ଭାରତ-ବାଂଲାଦେଶ ସୀମା: ମାସ୍କ୍ ପିନ୍ଧି ଶତ୍ରୁଙ୍କ ସହ ଲଢୁଛନ୍ତି ଯବାନ
ନୂଆଦିଲ୍ଲୀ,୨୧।୮: ଭାରତ-ବାଂଲାଦେଶ ସୀମାରେ ମୁତୟନ ଥିବା ବିଏସ୍ଏଫ୍ ଯବାନ୍ଙ୍କୁ ଆତଙ୍କବାଦୀ, ଅନୁପ୍ରବେଶକାରୀ ତଥା ଚୋରାବେପାରୀଙ୍କ ସହିତ ଲଢ଼ିବାକୁ ପଡ଼ିଥାଏ। ତେବେ ଏଠାରେ ଏସବୁ ବାହ୍ୟ ଶତ୍ରୁଙ୍କ ସହିତ ଅନ୍ୟ କିଛି ଶତ୍ରୁଙ୍କ ସହିତ ଯବାନଙ୍କୁ ମାସ୍କ୍ ପିନ୍ଧି ଲଢ଼ିବାକୁ ପଡ଼ିଥାଏ। ତ୍ରିପୁରା-ମିଜୋରାମ୍…
ଉତ୍ତରକାଶୀକୁ ରିଲିଫ ନେଇ ଯାଉଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
ଡେରାଡୁନ,୨୧।୮: ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା ଓ ବାଦଲ ଫାଟିବା ଯୋଗୁ ସହରରେ ବନ୍ୟା ବିତ୍ପାତ ଦେଖାଦେଇଛି। ଫଳରେ ବୁଧବାର ବନ୍ୟା ପୀଡ଼ିତଙ୍କ ପାଇଁ ରିଲିଫ ସାମଗ୍ରୀ ନେଇ ଯାଉଥିବା ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ହେଲିକପ୍ଟରରେ ୩ଜଣ ଥିବା ବେଳେ…
ଟେଷ୍ଟରେ ୧୦୦ ଉଇକେଟ ପୂରଣ କରିବାକୁ ଚାହାନ୍ତି ଶ୍ରୀସନ୍ଥ
ମୁମ୍ବାଇ, ୨୧।୮: ଭାରତୀୟ ପେସର ଏସ୍. ଶ୍ରୀସନ୍ଥଙ୍କ ଉପରେ ଲାଗିଥିବା ଆଜୀବନ ବାସନ୍ଦାଦେଶକୁ ହ୍ରାସ କରି ୭ ବର୍ଷ କରାଯାଇଛି। ଫଳରେ ସେ ଆସନ୍ତା ବର୍ଷ ସେପ୍ଟେମ୍ବରଠାରୁ ଅନ୍ତର୍ଜାତୀୟ ସ୍ତରରେ ଭାରତୀୟ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରିପାରିବେ। ବାସନ୍ଦାଦେଶ ସମୟ ସୀମା…
କେନ୍ଦୁଝର ଜେଲରେ କଏଦୀଙ୍କ ମୃତ୍ୟୁ
କେନ୍ଦୁଝର,୨୧।୮(ସ୍ବ.ପ୍ର.): କେନ୍ଦୁଝର ଜେଲରେ ସଜା କାଟୁଥିବା ଜଣେ କଏଦୀଙ୍କର ବୁଧବାର ପୂର୍ବାହ୍ନରେ ମୃତ୍ୟୁ ଘଟିଛି। ସେ ହେଲେ ବଡ଼ବିଲ ଥାନା ହିସାବୁରୁ ଗ୍ରାମର ବିପିନ ନାୟକ। ପ୍ରକାଶ ଯେ, ବିପିନ ୨୦୧୭ ମସିହାରେ ଚମ୍ପୁଆ ଜେଲରୁ ଏଠାକୁ ସ୍ଥାନାନ୍ତରିତ ହୋଇଆସିଥିଲେ। ବୁଧବାର…
ଚୋରି ବୋଲେରୋ ଦୁର୍ଘଟଣାଗ୍ରସ୍ତ: ଜଣେ ମୃତ, ୩ ଫେରାର୍
ଜମନକିରା, ୨୧।୮(ଡି.ଏନ୍.ଏ.) : ସମ୍ବଲପୁର ଜିଲା ଜମନକିରା ଥାନା ଅଧୀନ ଷଣ୍ଢପଥର ବାବେଜୋର ପୋଲ ନିକଟରେ ଏକ ଚୋରି ବୋଲେରୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ୩ ଜଣ ଫେରାର ହୋଇଯାଇଥିବା ଜଣାଯାଇଛି। ସୂଚନା ଅନୁଯାୟୀ, ମଙ୍ଗଳବାର…
ରାସ୍ତା ମରାମତି ଦାବିରେ ଜମନକିରା ୫୩ ନମ୍ବର ରାଜ୍ୟ ରାଜପଥ ଅବରୋଧ
ଜମନକିରା, ୨୧।୮(ଡି.ଏନ୍.ଏ.): ସମ୍ବଲପୁର ଜିଲା ଗୌଡ଼ପାଲିଠାରୁ ଦେବଗଡ଼ ପର୍ଯ୍ୟନ୍ତ ୫୩ ନମ୍ବର ରାଜ୍ୟ ରାଜପଥର ପ୍ରାୟ ୯୦ କିଲୋମିଟର ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ସଙ୍କଟାପର୍ଣ୍ଣ ରହିଛି। ରାସ୍ତା ମରାମତି ନେଇ ଅଞ୍ଚଳବାସୀ ବାରମ୍ବାର ଦାବି କରି ଆସୁଥିଲେ ହେଁ ବିଭାଗ ଏବଂ…
ଅନୁଗୋଳ ଜିଲା ପରିଷଦର ୪୯ତମ ସାଧାରଣ ବୈଠକ: ଅଧାରୁ ଗୃହ ବର୍ଜନ କଲେ ସଦସ୍ୟ
ଅନୁଗୋଳ ଅଫିସ,୨୧।୮: ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ୪୯ ତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଠମଲ୍ଲିକ ବିଧାୟକ ରମେଶ ସାଏ, ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା, ଅନୁଗୋଳ ବିଧାୟକଙ୍କ ପ୍ରତିନିଧି, ସମ୍ବଲପୁର ଏମ୍ପିଙ୍କ ପ୍ରତିନିଧି, ଜିଲାପରିଷଦ…
ସୁଗାର ଫ୍ରି’ ନୁହେଁ ବ୍ରାଉନ ରାଇସ୍
ବଜାରରେ ଚଢ଼ାଦରରେ ମିଳୁଥିବା ବ୍ରାଉନ ରାଇସ୍ ସୁଗାର ଓ କୋଲେଷ୍ଟରଲ ମୁକ୍ତ ଥିବା ଦର୍ଶାଯାଇଥାଏ । କିନ୍ତୁ ଏହି ତଥ୍ୟ ସମ୍ପୂର୍ଣ୍ଣ ଭୁଲ ବୋଲି ମାଡ୍ରାସ ଡାଇବେଟିଜ୍ ରିସର୍ଚ୍ଚ ଫାଉଣ୍ଡେସନ (ଏମ୍ଡିଆର୍ଏଫ୍) ପ୍ରକାଶ କରିଛି। ଚାଉଳ ସୁଗାର-ଫ୍ରି ହୋଇପାରିବ ନାହିଁ ବୋଲି…
ପୁଣି ଜଣେ ବାବାଙ୍କ ନାମରେ ଯୌନ ଶୋଷଣ ଅଭିଯୋଗ: ଭିଡ଼ିଓ ଭାଇରାଲ ହେବା ପରେ ଆଶ୍ରମରୁ ବାବା ଚମ୍ପଟ୍
ଚଣ୍ଡିଗଡ଼, ୨୧।୮: ଏବେ ପୁଣି ଜଣେ ବାବାଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ ହୋଇଛି। ସୋସିଆଲ୍ ମିଡ଼ିଆରେ ବାବାଙ୍କ ଏସମ୍ପର୍କିତ ଭିଡ଼ିଓ ଭାଇରାଲ ହୋଇଛି। ଭିଡ଼ିଓ ଭାଇରାଲ ହେବାପରେ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଥିବାବେଳେ ବାବା ଆଶ୍ରମ ଛାଡ଼ି ଚମ୍ପଟ୍…
୧୩ ବର୍ଷ ପରେ ବଲିଉଡ୍ ଫେରିବେ ଶିଳ୍ପା
କିଛିବର୍ଷ ହେବ ଶିଳ୍ପା ଶେଟ୍ଟୀ ବଲିଉଡ୍ଠାରୁ ଦୂରେଇ ଯାଇଛନ୍ତି। କେବଳ ରିୟଲିଟି ଶୋ’ରେ ଯାହା ତାଙ୍କୁ ଦେଖିବାକୁ ମିଳୁଛି। ୯୦ ଦଶକରେ ଦର୍ଶକଙ୍କ ମନୋରଞ୍ଜନ କରୁଥିବା ଶିଳ୍ପା ବେଶ୍ କିଛିବର୍ଷ ଧରି କୌଣସି କାରଣରୁ ଫିଲ୍ମରୁ ଦୂରେଇ ଯାଇଥିଲେ। ଫ୍ୟାନ୍ଙ୍କ ପାଇଁ…
ଚାଇନାର ଚିନ୍ତା ବଢ଼ିଲା: ଏଫ୍-୧୬ ଯୁଦ୍ଧ ବିମାନ ତାଇଓ୍ବାନକୁ ବିକ୍ରି କରିବ ଆମେରିକା
ଓ୍ବାଶିଂଟନ,୨୧।୮: ଆମେରିକା-ତାଇଓ୍ବାନ ସାମରିକ ସରଞ୍ଜାମ ଚୁକ୍ତି ଯୋଗୁ ଚାଇନାର ଚିନ୍ଥା ବଢ଼ିବାରେ ଲାଗିଛି। ଆମେରିକା ତାଇଓ୍ବାନକୁ ୬୬ଟି ଏଫ୍-୧୬ ଯୁଦ୍ଧ ବିମାନ ବିକ୍ରି କରିବାକୁ ସହମତି ଦେଇଛି। ଏଥିପାଇଁ ୮ ବିଲିୟନ୍ ଡଲାର ଚୁକ୍ତି ହୋଇଥିବା କୁହାଯାଉଛି। ଏହି ଦ୍ୱିପାକ୍ଷିକ ଚୁକ୍ତିକୁ…
ଜମ୍ମୁ-କଶ୍ମୀର ସମସ୍ୟା: ଶାନ୍ତି ପାଇଁ ପାକିସ୍ତାନକୁ ପରାମର୍ଶ ଦେଲା ଫ୍ରାନ୍ସ୍
ଇସଲାମାବାଦ୍,୨୧।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏହା ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗ ହୋଇଥିଲେ ମଧ୍ୟ ପାକିସ୍ତାନ ଏହାକୁ ନେଇ ବିଭିନ୍ନ କାଣ୍ଡ ଭିଆଉଛି। ତେବେ ଏହାକୁ ନେଇ ଫ୍ରାନ୍ସ୍ ପାକିସ୍ତାନକୁ ଶାନ୍ତି ସ୍ଥିତି…

