Home Left

ଶସ୍ତା ହେବ ଅଟୋ, ଗୃହ ଋଣ;ବ୍ୟାଙ୍କଗୁଡ଼ିକୁ ମିଳିବ ୭୦ ହଜାର କୋଟି

ନୂଆଦିଲ୍ଲୀ,୨୪-୮: କେନ୍ଦ୍ର ସରକାର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକୁ ୭୦ ହଜାର କୋଟି ଟଙ୍କା ପ୍ରଦାନ କରିବେ। ବ୍ୟାଙ୍କର ପୁଞ୍ଜି ଉପଲବ୍ଧତା ବୃଦ୍ଧି ସହ ଋଣ ପ୍ରଦାନ କ୍ଷମତାକୁ ବଢ଼ାଇବା ଉଦ୍ଦେଶ୍ୟରେ ସରକାର ଏହି ପଦକ୍ଷେପ ନେବାକୁ ଯାଉଛନ୍ତି। ସରକାରଙ୍କ ଏହି ପଦକ୍ଷେପ ଯୋଗୁ…

ତେଲ କମ୍ପାନୀଙ୍କ ୫ ହଜାର କୋଟି ବାକି ରଖିଛି ଏୟାର ଇଣ୍ଡିଆ

ନୂଆଦିଲ୍ଲୀ, ୨୪-୮: ଏୟାର ଇଣ୍ଡିଆ ଉପରେ ୩ ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡିକର ୫ ହଜାର କୋଟି ଟଙ୍କାର ବାକି ରହିଛି। ଗତ ଆଠ ମାସ ଧରି ଏହି ବିମାନ କମ୍ପାନୀ ଇନ୍ଧନ ବିଲ୍‌ ପ୍ରଦାନ କରି ନାହିଁ ବୋଲି ଇଣ୍ଡିଆନ ଅଏଲ…

ଉଛୁଳିଲା ଗମ୍ଭାରିଆ ଯୋର

ପରଜଙ୍ଗ, ୨୪।୮(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଗେଙ୍ଗୁଟିଆ ପଞ୍ଚାୟତ ଅନ୍ତର୍ଗତ କୁଲେଇ ଗ୍ରାମ ନିକଟରେ ଥିବା ଗମ୍ଭାରିଆ ଯୋର ଲଘୁଚାପଜନିତ ଲଗାଣ ବର୍ଷାରେ ଉଛୁଳିଛି। ଶୁକ୍ରବାର ଯୋର ନିକଟ ରାସ୍ତାରେ ୫ ଫୁଟର ପାଣି ପ୍ରବାହିତ ହୋଇଥିଲା। ଏହାକୁ ନେଇ…

ଉଚ ଚିକିଛା ଲାଗି ଟଁକା ଅଭାବ୍‌: ୧୨ ବଛର ହେଲା ଖଟେ ପଡ଼ିଛନ୍‌ ଦ୍ରୌପଦୀ

ଭବାନୀପାଟଣା,୨୪।୮(ସ୍ବ.ପ୍ର): ଦିନେ ନୁହେ କି ଦୁଇ ଦିନ ନୁହେ, ଗଲା ୧୨ ବଛର ହେଲା ଅଜନା ରୋଗ୍‌ରେ ଖଟେ ପଡ଼ି ଅସାହା ଜୀବନ୍‌ ବିତଉଛନ୍‌ ଦ୍ରୌପଦୀ ମାଝି(୧୪)। ଇ ବଏସେ ସେ ପାଠ୍‌ପଢ଼ା ସଂଗେ ସାଂଗସାଥିକର ସଂଗେ ଖେଲକୁଦରେ ସମିଆ ବିତାବାର…

ଏସିଆନ୍‌ ଉଷୁ ଚାମ୍ପିୟନଶିପ୍‌ :ବବଲୁ ମୁଣ୍ଡାଙ୍କୁ ରୌପ୍ୟ ପଦକ

ଯୋଡ଼ା/କେନ୍ଦୁଝର୨୪।୮(ଡି.ଏନ.ଏ.)- ବ୍ରୁନେଇଠାରେ ଅନୁଷ୍ଠିତ ୧୦ମ ଜୁନିୟର ଉଷୁ ଚାମ୍ପିୟନଶିିପ୍‌ରେ କେନ୍ଦୁଝର ଜିଲା ଯୋଡା ବ୍ଲକ ଅନ୍ତର୍ଗତ ସିଆଳିଯୋଡା ଗ୍ରାମର ବବଲୁ ମୁଣ୍ଡା ରୌପ୍ୟ ପଦକ ଜିତି ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିଛନ୍ତି। ଗତ ୧୬ ରୁ ୨୪ ପର୍ଯ୍ୟନ୍ତ…

କମଳେଶଙ୍କୁ ସିଙ୍ଗଲ୍ସ ଟାଇଟଲ

ଭୁବନେଶ୍ୱର, ୨୪।୮(କ୍ରୀଡ଼ା ପ୍ରତିନିଧି)- ହରିୟାଣାର କର୍ନଲଠାରେ ଅନୁଷ୍ଠିତ ଚମୁଣ୍ଡା-ଏଆଇଟିଏ ଚାମ୍ପିୟନଶିପ୍‌ ସିରିଜ(ସିଏସ୭)ରେ ଓଡ଼ିଶା ଟେନିସ ପ୍ରତିଭା କମଳେଶ ରଥ ୧୨ ବର୍ଷରୁ କମ୍‌ ବିଭାଗରେ ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି। ଫାଇନାଲରେ କମଳେଶ ଚଣ୍ଡିଗଡ଼ର ଦିବ୍ୟାଂଶ ଶର୍ମାଙ୍କୁ ୭-୫, ୬-୦ ସେଟ୍‌ରେ…

ଆଶେସ ତୃତୀୟ ଟେଷ୍ଟ :ଇଂଲଣ୍ଡ ୬୭ରେ ଅଲ୍‌ଆଉଟ୍‌

ଲିଡ୍ସ,୨୪।୮- ଇଂଲଣ୍ଡ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ଏଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟ ମ୍ୟାଚ୍‌ ମାତ୍ର ଦ୍ୱିତୀୟ ଦିନରେ ରୋମାଞ୍ଚକ ମୋଡ଼ରେ ପହଞ୍ଚିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଅଷ୍ଟ୍ରେଲିଆ ପ୍ରଥମ ଦିବସରେ ନିୟମିତ ବ୍ୟବଧାନରେ ଉଇକେଟ…

ଅବସାଦ ଦୂର କରେ ଶାସ୍ତ୍ରୀୟ ସଙ୍ଗୀତ

ଜଞ୍ଜାଳପୂର୍ଣ୍ଣ ଜୀବନରେ ଶାନ୍ତିରେ ନିଃଶ୍ୱାସ ମାରିବା ଏବେ କଷ୍ଟକର। ପିଲାଠୁ ନେଇ ବୟସ୍କ ସଭିଏଁ ନିଜ ନିଜ କ୍ଷେତ୍ରରେ ଚିନ୍ତିତ। ଏମିତିରେ ଅବସାଦ ଶରୀରକୁ ସମ୍ପୂର୍ଣ୍ଣ ଅସୁସ୍ଥ କରିପକାଇଛି। ଅବସାଦରୁ ମୁକ୍ତି ପାଇଁ ବୈଜ୍ଞାନିକମାନେ ଏକ ନିଆରା ଉପାୟ ସନ୍ଧାନ କରିଛନ୍ତି।…

ପାଟପୁର ସିଣ୍ଡିକେଟ୍‌ ବ୍ୟାଙ୍କରେ ନିଆଁ

ପାଟପୁର,୨୩ା୮(ଡି.ଏନ.ଏ.)- ସାନଖେମୁଣ୍ଡି ବ୍ଲକ ପାଟପୁର ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପାଟପୁର ଶାଖା ସିଣ୍ଡିକେଟ ବ୍ୟାଙ୍କରେ ଶୁକ୍ରବାର ଅପରାହ୍ନରେ ଶର୍ଟସର୍କିଟରୁ ନିଅଁା ଲାଗିଛି। ଜନ୍ମାଷ୍ଟମୀ ପାଇଁ ବ୍ୟାଙ୍କ ଛୁଟି ଥିଲା, ଅପରାହ୍ନ ପ୍ରାୟ ୫ଟାରେ ବ୍ୟାଙ୍କରୁ ଧୂଆଁ ବାହାରିବା ଦେଖି ସ୍ଥାନୀୟ ଲୋକ…

ଦୁଲୀପ ଟ୍ରଫି: ନାୟାରଙ୍କ ଲଢ଼ୁଆ ବ୍ୟାଟିଂ

ବେଙ୍ଗାଲୁରୁ, ୨୩।୮(ପି.ଟି.)- ସ୍ଥାନୀୟ କର୍ନାଟକ ଷ୍ଟେଟ କ୍ରିକେଟ ଆସୋସିଏଶନ (କେଏସ୍‌ସିଏ) ଗ୍ରାଉଣ୍ଡରେ ଶୁକ୍ରବାରଠାରୁ ଦୁଲୀପ ଟ୍ରଫି ମ୍ୟାଚ୍‌ ଆରମ୍ଭ ହୋଇଛି। ଏହି ଦିନିଆ ମ୍ୟାଚ୍‌ରେ ପ୍ରିୟାଙ୍କ ପଞ୍ଚାଲଙ୍କ ନେତୃତ୍ୱାଧୀନ ଇଣ୍ଡିଆ ରେଡ୍‌ ଓ ଶୁବମନ ଗିଲଙ୍କ ଇଣ୍ଡିଆ ବ୍ଲୁ ମୁହଁାମୁହିଁ ହୋଇଛନ୍ତି।…

ସିନ୍ଧୁ, ପ୍ରଣିଥ୍‌ ସେମିଫାଇନାଲରେ

ବାସେଲ,୨୩ା୮(ପି.ଟି.)-ବ୍ୟାଡ୍‌ମିଣ୍ଟନ ଓ୍ବାଲ୍ଡର୍ର୍ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ଓ୍ବାଲର୍‌ଡ ଚାମ୍ପିୟନଶିପ୍‌ରେ ଭାରତର ପି.ଭି. ସିନ୍ଧୁ ଏବଂ ବି. ସାଇ ପ୍ରଣିଥ ସେମାନଙ୍କ ପଦକ ପକ୍କା କରିଛନ୍ତି। ଶୁକ୍ରବାର ସେ ଏକ ମହିଳା ସିଙ୍ଗଲ୍ସ କ୍ୱାର୍ଟରଫାଇନାଲ ମ୍ୟାଚରେ ଚାଇନିଜ ତାଇପେର ଏସିଆନ ଗେମ୍ସ ସ୍ବର୍ଣ୍ଣ ବିଜୟିନୀ…

ମଦ ନିଗମ ସମ୍ମୁଖରେ ଶ୍ରମିକଙ୍କ ଧାରଣା

ଖୋର୍ଦ୍ଧା ଅଫିସ, ୨୩।୮: ଛଟେଇ ବନ୍ଦ କରିବା, ଲୋଡିଂ ଅନଲୋଡିଂ ଗୋଟିଏ ପେଟି ପ୍ରତି ୧ ଟଙ୍କା କରାଇବା ଓ ଦାୟିତ୍ୱ ନ ପାଇ ସବୁ କାମରେ ହସ୍ତକ୍ଷେପ କରୁଥିବା ଜଣେ ବ୍ୟକ୍ତିଙ୍କୁ ହଟାଇବା ଦାବି ନେଇ ଶୁକ୍ରବାର ପୂର୍ବାହ୍ନ ୯ଟାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?