ଆଜି ବରୀ ବ୍ଲକ ଅଧ୍ୟକ୍ଷା ଉପନିର୍ବାଚନ: ଏକତରଫା ଚାଲିଛି ପ୍ରସ୍ତୁତି, ହାତ ଟେକି ଦେଇଛି ବିଜେଡି
ଯାଜପୁର ଅଫିସ/ବରୀ(ସ୍ବ.ପ୍ର.),୨୧ା୮- ଯାଜପୁର ଜିଲା ବରୀ ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନ ପାଇଁ ଚାଲିଛି ଏକତରଫା ପ୍ରସ୍ତୁତି । ଗତ ରାଜ୍ୟ ସଭା ନିର୍ବାଚନ ଭଳି ଭାଜପାକୁ ସହଯୋଗ କରିିବାକୁ ଯାଇ ବିଜେଡି ହାତ ଟେକି ଦେଇଛି ା ନବନିର୍ବାଚିତ ବିଧାୟିକା…
ଜଙ୍ଗଲ ଜମିରେ ବେଆଇନ ଖାଦାନ: ଆରୁହାରେ ୧୪୪ ଧାରା ଜାରି
ଯାଜପୁର ଅଫିସ/ଧର୍ମଶାଳା(ଡି.ଏନ୍.ଏ.),୨୧ା୮: ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଆରୁହା ଜଙ୍ଗଲ ଜମିର ୧୫୩ ଏକର ପିରିମିତ ଅଞ୍ଚଳ ଉପରେ ମଙ୍ଗଳବାର ୧୪୪ ଧାରା ଲାଗୁ ହୋଇଛି। ଏହାସହ ଏକାଧିକ ଛୋଟବଡ଼ କ୍ରଶର ସିଲ୍ ହୋଇଛି। ଏହାପରେ ସେଠାରେ ଚାଲିଥିବା ବେଆଇନ…
ସିକ୍ୟୁରିଟି ସଂସ୍ଥାର ବେଆଇନ କାରବାର: ବିନା କାର୍ଯ୍ୟାଦେଶରେ ଦିଆଯାଉଛି ନିଯୁକ୍ତି ସମ୍ବନ୍ଧୀୟ ପତ୍ର, ପାଣିକୋଇଲିରୁ ବଲାଙ୍ଗୀର, ରାୟଗଡା ଆଦି ଜିଲାକୁ ଲମ୍ବିଛି ଚେର
ଯାଜପୁର ଅଫିସ,୨୧ା୮- ରାଜ୍ୟରେ ଦିନକୁ ଦିନ ବେକାରି ସମସ୍ୟା ବଢ଼ିବାରେ ଲାଗିଛି। ଆବଶ୍ୟକ ଅନୁସାରେ ନିଯୁକ୍ତି ସୁଯୋଗ ସୃଷ୍ଟି ହେଉ ନ ଥିବାରୁ ଏଭଳି ସମସ୍ୟା ସୃଷ୍ଟି ହେଉଛି। ଶିକ୍ଷାଗତ ଯୋଗ୍ୟତା ଥାଇ ମଧ୍ୟ ଚାକିରିଟିଏ ପାଇଁ ଯୁବତୀଯୁବକମାନେ ସରକାରୀ ଦପ୍ତରଠାରୁ…
ଅତିରିକ୍ତ ଜିଲାପାଳଙ୍କୁ ଜମିହରାଙ୍କ ଦାବିପତ୍ର
ଯାଜପୁର ରୋଡ,୨୧|୮(ନି.ପ୍ର.)- କଳିଙ୍ଗନଗର ଶିଳ୍ପାଞ୍ଚଳ ଦାନଗଦୀ ବ୍ଲକ ଅନ୍ତର୍ଗତ ଶାଳିଜଙ୍ଗା ପଞ୍ଚାୟତର ବାଳିଆପାଳ ମୌଜାରେ ପ୍ରତିଷ୍ଠିତ ବାଲିଆପାଳ ଫେରୋକ୍ରୋମ କାରଖାନା ଉପତ୍ାଦନ କ୍ଷମ ହେବାର ଦୀର୍ଘ ବର୍ଷ ବିତି ଥିଲେ ମଧ୍ୟ ସ୍ଥାନୀୟ ପାରିପାର୍ଶ୍ୱିକ ଉନ୍ନୟନ ଦିଗରେ ସମ୍ପୂର୍ଣ୍ଣ ବିଫଳ ହୋଇଛି।…
ଶ୍ରମିକଙ୍କ ଯନ୍ତ୍ରପାତି କ୍ରୟ ବିଲ୍ ସଂଶୋଧନ ଦାବିରେ ଧାରଣା
ଯାଜପୁର ରୋଡ,୨୧।୮(ନି.ପ୍ର.)- ନିଖିଳ ଉତ୍କଳ ନିର୍ମାଣ ଶ୍ରମିକ ସଂଘ ପକ୍ଷରୁ ଶ୍ରମିକଙ୍କ ଯନ୍ତ୍ରପାତି କ୍ରୟ ବିଲ୍ ଉପରେ ବାଣିଜ୍ୟକର ବିଭାଗ ପ୍ରଦାନ କରିଥିବା ତଥ୍ୟର ସଂଶୋଧନ ଦାବିରେ ମଙ୍ଗଳବାର ଉପ ବାଣିଜ୍ୟକର ଆୟୋଗ ଯାଜପୁର ରୋଡ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଛି।…
ଦଳ ଚୟନ ନେଇ ଦ୍ୱନ୍ଦ୍ୱରେ କୋହଲି: ରାହାନେ, ରୋହିତ୍ କିମ୍ବା ପଞ୍ଚମ ବୋଲର
ଆଣ୍ଟିଗୁଆ, ୨୧।୮(ପି.ଟି.)- ଗୁରୁବାରଠାରୁ ଏଠାରେ ଭାରତ ଓ ଘରୋଇ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଆରମ୍ଭ ହେବ। ତେବେ ମ୍ୟାଚ୍ ପାଇଁ ଅନ୍ତିମ ଏକାଦଶ ଚୟନ ନେଇ ଭାରତୀୟ ଟିମ୍ ମ୍ୟାନେଜମେଣ୍ଟ ଓ ଅଧିନାୟକ…
ବ୍ଲକ କାର୍ଯ୍ୟାଳୟ ପରିସରରେ ନାହିଁ ଶୌଚାଳୟ: ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଜନସାଧାରଣ
ଏରସମା,୨୧ା୮(ସ୍ବ.ପ୍ର.): ଏରସମା ବ୍ଲକ କାର୍ଯ୍ୟାଳୟ ପରିସରରେ ଶୌଚାଳୟ ନ ଥିବାରୁ ଏଠାକୁ ଆସୁଥିବା ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ନେଇ ସେମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିବାବେଳେ ମଙ୍ଗଳବାର ସେମାନେ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ପ୍ରକାଶ…
ଶ୍ରୀସନ୍ଥଙ୍କ ବାସନ୍ଦ ଅବଧି ୭ ବର୍ଷକୁ କମିଲା: ଆସନ୍ତାବର୍ଷ ଅଗଷ୍ଟରେ ଶେଷ ହେବ
ନୂଆଦିଲ୍ଲୀ,୨୧।୮(ପି.ଟି.)- ସ୍ପଟ୍ ଫିକ୍ସିଂ ମାମଲରେ ଛନ୍ଦି ହୋଇପଡିଥିବାର ଭାରତୀୟ ଦ୍ରୁତ ବୋଲର ଏସ୍. ଶ୍ରୀସନ୍ଥଙ୍କୁ ଶେଷରେ ଆଶ୍ୱାସ୍ତି ମିଳିଛି। ତଥା କଥିତ ଏହି ଫିକ୍ସିଂ ମମଲାରେ ଦୋଷୀ ସାବ୍ୟସ୍ତ ହୋଇ ସେ ଆଜୀବନ ବାସନ୍ଦ ହୋଇଥିଲେ। ତାଙ୍କୁ ସବୁ ପ୍ରକାର ବ୍ୟବସାୟିକ…
୪ ବର୍ଷ ହେଲା ଗଠନ ହୋଇପାରୁନି ଆତ୍ମା କମିଟି: ଖର୍ଚ୍ଚ ହୋଇପାରୁନି ଅନୁଦାନ
ନାଉଗାଁ,୨୧ା୮(ସ୍ବ.ପ୍ର.): କୃଷି ଓ କୃଷକଙ୍କ ଉନ୍ନତି ନିମନ୍ତେ ସରକାର ବିଭିନ୍ନ ଯୋଜନା କରୁଛନ୍ତି। କିନ୍ତୁ ବିଭିନ୍ନ କାରଣରୁ ଚାଷୀମାନେ ଏସବୁ ଯୋଜନାର ସୁଫଳ ପାଇପାରୁ ନ ଥିବା ଦେଖିବାକୁ ମିଳୁଛି। ଚାଷୀଙ୍କୁ କୃଷି ସମ୍ବନ୍ଧୀୟ ବିଭିନ୍ନ ପରାମର୍ଶ ଓ ସହାୟତା ଦେବା…
ପ୍ରତ୍ୟକ୍ଷ କରରେ ବଡ଼ ଧରଣର ସଂସ୍କାର ପ୍ରସ୍ତୁତି;ସର୍ବାଧିକ ଆୟକର୨୦% ସୁପାରିସ
ନୂଆଦିଲ୍ଲୀ,୨୧-୮: କେନ୍ଦ୍ର ସରକାର ପରୋକ୍ଷ ଟିକସ ବ୍ୟବସ୍ଥାରେ ସଂସ୍କାର ଆଣି ଦେଶରେ ସାମଗ୍ରୀ ଏବଂ ସେବା ଟିକସ(ଜିଏସ୍ଟି) ଲାଗୁ କଲେ। ଏହାଦ୍ୱାରା ପ୍ରାୟ ଏକ ଡଜନରୁ ଊର୍ଦ୍ଧ୍ୱ ପରୋକ୍ଷ ଟିକସ ଲୋପ ପାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଏନ୍ଡିଏ ସରକାର…
ମାତ୍ର ୫୯ ମିନିଟରେ ଘର, ଗାଡ଼ି ଋଣ ଦେବ ରାଷ୍ଟ୍ରାୟତ୍ତ ବ୍ୟାଙ୍କ
ନୂଆଦିଲ୍ଲୀ,୨୧-୮: ଏଣିକି ଘର ଓ ଗାଡ଼ି ଋଣ ଲାଗି ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକରେ ଦୌଡିବାକୁ ପଡିବ ନାହିଁ। ସେମାନେ ଏଣିକି ଏହି ଋଣକୁ ମାତ୍ର ୫୯ ମିନିଟରେ ପ୍ରଦାନ କରିବେ। ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ପକ୍ଷରୁ ‘ପିଏସ୍ବିଲୋନ୍ସଇନ୍୫୯ମିନିଟ୍ସ’ ପୋର୍ଟାଲକୁ ବ୍ୟବହାର କରିବାକୁ ନିଷ୍ପତ୍ତି ନେଇଛନ୍ତି।…
ମାନ୍ଦାବସ୍ଥାକୁ ନେଇ ଟ୍ରମ୍ପ ଭୟଭୀତ;ଟିକସ ହ୍ରାସ, ଟାରିଫ ପ୍ରତ୍ୟାହାର ବିଚାର
ନୂଆଦିଲ୍ଲୀ,୨୧-୮: ଚାଇନା ସହିତ ବାଣିଜ୍ୟ ଯୁଦ୍ଧ ଆରମ୍ଭ ଯୋଗୁ ଆସନ୍ତା ୨ ବର୍ଷ ଭିତରେ ଆମେରିକା ଅର୍ଥନୀତିରେ ମାନ୍ଦାବସ୍ଥା ଗ୍ରାସ କରିବ ବୋଲି ବିଶ୍ୱର ଅର୍ଥନୀତିଜ୍ଞମାନେ ଚେତାବନି ଦେଇଛନ୍ତି। ଏହା ଜାଣିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭୟଭୀତ ହୋଇଛନ୍ତି। ଦେଶର…

