେ ଆଉ କେତେକ ସ୍ବାଗତ କରୁଛନ୍ତି। ବ୍ରହ୍ମପୁରରେ ମିଶ୍ର ପ୍ରତିକ୍ରିୟା ଦେଖିବାକୁ…
ଭାରତର ଆର୍ଥିକ ବିକାଶ ହାର ଅନୁମାନ ହ୍ରାସ କଲା ମୁଡିଜ
ନୂଆଦିଲ୍ଲୀ,୨୪-୮: ବିଶ୍ୱ ରେଟିଂ ଏଜେନ୍ସି ମୁଡିଜ ମାନ୍ଦାବସ୍ଥା ଭିତରେ ଦେଶର ଆର୍ଥିକ ବିକାଶ ହାର ଅନୁମାନକୁ ହ୍ରାସ କରିଛି। ଏଜେନ୍ସି ପକ୍ଷରୁ ଆର୍ଥିକ ବର୍ଷ ୨୦୧୯ ଓ ୨୦୨୦ ଲାଗି ଜିଡିପି ଅନୁମାନରେ ଭାରି ହ୍ରାସ ଦର୍ଶାଇଛି। ୨୦୧୯ ଆର୍ଥିକ ବର୍ଷରେ…
ଏଫ୍ଡି ସୁଧ ହାର କମାଇଲା ଏସ୍ବିଆଇ
ନୂଆଦିଲ୍ଲୀ,୨୪-୮: ଦେଶର ସର୍ବବୃହତ ବ୍ୟାଙ୍କ ଏସ୍ବିଆଇ ଏଫ୍ଡି ଉପରେ ସୁଧ ହାର ହ୍ରାସ ଘୋଷଣା କରିଛି। ଏଣିକି ସମସ୍ତ ପ୍ରକାର ଏଫ୍ଡି ଉପରେ ସୁଧ ହାର କମିବ। ଏହା ଉଭୟ ବଲ୍କ ଓ ରିଟେଲ ଜମା ଉପରେ ଆସନ୍ତା ୨୬ରୁ ଲାଗୁ…

