Home Left

ଏମ୍ସରେ ଭର୍ତ୍ତି ହେଲେ ରାମଦେବଙ୍କ ମୁଖ୍ୟ ସହଯୋଗୀ

ନୂଆଦିଲ୍ଲୀ,୨୩।୮: ଯୋଗଗୁରୁ ବାବା ରାମଦେବଙ୍କ ମୁଖ୍ୟ ସହଯୋଗୀ ବାଲକ୍ରିଷ୍ଣନ ଶୁକ୍ରବାର ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ହରିଦ୍ୱାରରେ ଥିବା ଅଲ୍‌ ଇଣ୍ଡିଆା ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ରେ ଭର୍ତ୍ତି ହୋଇଛନ୍ତି। ୪୭ ବର୍ଷୀୟ ବାଲକ୍ରିଷ୍ଣନଙ୍କୁ ଜରୁରୀକାଳୀନ ସେବା ଯୋଗାଇ ଦିଆଯିବା ସହ…

ଏବେ ବ୍ୟାଙ୍କରୁ କରଜ ନେବା ହେବ ଶସ୍ତା: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୩।୮: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀଥାରମଣ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି କି ଏବେ ବ୍ୟାଙ୍କ ଗୁଡିକୁ ଅଗ୍ରୀମ ୭୦ହଜାର କୋଟି ଟଙ୍କା ପ୍ରଦାନ କରାଯିବ। ଫଳରେ ନୂଆ ଋଣ ଯୋଗାଇ ଦେବାରେ ବ୍ୟାଙ୍କ ଗୁଡିକ ଆଉ କୌଣସି ଅସୁବିଧାର…

ଡିଜିଟାଲ ଡେବ୍ୟୁ କରିବେ ଚିତ୍ରାଙ୍ଗଦା

ମୁମ୍ବାଇ: ବଲିଉଡ୍‌ର କେତେଜଣ କଳାକାର ଏବେ ଡିଜିଟାଲ ଦୁନିଆ ଆଡେ ପାଦ ବଢାଉଛନ୍ତି। ଧିରେ ଧିରେ ଦେଖାଯାଉଛି ଏଭଳି କଳାକାରଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏବେ ଏହି ଡିଜିଟାଲ ଡେବ୍ୟୁ କରିବାକୁ ଯାଉଛନ୍ତି ନାୟିକା ଚିତ୍ରାଙ୍ଗଦା ସିଂ। ନିକଟରେ ଏକ ସାକ୍ଷାତ୍‌କାରରେ…

ବର୍ଷାଦିନେ ଗହଣାର ଯତ୍ନ

ସୁନାରୁପା ଅପେକ୍ଷା ଆଜିକାଲି ପ୍ଲାଟିନମ ଓ ଇମିଟେସନ୍‌ ଗହଣାର ବେଶ୍‌ ଚାହିଦା ରହିଛି। କମ୍‌ ଖର୍ଚ୍ଚରେ ମିଳୁଥିବା ଏହି ଗହଣା ପିନ୍ଧିବା ପାଇଁ ମଧ୍ୟ ହାଲୁକା। କିନ୍ତୁ ବର୍ଷାଦିନରେ ଏହାର ଅଧିକ ଯତ୍ନ ନେବା ଦରକାର ନଚେତ୍‌ ଏହା କଳା ପଡ଼ିଯିବ।…

ଛପନ ଭୋଗରେ ଭାରତୀୟ ସଂସ୍କୃତିର ଝଲକ

ସମଗ୍ର ଭାରତରେ ଶୁକବ୍ରାର ଭଗବାନ୍‌ ଶ୍ରୀକୃଷ୍ଣଙ୍କ ଜନ୍ମାଷ୍ଟମୀ ବହୁ ଧୁମଧାମରେ ପାଳିତ ହେଉଛି। ରାଜ୍ୟର ବିଭିନ୍ନ ମନ୍ଦିର, ଅନୁଷ୍ଠାନ ଓ ସ୍କୁଲରେ ଜନ୍ମାଷ୍ଟମୀ ଉତ୍ସବ ଅନୁଷ୍ଠିତ ହୋଇଥିବା ବେଳେ କୁନି କୁନି ପିଲାଙ୍କୁ ଶ୍ରୀକୃଷ୍ଣ ଓ ରାଧା ବେଶରେ ଦେଖିବାକୁ ମିଳିଛି।…

‘ସାହୋ’ ପାଇଁ କେତେ ପାରିଶ୍ରମିକ ନେଇଛନ୍ତି ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ ନାୟିକା ଶ୍ରଦ୍ଧା କପୁର ଏବେ ତାଙ୍କ ଅପ୍‌ କମିଙ୍ଗ ଫିଲ୍ମ ‘ସାହୋ’ ପାଇଁ ଖୁବ୍‌ ବିଜି ଅଛନ୍ତି। ପ୍ରଥମ ଥର ଲାଗି ସେ ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ସହ ସିଲଭର ସ୍କ୍ରିନ୍‌ରେ ନଜର ଆସିବେ। ଏବେ ଶ୍ରଦ୍ଧାଙ୍କ ଅଭିନୀତ…

ଟ୍ରମ୍ପଙ୍କୁ ଭେଟିଲେ ଗାଭାସ୍କର

ନୂଆଦିଲ୍ଲୀ,୨୩।୮(ପିଟି): କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଛନ୍ତି। ଗାଭାସ୍କର ଏକ ଚ୍ୟାରିଟି ପାଉଣ୍ଡେଶନ ପାଇଁ ସେ ଅର୍ଥ ଯୋଗାଡ଼ କରିବା ଲାଗି ନ୍ୟୁୟର୍କ ଗସ୍ତ କରିଥିଲେ। ପୂର୍ବତନ ଭାରତୀୟ ଅଧିନାୟକ ନ୍ୟୁ ୟର୍କସ୍ଥିତ ଟ୍ରମ୍ପ…

ମୋ ବକ୍ତବ୍ୟକୁ ଭୁଲ ଅର୍ଥରେ ପ୍ରଚାର ପ୍ରସାର ନ କରିବାକୁ ଗଣମାଧ୍ୟମକୁ ଅନୁରୋଧ କଲେ ରାଜୀବ କୁମାର

ନୂଆଦିଲ୍ଲୀ,୨୩।୮: ନୀତି ଆୟୋଗର ଉପାଧ୍ୟକ୍ଷ ରାଜୀବ କୁମାର ଗଣମାଧ୍ୟମକୁ ଅନୁରୋଧ କରିଛନ୍ତି କି ତାଙ୍କ ବ୍ୟକ୍ତବ୍ୟକୁ ଭୁଲ୍‌ ଅର୍ଥରେ ପ୍ରଚାର ପ୍ରସାର ନ କରାଯାଉ। ଆଉ ଏହାକୁ ନେଇ କେହି ଭୟଭୀତ ମଧ୍ୟ ନ ହୁଅନ୍ତୁ। କାରଣ ସରକାର ଦେଶର ଅର୍ଥନୀତିକୁ…

ଦେଶର ଅର୍ଥନୀତି ଆଇସିୟୁରେ: ମନିଶ ତିଓ୍ବାରୀ

ନୂଆଦିଲ୍ଲୀ,୨୩।୮: ଦେଶର ଅର୍ଥ ବ୍ୟବସ୍ଥା ବେଳକୁ ବେଳ ବିଗିଡି ଯାଉଥିବା ବେଳେ ଏବେ ଅଟୋ ମୋବାଇଲ ଶିଳ୍ପଠାରୁ ଆରମ୍ଭ କରି ଅନେକ ଶିଳ୍ପରେ ଛଟେଇ ଅଭିଯାନ ଆରମ୍ଭ ହୋଇଯାଇଛି। ଆଉ ଏହାକୁ ଦେଖି ଶୁକ୍ରବାର ନିତି ଆୟୋଗର ଉପାଧ୍ୟକ୍ଷ ରାଜୀବ କୁମାର…

ଦେଶର ଡୋପ ଟେଷ୍ଟ ଲାବ୍‌ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୨୩।୮(ପି.ଟି.): ବିଶ୍ୱ ଆଣ୍ଟି ଡୋପିଂ ଏଜେନ୍ସି (ଓ୍ବାଡା) ଶୁକ୍ରବାର ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ (ଆଇଓଏ)କୁ ଭର୍ତ୍ସନା କରି ଦେଶରେ ଥିବା ଏକମାତ୍ର ଓ୍ବାଡା ସ୍ବୀକୃତି ପ୍ରାପ୍ତ ଡୋପ ଟେଷ୍ଟିଂ ଲାବ୍‌କୁ ସସ୍‌ପେଣ୍ଡ କରିଛି। ଅନ୍ତର୍ଜାତୀୟ ଷ୍ଟାଣ୍ଡାର୍ଡ ଲାବରେଟୋରି ସ୍ତରୀୟ ହୋଇ ନ…

ମା’ ଦୁର୍ଗାଙ୍କ ମୃଣ୍ମୟୀ ମୂର୍ତ୍ତି ନିମନ୍ତେ ଉଠିଲା ମାଟି

ଢେଙ୍କିକୋଟ,୨୩।୮(ଡି.ଏନ୍‌.ଏ.): ପବିତ୍ର ଜନ୍ମାଷ୍ଟମୀ ଓ ଭାଦ୍ରବ କୃଷ୍ଣ ଅଷ୍ଟମୀ ତିଥିରେ ମା’ ଦୁର୍ଗାଙ୍କ ମୃଣ୍ମୟୀ ମୂର୍ତ୍ତି ନିମନ୍ତେ ମାଟି ଉଠାଯାଇଥାଏ। ଏ ନେଇ କେନ୍ଦୁଝର ଜିଲା ଢେଙ୍କିକୋଟ ସାର୍ବଜନୀନ ଶାରଦୀୟ ଦୁର୍ଗାପୂଜା କମିଟି ପକ୍ଷରୁ ମାଟିଉଠା କାର୍ଯ୍ୟକ୍ରମ ହୋଇଛି। ମା’ଙ୍କ ଆଜ୍ଞା…

ଜେଟ ଏୟାରଓ୍ବେଜର ସଂସ୍ଥାପକଙ୍କ ଘରେ ଇଡିର ଚଢ଼ାଉ

ନୁଆଦିଲ୍ଲୀ,୨୩।୮: ଜେଟ ଏୟାରଓ୍ବେଜ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଶୁକ୍ରବାର ଦିଲ୍ଲୀ ଓ ମୁମ୍ବାଇରେ ଚଢ଼ାଉ କରିଛି। ଜେଟ ଏୟାରଓ୍ବେଜର ସଂସ୍ଥାପକ ନରେଶ ଗୋଏଲଙ୍କ ବାସଭବନ ସମେତ ବହୁ ସ୍ଥାନରେ ଇଡି ପକ୍ଷରୁ ଚଢ଼ାଉ କରାଯାଇଛି। ଜେଟ ପ୍ରିଭିଲେଜ୍‌ ପ୍ରାଇଭେଟ ଲିମିଟେଡ(ଜେପିପିଏଲ୍‌)ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?