Home Left

‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ଦାବି

ଭୁବନେଶ୍ୱର, ୨୨ା୮(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେବା ପରେ ସରକାରୀ କାର୍ଯ୍ୟ କ୍ଷିପ୍ର ଗତିରେ ଚାଲିବ ବୋଲି ନୂତନ ସଚିବ ଅସିତ ତ୍ରିପାଠୀ କହିଥିବାରୁ ଏହାକୁ ଉତ୍କଳ ସମ୍ମିଳନୀ ପ୍ରସଂଶା କରିଛି। ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ…

ସୁନା @ ୩୮,୮୨୦ ଟଙ୍କା

ନୂଆଦିଲ୍ଲୀ,୨୨।୮: ସୁନା ଓ ରୁପା ଦର କ୍ରମାଗତ ରେକର୍ଡ କରିଚାଲିଛି। ଦୈନିକ ଏହା ନୂଆ ସର୍ବୋଚ୍ଚ ସ୍ତର ପାର୍‌ କରୁଛି। ବୁଧବାର ବଜାର ବନ୍ଦ ହେବା ବେଳକୁ ସୁନା ଦର ପ୍ରତି ୧୦ ଗ୍ରାମ୍‌ ୩୮,୮୨୦ ଟଙ୍କା ରହିଛି। ସେହିପରି ରୁପା…

ସିବିଆଇ ପଞ୍ଝାରେ ଚିଦାମ୍ବରମ୍‌

ନୂଆଦିଲ୍ଲୀ,୨୨ା୮:ସୁବକ୍ତା, ପ୍ରଭାବଶାଳୀ କଂଗ୍ରେସ ନେତା, ରାଜ୍ୟ ସଭା ସଦସ୍ୟ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓ ସୁପ୍ରିମକୋର୍ଟର ବରିଷ୍ଠ ଆଇନଜୀବୀ ଏଭଳି ଅନେକ ମର୍ଯ୍ୟାଦାଜନକ ବିଶେଷଣର ଅଧିକାରୀ ୭୩ ବର୍ଷୀୟ ପାଲାନିଅପ୍ପାନ୍‌ ଚିଦାମ୍ବରମ୍‌ ଏବେ ଦେଶର ସର୍ବୋଚ୍ଚ ତଦନ୍ତକାରୀ ସଂସ୍ଥାର ପଞ୍ଝାରେ। ବହୁଚର୍ଚ୍ଚିତ ଆଇଏନ୍‌ଏକ୍ସ…

୧୦ ହଜାର କର୍ମଚାରୀ ଛଟେଇ କରିବ ପାର୍ଲେ ଜି

ନୂଆଦିଲ୍ଲୀ,୨୨।୮: ଭାରତର ଅର୍ଥନୀତି ଧିମା ହେବାର ପ୍ରଭାବ ଏବେ ଦେଶର ସର୍ବବୃହତ୍‌ ବିସ୍କୁଟ ନିର୍ମାତା କମ୍ପାନୀ ପାର୍ଲେ ଜି ଉପରେ ପଡିଛି। ଏହି କାରଣରୁ ଆଗାମୀ ଦିନରେ କମ୍ପାନୀ ପ୍ରାୟ ୧୦ ହଜାର କର୍ମଚାରୀଙ୍କୁ ଛଟେଇ କରିବାକୁ ନିଷ୍ପତ୍ତି ନେଇଛି। କମ୍ପାନୀର…

ଶ୍ରୀଲିଙ୍ଗରାଜ ମନ୍ଦିରରେ ଫଟୋ ଭାଇରାଲ ଘଟଣା: ସେବାୟତଙ୍କୁ କାରଣ ଦର୍ଶାଅ ନୋଟିସ

ପୁରୁଣା ଭୁବନେଶ୍ୱର, ୨୨ା୮ (ଡି.ଏନ.ଏ.): ଶ୍ରାବଣ ଶେଷ ସୋମବାରରେ ଶ୍ରୀଲିଙ୍ଗରାଜ ମନ୍ଦିରରେ ପ୍ରବଳ କାଉଡ଼ିଆଙ୍କ ସମାଗମ ସମୟରେ ଜନୈକ ସେବାୟତ ମନ୍ଦିରର ବିଭିନ୍ନ ସ୍ଥାନରେ ନିଜର ସେଲଫି ଫଟୋ ଉଠାଇ ଫେସବୁକ୍‌ରେ ଅପଲୋଡ କରିଥିଲେ। ଏହି ଫଟୋ ଭାଇରାଲ ହେବାପରେ କେତେକ…

ଅପରାହ୍ନ ୫ରେ ବାହାରିଲା ପ୍ରସାଦ

ପୁରୁଣା ଭୁବନେଶ୍ୱର,୨୨ା୮(ଡି.ଏନ୍‌.ଏ.): ଶ୍ରୀଲିଙ୍ଗରାଜଙ୍କ ନୀତି ୫ଘଣ୍ଟା ବିଳମ୍ବ ହେବାରୁ ବୁଧବାର ଠାକୁରଙ୍କ ପ୍ରସାଦ ବାହାରିବାରେ ବିଳମ୍ବ ହୋଇଥିଲା। ଏନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଅପରାହ୍ନ ପ୍ରାୟ ୫ଟା ୧୫ରେ ପ୍ରସାଦ ବାହାରିବା ପରେ ଶ୍ରଦ୍ଧାଳୁମାନେ ପ୍ରସାଦ ସେବନ କରିଥିଲେ।…

ଆଗେଇପାରୁନି ଆଚାର୍ଯ୍ୟ ବିହାର-ବାରଙ୍ଗ ସମାନ୍ତରାଳ ରାସ୍ତା

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ହୁ ହୁ ବଢୁଛି ରାଜଧାନୀର ଜନସଂଖ୍ୟା। ପରିବ୍ୟାପ୍ତ ହୋଇଚାଲିଛି ସହରର ଆକାର। ସ୍ମାର୍ଟସିଟି ହେବାପରଠାରୁ ଭୁବନେଶ୍ୱରରେ ରହିବାକୁ ରାଜ୍ୟ ତଥା ବାହାରୁ ଲୋକଙ୍କ ସୁଅ ଛୁଟୁଛି। ଗାଡ଼ିମୋଟର ସଂଖ୍ୟା ମଧ୍ୟ ବଢ଼ି ଚାଲିଛି। ହେଲେ ସେହି ଅନୁପାତରେ ରାସ୍ତା ପ୍ରଶସ୍ତ…

ମେଡିକାଲ ବଣ୍ଡ୍‌କୁ ସୁପ୍ରିମକୋର୍ଟଙ୍କ ସମର୍ଥନ

ନୂଆଦିଲ୍ଲୀ,୨୨ା୮ : ପୋଷ୍ଟ-ଗ୍ରାଜୁଏଟ୍‌ ମେଡିକାଲ ପାଠ୍ୟକ୍ରମ ଏବଂ ସୁପର ସ୍ପେଶିଆଲିଟି ପାଠ୍ୟକ୍ରମରେ ନାମଲେଖା ପାଇଁ ବାଧ୍ୟତାମୂଳକ ବଣ୍ଡ୍‌ ବ୍ୟବସ୍ଥାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା ରିଟ୍‌ ପିଟିଶନ୍‌କୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଓଡିଶା ସମେତ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ଗୁଜରାଟ, ମହାରାଷ୍ଟ୍ର, ତାମିଲନାଡୁ,…

ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ; ଶତାଧିକ ଏକର ଚାଷ ଜମି ଜଳମଗ୍ନ

ଜୁନାଗଡ,୨୨।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ମୁଣ୍ଡରାଗୁଡା ପଞ୍ଚାୟତ ପଣ୍ଡରାପଲାରେ ବୁଧବାର ମଧ୍ୟାହ୍ନରେ ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ ସୃଷ୍ଟି ହୋଇଛି। ଏଥିଯୋଗୁ ଶତାଧିକ ଏକର ଚାଷ ଜମି ଜଳମଗ୍ନ ହୋଇଛି ା ଫଳରେ ଧାନ ଫସଲ ନଷ୍ଟ ହେବା…

ଛାତ୍ର ସଂସଦ ନିର୍ବାଚନ: ମୁହାଁମୁହିଁ ହେବେ ଏବିଭିପି-ଛାତ୍ର ବିଜେଡି

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ସେପ୍ଟେମ୍ବର ଶେଷ ସପ୍ତାହରେ ରାଜ୍ୟରେ ଅନୁଷ୍ଠିତ ହେବ ଛାତ୍ର ସଂସଦ ନିର୍ବାଚନ। ଯୁକ୍ତ ୩ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକ ପାଇଁ ସେପ୍ଟେମ୍ବର ତୃତୀୟ ସପ୍ତାହରୁ ନିର୍ବାଚନ ପ୍ରକ୍ରିୟା ଲାଗି ବିଜ୍ଞପ୍ତି ପ୍ରକାଶ ପାଇବା ସମ୍ଭାବନା ରହିଥିବାବେଳେ ଏବେଠାରୁ କ୍ୟାମ୍ପସରେ ଉଷ୍ଣତା…

ଆଶେସ ତୃତୀୟ ଟେଷ୍ଟ: ସ୍ମିଥ୍‌ଙ୍କ ଅନୁପସ୍ଥିତିରୁ ଫାଇଦା ଉଠାଇବ ଇଂଲଣ୍ଡ

ଲିଡ୍ସ,୨୨।୮(ଏଏଫ୍‌ପି)- ଇଂଲଣ୍ଡ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଆଶେସର ତୃତୀୟ ଟେଷ୍ଟ ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଟେଷ୍ଟରେ ଅଷ୍ଟ୍ରେଲିଆ ୨୫୧ ରନରେ ବିଜୟୀ ହୋଇଥିଲା। ବର୍ଷା ବାଧାପ୍ରାପ୍ତ ଦ୍ୱିତୀୟ ଟେଷ୍ଟ ଅମୀମାଂସିତ ରହିବାରୁ ଅଷ୍ଟ୍ରେଲିଆ ଏହି ୫ ମ୍ୟାଚ୍‌…

ପାକିସ୍ତାନକୁ ପାଣି ବନ୍ଦ ପାଇଁ ଭାରତର ପ୍ରସ୍ତୁତି

ନୂଆଦିଲ୍ଲୀ,୨୨ା୮(ଆଇଏଏନ୍‌ଏସ୍‌): ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ କେନ୍ଦ୍ର ସରକାର ପାକିସ୍ତାନକୁ ଜମ୍ମୁ-କଶ୍ମୀର ବାଟଦେଇ ଯାଉଥିବା ପାଣି ବନ୍ଦ କରିବା ଲାଗି ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସିନ୍ଧୁନଦୀ ଜଳଚୁକ୍ତିକୁ ଉଲ୍ଲଂଘନ ନ କରି କିପରି ପାକିସ୍ତାନ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?