Home Left

ଗାଁରେ ପଶି ଦଳିତଙ୍କୁ କରାଉଥିଲେ ଧର୍ମ ପରିବର୍ତ୍ତନ : ପହଞ୍ଚିଗଲେ ଲୋକେ, ପରେ..

ପରଜଙ୍ଗ, ୫।୧ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଗ୍ରାମ ପଞ୍ଚାୟତର ବିଏସ୍‌ଏନ୍‌ଏଲ୍‌ କାର୍ଯ୍ୟାଳୟ ନିକଟରେ ଥିବା ଏକ ଦଳିତ ବସ୍ତି ମଧ୍ୟରେ ଜଣେ ବ୍ୟକ୍ତିଙ୍କ ଘରେ ରବିବାର ସକାଳେ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବୋରୋସାହି ପଞ୍ଚାୟତ ଖମାର ଗ୍ରାମର…

ଆମ ବସରେ ନିଜେ ଯାଇ ସ୍ଥିତି ପରଖିଲେ ପରିବହନ କମିଶନର, କହିଲେ ବିଳମ୍ବ ହେଲେବି ବେଗ….

ଭୁବନେଶ୍ୱର,୫ା୧: ଆମ ବସ୍ ଦୁର୍ଘଟଣା ପରେ ଆକ୍ସନ ମୋଡକୁ ଆସିଛି ପରିବହନ ବିଭାଗ । ସାରା ରାଜ୍ୟରେ ମୋ ବସ୍ ଡ୍ରାଇଭରଙ୍କୁ ଯାଞ୍ଚ କରାଯାଉଥିବା ବେଳେ ଆଜି ଆମ ବସ୍‌ରେ ନିଜେ ଯାଇ ସ୍ଥିତି ପରଖିଲେ ପରିବହନ କମିଶନର । ଆଜି…

ପୁଅ ଅନନ୍ତଙ୍କ ସହ ଶ୍ରୀ କଷ୍ଟଭଞ୍ଜନ ଦେବ ହନୁମାନଜୀ ମନ୍ଦିର ପରିଦର୍ଶନ କଲେ ମୁକେଶ ଅମ୍ବାନୀ, ଦାନ କଲେ ୫ କୋଟି ଟଙ୍କା

ମୁମ୍ବାଇ,୫।୧: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଅଧ୍ୟକ୍ଷ ଏବଂ ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ ଏକ ଗଭୀର ଆଧ୍ୟାତ୍ମିକ ଭାବନା ସହିତ ୨୦୨୬ ବର୍ଷ ଆରମ୍ଭ କରିଛନ୍ତି। ସେ ତାଙ୍କ ପୁଅ ଅନନ୍ତ ଅମ୍ବାନୀଙ୍କ ସହିତ ଗୁଜରାଟ ଧାର୍ମିକ ଗସ୍ତରେ ଅଛନ୍ତି। ରବିବାର, ଅମ୍ବାନୀ…

ନିଜର ସ୍ଥିତି ଭୁଲିଗଲା ପାକିସ୍ତାନ, ଭାରତକୁ ପୁଣିଦେଲା ଧମକ

ଇସଲାମାବାଦ,୫।୧: ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ବାଂଲାଦେଶରେ ରାଜନୈତିକ ପରିବର୍ତ୍ତନ ମଧ୍ୟରେ, ପାକିସ୍ତାନ ସହିତ ଏହାର ଘନିଷ୍ଠତା କ୍ରମଶଃ ଦୃଶ୍ୟମାନ ହେଉଛି। ଏହି ପରିପ୍ରେକ୍ଷୀରେ, ପାକିସ୍ତାନ ମୁସଲିମ ଲିଗ-ନୱାଜ (ପିଏମଏଲ-ଏନ)ର ଜଣେ ନେତାଙ୍କ ଏକ ବୟାନ ଆଲୋଡ଼ନ ସୃଷ୍ଟି କରିଛି। ପାକିସ୍ତାନୀ ପ୍ରଧାନମନ୍ତ୍ରୀ…

୧୮ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ: ୨ ଘଣ୍ଟା ଆନ୍ଦୋଳନ ପାଇଁ ରୋଗୀ ହୀନସ୍ତା

ଦାରିଙ୍ଗବାଡ଼ି,୫ା୧(ଅରୁଣ ସାହୁ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓଏମ୍‌ଏସଏ)ପକ୍ଷରୁ ୧୮ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସକାଳ ୯ଟାରୁ ଏହି ଆନ୍ଦୋଳନ ଆରମ୍ଭ ହୋଇ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ଚାଲୁଛି ଫଳରେ ରୋଗୀ ସେବା ବ୍ୟାହତ ହୋଇଛି। ରୋଗୀମାନେ ସକାଳ…

ଖଇଗାଁ ଦର ଆକାଶଛୁଆଁ: ନଈମଝିକୁ ଯାଇ ଡଙ୍ଗିରେ ଜାଲ ପକାଇ ଧରୁଛନ୍ତି ଧୀବର

ମହାକାଳପଡ଼ା,୫।୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ ଗ୍ରାମ ମହାନଦୀ ସଂଲଗ୍ନ ବନ୍ତନାଶି କନ୍ଧା ମୁହାଣଠାରେ ଖଇଙ୍ଗା ମାଛ ଧରିବାକୁ ଡଙ୍ଗିରେ ଧୀବରମାନେ ଭଉଁରି ଜାଲ ପକାଉଥିବା ଦେଖିବାକୁ ମିଳିଛି। କୋହଲା ପାଗ ସାଙ୍ଗକୁ ପୂର୍ଣ୍ଣିମା ତିଥି…

ଯୁବକଙ୍କୁ ପୋଲିସର ଥାର୍ଡ ଡିଗ୍ରୀ; ଗୋଡ଼କୁ ପିଟି ବାଡ଼ି ଭାଙ୍ଗିଲେ, ପ୍ଲାସରେ ନଖ ବାହାର କରି…..

ନୂଆଦିଲ୍ଲୀ,୫।୧: ଉତ୍ତର ପ୍ରଦେଶର ଆଗ୍ରାର ଛତା ଥାନା ଅଞ୍ଚଳର ଜୀବନୀ ମଣ୍ଡି ପୋଲିସ ପୋଷ୍ଟରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଅଭିଯୋଗ ହୋଇଛି ଯେ ଜଣେ ଯୁବକଙ୍କୁ ପୋଲିସ ପୋଷ୍ଟରେ ବନ୍ଧକ ରଖାଯାଇ କେବଳ ମାଡ଼ ମାରି ନଥିଲେ,…

ଭେନେଜୁଏଲାରେ ଆମେରିକା ସେନା କାର୍ଯ୍ୟାନୁଷ୍ଠାନରେ ୩୨ ଅଧିକାରୀ ମୃତ; ଦୁଇ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ ପାଇଁ ବିବୃତ୍ତି ଜାରି କଲେ କ୍ୟୁବା ସରକାର

ହାଭାନା,୫।୧: ଭେନେଜୁଏଲାରେ ଆମେରିକାର ସାମରିକ କାର୍ଯ୍ୟାନୁଷ୍ଠାନରେ ୩୨ କ୍ୟୁବା ସାମରିକ ଏବଂ ପୋଲିସ ଅଧିକାରୀ ନିହତ ହୋଇଛନ୍ତି। କ୍ୟୁବା ସରକାର ରବିବାର (ଜାନୁଆରୀ ୪, ୨୦୨୬) ଏହାକୁ ଆନୁଷ୍ଠାନିକ ଭାବରେ ନିଶ୍ଚିତ କରିଛନ୍ତି। ଭେନେଜୁଏଲାରେ ଆମେରିକାର ଆକ୍ରମଣ ପରେ କ୍ୟୁବା ଦ୍ୱାରା…

ଆସୁ ଆସୁ ଆକ୍ସନ ମୋଡ୍‌ରେ ଅନୁ ଗର୍ଗ: ନିଯୁକ୍ତି ପ୍ରକ୍ରିୟାକୁ ନେଇ କହିଲେ…

ଭୁବନେଶ୍ୱର,୫ା୧(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବଜେଟରେ ଯେଉଁ ଅର୍ଥ ଭିତ୍ତିଭୂମି ତଥା କାର୍ଯ୍ୟକ୍ରମ ବାବଦରେ ରଖାଯାଉଛି ତାହାକୁ ତ୍ୱରିତ ଭାବରେ ଖର୍ଚ୍ଚ କର। ଏହାସହିତ ଇଂଲିଶ ନୂଆବର୍ଷଠାରୁ ଯେତେସବୁ ବିଭାଗୀୟ ନିଯୁକ୍ତି ପରୀକ୍ଷା ହେବ, ସେଥିରେ ଯେଭଳି କୌଣସି ତ୍ରୁଟି ନ…

ଖୋର୍ଦ୍ଧାରେ ଜଣ୍ଡିସ୍‌ ଆତଙ୍କ: ଅନୁଧ୍ୟାନ ପାଇଁ ଗଲା ଜନସ୍ବାସ୍ଥ୍ୟ ଟିମ୍‌

ଭୁବନେଶ୍ୱର/ଖୋର୍ଦ୍ଧା,୫ା୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜବାହର ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ବ୍ୟାପିବା ଘଟଣା ପରେ ଭୁବନେଶ୍ୱରରୁ ଜନସ୍ବାସ୍ଥ୍ୟ ବିଭାଗର ୩ ଜଣିଆ ଟିମ୍‌ ବିଦ୍ୟାଳୟକୁ ଯାଇଛନ୍ତି। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ସ୍ଥିତି ଅନୁଧ୍ୟାନ…

ଦୁଇ ଝିଅ ପରେ ପୁଣିଥରେ ପିତା ହେଲେ Ambati Rayudu

ନୂଆଦିଲ୍ଲୀ,୫।୧: ଚେନ୍ନାଇ ସୁପର କିଙ୍ଗ୍ସର ପୂର୍ବତନ ଷ୍ଟାର ବ୍ୟାଟସମ୍ୟାନ ଅମ୍ବାତି ରାୟୁଡୁ ଏବଂ ତାଙ୍କ ପତ୍ନୀ ଚେନ୍ନୁପାଲ୍ଲି ବିଦ୍ୟା ଏକ ପୁତ୍ର ସନ୍ତାନକୁ ସ୍ବାଗତ କରିଛନ୍ତି। ପୂର୍ବତନ ଭାରତୀୟ କ୍ରିକେଟର ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ପୋଷ୍ଟ ମାଧ୍ୟମରେ ତାଙ୍କ ପ୍ରଶଂସକ…

ସ୍ବାସ୍ଥ୍ୟସେବାରେ ଅପହଞ୍ଚ ୩୧୬ ଗାଁ: ବୋଟ-ବାଇକ୍‌ ଆମ୍ବୁଲାନ୍ସ ହିଁ ସାହା ଭରସା

ଭବାନୀପାଟଣା,୫।୧(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାକୁ ଆକାଂକ୍ଷୀ ଜିଲାଭାବେ ସରକାର ଚୟନ କରିଛନ୍ତି। ତେବେ ପଛୁଆ ଅଞ୍ଚଳର ସାମୂହିକ ବିକାଶ ସହିତ ଲୋକଙ୍କ ଖାଦ୍ୟ ସୁରକ୍ଷା, ପରିବହନ ବ୍ୟବସ୍ଥାର ଉନ୍ନତି ଓ ଶିକ୍ଷା, ବିଦ୍ୟୁତ୍‌, ପିଇବା ପାଣି ତଥା ସ୍ବାସ୍ଥ୍ୟସେବାର ବିକାଶ ହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?