ଭାଜପା ନେତା ଲଳିତ ବେହେରାଙ୍କ ଗିରଫ ଦାବିରେ ବ୍ଲକ ଅଫିସରେ ପଡ଼ିଲା ତାଲା
ରାଜନଗର,୫ା୧(ଭାସ୍କର ରାଉତରାୟ): ୪ ତଳେ କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନ ମଣ୍ଡଳୀ ଭାଜପା ନେତା ଲଳିତ ବେହେରା ରାଜନଗର ବ୍ଲକ ବିଡିଓ ତିଳୋତ୍ତମା ପୃଷ୍ଟିଙ୍କୁ କମ୍ପ୍ୟୁଟର ମନିଟର ଦ୍ୱାରା ଆକ୍ରମଣ କରିବା ଘଟଣା ଏବେ ରାଜ୍ୟ ତଥା ଜାତୀୟସ୍ତରରେ ବିଭିନ୍ନ ଗଣମାଧ୍ୟମରେ…
ଭାଜପାର ଜିଲା ସାଙ୍ଗଠନିକ ବୈଠକ, ତୃଣମୂଳ ସ୍ତରରୁ ସଂଗଠନ ମଜବୁତ କରିବାକୁ ଆହ୍ୱାନ
ଦାରିଙ୍ଗବାଡି, ୫/୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ରାଣୀଦୁର୍ଗା କଲ୍ୟାଣମଣ୍ଡପ ପରିସର ମଧ୍ୟରେ ସୋମବାର ଭାଜପାର ଜିଲ୍ଲା ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଦଳର ଜିଲ୍ଲା ସଭାପତି ପଣ୍ଡିତ ବିଶିମାଝିଙ୍କ ଅଧ୍ୟକ୍ଷତା ବୈଠକରେ ଜିଲା ସାଧାରଣ ସମ୍ପାଦକ…
ନିର୍ଗୁଣ୍ଡି ଡବଲ ମର୍ଡର: ଧରାପଡ଼ିଲେ ଆଉ ୨ ଅଭିଯୁକ୍ତ
ଚୌଦ୍ୱାର,୫।୧: କଟକ ଜିଲା ନିର୍ଗୁଣ୍ଡି ଡବଲ ମର୍ଡର ମାମଲାରେ ଟାଙ୍ଗୀ ଥାନା ପୋଲିସ ସୋମବାର ଆଉ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ ପୂର୍ୱରୁ ଏହି ମାମଲାରେ ୩ଜଣଙ୍କୁ ଗିରଫ କରିଥିଲେ। ହେଲେ ଘଟଣାରେ ସମ୍ପୃକ୍ତ ଥିବା ଅନ୍ୟ ୨ ଅଭିଯୁକ୍ତ…
କୋଲେଷ୍ଟରଲ୍ ନିୟନ୍ତ୍ରଣ କରିବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ସହଜ ଉପାୟ…
ଆମ ଶରୀରରେ କୋଲେଷ୍ଟରଲ ପରିମାଣ ନିୟନ୍ତ୍ରଣରେ ରହିବା ନିହାତି ଦରକାର। ତେବେ ଏହାର ଏକ ସରଳ ତଥା ସହଜ ଉପାୟ ହାତ ପାଆନ୍ତାରେ ରହିଛି। ତାହା କ’ଣ ଜାଣନ୍ତି? ଯଦି ଜଣେ ବ୍ୟକ୍ତି ନିୟମିତ ସକାଳୁ ଖାଲି ପେଟରେ ଉଷୁମ ପାଣି…
ଅଭିଯୋଗ ଶୁଣାଣିକୁ ବିଳମ୍ବରେ ଆସିଲେ ଅଧିକାରୀ, ବାହାର କରିଦେଲେ ଜିଲାପାଳ
ରାୟଗଡା,୫/୨(ଆଶିଷ ରଞ୍ଜନ ପଣ୍ଡା)- ଜିଲା ସ୍ତରୀୟ ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ କିଛି ଜିଲାସ୍ତରୀୟ ଅଧିଳାରୀ ନିର୍ଦ୍ଧାରିତ ସମୟ ଠାରୁ ବିଳମ୍ବରେ ଆସିବାରୁ ଭିତରକୁ ପ୍ରବେଶ କରିବା ପାଇଁ ଜିଲାପାଳ ମନା କରିଦେଇଥିବା ଭଳି ଘଟଣା ଦେଖିବାକୁ ମିଳିଛି । ସୂଚନା ଅନୁସାରେ,…
ଆଣ୍ଟିବାୟୋଟିକ୍ ଖାଉଥିଲେ ହୋଇଯାନ୍ତୁ ସାବଧାନ: ନଚେତ୍ ହୋଇପାରେ..
କେତେକ ରୋଗରୁ ଉପଶମ ପାଇବା ଲାଗି ଡାକ୍ତର ଔଷଧ ସହ ଆଣ୍ଟିବାୟୋଟିକ୍ ଖାଇବାକୁ ପରାମର୍ଶ ଦେଇଥାଆନ୍ତି। ରୋଗର କାରଣକୁ ଭଲ ଭାବରେ ତର୍ଜମା କରି ସେ ଏଭଳି ନିଷ୍ପତ୍ତି ନେଇଥାଆନ୍ତି। ତେଣୁ କୌଣସି ରୋଗ ବିଷୟରେ ଡାକ୍ତରଙ୍କ ସହ ପରାମର୍ଶ କରୁଥିବା…
ବବି ଦାସଙ୍କୁ କଡ଼ା କାଉଣ୍ଟର କଲେ ପ୍ରୀତିରଞ୍ଜନ ଘଡ଼ାଇ, କହିଲେ କୋରେଇରେ ଯେଉଁମାନେ ଥିଲେ ସମସ୍ତେ…
ଯାଜପୁର,୫ା୧: ବିଜେଡି ନେତା ବବି ଦାସଙ୍କ ମନ୍ତବ୍ୟକୁ କଡ଼ା କାଉଣ୍ଟର କରିଛନ୍ତି ପୂର୍ବତନ ବିଧାୟକ ପ୍ରୀତିରଞ୍ଜନ ଘଡ଼ାଇ। ବବି କୋରେଇର ପୂର୍ବତନ ବିଧାୟକମାନଙ୍କୁ ପରୋକ୍ଷରେ ଟାର୍ଗେଟ୍ କରି କହିଥିଲେ ସୁଯୋଗ ପାଇ ସାରିବା ପରେ କୋରେଇ ଛାଡ଼ି ପଳାଇଛନ୍ତି। ଏହାର ଜବାବରେ…
ଜନ୍ମଦିନରେ ପ୍ରଶଂସକଙ୍କୁ ବଡ଼ ଉପହାର ଦେଲେ ଦୀପିକା
ବଲିଉଡର ସବୁଠାରୁ ପ୍ରତିଭାଶାଳୀ ଅଭିନେତ୍ରୀମାନଙ୍କ ମଧ୍ୟରୁ ଦୀପିକା ପାଦୁକୋଣ ଅନ୍ୟତମ। ଦୀପିକି ନିଜ ଜନ୍ମଦିନ ପ୍ରଶଂସକଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ଜଣେ ଅଭିନେତ୍ରୀ, ପ୍ରଯୋଜକ, ଉଦ୍ୟୋଗୀ ଏବଂ ମାନସିକ ସ୍ବାସ୍ଥ୍ୟ ପ୍ରବକ୍ତା ଭାବରେ ଜଣାଶୁଣା ଦୀପିକା ତାଙ୍କ ଜନ୍ମଦିନରେ ଏକ…
ଶିକ୍ଷା ସହିତ ମନୋରଞ୍ଜନ ନିତ୍ୟାନ୍ତ ଆବଶ୍ୟକ କହିଲେ ବିଧାୟକ
ପରଜଙ୍ଗ,୫।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗସ୍ଥିତ ପିଏମ୍ ଶ୍ରୀ ମହେଶ୍ଚନ୍ଦ୍ର ସୁବହୁସିଂହ ନୋଡାଲ ବିଦ୍ୟାପୀଠଠାରେ ସୋମବାର ବିଦ୍ୟାଳୟ ସ୍ତରୀୟ ପିଏମ ଶ୍ରୀ ଉତ୍ସବ ପରଜଙ୍ଗ ବିଧାୟକ ବିଭୂତି ଭୂଷଣପ୍ର ଧାନଙ୍କ କରକମୋଳରେ ଉଦ୍ଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ବକ୍ତା ଭାବେ ବ୍ଲକ…
ମୁସ୍ତାଫିଜୁରଙ୍କୁ KKR ବାଦ୍ ଦେବାପରେ ପାଲଟା ପଦକ୍ଷେପ, ବାଂଲାଦେଶରେ IPL ପ୍ରସାରଣ ଉପରେ ଲାଗିଲା ବ୍ୟାନ
ନୂଆଦିଲ୍ଲୀ,୫।୧: ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କୁ IPLରୁ ବାସନ୍ଦ କରାଯିବା ପରେ ବାଂଲାଦେଶ ବିଚଳିତ ଅବସ୍ଥାରେ ଅଛି। ଏହି ଘଟଣାର ପ୍ରତିକ୍ରିୟାରେ ବାଂଲାଦେଶ କ୍ରିକେଟ୍ ଅଜବ ନିଷ୍ପତ୍ତି ନେଉଛି । T୨୦ ବିଶ୍ୱକପ୍ ମ୍ୟାଚ୍ ଭାରତରୁ ଶ୍ରୀଲଙ୍କାକୁ ସ୍ଥାନାନ୍ତର କରିବାକୁ ବାଂଲାଦେଶ…
ଫେବୃଆରୀ ୫ରୁ ସତ୍ୟବାଦୀ ମହୋତ୍ସବ: ପଞ୍ଚସଖା ଜ୍ୟୋତି ଯାତ୍ରା ହେବ ଆକର୍ଷଣ
ସାକ୍ଷୀଗୋପାଳ,୫ା୧(କିଶୋର ମହାପାତ୍ର/ ପ୍ରଶାନ୍ତ କୁମାର ବାରିକ/ଭରତ ରାଉତ) ଚଳିତ ବର୍ଷ ୧୦ମ ସତ୍ୟବାଦୀ ମହୋତ୍ସବ ଫେବୃଆରୀ ୫ରୁ ଆରମ୍ଭ ହୋଇ ୮ ତାରିଖ ପର୍ଯ୍ୟନ୍ତ ଚାଲିବ। ସତ୍ୟବାଦୀ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ସ୍ଥାନୀୟ…
ଜଣ୍ଡିସ୍ ଆକ୍ରାନ୍ତ ଘଟଣା: ଜବାହର ନବୋଦୟ ବିଦ୍ୟାଳୟରେ ପହଞ୍ଚିଲା ବିଶେଷଜ୍ଞ ଟିମ୍
ଖୋର୍ଦ୍ଧା,୫ା୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧାସ୍ଥିତ ପିଏମ୍ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟରେ ଜଣ୍ଡିସ୍ ଆକ୍ରାନ୍ତ ଘଟଣାରେ ସ୍କୁଲରେ ପହଞ୍ଚିଛନ୍ତି ଭୁବନେଶ୍ୱର ସ୍ବାସ୍ଥ୍ୟ ବିଶେଷଜ୍ଞ ଓ ଓ୍ବାଟ୍କୋ ଟିମ୍। ୧୨ଟି ସ୍ଥାନରୁ ଜଳ ନମୁନା ସଂଗ୍ରହ କରିଛନ୍ତି। ସମସ୍ତ ନମୁନାକୁ ପରୀକ୍ଷା କରିବାକୁ ଲାବୋରେଟୋରୀକୁ ପଠାଯାଇଛି।…

