Home Left

ବିବାହ କରିବାକୁ ଯାଉଛନ୍ତି ଆଦିତ୍ୟ ରୟ କପୁର

ବଲିଉଡର ଆଉ ଜଣେ ଅଭିନେତା ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଆଶିକ୍‌-୨ ଫେମ୍‌ ଆଦିତ୍ୟ ରୟ କପୁର ଗର୍ଲଫ୍ରେଣ୍ଡ୍‌ ଦିଭା ଧାଓ୍ବନଙ୍କ ବିବାହ କରିବାକୁ ଯାଉଛନ୍ତି। ଉଭୟଙ୍କ ବିବାହ ୨୦୨୦ ଆରମ୍ଭରେ ଅନୁଷ୍ଠିତ ହେବ। ଏହାପୂର୍ବରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।…

ସମଲ ଥାନା ଅଞ୍ଚଳରୁ ନବଜାତ ଶିଶୁକନ୍ୟା ଉଦ୍ଧାର

ତାଳଚେର,୨୦।୮(ନି.ପ୍ର.): ଅନୁଗୋଳ ଜିଲା ସମଲ ଥାନା ଅନ୍ତର୍ଗତ ଏକଘରିଆ ଗ୍ରାମ ଇଟାଭାଟି ପାଖରେ ଥିବା ଏକ ଗଛ ମୂଳରୁ ମଙ୍ଗଳବାର ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଶିଶୁଟି ଜନ୍ମହେବା ପରେ କେହି ତାକୁ ସେଠାରେ ଛାଡ଼ି ଚାଲିଯାଇଥିବା ଜଣାପଡ଼ିଛି। ଶିଶୁର କାନ୍ଦ…

କର୍ମସ୍ଥଳକୁ ନକଲି ଦାଢି ଲଗାଇ ଗଲେ ମହିଳା ବୈଜ୍ଞାନିକ:ଜାଣନ୍ତୁ କାହିଁକି

ନ୍ୟୁୟର୍କ,୨୦।୮:ଆମେରିକାରେ ମହିଳା ବୈଜ୍ଞାନିକମାନେ ଏକ ଅଜବ ଢଙ୍ଗରେ ପ୍ରତିବାଦ ଆରମ୍ଭ କରିଛନ୍ତି। ସବୁ ପ୍ରତିଭା ଥାଇ ସୁଦ୍ଧା ସେମାନଙ୍କୁ କର୍ମସ୍ଥଳରେ ଭେଦଭାବର ଶିକାର ହେବାକୁ ପଡୁଛି। ଏହାକୁ ବିରୋଧ କରି ସେମାନେ ନକଲି ଦାଢି ଲଗାଇ କର୍ମସ୍ଥଳକୁ ଯାଉଛନ୍ତି। ଜଣେ ବିଜ୍ଞାନ…

୪ ଭାରତୀୟ ଧୀବରଙ୍କୁ ଗିରଫ କଲା ଶ୍ରୀଲଙ୍କା

କୋଟ୍ଟାଇପଟ୍ଟିନମ୍‌,୨୦।୮: ଶ୍ରୀଲଙ୍କା ନୌସେନା ପକ୍ଷରୁ ୪ ଭାରତୀୟ ଧୀବରଙ୍କୁ ମଙ୍ଗଳବାର ଗିରଫ କରାଯାଇଛି। ଧୀବରମାନେ ଭାରତୀୟ ସାମୁଦ୍ରିକ ସୀମା ବାହାରେ ମାଛ ଧରୁଥିବା ଅଭିଯୋଗ ହୋଇଛି। ଧୀବରମାନଙ୍କୁ ଡେଲ୍ଫଟ୍‌ ଦ୍ୱୀପ ନିକଟରେ ଥିବା ପୁଡୁକୋଟ୍ଟଇ ଜିଲାର କୋଟ୍ଟାଇପଟ୍ଟିନମ୍‌ ଠାରୁ ଗିରଫ କରାଯାଇଛି।…

ପୃଥିବୀ ଉପରେ ଆକ୍ରମଣ କରିପାରନ୍ତି ଏଲିଏନ୍‌

ନୂଆଦିଲ୍ଲୀ,୨୦।୮: ଏପର୍ଯ୍ୟନ୍ତ ସମସ୍ତେ କେବଳ ଏଲିଏନ୍‌ ଓ ୟୁଏଫ୍‌ଓର ନାଁ ଶୁଣିଛନ୍ତି। ହେଲେ ଏହାର ଉପସ୍ଥିତି ସମ୍ପର୍କରେ ଏଯାବତ୍‌ କୌଣସି ସଠିକ୍‌ ସୂଚନା ମିଳିପାରି ନାହିଁ। ଆଉ କେବଳ ଚଳଚ୍ଚିତ୍ରରେ ଏଲିଏନ୍‌ ଓ (UFO-Unidentified flying object)କୁ ଆମେମାନେ ଦେଖି ସତକୁ…

ରାଜଧାନୀରେ ହେବ ମିଠା କାରଖାନା

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଅନ୍ୟ ସହରରେ ସ୍ଥାପନ ହେବ ମିଠା ହବ୍‌। କ୍ଷୁଦ୍ର ମିଷ୍ଟାନ୍ନ ବ୍ୟବସାୟୀଙ୍କୁ ଆର୍ଥିକ ସହାୟତାଠାରୁ ଆରମ୍ଭ କରି ସମସ୍ତ ସହାୟତା ଯୋଗାଇ ଦିଆଯିବ। ଆଗାମୀ ଦିନରେ ମିଠା କାରଖାନା ପାଇଁ ଜମି ଯୋଗାଇ ଦିଆଯିବ।…

ଭାରତ-ପାକିସ୍ତାନ ମଧ୍ୟରେ ସ୍ଥିତି ସଙ୍କଟ ଜନକ: ଟ୍ରମ୍ପ୍‌

ଓ୍ବାଶିଂଟନ,୨୦।୮: ଭାରତ-ପାକିସ୍ତାନ ମଧ୍ୟରେ ସ୍ଥିତି ସଙ୍କଟ ଜନକ ଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଟୁଇଟ୍‌ କରି ମଙ୍ଗଳବାର ଭୋର୍‌ ୫ଟା ୧୩ରେ ଜଣାଇଛନ୍ତି। ଏହା ପୂର୍ବରୁ ଟ୍ରମ୍ପ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ସୋମବାର ଫୋନ୍‌ରେ କଥାବାର୍ତ୍ତା ହୋଇଥିଲେ। ପରେ…

ଅମୃତ ଯୋଜନାରେ ପାର୍କ ପୁନରୁଦ୍ଧାର କାର୍ଯ୍ୟ ଅଧା: ୧୭ ସରିଛି, ୧୯ ବାକି

ଭୁବନେଶ୍ୱର, ୨୦।୮(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଅମୃତ ଯୋଜନାରେ ରାଜଧାନୀରେ ବିଭିନ୍ନ ପାର୍କର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟ ଚାଲିଛି। ସୌନ୍ଦର୍ଯ୍ୟକରଣ ସହ ନୂତନ ନିର୍ମାଣ ଓ ଉପକରଣ ଲଗାଯାଉଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦ୍ୱାରା ପରିଚାଳିତ ପାର୍କଗୁଡ଼ିକରେ ଏସବୁ କାର୍ଯ୍ୟ…

ଏମ୍‌ପିଙ୍କ ପାଇଁ ଡୁପ୍ଲେକ୍ସ ଫ୍ଲାଟ ଉଦ୍‌ଘାଟନ କଲେ ମୋଦି

ନୂଆଦିଲ୍ଲୀ,୨୦।୮: ରାଜଧାନୀ ଦିଲ୍ଲୀର ନର୍ଥ ଏଭିନ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏମ୍‌ପିମାନଙ୍କ ପାଇଁ ସୋମବାର ନବନିର୍ମିତ ୩୬ଟି ଡୁପ୍ଲେକ୍ସର ଉଦ୍‌ଘାଟନ କରିଛନ୍ତି। ଲୋକ ସଭାକୁ ନିର୍ବାଚିତ ହୋଇଥିବା ନୂଆ ଏମ୍‌ପିମାନଙ୍କର ରହିବାରେ ଅସୁବିଧା ହେଉଥିବାରୁ ସେମାନେ ହୋଟେଲରେ ରହୁଥିଲେ। ତେଣୁ ନିର୍ଦ୍ଧାରିତ…

ହୋଟେଲ ମାଲିକଙ୍କୁ ଆକ୍ରମଣ ଘଟଣା: ଧରାପଡ଼ିଲେ ନାବାଳକ

ଭୁବନେଶ୍ୱର, ୨୦।୮(ବ୍ୟୁରୋ): ରସୁଲଗଡ ଛକ ନିକଟ ତୃପ୍ତି ହୋଟେଲ ମାଲିକଙ୍କୁ ଆକ୍ରମଣ କରି ଲୁଟ ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ ଧରିଛି। ପୋଲିସ ନାବଳକଙ୍କୁ ପଚରାଉଚରା କରିବା ପରେ ବାଳସୁଧାର ଗୃହକୁ ପଠାଯାଇଛି। ସୂଚନା ମୁତାବକ, ଗତ ୩୦ତାରିଖ ରାତିରେ…

ମନମୋହନ ରାଜ୍ୟ ସଭାକୁ ନିର୍ବାଚିତ

ଜୟପୁର/ଲକ୍ଷ୍ନୌ, ୨୦ା୮(ପି.ଟି.): ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ସୋମବାର ରାଜସ୍ଥାନରୁ ରାଜ୍ୟ ସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଉପନିର୍ବାଚନ ଲାଗି ନାମାଙ୍କନପତ୍ର ପ୍ରତ୍ୟାହାର ସମୟସୀମା ଅପରାହ୍ନ ୩ଟାରେ ଶେଷ ହେବା ପରେ ସେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିବା ଘୋଷଣା କରାଯାଇଥିଲା। ରାଜ୍ୟ…

ଆଜି ଦାୟିତ୍ୱ ନେବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ ଅଫିସ,୨୦।୮: ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ବରିଷ୍ଠ ଆଇଏଏସ୍‌ ଅଧିକାରୀ ଡ. କ୍ରିଷନ କୁମାର ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିବେ। ରାଜ୍ୟ ସରକାର ପ୍ରଦୀପ ମହାପାତ୍ରଙ୍କ ସ୍ଥାନରେ କ୍ରିଷନ କୁମାରଙ୍କୁ ଗତ ୧୫ତାରିଖରେ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?