Home Left

ପାଣିରେ ବୁଡ଼ି ଶିଶୁକନ୍ୟା ଜୀବନ ଗଲା

ରୂପ୍‌ସା,୨୧।୮(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଶ୍ରୀରାମପୁର ପଞ୍ଚାୟତ ଅନ୍ତର୍ଗତ ବଳବୁଧି ଗ୍ରାମରେ ୧୧ମାସର ଶିଶୁକନ୍ୟା ଚାନ୍ଦିନୀ ପାଣିରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତ ଶିଶୁ ହେଲେ ବିଶ୍ୱନାଥ ବେହେରାଙ୍କ କନ୍ୟା । ଅସାବଧାନତା ବଶତଃ ସେ ଘର ପାଖ ଏକ ପାଣି…

ବ୍ଲକସ୍ତରୀୟ ଶାରଦୀୟ କ୍ରୀଡ଼ା ଉତ୍ସବ ଉଦ୍‌ଯାପିତ

ରିଷିଡା,୨୧।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ଅଲାତରା ପଞ୍ଚସଖା ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ଶାରଦୀୟ କ୍ରୀଡ଼ା ଉତ୍ସବ ବୁଧବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ୧୫୧ଜଣ ପ୍ରତିଯୋଗୀ କବାଡି, ଖୋଖୋ ଓ ଫୁଟବଲ ଖେଳରେ ଅଂଶ ଗ୍ରହଣ କରିଥିଲେ । ଏଥିରେ ମନୋନୀତ…

ପାଇପ୍‌ରୁ ଆସୁଛି ନାଲି ରଙ୍ଗର ପାଣି: ପାନୀୟଜଳ ପାଇଁ ଓ୍ବାର୍ଡବାସୀ ହଇରାଣ

ଯୋଡ଼ା, ୨୧।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ପୌରପାଳିକାର ୯ନଂ ଓ୍ବାର୍ଡ ଗୋପ ମହାନ୍ତି ହଟିଂ ଠାରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପାନୀୟ ଜଳ ନିମନ୍ତେ ଦିଆଯାଇଥିବା ପାଇପ ଲାଇନରେ ନାଲି ରଙ୍ଗର ଦୂଷିତ ଜଳ ଆସୁଥିବା ନେଇ ସ୍ଥାନୀୟ ଅଞ୍ଚଳରେ ଅଭିଯୋଗ…

କୃଷକ ଉତ୍ପାଦକ ଦଳ ଗଠନ ଉପରେ ତାଲିମ

କର୍ଲାମୁଣ୍ଡା,୨୧।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ବୁଢୀପଦରଠାରେ ଇଣ୍ଡୋଗ୍ଲୋବାଲ ସୋସିଆଲ ସର୍ଭିସ ସୋସାଇଟି ପକ୍ଷରୁ ଧଅଁରାଖମନ, ବୁଢୀପଦର, ସିରାବାହାଲ ଗଁ।ର ଅଗ୍ରଣୀ ଚାଷୀମାନଙ୍କୁ ନେଇ କୃଷକ ଉତ୍ପାଦକ ଦଳ ଗଠନ ଉପରେ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି…

କଳାହାଣ୍ଡି ଏମ୍‌ପିଙ୍କ ଗୋଲାମୁଣ୍ଡା ବ୍ଲକ ଗସ୍ତ

ଗୋଲାମୁଣ୍ଡା,୨୧।୮(ଡି.ଏନ.ଏ.): କଳାହାଣ୍ଡି ଏମ୍‌ପି ତଥା ରାଜ୍ୟ ଭାଜପା ସଭାପତି ବସନ୍ତ ପଣ୍ଡା ବୁଧବାର ଗୋଲାମୁଣ୍ଡା ବ୍ଲକ ଗସ୍ତ କରିଛନ୍ତି । ଏହି ଅବସରରେ ଗୋଲାମୁଣ୍ଡା ସଭା ଗୃହରେ ଭାଜପା କର୍ମୀ ସମ୍ମିଳନି କରି ଗୋଲାମୁଣ୍ଡା ବ୍ଲକର ବିଭିନ୍ନ ସମସ୍ୟା ଉପରେ ଆଲୋଚନା…

ଗଁ।କୁ ନାହିଁ ସବୁଦିନିଆ ପକ୍କାରାସ୍ତା: ବିଧାୟକଙ୍କୁ ଭେଟିଲେ ଗ୍ରାମବାସୀ

ଭଦ୍ରକ ଅଫିସ, ୨୧।୮: ଭଦ୍ରକ ବ୍ଲକ ଦଇସିଂ ପଞ୍ଚାୟତ କୁଶୁନନଗର ମୌଜାର ବଢେଇଗଡିଆ ଗଁ।କୁ ନାହିଁ ସବୁଦିନିଆ ପକ୍କାରାସ୍ତା। ଫଳରେ ଲୋକେ ଯାତାୟାତ କରିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବୁଧବାର ଏହି ଗ୍ରାମବାସୀ ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକଙ୍କୁ ଭେଟି ସେମାନଙ୍କ…

ବଜ୍ରପାତରେ ଚାଷୀ ମୃତ

ତିହିଡ଼ି,୨୧।୮(ଡି.ଏନ.ଏ.) : ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତ କମାରିଆ ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଛି। ମୃତ ଚାଷୀ ହେଲେ ସୁଦାମ ସାହୁ(୩୫)। ସେ ବିଲରେ କାମ କରୁଥିବା ବେଳେ ବଜ୍ରପାତ ଘଟି…

ଏମିତି ଗାଁ ଯେଉଁଠି ଘରେ ଘରେ ଭିନ୍ନକ୍ଷମ

ଉତ୍ତରପ୍ରଦେଶର ଆଗ୍ରାଠାରୁ ୨୦ କିଲୋମିଟର ଦୂର ଗ୍ବାଲିୟର ରୋଡରେ ବରୋଲି ଅହିର ବ୍ଲକ୍‌ର ୧୧ଟି ଗାରଁ ଦୁଃଖ କହିଲେ ନ ସରେ। ଏହି ସବୁ ଗାଁରେ ଲୋକମାନେ ଫ୍ଲୋରାଇଡ୍‌ଯୁକ୍ତ ପାଣି ପିଉଥିବାରୁ ଘରେ ଘରେ ଜଣେ ଭିନ୍ନକ୍ଷମ ରହିଛନ୍ତି। ହ୍ୟାଣ୍ଡପମ୍ପରୁ ପାଣି…

ରାଶନ କାର୍ଡରେ୯ ସଦସ୍ୟ: ସମସ୍ତଙ୍କ ଜାତି ଓ ପିତାଙ୍କ ନାମ ଅଲଗା

ଉତ୍ତରପ୍ରଦେଶ ଗାଜିଆବାଦ୍‌ର ଯୋଗାଣ ବିଭାଗ କାର୍ଯ୍ୟାଳୟର ଖାମଖିଆଲି ନୀତି ପଦାକୁ ଆସିଛି। ଏଠାରେ ପ୍ରଥମେ ବିନା ଯାଞ୍ଚରେ ଲକ୍ଷ୍ମୀ ନାମକ ଜଣେ ମହିଳାଙ୍କୁ ରାଶନ କାର୍ଡ ଦିଆଯାଇଛି। କାର୍ଡରେ ସଦସ୍ୟ ସଂଖ୍ୟ ୯ ଜଣ ଦର୍ଶାଯାଇଛି। ଲକ୍ଷ୍ମୀଙ୍କୁ ଛାଡି ୮ ଜଣ…

ଗଙ୍ଗା ନଦୀରେ ଚାଷୀଙ୍କ ଜଳ ସତ୍ୟାଗ୍ରହ

ବିଜନର,୨୧।୮: ଉତ୍ତରପ୍ରଦେଶର ବିଜନର ଜିଲାର ଭାରତୀୟ କିଷାନ ୟୁନିୟନ(ଭାକିୟୁ) ପକ୍ଷରୁ ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଦେବଲଗଢ଼ ଗଁାର ଗଙ୍ଗା ନଦୀରେ ସେତୁ ନିର୍ମାଣ ଦାବିରେ ଶହ ଶହ ଚାଷୀ ଜଳ ସତ୍ୟାଗ୍ରହ ଆରମ୍ଭ କରିଛନ୍ତି। ଏହି ଆନ୍ଦୋଳନ ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା…

ଯେଉଁଠି ବିବାହ ପୂର୍ବରୁ ବରକୁ ମାରିବାକୁ ପଡ଼େ ଘୁଷୁରି…

ଭାରତର ବିଭିନ୍ନ ପ୍ରାନ୍ତରେ ବିବାହର ଭିନ୍ନ ଭିନ୍ନ ପରମ୍ପରା ରହିଛି। ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବାସ କରୁଥିବା ଗୋଣ୍ଡ ଜନଜାତିରେ ଅଛି ଏକ ଅଜବ ପରମ୍ପରା। ଏହି ଜନଜାତିଙ୍କ ବିବାହରେ ବରକୁ ଘୁଷୁରି ମାରିବାକୁ ପଡିଥାଏ। ପରେ ବର ଏହାର ରକ୍ତ…

ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟରେ ଅସନ୍ତୋଷ : ଦାବି ପୂରଣ ନ ହେଲେ ଆନ୍ଦୋଳନ ଜୋର୍‌ଦାର

କେନ୍ଦୁଝର,୨୧।୮(ସ୍ବ.ପ୍ର.): ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର କେନ୍ଦୁଝର ଜିଲା ମୁଖ୍ୟାଳୟଠାରେ ଥିବା ଦ୍ୱିତୀୟ କ୍ୟାମ୍ପସରେ ବ୍ୟାପକ ଅବ୍ୟବସ୍ଥା ନେଇ ଛାତ୍ରୀଛାତ୍ର ବୁଧବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏନେଇ ସେମାନେ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଜରିଆରେ କୁଳପତିଙ୍କୁ ଦାବିପତ୍ର ଦେଇ ତୁରନ୍ତ ସମାଧାନ କରିବାକୁ ଦାବି କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?