Home Left

ଗଣେଶ ପୂଜାରେ ବାଣ ଫୁଟାଇଲେ ଅବା ଚାନ୍ଦା ମାଗିଲେ ହୋଇପାରେ କଡ଼ା କାର୍ଯ୍ୟାନୁଷ୍ଠାନ

ହାଇଦ୍ରାବାଦ,୨୦।୮: ପାଖେଇ ଆସିଲାଣି ଗଣେଶ ପୂଜା। ଏବେଠାରୁ ଏହାପାଇଁ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଗଲାଣି। ହେଲେ ପୂଜାକୁ ଶାନ୍ତି ଶୃଙ୍ଖଳାର ସହ ସାରିବାକୁ ପୋଲିସ ମଧ୍ୟ ସବୁ ବ୍ୟବସ୍ଥା ଆରମ୍ଭ କରି ସାରିଲାଣି। ହାଇଦ୍ରାବାଦରେ ଚଳିତ ବର୍ଷ ଗଣେଶ ଚତୁର୍ଥୀ ସେପ୍ଟେମ୍ବର…

ମଧ୍ୟାହ୍ନଭୋଜନ ଖାଇ ୩୩ ଛାତ୍ରୀ ଅସୁସ୍ଥ ଘଟଣା: କାରଣ ଅସ୍ପଷ୍ଟ

ଚିତ୍ରକୋଣ୍ଡା,୨୦।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଟେମ୍ପରାରି କଲୋନୀ ପ୍ରାଇମେରି ପ୍ରାଥମିକ ଆବାସିକ ବିଦ୍ୟାଳୟରେ ସୋମବାର ମଧ୍ୟାହ୍ନଭୋଜନ ଖାଇ ୩୩ ଛାତ୍ରୀ ଅସୁସ୍ଥ ହୋଇ ପଡ଼ିଥିଲେ। ମଧ୍ୟାହ୍ନଭୋଜନରେ ଭାତ, ଡାଲି ଓ ଭଜା ଖାଇବା ପରେ ଅପରାହ୍ନରେ କିଛି ଛାତ୍ରୀଙ୍କ…

ପୋଖରୀରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର: ମିଳିନି ପରିଚୟ

କେନ୍ଦୁଝର,୨୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ସ୍ଥାନୀୟ ବଣିଆପାଟ ସାହିର ଏକ ପୋଖରୀରୁ ମଙ୍ଗଳବାର ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ବୃଦ୍ଧାଙ୍କ ପରିଚୟ ମିଳିପାରି ନ ଥିବା ବେଳେ ଆନୁମାନିକ ବୟସ ୬୦ ହେବ ବୋଲି ଜଣାପଡ଼ିଛି। ତେବେ ସକାଳେ ମୃତଦେହ ପୋଖରୀରେ…

ଭାଜପାରେ ସାମିଲ ହେବେ କି ଜ୍ୟୋତିରାଦିତ୍ୟ

ନୂଆଦିଲ୍ଲୀ,୨୦।୮: କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବେ କଂଗ୍ରେସ ଛାଡି ପାରନ୍ତି ବୋଲି ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି। କିଛିଦିନ ହେବ ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି ଜ୍ୟୋତିରାଦିତ୍ୟ ବୋଧହୁଏ କଂଗ୍ରେସ ଛାଡି ପାରନ୍ତି। ଆଉ ଏହାକୁ ଦେଖିବା ପରେ ଅନେକ…

ଆମେରିକା ପାଇଁ ବିପଦ ଚାଇନା କ୍ଷେପଣାସ୍ତ୍ର

ହଂକଂ,୨୦।୮: ଚାଇନା ସେନା(ପିଏଲ୍‌ଏ) ନିକଟରେ ଏମିତି କ୍ଷେପଣାସ୍ତ୍ର ରହିଛି ଯାହା ସେ ଆମେରିକାକୁ ଧମକ ଦେବାରେ ଯଥେଷ୍ଟ ବୋଲି ଏକ ରିପୋର୍ଟରୁ ଜଣାପଡିଛି। ଗୁଆମ, ଜାପାନ, ସିଙ୍ଗାପୁର ଓ ଦକ୍ଷିଣ କୋରିଆ ଭଳି ଦେଶ ନିକଟରେ ଥିବା ଆମେରିକା ସେନା ଶିବିରକୁ…

ବାରିମୂଳ ପଥର ଛଇରୁ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର

ଛତିଆ,୨୦।୮(ଡି.ଏନ୍‌.ଏ.): ଯାଜପୁର ଜିଲା ବୈରୀ ଥାନା ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ବାରିମୂଳଠାରେ ଥିବା ଏକ ପଥର ଛଇରୁ ମଙ୍ଗଳବାର ସକାଳୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସକାଳୁ ଛଇରେ ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ବୈରୀ ଥାନାରେ…

ଖାଲି ପାଦରେ ୧୧ସେକେଣ୍ଡରେ ଶହେ ମିଟର ଅତିକ୍ରମ କରିଥିବା ଧାବକଙ୍କୁ ମିଳିବ ପ୍ରୋତ୍ସାହନ

ଭୋପାଳ,୨୦।୮: ଖେଳାଳୀମାନେ ପ୍ରୋତ୍ସାହନ ପାଇ ନିଜର ଭିନ୍ନ ଭିନ୍ନ ପ୍ରତିଭା ଦେଖାଇ ରାଜ୍ୟ ଓ ଦେଶର ନାଁ କରିଥାନ୍ତି। ତେବେ ଆଜି ବି କିଛି ଏଭଳି ଖେଳାଳୀ ରହିଛନ୍ତି ଯେଉଁମାନେ ପ୍ରତିଭା ସମ୍ପନ୍ନ ହୋଇ ମଧ୍ୟ କୌଣସି କାରଣ ବଶତଃ ଲୋକଲୋଚନକୁ…

ବସ ଚଳାଚଳ ଦାବିରେ ଉପଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ

ବ୍ରହ୍ମପୁର ଅଫିସ,୨୦।୮: ଗଞ୍ଜାମ ଜିଲା ଜଗଦଳପୁର, ନିମଖଣ୍ଡି ଲୋଚାପଡା ଅଞ୍ଚଳକୁ ଟାଉନ୍‌ ବସ୍‌ ଚଳାଚଳ ନେଇ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ନେଇ ଗ୍ରାମବାସୀ ବ୍ରହ୍ମପୁର ଉପଜିଲାପାଳ ସିନ୍ଦେ ଦତାତ୍ରୟ ଭାଉସାହେବଙ୍କୁ ସାକ୍ଷାତକରି ମଙ୍ଗଳବାର ଦାବିପତ୍ର ପ୍ରଦାନ କରିଛନ୍ତି । ବ୍ରହ୍ମପୁର…

ଫ୍ୟାନରୁ କମନ ବ୍ରୋଞ୍ଜ ବ୍ୟାକଟ୍ରି ପ୍ରଜାତିର ସାପ ଉଦ୍ଧାର

ଭୁବନେଶ୍ୱର,୨୦।୮(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ବାଳକାଟି ଦୋପଟି ସାହି ନିବାସୀ ଅଶୋକ କୁମାର ସାହୁଙ୍କ ଘରୁ ମଙ୍ଗଳବାର ଏକ ସାପ ଉଦ୍ଧାର କରାଯାଇଛି। ସିଲିଂ ଫ୍ୟାନରେ ସାପଟି ଝୁଲୁ ଥିବା ଦେଖି ଅଶୋକ ସ୍ଥାନୀୟ ସ୍ନେକ ହେଲ୍ପଲାଇନ୍‌ ସଦସ୍ୟ ବିରଞ୍ଚି ନାରାୟଣ ଆଚାର୍ଯ୍ୟଙ୍କୁ…

ବର୍ଷାଦିନେ ମହିଳାଙ୍କ ଟେନଶନ୍‌, କ’ଣ ପିନ୍ଧିବେ

ବର୍ଷାଦିନେ ମହିଳାଙ୍କ ଟେନଶନ୍‌ ବଢ଼ିଯାଏ ଯେ କ’ଣ ପିନ୍ଧିବେ ଓ ପିନ୍ଧିବେନି। ଯାହା ସେମାନଙ୍କୁ ଷ୍ଟାଇଲିଶ୍‌ କରିବା ସହିତ ଫ୍ୟାଶନ୍‌ ସହିତ ଯୋଡ଼ି ରଖେ। ଏଥିପାଇଁ ଆଜି ଆପଣଙ୍କ ଲାଗି ଫ୍ୟାଶନ୍‌ ଟିପ୍ସ ଦେଉଛୁ ଯାହାର ସାହାଯ୍ୟ ନେଇ ନିଜକୁ ଷ୍ଟାଇଲିଶ୍‌…

କେନ୍ଦୁଝରରେ ଡବଲ ମର୍ଡର: ଅନ୍ଧବିଶ୍ୱାସରୁ ହତ୍ୟାକାଣ୍ଡ

କେନ୍ଦୁଝର,୨୦।୮(ସ୍ବ.ପ୍ର.): ଅନ୍ଧବିଶ୍ୱାସରୁ ହତ୍ୟାକାଣ୍ଡ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲାରେ। ଗୁଣିଗାରେଡ଼ି କରୁଥିବା ସନ୍ଦେହରେ କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ନୟାଗଡ଼ ମୁଣ୍ଡା ସାହିରେ ଡବଲ ମର୍ଡର ହୋଇଛି। ସଂଘବଦ୍ଧ ଭାବେ ଏହି ହତ୍ୟା କରାଯାଇଛି, ଯାହାକୁ…

ହାଣ୍ଡି ପନିର

ଆବଶ୍ୟକ ସାମଗ୍ରୀ: ପନିର (୨୦୦ଗ୍ରାମ୍‌), ଅଳ୍ପ ପରିମାଣର ଅଦା(ଘସା ହୋଇଥିବା), ହଳଦୀଗୁଣ୍ଡ (ଅଧା ଚାମଚ), ଗରମ ମସଲା (ଅଧା ଚାମଚ), ଟମାଟୋ (ଗୋଟିଏ), ଗୋଲମରିଚ ଗୁଣ୍ଡ (ଅଳ୍ପ ପରିମାଣର), ୩ଟି ଛୋଟ ଆକାରରେ କଟା ହୋଇଥିବା ପିଆଜ, ଦହି (ଅଧାକପ୍‌), ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?