Home Left

ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି

ପୁରୀ ଅଫିସ, ୨୧।୮-ଶ୍ରୀମନ୍ଦିରରେ ବୁଧବାର ରାହୁରେଖା ଲାଗି ହେବେ ମହାପ୍ରଭୁ। ଏଥିପାଇଁ ଅପରାହ୍ନ ପ୍ରାୟ ୨ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଅର୍ଥାତ୍‌ ୫ଘଣ୍ଟା ଦର୍ଶନ ବନ୍ଦ ରହିବ। ପ୍ରଥମ ଭୋଗ ମଣ୍ଡପ ପୂଜା ପରେ ପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କୁ ରାହୁରେଖା…

ଆଜି ୭ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଅଧିକାଂଶ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ଓ ଆଉ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ତେବେ ୨୨ରୁ ବର୍ଷା ପରିମାଣ ବଢ଼ିବ ବୋଲି ଭୁବନେଶ୍ୱର…

ଚଳିତ ମାସ ଶେଷ ସୁଦ୍ଧା ଆଧାର ସଂଯୋଗ, ସଂଶୋଧନ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ, ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ରାଶନ୍‌ କାର୍ଡଧାରୀମାନଙ୍କର ଆଧାର ସଂଯୋଗ ଓ ସଂଶୋଧନ ପ୍ରକ୍ରିୟା ଚଳିତ ମାସ ୩୧ ସୁଦ୍ଧା ଶେଷ କରିବା ପାଇଁ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନିର୍ଦ୍ଦେଶ ଦେଇଛନ୍ତି…

ଆଦର୍ଶ ପର୍ଯ୍ୟଟନସ୍ଥଳୀ ତାଲିକାରେ ସାମିଲ ହେବ ଓଡ଼ିଶା

ଭୁବନେଶ୍ୱର,୨୧।୮(ବ୍ୟୁରୋ): ଆଦର୍ଶ ପର୍ଯ୍ୟଟନସ୍ଥଳୀ ତାଲିକାରେ ସାମିଲ ହେବ ଓଡ଼ିଶା। ଖୁବ୍‌ଶୀଘ୍ର ରାଜ୍ୟର ଗୋଟିଏ କିମ୍ବା ଦୁଇଟିି ପର୍ଯ୍ୟଟନସ୍ଥଳୀକୁ ମିଳିବ ଆଦର୍ଶ ପର୍ଯ୍ୟଟନସ୍ଥଳୀର ମାନ୍ୟତା। ନୂଆଦିଲ୍ଲୀରେ ଅନୁଷ୍ଠିତ ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀମାନଙ୍କ ଜାତୀୟ ସମ୍ମିଳନୀରେ ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ…

‘କୁଲି ନମ୍ବର-୧’ରେ ରଜତ ରାଓ୍ବଲ

ମୁମ୍ବାଇ: ‘ବଡିଗାର୍ଡ’ରେ ହାସ୍ୟ ଅଭିନୟ କରି ଦର୍ଶକଙ୍କ ମନରେ ଗଭୀର ଛାପ ପକାଇଥିବା ଅଭିନେତା ରଜତ ରାଓ୍ବଲ ପୁଣିଥରେ ବରୁଣ ଧାଓ୍ବନଙ୍କ ଅଭିନୀତ ‘କୁଲି ନମ୍ବର-୧’ରେ ଯୋଗ ଦେଇଛନ୍ତି। ଏ ସମ୍ପର୍କରେ ବରୁଣ ଇନ୍‌ଷ୍ଟାଗ୍ରାମ୍‌ରେ ଏକ ମେସେଜ୍‌ ଟୁଇଟ କରି ଲେଖିଛନ୍ତି,…

୭୫% ଲିଭର ନଷ୍ଟ ସ୍ବୀକାର କଲେ ବିଗ୍‌ ବି

ମୁମ୍ବାଇ: ମେଗାଷ୍ଟାର ଅମିତାଭ ବଚ୍ଚନଙ୍କର ୭୫ ପ୍ରତିଶତ ଲିଭର ନଷ୍ଟ ହୋଇଯାଇଥିବା ସେ ସ୍ବୀକାର କରିଛନ୍ତି। ଏକ ଘରୋଇ ଟିଭି ଚ୍ୟାନେଲ୍‌ର ‘ସ୍ବାସ୍ଥ୍ୟ ଇଣ୍ଡିଆ ଲଞ୍ଚ୍‌’ରେ ଯୋଗଦେଇ ବିଗ୍‌ ବି କହିଲେ, ବ୍ୟକ୍ତିଗତ ସ୍ବାସ୍ଥ୍ୟ ସମ୍ପର୍କରେ ସବୁବେଳେ କହିଆସିଛି। କାରଣ ଅନ୍ୟମାନେ…

ଶାହ ଫୈଜଲ ହାଇକୋର୍ଟଙ୍କ ଦ୍ୱାରସ୍ଥ

ନୂଆଦିଲ୍ଲୀ,୨୧ା୮(ପି.ଟି.): ପୂର୍ବତନ ଆଇଏଏସ୍‌ ଅଧିକାରୀ ଶାହ ଫୈଜଲଙ୍କୁ ଗତ ୧୪ ତାରିଖ ବିଳମ୍ବିତ ରାତିରେ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖି ଶ୍ରୀନଗର ପଠାଇଦିଆଯାଇଥିଲା। ଏହି ଘଟଣାକୁ ନେଇ ଫୈଜଲ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଜଷ୍ଟିସ୍‌ ମନମୋହନଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ…

ଆଇସିଜେ ଯିବ ପାକିସ୍ତାନ

ଇସ୍‌ଲାମାବାଦ,୨୧ା୮(ପି.ଟି.)- ଜମ୍ମୁ-କଶ୍ମୀରରୁ ଭାରତ ସ୍ବତନ୍ତ୍ର ପାହ୍ୟା ପ୍ରତ୍ୟାହାର କରିବାର ଦୁଇ ସପ୍ତାହ ପରେ ପାକିସ୍ତାନ ଏହି ପ୍ରସଙ୍ଗରେ ଅନ୍ତର୍ଜାତୀୟ ଅଦାଲତ (ଆଇସିଜେ)ଙ୍କ ଦ୍ୱାରସ୍ଥ ହେବାକୁ ଯାଉଛି। ପାକିସ୍ତାନର ବହିର୍ବ୍ୟାପାର ମନ୍ତ୍ରୀ ଶାହ ମେହମୁଦ୍‌ କୁରେଶୀ ମଙ୍ଗଳବାର ଏକ ଟିଭି ଚ୍ୟାନେଲ୍‌କୁ ସାକ୍ଷାତ୍‌କାରରେ…

ସୁପ୍ରିମକୋର୍ଟରେ ଅନୁଚ୍ଛେଦ ୩୭୦ ରଦ୍ଦ ମାମଲା: ପିଟିଶନ ବିରୋଧରେ କ୍ୟାଭିଟ୍‌ ଦାଏର

ନୂଆଦିଲ୍ଲୀ,୨୧ା୮(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ୬ ଜଣ ଅବସରପ୍ରାପ୍ତ ପ୍ରଶାସନିକ ଓ ସେନା ଅଧିକାରୀ ସୁପ୍ରିମକୋର୍ଟରେ ପିଟିଶନ ଦାଏର କରିଥିବା ବେଳେ ଏହା ବିରୋଧରେ କଶ୍ମୀରୀ ପଣ୍ଡିତମାନଙ୍କର ଏକ…

କ୍ଷମା ମାଗିଲେ ଜାକିର ନାଏକ

କୁଆଲାଲମ୍ପୁର,୨୧ା୮: ମାଲେସିଆରେ ରହୁଥିବା ବିବାଦୀୟ ଭାରତୀୟ ଇସ୍‌ଲାମ ଧର୍ମ ପ୍ରଚାରକ ଜାକିର ନାଏକ ତାଙ୍କର ବର୍ଣ୍ଣବୈଷମ୍ୟ ମନ୍ତବ୍ୟ ପାଇଁ ମଙ୍ଗଳବାର କ୍ଷମା ମାଗିଛନ୍ତି। ତେବେ ସେ ଜାତିବାଦୀ ନୁହନ୍ତି ବୋଲି କହିଛନ୍ତି। ସମାଲୋଚକମାନେ ତାଙ୍କ ମନ୍ତବ୍ୟର ଭୁଲ୍‌ ତଥ୍ୟ ଉପସ୍ଥାପନ କରିଛନ୍ତି।…

ହତ୍ୟା ଉଦ୍ୟମ ମାମଲା: ଛୋଟା ରାଜନ୍‌ଙ୍କୁ ୮ ବର୍ଷ ଜେଲ୍‌

ମୁମ୍ବାଇ,୨୧ା୮(ପି.ଟି.): ଏକ ହତ୍ୟା ଉଦ୍ୟମ ମାମଲାରେ ଗ୍ୟାଙ୍ଗଷ୍ଟର ଛୋଟା ରାଜନ୍‌ ଓ ଅନ୍ୟ ୫ ଜଣଙ୍କୁ ୮ ବର୍ଷ ଜେଲ୍‌ଦଣ୍ଡ ମିଳିଛି। ୨୦୧୨ରେ ଏହି ଗ୍ୟାଙ୍ଗଷ୍ଟର ଏକ ହୋଟେଲ୍‌ର ମାଲିକଙ୍କୁ ହତ୍ୟା ଉଦ୍ୟମ କରିଥିବା ନେଇ ମାମଲା ଦାଏର ହୋଇଥିଲା। ସ୍ବତନ୍ତ୍ର…

ଖାଦ୍ୟ ସୁରକ୍ଷା ଯୋଜନାରେ ଅଧିକ ଲୋକଙ୍କୁ ସାମିଲ ସୁଯୋଗ: ଯୋଡ଼ିହେଲା ଆଉ ୫ ମାନଦଣ୍ଡ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ହେବାକୁ ରାଜ୍ୟ ସରକାର ନୂତନ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଏଥିରୁ ବାଦ୍‌ ପଡୁଥିବା ଅଧିକ ଲୋକଙ୍କୁ ଏହି ଯୋଜନାରେ ସାମିଲ କରିବା ପାଇଁ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?