ଡେବିଟ କାର୍ଡ ବନ୍ଦ କରିବାକୁ ଏସ୍ବିଆଇର ପ୍ରସ୍ତୁତି
ନୂଆଦିଲ୍ଲୀ,୨୧-୮: ଭାରତୀୟ ଷ୍ଟେଟ୍ ବ୍ୟାଙ୍କ(ଏସ୍ବିଆଇ) ପ୍ଲାଷ୍ଟିକ ଡେବିଟ କାର୍ଡ ପ୍ରଚଳନକୁ ବନ୍ଦ କରିବାକୁ ଯାଉଛି। ଏହା ବଦଳରେ ବ୍ୟାଙ୍କ ୟୋନୋ ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାକୁ ଅଧିକ ଜୋରଦାର ଭାବେ ଲାଗୁ କରିବ। ଏସ୍ବିଆଇ ଅଧ୍ୟକ୍ଷ ରଜନୀଶ କୁମାର ଏକ କାର୍ଯ୍ୟକ୍ରମରେ ଯୋଗ…
ଆଧାର-ସୋସିଆଲ ମିଡିଆ ସଂଯୋଗ ମାମଲା;ଫେସ୍ବୁକ୍ର ଆବେଦନ,କେନ୍ଦ୍ରକୁ ସୁପ୍ରିମକୋର୍ଟ ନୋଟିସ
ନୂଆଦିଲ୍ଲୀ,୨୧-୮: ସୋସିଆଲ ମିଡିଆ ପ୍ରୋଫାଇଲକୁ ଆଧାର ସହ ସଂଯୋଗ(ଲିଙ୍କ୍) କରିବା ଲାଗି ଦାବି ହେଉଛି। ଏ ସଂକ୍ରାନ୍ତରେ ଏକାଧିକ ହାଇକୋର୍ଟରେ ମାମଲା ବିଚାରାଧୀନ ଥିବା ବେଳେ ଗୋଟିଏ ମଞ୍ଚରେ ଶୁଣାଣି ଲାଗି ଫେସ୍ବୁକ୍ ଇଙ୍କ୍(ଇନକର୍ପୋରେଟେଡ) ଓ ହ୍ବାଟ୍ସଆପ୍ ପକ୍ଷରୁ ଏକ ମାମଲା…
ଭାରତରେ ୧୦୦ ବିଲିୟନ ଡଲାର ନିବେଶ କରିବ ଅଷ୍ଟ୍ରେଲିଆ
ଭୁବନେଶ୍ୱର, ୨୧-୮(ବ୍ୟୁରୋ): ଘରୋଇ ବଜାର ବିଦେଶୀ ପୁଞ୍ଜି ଆକୃଷ୍ଟ କରିବାରେ ଏକ ପ୍ରମୁଖ ସ୍ଥଳ ପାଲଟିଛି। ଅଷ୍ଟ୍ରେଲିଆ ପାଇଁ ଭାରତ ନିବେଶର ଏକ ପସନ୍ଦଯୋଗ୍ୟ ସ୍ଥାନ ଭାବେ ଉଭା ହୋଇଛି। ୨୦୧୭ ସୁଦ୍ଧା ଅଷ୍ଟ୍ରେଲିଆ କମ୍ପାନୀଗୁଡିକ ଦେଶରେ ୧୪ ବିଲିୟନ ଡଲାର…
ମାନସିକ ଶାନ୍ତି ପାଇବାକୁ ଚାହୁଁଛନ୍ତି;ଆପଣାନ୍ତୁ ଏହି ସହଜ ଉପାୟ…
ପ୍ରତିଦିନ ସକାଳେ ସାଇକେଲ ଚଳାଇଲେ ଶରୀର ଫିଟ୍ ରହିବା ସହିତ ମାନସିକ ଚାପ ହ୍ରାସ ପାଇ ଚିନ୍ତା ଦୂରେଇ ଯାଏ। ସାଇକେଲ ଚଳାଇବା ପାଇଁ ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ଶିକ୍ଷାର୍ଥୀମାନଙ୍କ କ୍ଷେତ୍ରରେ ଏହା ଆତ୍ମବିଶ୍ୱାସ ବୃଦ୍ଧି କରିଥାଏ। ନିୟମିତ ୨ରୁ ୩…
ଫିଲ୍ମ ପୋଷ୍ଟର ବିବାଦ: ଭାଇରାଲ ଅଡିଓକୁ ନେଇ ଧମକ ଦେଲେ ଦୂତି, ମକଦ୍ଦମା କରିବାକୁ ଫେସ୍ବୁକ୍ରେ ପୋଷ୍ଟ କଲେ
ଭୁବନେଶ୍ୱର,୨୦ା୮(ବ୍ୟୁରୋ)- ଗଣେଶ ପୂଜାରେ ରିଲିଜ ହେବାକୁ ଥିବା ଫିଲ୍ମ ‘ମିଷ୍ଟର କହ୍ନେୟା’ ପୋଷ୍ଟରକୁ ନେଇ ବିବାଦ ଥମି ନ ଥିବାବେଳେ ପୁଣି ଆଉ ଏକ ବିବାଦ ଆରମ୍ଭ ହୋଇଛି। ଅଭିଯୋଗକାରିଣୀ ତଥା ଦୌଡରାଣୀ ଦୂତି ଚାନ୍ଦଙ୍କ ବିରୋଧରେ ବିଶୋଦାଗାର କରାଯାଇଥିବା ଏକ…
ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସ ସମୟ ପରିବର୍ତ୍ତନ:ସେପ୍ଟେମ୍ବର ପହିଲାରୁ ଲାଗୁ
ଭୁବନେଶ୍ୱର, ୨୦ା୮(ବ୍ୟୁରୋ): ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସ ନଂ.୧୨୮୯୪ର ସମୟକୁ ପରିବର୍ତ୍ତନ କରାଯାଇଛି। କେବଳ ବଲାଙ୍ଗୀରରୁ ଭୁବନେଶ୍ୱର ଯାତ୍ରା ସମୟରେ ପରିବର୍ତ୍ତନ କରାଯାଇଥିବାବେଳେ ଭୁବନେଶ୍ୱରରୁ ବଲାଙ୍ଗୀର ଯାତ୍ରା ସମୟକୁ ସ୍ଥିର ରଖାଯାଇଛି। ଆସନ୍ତା ସେପ୍ଟେମ୍ବର ପହିଲାରୁ ପରିବର୍ତ୍ତିତ ସମୟରେ ଏହି ଏକ୍ସପ୍ରେସ ଚଳାଚଳ…
ଝିଅମାନେ କୌଣସି ଗୁଣରେ ପୁଅଙ୍କଠାରୁ କମ୍ ନୁହନ୍ତି
ଦିଗପହଣ୍ଡି,୨୦ା୮(ଡି.ଏନ.ଏ.)-ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର କନ୍ୟାରତ୍ନ ସୁରକ୍ଷା ଉଦ୍ଦେଶ୍ୟରେ ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ଗ୍ରାମରେ ଜିଲାସ୍ତରୀୟ ମୋ ଗେହ୍ଲା ଝିଅ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ବ୍ରହ୍ମପୁର ଏମ୍ପି ଚନ୍ଦ୍ରଶେଖର ସାହୁ, ଆସିକା…
ସ୍ବାସ୍ଥ୍ୟ ପାଇଁ ଉପକାରୀ ଶାଗୁଦାନା
ବ୍ରତ ଉପବାସ ସମୟରେ ହିଁ କେବଳ ଶାଗୁଦାନା ଭିଜେଇ ଖାଇବାକୁ କେତେକେ ପସନ୍ଦ କରନ୍ତି। କିନ୍ତୁ ଜାଣିଛନ୍ତି! ଏସମୟରେ ଶାଗୁଦାନା ଯେତିକି ଆବଶ୍ୟକ ଅନ୍ୟସମୟରେ ବି ସ୍ବାସ୍ଥ୍ୟ ପାଇଁ ତାହା ଅଧିକ ନିରାମୟ ଏବଂ ଲାଭକାରୀ ସାବ୍ୟସ୍ତ ହୋଇଥାଏ। ଧଳା ମୋତି…
ସାରଗାଁ ବଜାରରେ ଥିବା ମଦ ଦୋକାନ ଉଚ୍ଛେଦ ଦାବି: ଅବକାରୀ ଅଫିସ୍ ଘେରିଲେ ଗ୍ରାମବାସୀ
ବାଲେଶ୍ୱର ଅଫିସ,୨୦।୮-ବାଲେଶ୍ୱର ଜିଲା ରେମୁଣା ବ୍ଲକ ସାରଗାଁ ବଜାର ମଧ୍ୟରେ ଥିବା ମଦ ଦୋକାନ ଉଚ୍ଛେଦ ପାଇଁ ଉକ୍ତ ପଞ୍ଚାୟତର ମହିଳା ଓ ପୁରୁଷ ମଙ୍ଗଳବାର ଜିଲା ଅବକାରୀ ଅଫିସ୍କୁ ଘେରାଉ କରିଥିଲେ। ସାରଗାଁ ସରପଞ୍ଚ ରବି ନାୟକଙ୍କ ତତ୍ତ୍ୱାବଧାନରେ ଗ୍ରାମବାସୀ…
ଚମ୍ପୁଆ ରେଞ୍ଜକୁ ଲେଉଟିଲା ଗୋଠଛଡା ଦନ୍ତା: ଭାଙ୍ଗିଲା ଆଉ ୩ ଘର
ଚମ୍ପୁଆ, ୨୦।୮(ଡି.ଏନ.ଏ.)-ଚମ୍ପୁଆ ରେଞ୍ଜକୁ ଲେଉଟିଲା ଗୋଠଛଡା ଦନ୍ତାହାତୀ। ଦୀର୍ଘଦିନର ବ୍ୟବଧାନପରେ ଫେରି ଏହି ଦନ୍ତା ଉପତ୍ାତ ଆରମ୍ଭ କରିଦେଇଛି। ଫସଲ ନଷ୍ଟ ସାଙ୍ଗକୁ ୩ଗୋଟି ଘରଭାଙ୍ଗି ଦେଇଛି। ଚମକପୁର ନୁନୁଗୁଣ୍ଠାଣ ଅଞ୍ଚଳରୁ ଆସି ଏହି ହାତୀ କୁଚିଡା ଅଞ୍ଚଳର ଗୋଟିଏ ଘର,…
ଦେବୀ ନଦୀ ଶଯ୍ୟା ଖନନ: ସ୍ଥିତି ଅନୁଧ୍ୟାନ କଲେ ବୁର୍ଲା ଜଳସମ୍ପଦ ବିଭାଗ ବିଶେଷଜ୍ଞ
କାକଟପୁର, ୨୦।୮(ଡି.ଏନ୍.ଏ.)-ପୋତି ହୋଇପଡ଼ିଥିବା ଦେବୀ ନଦୀ ଶଯ୍ୟା ଖନନ ହେବ। ଏଥିପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏହି କ୍ରମରେ ସମ୍ବଲପୁରର ବୁର୍ଲାସ୍ଥିତ ଜଳସମ୍ପଦ ବିଭାଗର ରିସର୍ଚ୍ଚ ଆଣ୍ଡ କ୍ୱାଲିଟି କଣ୍ଟ୍ରୋଲ ବିଭାଗ ନିର୍ଦ୍ଦେଶକ ତଥା ବିଶେଷଜ୍ଞ ସୁବାସଚନ୍ଦ୍ର ମିଶ୍ର…
ଭଲରେ ଶୁଅନ୍ତି ଭାରତୀୟ
ନୂଆଦିଲ୍ଲୀ: ସାରା ବିଶ୍ୱରେ କେଉଁ ଦେଶର ଲୋକେ ରାତିରେ ଭଲରେ ଶୋଉଛନ୍ତି ଯଦି ପ୍ରଶ୍ନ ପଚରାଯାଏ ତେବେ ଭାରତୀୟଙ୍କ ନାଁ ପ୍ରଥମରେ ଆସିବ। ଏହା ପଛକୁ ସାଉଦି ଆରବ ଓ ତା’ ପଛକୁ ରହିଛି ଚାଇନା। ଫିଲିପ୍ସ ପକ୍ଷରୁ ଗ୍ଲୋବାଲ୍ ମାର୍କେଟ…

