Home Left

ଚନ୍ଦ୍ରଯାନରୁ ଚନ୍ଦ୍ରର ପ୍ରଥମ ଫଟୋ

ଚନ୍ଦ୍ରୟାନ-୨ ଚନ୍ଦ୍ରର କକ୍ଷପଥରେ ଅବସ୍ଥାପିତ ହେବାର ଦିନକ ପରେ ଅର୍ଥାତ ବୁଧବାର ଏହି ଚିତ୍ର ଉତ୍ତୋଳନ କରି ପ୍ରେରଣ କରିଛି ଲ୍ୟାଣ୍ଡର ବିକ୍ରମ। ଏହି ଫଟୋକୁ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ ଗୁରୁବାର ଟୁଇଟରରେ ଶେୟାର କରାଯାଇଛି। ଭାରତର…

ନିଜେ ଉଦ୍‌ଘାଟନ କରିଥିବା କୋଠାରେ ରାତ୍ରିଯାପନ କଲେ

ନୂଆଦିଲ୍ଲୀ,୨୩ା୮(ପି.ଟି./ଆଇଏଏନ୍‌ଏସ୍‌): ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଗିରଫ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମ୍‌ ବୁଧବାର ରାତିରେ ସିବିଆଇ ମୁଖ୍ୟାଳୟ ଗେଷ୍ଟ୍‌ହାଉସ୍‌ର ଲକ୍‌-ଅପ୍‌ ସୁଟ୍‌ ୩ରେ ରାତି ବିତାଇଥିଲେ, ଯାହାକୁ ସେ ୮ ବର୍ଷ ତଳେ ତତ୍କାଳୀନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସହ…

ଚିଦାମ୍ବରମଙ୍କ ଗିରଫଦାରିକୁ କଂଗ୍ରେସର ବିରୋଧ:ସ୍ପଷ୍ଟ ଦିବାଲୋକରେ ଗଣତନ୍ତ୍ରର ହତ୍ୟା

ନୂଆଦିଲ୍ଲୀ,୨୩ା୮(ପି.ଟି./ଆଇଏଏନ୍‌ଏସ୍‌):ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ଗିରଫଦାରି ବେଆଇନ। କେନ୍ଦ୍ର ସରକାର ରାଜନୈତିକ ଉଦ୍ଦେଶ୍ୟ ରଖି ତାଙ୍କୁ ଗିରଫ କରାଇଛନ୍ତି। ଏହା ସ୍ପଷ୍ଟ ଦିବାଲୋକରେ ଗଣତନ୍ତ୍ରର ହତ୍ୟା ବୋଲି ଅଭିଯୋଗ ଆଣିଛି କଂଗ୍ରେସ। କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ କରି କଂଗ୍ରେସ…

‘ଭାରତ ସହ ଆଉ ଆଲୋଚନା ଚାହୁଁନୁ’

ନୂଆଦିଲ୍ଲୀ, ୨୩ା୮(ପି.ଟି.):୩୭୦ ଧାରା ଉଚ୍ଛେଦ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ତିକ୍ତତା ବୃଦ୍ଧି ପାଇଥିବାବେଳେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ହତୋତ୍ସାହିତ ହୋଇପଡ଼ିଛନ୍ତି। ଆମେ ଭାରତ ସହ ଆଉ ଦ୍ୱିପାକ୍ଷିକ ଆଲୋଚନା ଚାହୁଁନାହୁଁ ବୋଲି ସେ ବିଦେଶୀ ମିଡିଆକୁ ବିବୃତି…

ଉପତ୍ୟକାରେ ବଡ଼ଧରଣର ଆକ୍ରମଣ ଷଡ଼ଯନ୍ତ୍ର:ପାକ୍‌ ଆଣୁଛି ୧୦୦ ଆଫ୍‌ଗାନ ଆତଙ୍କବାଦୀ

ନୂଆଦିଲ୍ଲୀ,୨୩ା୮(ପି.ଟି.):ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଭାରତର ନିଷ୍ପତ୍ତିରେ ଛାନିଆ ହୋଇଯାଇଥିବା ପାକିସ୍ତାନ ଉପତ୍ୟକାରେ ବଡ଼ଧରଣର ଆକ୍ରମଣ ଷଡ଼ଯନ୍ତ୍ର ରଚିଛି। ଏଥିପାଇଁ ଆଫଗାନିସ୍ତାନରୁ ୧୦୦ ଆତଙ୍କବାଦୀଙ୍କୁ କଶ୍ମୀରକୁ ଆଣୁଛି। ସେମାନେ ଉପତ୍ୟକା ସମେତ ଦେଶର ବିଭିନ୍ନ ସ୍ଥାନରେ ଆକ୍ରମଣ କରି ଅସ୍ଥିରତା ସୃଷ୍ଟି କରିପାରନ୍ତି ବୋଲି…

ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ସ୍ଥାନାନ୍ତର ପ୍ରସଙ୍ଗ:ବିବାଦୀୟ ହେବାକୁ ଚାହୁଁନି ପ୍ରଶାସନ

ପୁରୀ ଅଫିସ, ୨୩ା୮:ମେଘନାଦ ପାଚେରିକୁ ଲାଗି ରହିଥିବା ସରକାରୀ ଓ ବେସରକାରୀ ନିର୍ମାଣ ଉଚ୍ଛେଦ କାର୍ଯ୍ୟ ଶେଷ ହୋଇଛି। କେବଳ କେତେକ ମନ୍ଦିର ଓ ମଠକୁ ଛାଡ଼ି ବାକି ସମସ୍ତ ନିର୍ମାଣକୁ ଭାଙ୍ଗିଦେଇଛି ପ୍ରଶାସନ। ଉତ୍ତର ପାର୍ଶ୍ୱରେ ଗୋଟିଏ, ଦକ୍ଷିଣ ଓ…

ବେଳାଭୂମି ଅପରିଷ୍କାର କଲେ ଜରିମାନା ଗଣିବେ ପର୍ଯ୍ୟଟକ

ପୁରୀ ଅଫିସ, ୨୩ା୮:ପୁରୀକୁ ପ୍ରତ୍ୟହ ଦେଶ, ବିଦେଶର ପର୍ଯ୍ୟଟକ ଆସିଥାନ୍ତି। ଏଠାରେ ରହିଛି ମନୋରମ ବେଳାଭୂମି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପରେ ସଂଖ୍ୟାଧିକ ପର୍ଯ୍ୟଟକଙ୍କ ଖାସ୍‌ ଆକର୍ଷଣ ସାଜିଥାଏ ଏହି ବେଳାଭୂମି। ଏହାର ବିସ୍ତୀର୍ଣ୍ଣ ବାଲୁକା ଶଯ୍ୟାରେ ଦି ଘେରା ବୁଲି…

ଶିଳ୍ପାୟନ ଧୂଅଁାବାଣ:ଧ୍ୱଂସ ହୋଇଯାଉଛି କ୍ଷୁଦ୍ରଶିଳ୍ପ,୫ ବର୍ଷରେ ୧୫ ହଜାର କ୍ଷୁଦ୍ର, ମଧ୍ୟମ ଶିଳ୍ପରେ ତାଲା

ଭୁବନେଶ୍ୱର, ୨୩ା୮(ବ୍ୟୁରୋ):ଶିଳ୍ପାୟନର ସ୍ବପ୍ନ ଦେଖାଉଛନ୍ତି ରାଜ୍ୟ ସରକାର। ରାଜ୍ୟରେ ଆଲୁମିନିୟମ, ଇସ୍ପାତ, ଆଲୁମିନା, ସାର, ପେଟ୍ରୋ କେମିକାଲ, ପ୍ଲାଷ୍ଟିକ ଭଳି ବଡ଼ ବଡ଼ ଶିଳ୍ପ ସାଙ୍ଗକୁ କୃଷି, ଖାଦ୍ୟ ପ୍ରକ୍ରିୟାକରଣ, ସ୍ବାସ୍ଥ୍ୟ, ପର୍ଯ୍ୟଟନ, ପ୍ରତିରକ୍ଷା, ଶକ୍ତି, ସୂଚନା ପ୍ରଯୁକ୍ତି କ୍ଷେତ୍ର ପାଇଁ…

ଭିସୁଟ୍‌ରେ ର଼୍ୟାଗିଂ

ସମ୍ବଲପୁର,୨୩ା୮(ବ୍ୟୁରୋ):ସମ୍ବଲପୁର ଜିଲା ବୁର୍ଲା ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍‌)ରେ ର଼୍ୟାଗିଂ ଭିଡିଓ ଭାଇରାଲ ହୋଇଛି। ପ୍ରଥମ ବର୍ଷର ଛାତ୍ରମାନଙ୍କୁ ସିନିୟର ଛାତ୍ରମାନେ ର଼୍ୟାଗିଂ କରୁଥିବା ଏହି ଭିଡିଓରୁ ଜଣାପଡିଛି। ଏହାକୁ ନେଇ କୁଳପତି ଅଟଳ ଚୌଧୁରୀ ଗୁରୁବାର ସନ୍ଧ୍ୟାରେ କଲେଜ…

ନୀରବ ମୋଦିଙ୍କ ହାଜତ ମିଆଦ ସେପ୍ଟେମ୍ବର ୧୯ ଯାଏ ବୃଦ୍ଧି

ଲଣ୍ଡନ,୨୩-୮: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଜେଲ୍‌ ହାଜତ ମିଆଦ ସେପ୍ଟେମ୍ବର ୧୯ ଯାଏ ବୃଦ୍ଧି ପାଇଛି। ଭାରତକୁ ପ୍ରତ୍ୟର୍ପଣ ନେଇ ଆଗତ ମାମଲାର ସାମ୍ନା କରୁଥିବା ନୀରବଙ୍କୁ ଏବେ ବ୍ରିଟେନର ଓ୍ବଣ୍ଡସଓ୍ବର୍ଥ ଜେଲ୍‌ରେ ରଖାଯାଇଛି। ତାଙ୍କୁ ଭିଡ଼ିଓ କନ୍‌ଫରେନ୍ସିଂ…

ଭତ୍ତା ନ ପାଇ ଦୁର୍ଦ୍ଦିନରେ ୨୧୧ କଳାକାର

କୃଷ୍ଣପ୍ରସାଦ,୨୩ା୮(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ କିଛିବର୍ଷ ଧରି ୨୧୧ କଳାକାର ଭତ୍ତା ପାଇ ଅସୁଥିଲେ। ତେବେ ଏମାନଙ୍କ ଭତ୍ତା ବନ୍ଦ କରିଦିଆ ଯାଇଥିବାରୁ ଗୁରୁବାର ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଏମାନେ ୧୨ଶହ ଟଙ୍କା କଳାକାର ଭତ୍ତା ପାଇବା ପରେ…

ଆର୍ଥିକ ପ୍ୟାକେଜ ଦେବେନି ସରକାର

ନୂଆଦିଲ୍ଲୀ,୨୩-୮: ଦେଶର ଅର୍ଥନୀତି ଧିମା ହେବା କାରଣରୁ ଉଦ୍ୟୋଗ ଜଗତ ଏବେ ମାନ୍ଦାବସ୍ଥାର ଶିକାର ହୋଇଛି। ସରକାରଙ୍କ ପକ୍ଷରୁ ତୁରନ୍ତ ଆର୍ଥିକ ପ୍ୟାକେଜ ଘୋଷଣା କରିବାକୁ ଉଦ୍ୟୋଗ ଜଗତ ପକ୍ଷରୁ ଦାବି କରାଯାଇଛି। ତେବେ ସରକାର କୌଣସି ପ୍ରକାର ଆର୍ଥିକ ସହାୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?