Home Left

ଭୁବନେଶ୍ୱରରୁ ଜଗଦଲପୁର, ଜୁନାଗଡ଼କୁ ଚାଲିବ ପୃଥକ୍‌ ଟ୍ରେନ୍‌

ଭୁବନେଶ୍ୱର,୨୦।୮(ବ୍ୟୁରୋ):ଆଗକୁ ଭୁବନେଶ୍ୱରରୁ ଜୁନାଗଡ ଏବଂ ଭୁବନେଶ୍ୱରରୁ ଜଗଦଲପୁରକୁ ୨ଟି ପୃଥକ ଟ୍ରେନ୍‌ ଚଳାଚଳ କରିବ। ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରେଳମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ କରିଥିବା ଅନୁରୋଧକୁ ରକ୍ଷା କରି ସେ ଏହାକୁ ସ୍ବୀକୃତି ଦେଇଛନ୍ତି। ରେଳମନ୍ତ୍ରୀଙ୍କ ସ୍ବୀକୃତି ମିଳିବାପରେ ଧର୍ମେନ୍ଦ୍ର…

ଆଇପିଏସ୍‌ ଅଫିସର ସ୍ତରରେ ଅଦଳବଦଳ:ବଦଳିଲେ ୧୩ ଏସ୍‌ପି

ଭୁବନେଶ୍ୱର,୨୦।୮(ବ୍ୟୁରୋ) : ରାଜ୍ୟର ବିଭିନ୍ନ ଜିଲାରେ କାର୍ଯ୍ୟ କରୁଥିବା ୩୯ଜଣ ଆଇପିଏସ୍‌ ଅଫିସରଙ୍କୁ ରାଜ୍ୟ ସରକାର ସୋମବାର ଅଦଳବଦଳ କରିଛନ୍ତି। ଜେଲ ଏଡିଜି ଥିବା ୧୯୯୦ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ମହେନ୍ଦ୍ର ପ୍ରତାପଙ୍କୁ କଟକ ପ୍ରିଣ୍ଟିଂ ପ୍ରେସ୍‌ ଏବଂ ଷ୍ଟେସନାରିର ନିର୍ଦ୍ଦେଶକ…

ଭାଜପାରେ ଯୋଗଦେଲେ ୫୦ ଟିଡିପି ନେତା

ହାଇଦ୍ରାବାଦ,୨୦ା୮: ତେଲେଙ୍ଗାନାରେ ତେଲୁଗୁ ଦେଶମ୍‌ ପାର୍ଟି(ଟିଡିପି)ର ୫୦ରୁ ଊର୍ଦ୍ଧ୍ୱ ନେତା ସୋମବାର ଭାଜପାରେ ଯୋଗ ଦେଇଛନ୍ତି। ଏମାନଙ୍କ ମଧ୍ୟରେ ଅଛନ୍ତି ପୂର୍ବତନ ମନ୍ତ୍ରୀ, ବିଧାୟକ ଓ ଅନ୍ୟାନ୍ୟ ସ୍ଥାନୀୟ ନେତା। ଏହା ଟିଡିପି ମୁଖ୍ୟ ଚନ୍ଦ୍ରାବାବୁ ନାଇଡ଼ୁଙ୍କ ଲାଗି ଶକ୍ତ ଧକ୍କା…

କିମ୍ବଦନ୍ତୀ ସଙ୍ଗୀତକାର ଖାୟମ୍‌ଙ୍କ ପରଲୋକ

ମୁମ୍ବାଇ,୨୦ା୮- ଜାତୀୟ ପୁରସ୍କାରପ୍ରାପ୍ତ ବଲିଉଡ ସଙ୍ଗୀତ ନିର୍ଦ୍ଦେଶକ ମହମ୍ମଦ ଜାହିର ହାଶ୍‌ମି ସୋମବାର ଏକ ଘରୋଇ ହସ୍ପିଟାଲ୍‌ରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କୁ ୯୨ବର୍ଷ ହୋଇଥିଲା। ସେ ସଙ୍ଗୀତ ଦୁନିଆରେ ଖାୟମ୍‌ ଭାବେ ସୁପରିଚିତ। ବଲିଉଡ୍‌ ଶାସ୍ତ୍ରୀୟ ସଙ୍ଗୀତଭିତ୍ତିକ ‘କଭି…

ବିଷାକ୍ତ ଛତୁ ଖାଇ ୧୪ରୁ ଊର୍ଦ୍ଧ୍ୱ ଅସୁସ୍ଥ

ରସୁଲପୁର,୨୦।।୮(ଡିଏନଏ)- ରସୁଲପୁର ବ୍ଲକ ରାଜେନ୍ଦ୍ରପୁର ପଞ୍ଚାୟତ ହାଟସାହି ଗ୍ରାମରେ ବିଷାକ୍ତ ଛତୁ ଖାଇ ୩ ପରିବାରର ୧୪ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଅସୁସ୍ଥ ହୋଇ ଧର୍ମଶାଳା ଓ ମଧୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ପ୍ରକାଶ ଯେ ଏହି ଗ୍ରାମର ସୁକୁଟା…

ଅଭିରାମ ପରମହଂସ ଉଚ୍ଚ ବିଦ୍ୟାଳୟ ମଧ୍ୟାହ୍ନ ଭୋଜନ ପରିବେଷଣରେ ଅନିୟମିତତା: ନିର୍ଦ୍ଧାରିତ ସମୟ ପୂର୍ବରୁ ବିଦ୍ୟାଳୟରେ ଝୁଲୁଛି ତାଲା

ରସୁଲପୁର,୨୦।୮(ଡିଏନଏ)- ରସୁଲପୁର ବ୍ଲକ ପ୍ରଥମାଖଣ୍ଡି ପଞ୍ଚାୟତ ଦାମୋଦରପୁର ଗ୍ରାମସ୍ଥିତ ଅଭିରାମ ପରମହଂସ ଉଚ୍ଚ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ପରିବେଷଣରେ ଅନିୟମିତତା ହୋଇଥିବା ଅଭିଯୋଗ ହେଉଛି। ଶନିବାର ଏହି ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନ ଓ ଅଣ୍ଡା ଦିଆଯାଉ ନାହିଁ। ଏପରିକି ନିର୍ଦ୍ଧାରିତ…

୪ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କଲା ବାୟୁସେନା

ଜମ୍ମୁ,୨୦ା୮(ପି.ଟି.): ଜମ୍ମୁରେ ପ୍ରବାହିତ ତାଓ୍ବି ନଦୀରେ ବନ୍ୟା ଆସିଥିବାବେଳେ ସେଠାରେ ଫସିରହିଥିବା ୪ ମତ୍ସ୍ୟଜୀବୀଙ୍କୁ ସୋମବାର ବାୟୁସେନା ଉଦ୍ଧାର କରିଛି। ଖରାପ ପାଗ ଓ ବନ୍ୟାଜଳର ପ୍ରଖର ସ୍ରୋତକୁ ଖାତିର ନ କରି ବାୟୁସେନା ଦୁଃସାହସର ସହିତ ହେଲିକପ୍ଟର ଯୋଗେ ମତ୍ସ୍ୟଜୀବୀମାନଙ୍କୁ…

ଟ୍ରମ୍ପଙ୍କ ସହ ଫୋନ୍‌ରେ କଥାହେଲେ ମୋଦି: ଭାରତ ବିରୋଧୀ ହିଂସା ଅଶାନ୍ତି ବଢ଼ାଉଛି

ନୂଆଦିଲ୍ଲୀ,୨୦ା୮(ପି.ଟି.): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ସୋମବାର ଅଧଘଣ୍ଟା ଧରି ଟେଲିଫୋନରେ ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା ହୋଇଥିଲା। ବିଶେଷକରି ସମ୍ବିଧାନର ଧାରା ୩୭୦ ଉଚ୍ଛେଦ ପରେ କଶ୍ମୀରର ସାମ୍ପ୍ରତିକ ସ୍ଥିତିକୁ ନେଇ…

ଧର୍ମଶାଳା ବ୍ଲକରେ ଆର୍ଥିକ କେଳେଙ୍କାରୀ: କୋଟିଏରୁ ଉର୍ଦ୍ଧ୍ୱ ଟଙ୍କା ଦେଣନେଣ ଉପରେ ଆପତ୍ତି

ଯାଜପୁର ଅଫିସ,୨୦।୮- ଯାଜପୁର ଜିଲାର ସର୍ବାଧିକ ସରକାରୀ ରାଜସ୍ବ ଆଦାୟ ହେଉଥିବା ଧର୍ମଶାଳା ପଞ୍ଚାୟତ ସମିତି (ବ୍ଲକ)ରେ ବ୍ୟାପକ ଦୁର୍ନୀତିର ଗନ୍ଧ ବାରି ହୋଇଛି। ଏହି ବ୍ଲକରେ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ହେରାଫେରି ଯୋଗୁ ୨୦ଲକ୍ଷ ୯୩ ହଜାର ୭୮୮ ଟଙ୍କା…

ଜାରକାରେ ସେକ୍ସ ରାକେଟ ଠାବ: ରାଣୀ ମହୁମାଛି ସହ ୬ କୋର୍ଟଚାଲାଣ,ଜଣେ ଯୁବତୀ ଉଦ୍ଧାର

ଧର୍ମଶାଳା,୨୦।୮(ଡି.ଏନ୍‌.ଏ.)- ଧର୍ମଶାଳା ଥାନା ଅଧୀନ ଜାରକା ଜଗନ୍ନାଥ ବିହାର ଅଞ୍ଚଳର ଏକ ଭଡ଼ାଘରେ ଚାଲିଥିବା ସେକ୍ସ ର଼୍ୟାକେଟକୁ ପୋଲିସ ରବିବାର ରାତିରେ ଠାବ କରିଛି। ଏହି ଘଟଣାରେ ଜଣେ ରାଣୀମହୁମାଛି, ୨ ଦଲାଲ ସହ ୩ ଗ୍ରାହକଙ୍କୁ ଗିରଫ କରି ସୋମବାର…

ବୈତରଣୀରେ ପ୍ରଥମ ବନ୍ୟାଜଲ ପ୍ରବେଶ

କୋରେଇ,୨୦ା୮(ସ୍ବ.ପ୍ର.)- ବୈତରଣୀ ନଦୀରେ ବନ୍ୟାଜଳ ପ୍ରବେଶ କରିଛି। ଆଖୁଆପଦାଠାରେ ବିପଦ ସଙ୍କେତ ୧୭.୮୩ ମିଲିମିଟର ଥିବା ବେଳେ ଖବର ଲେଖା ହେବା ବେଳକୁ ବନ୍ୟାଜଳ ୧୭.୭୮ମିଟରେ ପ୍ରବାହିତ ହୋଇଥିଲା। ରାତି ସୁଦ୍ଧା ବିପଦ ସଙ୍କେତ ଉପରେ ବନ୍ୟାଜଳ ପ୍ରବାହିତ ହେବାର ସମ୍ଭାବନା…

ପାରିପାର୍ଶ୍ୱିକ ଉନ୍ନୟନରେ ଫେଲ୍‌ ମାରିଛି ଫେରୋକ୍ରୋମ କାରଖାନା: ୨୩ରେ କାରଖାନା ମୁଖ୍ୟ ଫାଟକ ସମ୍ମୁଖରେ ଧାରଣା

ଡୁବୁରୀ,୨୦ା୮(ଡି.ଏନ୍‌.ଏ.)- କଳିଙ୍ଗନଗର ଶିଳ୍ପାଞ୍ଚଳ ଦାନଗଦୀ ବ୍ଲକ ଅନ୍ତର୍ଗତ ଶାଳିଜଙ୍ଗା ପଞ୍ଚାୟତର ବାଳିଆପାଳ ମୌଜାରେ ପ୍ରତିଷ୍ଠିତ ବାଲିଆପାଳ ଫେରୋକ୍ରୋମ କାରଖାନା ଉପତ୍ାଦନ କ୍ଷମ ହେବାର ଦୀର୍ଘ ବର୍ଷ ବିତି ଥିଲେ ମଧ୍ୟ ସ୍ଥାନୀୟ ପାରିପାର୍ଶ୍ୱିକ ଉନ୍ନୟନ ଦିଗରେ ସମ୍ପୂର୍ଣ୍ଣ ବିଫଳ ହୋଇଛି। କାରଖାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?