ପିପିଳିଆଠାରେ ଦୁଇ ଟ୍ରକ୍ ଦୁର୍ଘଟଣା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଡ୍ରାଇଭରଙ୍କ ମୃତ୍ୟୁ
ଢେଙ୍କିକୋଟ,୨୦।୮(ଡି.ଏନ୍.ଏ): କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ୨୦ନଂ. ଜାତୀୟ ରାଜପଥ ପିପିଳିଆଠାରେ ସୋମବାର ସନ୍ଧ୍ୟାରେ ଏକ ଦୁର୍ଘଟଣା ଘଟିଥିଲା। ଏକ ଟ୍ରକ୍କୁ ପଛରୁ ଅନ୍ୟ ଏକ ଟ୍ରକ୍ ଧକ୍କା ଦେଇଥିଲା। ଏହି ଘଟଣାରେ ଗୁରୁତର ହୋଇ ଚିକିତ୍ସିତ ହେଉଥିବା ଡ୍ରାଇଭରଙ୍କ…
ପାକିସ୍ତାନକୁ ମହଙ୍ଗା ପଡିଲା ଭାରତ ବିରୋଧୀ ଟୁଇଟ୍: ବନ୍ଦ ହେଲା ୨ଶହ ଆକାଉଣ୍ଟ
କରାଚି,୨୦।୮: ପାକିସ୍ତାନ ଲାଗାତର ଭାବେ ଭାରତ ବିରୋଧୀ ଟୁଇଟ୍ କରୁଥିବାରୁ ଏହାକୁ ନେଇ ଭାରତୀୟ ପ୍ରଶାସନ ଅଭିଯୋଗ ଆଣିଥିଲା। ଫଳରେ ମାଇାକ୍ରୋବ୍ଲଗିଙ୍ଗ ସାଇଟ୍ ଟୁଇଟର ଏବେ ପାକିସ୍ତାନର ପ୍ରାୟ ୨ଶହ ଟୁଇଟର ଆକାଉଣ୍ଟ ବନ୍ଦ କରିଦେଇଥିବା ଜଣାପଡିଛି। ତେବେ କଶ୍ମୀର ସମସ୍ୟାକୁ…
ସ୍ତ୍ରୀ ସବୁବେଳେ ଖାଇବାକୁ ଦେଉଥିଲେ ଲଡୁ: ଛାଡ଼ପତ୍ର ପାଇଁ କୋର୍ଟର ଦ୍ୱାରସ୍ଥ ହେଲେ ସ୍ବାମୀ
ମିରଠ,୨୦।୮: ପରିବାରରେ ସ୍ତ୍ରୀ ଓ ସ୍ବାମୀଙ୍କ ମଧ୍ୟରେ ବିବାଦ ଥିଲେ ଛାଡ଼ପତ୍ର ପାଇଁ କୋର୍ଟର ଦ୍ୱାରସ୍ଥ ହେବା ସାଧାରଣ କଥା। ମାତ୍ର ଉତ୍ତରପ୍ରଦେଶ ମିରଠ ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ ସବୁବେଳେ ଲଡୁ…
ବଲିଉଡ୍ରେ ଡେବ୍ୟୁ କରିବାକୁ ଖୁବ୍ ଉତ୍ସାହିତ କିର୍ତ୍ତି
ମୁମ୍ବାଇ: ସାଉଥ୍ ଫିଲ୍ମ ଜଗତର ଜଣେ ଚର୍ଚ୍ଚିତ ଚେହେରା ହେଉଛନ୍ତି କିର୍ତ୍ତି ସୁରେଶ। ଏବେ ସେ ବଲିଉଡ୍ ଫିଲ୍ମରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଅଜୟ ଦେବଗନଙ୍କ ଫିଲ୍ମ ‘ମୈଦାନ’ରେ କିର୍ତ୍ତି ବଲିଉଡ୍ ଏଣ୍ଟ୍ରି ମାରିବେ। ନିକଟରେ ଏହାର ପୋଷ୍ଟର ରିଲିଜ୍ ହୋଇଥିବା…
୨୨ରେ ଦିଲ୍ଲୀ ଯିବେ ରାଜ୍ୟ କଂଗ୍ରେସ ନେତା: ତାରା କହିଲେ ‘ପିସିସି ସଭାପତି ପରିବର୍ତ୍ତନ ନ କରିବାକୁ କହିବୁ’
ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟ କଂଗ୍ରେସର ସମସ୍ତ ନେତାଙ୍କୁ ଦିଲ୍ଲୀରୁ ଡାକରା ଆସିଛି। ଆସନ୍ତା ୨୨ରେ ନେତାମାନେ ଦିଲ୍ଲୀ ଯିବେ। ଦଳର ହାଇକମାଣ୍ଡଙ୍କ ପାଖରୁ ଏହି ଡାକରା ଆସିଥିବା ପରିପ୍ରେକ୍ଷୀରେ ମଙ୍ଗଳବାର କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,…
ହଷ୍ଟେଲରେ ଛାତ୍ରଙ୍କୁ ମାଡ଼ ମାରିବା ଘଟଣା: ଗିରଫ ହେଲେ ଓ୍ବାର୍ଡେନ
ଭୁବନେଶ୍ୱର,୨୦।୮(ବ୍ୟୁରୋ): ଖଣ୍ଡଗିରି ଥାନା ଅଞ୍ଚଳରେ ଥିବା ଏକ ଆବାସିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ସ୍କୁଲର ହଷ୍ଟେଲରେ ଛାତ୍ରଙ୍କୁ ମାଡ଼ ମାରିବା ଘଟଣାରେ ଅଭିଯୁକ୍ତ ଓ୍ବାର୍ଡେନ୍ଙ୍କୁ ପୋଲିସ ମଙ୍ଗଳବାର ଗିରଫ କରିଛି। ସେ ହେଲେ ବିଶ୍ୱରଞ୍ଜନ ରଣା। ବିଶ୍ୱରଞ୍ଜନ ୨ ଛାତ୍ରଙ୍କୁ ନିସ୍ତୁକ…
ଆସାମ ବନ୍ୟା ପୀଡିତଙ୍କୁ କାହିଁକି ଟଙ୍କା ଦାନ କରିଥିଲେ ଅକ୍ଷୟ
ମୁମ୍ବାଇ: ବଲିଉଡ୍ ଖିଲାଡି ବୟ ଅକ୍ଷୟ କୁମାର ଶହୀଦ ଯବାନଙ୍କ ପରିବାର ହେଉ ଅବା ଆସାମ ବନ୍ୟା ପୀଡିତ। ସବୁଠି ଅର୍ଥରାଶି ଦାନ କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥାଆନ୍ତି। କେବଳ ସେତିକି ନୁହେଁ ତାଙ୍କର ଦାନ ଦେଖିଲେ ସେ କେତେ…
ଭାରତୀୟ ଯୁବତୀଙ୍କୁ ବିବାହ କରିଥିଲେ ଏହିସବୁ ପାକିସ୍ତାନୀ କ୍ରିକେଟର
ପାକିସ୍ତାନ ବୋଲର୍ ହସନ ଅଲ୍ଳୀ ମଙ୍ଗଳବାର ଭାରତୀୟ ଯୁବତୀ ସାମିଆ ଅରଜୁଙ୍କୁ ବିବାହ କରିବାକୁ ଯାଉଛନ୍ତି। ଏହା ପୂର୍ବରୁ ମଧ୍ୟ ଅନେକ ପାକିସ୍ତାନ କ୍ରିକେଟର ଭାରତୀୟ ଯୁବତୀଙ୍କ ପ୍ରେମରେ ପଡିଛନ୍ତି ଆଉ ବିବାହ ମଧ୍ୟ କରିଛନ୍ତି। ସେମିତି କିଛି କ୍ରିକେଟର୍ସଙ୍କ ସମ୍ପର୍କରେ……
ରମାଦେବୀ ପରିସରରୁ ଉଠିଯିବ ଯୁକ୍ତ ୨ କଲେଜ
ଭୁବନେଶ୍ୱର,୨୦।୮(ବ୍ୟୁରୋ): ରମାଦେବୀ ବିଶ୍ୱବିଦ୍ୟାଳୟ ପରିସରରୁ ଜୁନିଅର କଲେଜ ଉଠିଯିବ। ୟୁନିଟ-୯ ଗାର୍ଲସ ହାଇସ୍କୁଲ ପରିସରରେ ଯୁକ୍ତ ୨ କଲେଜ ପ୍ରତିଷ୍ଠା ହେବ। ଏନେଇ ହାଇସ୍କୁଲ ପରିସରରେ ୩ ଏକର ଜମି ଚିହ୍ନଟ ହୋଇଥିବା ନେଇ ମଙ୍ଗଳବାର ବିଶ୍ୱବିଦ୍ୟାଳୟର କୁଳପତି ପଦ୍ମଜା ମିଶ୍ର…
କଳାକାରଙ୍କ ପାଇଁ ନିଜ ଧନସମ୍ପତ୍ତି ଦାନ କରିଦେଇଥିଲେ ଖାୟାମ୍
ଦିଲ୍ କ୍ୟା ଚିଜ୍ ହୈ ଆପ୍ ମେରି ମାନ୍ ଲିଜିୟେ..(ଉମରାଓ ଜାନ୍), ସିନେ ମେ ଜଲନ୍ ଆଁଖୋ ମୈ ତୁଫାନ୍ ସା(ଗମନ) ଭଳି ଶହ ଶହ ସଙ୍ଗୀତର ସ୍ରଷ୍ଟା ଖାୟମ୍ ଆଉ ନାହାନ୍ତି। ୯୨ ବର୍ଷ ବୟସରେ ସେ ଆରପାରିକୁ ଚାଲିଯାଇଛନ୍ତି।…
ଜମ୍ମୁ-କଶ୍ମୀର ପ୍ରସଙ୍ଗ: ଶାନ୍ତିଦୂତ ହେବାକୁ ଚାହାଁନ୍ତି ମୋଗଲ ବଂଶଜ ୟାକୁବ୍; ରାଷ୍ଟ୍ରପତିଙ୍କୁ ଲେଖିଛନ୍ତି ଚିଠି
ହାଇଦ୍ରାବାଦ୍,୨୦।୮: ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଶାନ୍ତିଦୂତ ହେବା ପାଇଁ ମୋଗଲ ବଂଶଜ ୟାକୁବ୍ ହବିବୁଦ୍ଦିନ୍ ତୁସି ଇଛା ପ୍ରକାଶ କରିଛନ୍ତି। ଏନେଇ ସେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଚିଠି ଲେଖିଛନ୍ତି। ଅଗଷ୍ଟ ୧୦ରେ ସେ ରାଷ୍ଟ୍ରପତିଙ୍କୁ ଚିଠି ଲେଖିଥିବା ସୂଚନା ଦେଇଛନ୍ତି। ୟାକୁବ୍…
ବିଗ ବି’ଙ୍କ ଲିଭରର ୭୫ ପ୍ରତିଶତ କାମ କରୁ ନାହିଁ
ମୁମ୍ବାଇ: ‘କୌନ ବନେଗା କରୋଡପତି’ର ନୂଆ ସିଜିନ୍କୁ ନେଇ ଚର୍ଚ୍ଚାରେ ରହିଥିବା ବିଗ ବି ଏବେ ନିଜର ସ୍ବାସ୍ଥ୍ୟାବସ୍ଥାକୁ ନେଇ ସଂଘର୍ଷ କରୁଛନ୍ତି। ସବୁବେଳେ ଫିଟ୍ ଓ ଆକ୍ଟିଭ୍ ଦେଖାଯାଉଥିବା ୭୬ ବର୍ଷୀୟ ଅଭିନେତା ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ଜୀବନର…

