Home Left

ପୂର୍ବତନ ମୁଖ୍ୟମନ୍ତ୍ରୀ ବାବୁଲାଲ୍‌ ଗୌରଙ୍କ ପରଲୋକ

ଭୋପାଳ,୨୧।୮: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ବାବୁଲାଲ୍‌ ଗୌରଙ୍କର ବୁଧବାର ପରଲୋକ ହୋଇଛି। ଭୋପାଳସ୍ଥିତ ନର୍ମଦା ହସ୍ପିଟାଲରେ ସେ ୮୯ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କର କିଡ୍‌ନୀ କାମ କରୁ ନ ଥିବାରୁ…

ବାପା ଶାହିଦଙ୍କ ଅବିକଳ ନକଲ ହୋଇଛନ୍ତି ଜୈନ୍‌, ଚର୍ଚ୍ଚାରେ ଫଟୋ

ମୁମ୍ବାଇ: ପିଲାମାନେ ନିଜ ପିତାମାତାଙ୍କ ଭଳି ଲକ୍ଷଣ ଆଣିବା ସ୍ବାଭାବିକ କଥା। ହେଲେ କିଛି କିଛି ସନ୍ତାନ ଅବିକଳ ବାପା ଅଥବା ମା’ଙ୍କ ଭଳି ଦେଖାଯାଇଥାନ୍ତି। ସେପରି ଜଣେ ହେଲେ ବଲିଉଡ୍‌ ଅଭିନେତା ଶାହିଦ କପୁରଙ୍କ ପୁଅ ଜୈନ୍‌। ଶାହିଦ ନିଜର…

ଭକ୍ତଙ୍କ ପାଇଁ ପଡିଲା ମ୍ୟାଟ୍‌

ପୁରୀ ଅଫିସ, ୨୧।୮: ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତମାନେ ଯେଭଳି କୌଣସି ପ୍ରକାର ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେଥିପ୍ରତି ପ୍ରଶାସନ ଗୁରୁତ୍ୱ ଦେଇଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଶ୍ରଦ୍ଧାଳୁମାନେ ଶ୍ରୀକ୍ଷେତ୍ରରୁ ଫେରିବା ବେଳେ ଯେଭଳି ସୁଃଖଦ ଅନୁଭୂତି ସାଉଁଣ୍ଟି ଫେରିବେ…

ଧାରା ୩୭୦ ଉଚ୍ଛେଦକୁ ଅପରାଜିତାଙ୍କ ପ୍ରଶଂସା: ଲୋକଙ୍କୁ ସେମାନଙ୍କ ଗଣତାନ୍ତ୍ରିକ ଅଧିକାର ମିଳିବ

ଭୁବନେଶ୍ୱର,୨୧।।୮(ବ୍ୟୁରୋ): ଧାରା ୩୭୦ ଉଚ୍ଛେଦ ଏକ ଐତିହାସିକ ନିଷ୍ପତ୍ତିି। ଏପରି ଏକ ବ୍ୟବସ୍ଥା ଯୋଗୁ ଜମ୍ମୁ-କଶ୍ମୀର ଓ ଲଦାଖର ଭଉଣୀ, ଭାଇମାନେ ସେମାନଙ୍କ ଅଧିକାରରୁ ବଞ୍ଚିତ ହୋଇଥିଲେ। ସେମାନଙ୍କ ବିକାଶରେ ଯେଉଁ ବାଧକ ଥିଲା ତାହା ବର୍ତ୍ତମାନ ଦୂର ହୋଇଛି। ସର୍ଦ୍ଦାର…

ଓଡ଼ିଶାକୁ ନିଜ ଗୋଡ଼ରେ ଠିଆ କରିବାକୁ ୩୩୩୮ କୋଟିର ସହାୟତା: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ଚଳିତବର୍ଷ ବାତ୍ୟା ‘ଫନୀ’ ଦ୍ୱାରା ଗୁରୁତର ପ୍ରଭାବିତ ହୋଇଥିବା ଓଡ଼ିଶାର ପୁନରୁଦ୍ଧାର ଓ ଲୋକଙ୍କ ଜୀବନଜୀବିକା ପାଇଁ ୩୩୩୮.୨୨ କୋଟି ଟଙ୍କାର ଅତିରିକ୍ତ ଆର୍ଥିକ ସହାୟତା ମିଳିଛି। ଏହି ଅର୍ଥକୁ ମଞ୍ଜୁରୀ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ…

ବାଉଁଶ ଉତ୍ପାଦନ, ପ୍ରକ୍ରିୟାକରଣକୁ ରାଜ୍ୟ ସରକାରଙ୍କ ଗୁରୁତ୍ୱ: ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜ୍ୟରେ ବାଉଁଶଭିତ୍ତିକ ପ୍ରକଳ୍ପ କାର୍ଯ୍ୟକାରିତାକୁ ରାଜ୍ୟ ସରକାର ଗୁରୁତ୍ୱ ପ୍ରଦାନ କରିଛନ୍ତି। ଏନେଇ ମୁଖ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ ବାଉଁଶ ସମ୍ପର୍କିତ କାର୍ଯ୍ୟକଳାପ ଏବଂ ଯୋଜନା…

ଫିଲ୍ମ ପୋଷ୍ଟର ବିବାଦ: ଭାଇରାଲ ଅଡିଓକୁ ନେଇ ଧମକ ଦେଲେ ଦୂତୀ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ଗଣେଶ ପୂଜାରେ ରିଲିଜ ହେବାକୁ ଥିବା ଓଡ଼ିଆ ଫିଲ୍ମ ‘ମିଷ୍ଟର କହ୍ନେୟା’ ପୋଷ୍ଟରକୁ ନେଇ ବିବାଦ ଥମି ନ ଥିବାବେଳେ ପୁଣି ଆଉ ଏକ ବିବାଦ ଆରମ୍ଭ ହୋଇଛି। ପୋଷ୍ଟରକୁ ବିରୋଧ କରୁଥିବା ଦୌଡରାଣୀ ଦୂତି ଚାନ୍ଦଙ୍କ ବିରୋଧରେ ବିଷୋଦାଗାର…

ଶକ୍ତିମନ୍ତ୍ରୀଙ୍କ ଘୋଷଣାକୁ ବିରୋଧ:ସ୍ମାର୍ଟ ସିଟିରେ ପ୍ରଥମେ ଲାଗୁ ସ୍ମାର୍ଟ ମିଟର

ସମ୍ବଲପୁର,୨୧।୮(ବ୍ୟୁରୋ): ଏଣିକି ବିଦ୍ୟୁତ୍‌ ଚୋରି ରୋକିବା ପାଇଁ ରାଜ୍ୟରେ ସ୍ମାର୍ଟ ପ୍ରିପେଡ୍‌ ମିଟର ଲଗାଯିବ। ପଶ୍ଚିମ ଓଡ଼ିଶାର ସମ୍ବଲପୁର ଓ ରାଉରକେଲାରୁ ଏହା ଆରମ୍ଭ କରାଯିବ। ସୋମବାର ଶକ୍ତିମନ୍ତ୍ରୀ କ୍ୟାପ୍ଟେନ୍‌ ଦିବ୍ୟଶଙ୍କର ମିଶ୍ର ଏହି ଘୋଷଣା କରିଥିଲେ। ତେବେ ମନ୍ତ୍ରୀଙ୍କ ଏହି…

ମୁଖ୍ୟ ଶାସନ ସଚିବଙ୍କ ବକ୍ତବ୍ୟକୁ ଭାଜପାର ସମାଲୋଚନା: ‘ଆଗରୁ ଫାଇଲ୍‌ କାହିଁକି ଦୌଡୁ ନ ଥିଲା’

ଭୁବନେଶ୍ୱର,୨୧।୮(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ଭାବେ ଅସିତ ତ୍ରିପାଠୀ ଗତ ସୋମବାର ଦାୟିତ୍ୱ ନେବାପରେ ରକେଟ ବେଗରେ ସମସ୍ତ ସରକାରୀ ଫାଇଲ ଦୌଡିବ, ଆଗକୁ ସରକାରୀ ଦପ୍ତରରେ କୌଣସି ଫାଇଲ ଅଟକିବନି ବୋଲି କହିଥିଲେ। ତାଙ୍କର ଏଭଳି ଉକ୍ତିକୁ ଭାଜପା ମୁଖପାତ୍ର…

ଆଜି ଘରୋଇ କଲେଜ ଅଧ୍ୟକ୍ଷଙ୍କ ସହ ମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜ୍ୟର ପ୍ରାୟ ୧ ହଜାର ଘରୋଇ ଡିଗ୍ରୀ କଲେଜ ଅଧ୍ୟକ୍ଷମାନଙ୍କ ସହ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଏବଂ ବିଭାଗୀୟ ସଚିବ ବୁଧବାର ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିବେ। ଏହି ଅବସରରେ ଛାତ୍ରୀଛାତ୍ରମାନଙ୍କ ଶିକ୍ଷା କ୍ଷେତ୍ରରେ ଉନ୍ନତି ଆଣିବା…

ସଂରକ୍ଷଣକୁ ନେଇ ବିତର୍କ ଆବଶ୍ୟକ ନାହିଁ: ପାଶ୍ୱାନ

ନୂଆଦିଲ୍ଲୀ,୨୧ା୮(ପି.ଟି.): ସ୍ଥାନ ସଂରକ୍ଷଣ ସମାଜର ଦୁର୍ବଳ ଶ୍ରେଣୀ ଜନତାଙ୍କ ସାମ୍ବିଧାନିକ ଅଧିକାର। ଏହାକୁ ନେଇ ବିତର୍କର କୌଣସି ଆବଶ୍ୟକତା ନାହିଁ ବୋଲି ଭାଜପା ସହଯୋଗୀ ଲୋକ ଜନଶକ୍ତି ପାର୍ଟିର ଅଧ୍ୟକ୍ଷ ତଥା କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ୱାନ ମଙ୍ଗଳବାର କହିଛନ୍ତି। କେଉଁମାନେ ସଂରକ୍ଷଣକୁ…

ମୋଦି-ବୋରିସ୍‌ ଆଲୋଚନା

ନୂଆଦିଲ୍ଲୀ,୨୧ା୮(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କର ବ୍ରିଟିଶ ପ୍ରତିପକ୍ଷ ବୋରିସ୍‌ ଜନ୍‌ସନଙ୍କ ସହ ଟେଲିଫୋନ୍‌ରେ କଥା ହୋଇଛନ୍ତି। ଏହି ଅବସରରେ ସେ ବ୍ରିଟେନରେ ଥିତ୍ବା ଭାରତୀୟ ଉଚ୍ଚାୟୁକ୍ତଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା ପ୍ରସଙ୍ଗ ଜନ୍‌ସନଙ୍କ ଦୃଷ୍ଟିକୁ ଆଣିଥିଲେ। ଅଗଷ୍ଟ ୧୫ରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?