Home Left

କଶ୍ମୀର ପ୍ରସଙ୍ଗ: ଭାରତକୁ ଫ୍ରାନ୍ସର ସମର୍ଥନ

ପ୍ୟାରିସ୍‌, ୨୩।୮:ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଭାରତକୁ ସମର୍ଥନ ଜଣାଇଛି ଫ୍ରାନ୍ସ। ଉଭୟ ଭାରତ-ପାକିସ୍ତାନ ଦ୍ୱିପାକ୍ଷୀୟ କଥାବାର୍ତ୍ତା ଜରିଆରେ କଶ୍ମୀର ପ୍ରସଙ୍ଗ ସମାଧାନ ଆବଶ୍ୟକ। ଏଥିରେ ତୃତୀୟ ପକ୍ଷ ପଶିବା ଉଚିତ୍‌ ନୁହେଁ ବୋଲି ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ୍‌ ମ୍ୟାକ୍ରୋନ୍‌ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବାତ୍ୟା ତିତ୍‌ଲି ଯିବାର ୧୦ ମାସ : କ୍ଷତିଗ୍ରସ୍ତ ଚାଷୀ ପାଇଲେନି ବୀମା ରାଶି

ଖୋର୍ଦ୍ଧା ଅଫିସ,୨୩ା୮:ପ୍ରାକୃତିକ ବିପର୍ଯ୍ୟୟ ଓ ଅନ୍ୟ କୌଣସି କାରଣରୁ ଫସଲ ନଷ୍ଟ ହେଲେ କ୍ଷତିପୂରଣ ପାଇବା ଲକ୍ଷ୍ୟ ନେଇ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଚାଷୀ କରିଥିଲେ। ହେଲେ ତିତ୍‌ଲି ବାତ୍ୟା ଯିବାର ୧୦ ମାସ ବିତି ଯାଇଥିଲେ ହେଁ କ୍ଷତିଗ୍ରସ୍ତ…

ଅନ୍ଧାରରେ ୯୫ କର୍ମଚାରୀଙ୍କ ଭବିଷ୍ୟତ

କଟକ ଅଫିସ,୨୩ା୮: ଅସ୍ଥାୟୀ ଭାବେ କାର୍ଯ୍ୟ କରୁଥିବା ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ୯୫ଜଣ କର୍ମଚାରୀଙ୍କୁ ନେଇ ଏବେ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଏମାନେ ହେଲେ ଦୈନିକ ମଜୁରିପ୍ରାପ୍ତ କର୍ମଚାରୀ। ଆଗାମୀ ଦିନରେ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆଉଟ୍‌ସୋର୍ସିଂ ନିଯୁକ୍ତି ପ୍ରକ୍ରିୟା ଜରିଆରେ ୩୧ଜଣ…

ପୁଣି କୂଳ ଲଂଘିଲା ସମୁଦ୍ର

ପୁରୀ ଅଫିସ,୨୩ା୮: ପୁଣି କୂଳ ଲଂଘିଛି ପୁରୀ ସମୁଦ୍ର। ଦେଖାଇଛି ଭୟଙ୍କର ରୂପ। ଗୁରୁବାର ସମୁଦ୍ର ଉଗ୍ର ରୂପ ଧାରଣ କରି ପ୍ରାୟ ୫ଫୁଟ ଗଭୀରରେ ତାଡ଼ି ନେଇଛି ବାଲି। ରାଜଭବନ ପଛ ପାର୍ଶ୍ୱରୁ ମେ ଫେୟାର ହୋଟେଲ ପର୍ଯ୍ୟନ୍ତ ବେଳାଭୂମିରେ…

ବାତ୍ୟାର ୩ ମାସ ପରେ ବି ସୁଧୁରିନି ଶିକ୍ଷା ଭିତ୍ତିଭୂମି

ପୁରୀ ଅଫିସ, ୨୩ା୮: ବାତ୍ୟା ‘ଫନୀ’ରେ ପୁରୀ ଜିଲାରେ ବ୍ୟାପକ କ୍ଷତି ଘଟିଥିଲା। ୨ହଜାରରୁ ଊର୍ଦ୍ଧ୍ୱ ବିଦ୍ୟାଳୟ ପ୍ରଭାବିତ ହୋଇଥିଲା। ତନ୍ମଧ୍ୟରୁ ୧୭୨ଟି ଶିକ୍ଷାନୁଷ୍ଠାନ ବେଶି କ୍ଷତିଗ୍ରସ୍ତ ହୋଇଥିଲା। ଜିଲା ଶିକ୍ଷା ବିଭାଗ ପକ୍ଷରୁ ସରକାରଙ୍କୁ ୩୮କୋଟି ଟଙ୍କାର କ୍ଷୟକ୍ଷତି ରିପୋର୍ଟ…

ଫନୀ ଉଜାଡ଼ିଦେଲା ବ୍ୟବସାୟ : ମିଳୁନି କଞ୍ଚାମାଲ୍‌, ଚିନ୍ତାରେ ମୂର୍ତ୍ତି କାରିଗର

ଭୁବନେଶ୍ୱର,୨୩ା୮(ବ୍ୟୁରୋ) : ଏବର୍ଷ ଫନୀ ଉଜାଡ଼ିଦେଲା ମୂର୍ତ୍ତି ବ୍ୟବସାୟ। ଚିନ୍ତାରେ ମୂର୍ତ୍ତି କାରିଗର। ଭଲ ରୋଜଗାର ଦେଉଥିବା ଏହି ଋତୁକାଳୀନ ବ୍ୟବସାୟ ଏଥର ବାତ୍ୟା ଫନୀ ଯୋଗୁ ମାନ୍ଦା ପଡ଼ିଯାଇଛି। ମୂର୍ତ୍ତି ଗଢିବାକୁ ମାଟି, ନଡ଼ା ଆଦି କଞ୍ଚାମାଲ ମିଳିବା କଷ୍ଟକର…

ଆଗକୁ ଆସୁଛି ପର୍ବପର୍ବାଣି, ଡିସିପିଙ୍କ ବୈଠକ : ଅପରାଧୀଙ୍କୁ ଧରିବାକୁ କମିଶନ୍‌ରେଟ ପୋଲିସର ବ୍ଲ୍ୟୁ ପ୍ରିଣ୍ଟ

ଭୁବନେଶ୍ୱର,୨୩ା୮(ବ୍ୟୁରୋ) : ଆଗକୁ ଆସୁଛି ଗଣେଶ ପୂଜାଠାରୁ ଆରମ୍ଭ କରି ଦଶହରା ପର୍ଯ୍ୟନ୍ତ ପର୍ବପର୍ବାଣି। ତେଣୁ ରାଜଧାନୀରେ ଲକ୍ଷାଧିକ ଲୋକଙ୍କ ସମାଗମ ହେବ। ତେଣୁ କିଭଳି ଶାନ୍ତିଶୃଙ୍ଖଳାରେ ପର୍ବ ଶେଷ ହେବ ସେଥିଲାଗି ଭୁବନେଶ୍ୱର ଡିସିପି ଅନୁପ କୁମାର ସାହୁଙ୍କ ପୌରୋହିତ୍ୟରେ…

ମୋଦି ସରକାରଙ୍କୁ ସୋନିଆଙ୍କ ଟାର୍ଗେଟ:ଆତଙ୍କର ପରିବେଶ ସୃଷ୍ଟି କରି ନ ଥିଲେ ରାଜୀବ

ନୂଆଦିଲ୍ଲୀ,୨୩ା୮(ପି.ଟି.):୧୯୮୪ ନିର୍ବାଚନରେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ବୃହତ୍‌ ଜନାଦେଶ ପାଇ କ୍ଷମତାସୀନ ହୋଇଥିଲେ। ହେଲେ ସେ ତାକୁ ନେଇ କେବେ ଆତଙ୍କର ପରିବେଶ ସୃଷ୍ଟି କରି ନ ଥିଲେ। ରାଜୀବ କ୍ଷମତାର ଅପବ୍ୟବହାର କରି କେବେହେଲେ ଲୋକଙ୍କୁ ଭୟଭୀତ କରାଉ…

ସୋନମ୍‌ ଶେୟାର କଲେ ମୋଶନ ପୋଷ୍ଟର

ମୁମ୍ବାଇ: ବଲିଉଡ୍‌ ନାୟିକା ସୋନମ୍‌ କପୁର ତାଙ୍କ ଅପ୍‌ କମିଂ ଫିଲ୍ମ ‘ଦ ଜୋୟା ଫ୍ୟାକ୍ଟର’କୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଏହାର ଫାଷ୍ଟ ଲୁକ୍‌ ରିଲିଜ୍‌ ହୋଇଥିବା ବେଳେ ଦର୍ଶକମାନେ ଏହାକୁ ବେଶ୍‌ ପସନ୍ଦ କରିଥିଲେ। ଗତ ବୁଧବାର…

ଅଜୟ ଭାଲ୍ଲା ନୂଆ ସ୍ବରାଷ୍ଟ୍ର ସଚିବ

ନୂଆଦିଲ୍ଲୀ,୨୩ା୮(ପି.ଟି.): ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ଅଫିସର-ଇନ୍‌-ସ୍ପେଶାଲ ଡ୍ୟୁଟିରେ ଥିବା ଅଧିକାରୀ ଅଜୟ କୁମାର ଭାଲ୍ଲାଙ୍କୁ ନୂଆ ସ୍ବରାଷ୍ଟ୍ର ସଚିବ ଭାବେ ନିଯୁକ୍ତି ମିଳିଛି। ଏନେଇ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗଠିତ କ୍ୟାବିନେଟର ନିଯୁକ୍ତି କମିଟି ସ୍ବୀକୃତି ପ୍ରଦାନ କରିଛି। ଏହି ପଦରେ ଥିବା ବରିଷ୍ଠ…

ଜନ୍ତରମନ୍ତରରେ ବିରୋଧୀଙ୍କ ବିକ୍ଷୋଭ:ଜମ୍ମୁ-କଶ୍ମୀରରେ ଅଟକ ନେତାଙ୍କ ମୁକ୍ତି ଦାବି

ନୂଆଦିଲ୍ଲୀ, ୨୩ା୮(ପି.ଟି.): ଦିଲ୍ଲୀର ଜନ୍ତର ମନ୍ତରଠାରେ ବିଭିନ୍ନ ବିରୋଧୀ ଦଳର ନେତାମାନେ ବିକ୍ଷୋଭ କରିବା ସହ ଜମ୍ମୁ-କଶ୍ମୀରରେ ଅଟକ ଥିବା ନେତାମାନଙ୍କୁ ତୁରନ୍ତ ମୁକ୍ତ କରିବାକୁ ଦାବି କରିଛନ୍ତି। ଜମ୍ମୁ-କଶ୍ମୀରରେ ଶାନ୍ତି ଫେରାଇଆଣିବା ଓ ଆଇନଶୃଙ୍ଖଳା ରକ୍ଷା କରିବା ଉପରେ ସେମାନେ…

‘ଆଇଏସ୍‌ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଉ ଭାରତ’

ଓ୍ବାଶିଂଟନ, ୨୩ା୮(ପି.ଟି.): ଆତଙ୍କବାଦ ବିରୋଧରେ ଲଢେଇ ଜାରି ରଖିଥିବା ଭାରତ ଆଫଗାନିସ୍ତାନରେ ଆଇଏସ୍‌ ଆତଙ୍କବାଦୀଙ୍କ ବିରୋଧରେ ଦୃଢ ପଦକ୍ଷେପ ଗ୍ରହଣ କରୁ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି। ଭାରତ ସହ ଇରାନ, ରୁଷିଆ, ତୁର୍କୀ ଭଳି ଦେଶ ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?